ପ୍ରବାସୀ ସାଜିବେ ଭୂତାଣୁ ବାହକ
ଓ୍ବାଶିଂଟନ,୧୩ା୪: ଘରକୁ ଫେରିଆସୁଥିବା ପ୍ରବାସୀ ଶ୍ରମିକ ଓ କର୍ମଚାରୀମାନେ କରୋନା ଭାଇରସ୍ ବାହକ ହୋଇପାରନ୍ତି। କରୋନା ମହାମାରୀ ଦ୍ୱାରା ପ୍ରଭାବିତ ହୋଇ ନ ଥିବା ନିଜ ଗ୍ରାମ ଓ ଅନ୍ୟ ସ୍ଥାନରେ ସେମାନେ ବାଣ୍ଟିପାରନ୍ତି ଘାତକ ଭୂତାଣୁ। ବିଶ୍ୱବ୍ୟା ପକ୍ଷରୁ ରବିବାର…
ଦିନକରେ ୯୦୯ ପଜିଟିଭ
ନୂଆଦିଲ୍ଲୀ,୧୩।୪: ପରିସ୍ଥିତି ବିଗିଡ଼ିବାରେ ଲାଗିଛି। କରୋନା ଭୂତାଣୁ ମହାମାରୀର ରୂପ ନେଇ ଭାରତକୁ ଗ୍ରାସ କରିବାରେ ଲାଗିଛି। ରବିବାର ୯୦୯ ନୂଆ ସଂକ୍ରମିତଙ୍କୁ ଚିହ୍ନଟ କରାଯିବା ପରେ ଦେଶରେ ଭୂତାଣୁ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧିପାଇ ୯,୧୬୬ରେ ପହଞ୍ଚିଛି। ମୋଟ ୩୨୫ ଜୀବନ…
ଧରାବିରେ ୪୩ ସଂକ୍ରମିତ, ୪ ମୃତ
ନୂଆଦିଲ୍ଲୀ,୧୩ା୪: ଏସିଆ ମହାଦେଶର ସର୍ବବୃହତ୍ ବସ୍ତି ଭାବେ ପରିଚିତ ମୁମ୍ବାଇର ଧରାବିରେ ୧୫ ନୂଆ କରୋନା ପଜିଟିଭ୍ ଚିହ୍ନଟ ହେବା ପରେ ରବିବାର ସୁଦ୍ଧା ସେଠାରେ ସଂକ୍ରମିତଙ୍କ ସଂଖ୍ୟା ୪୩ରେ ପହଞ୍ଚତ୍ଛି। ୧୨ ଦିନ ପୂର୍ବରୁ ଏଠାରେ ପ୍ରଥମ କରୋନା ରୋଗୀ…
ପାଶ୍ୱାନଙ୍କ ବାରିକ ସାଜିଲେ ପୁଅ ଚିରାଗ
ନୂଆଦିଲ୍ଲୀ,୧୩ା୪: ଲକ୍ଡାଉନ୍ ବେଳେ କେନ୍ଦ୍ରମନ୍ତ୍ରୀ ରାମବିଳାସ ପାଶ୍ୱାନଙ୍କ ଚୁଟି ଓ ଦାଢ଼ି କାଟୁଛନ୍ତି ପୁଅ ଚିରାଗ ପାଶ୍ୱାନ। ଲୋକ ଜନଶକ୍ତି ପାର୍ଟି ଅଧ୍ୟକ୍ଷ ଚିରାଗ ରବିବାର ଏନେଇ ଟୁଇଟର୍ରେ ଏକ ଭିଡିଓ ଶେୟାର କରିଛନ୍ତି। ଏଥିରେ ସେ ଏକ ଇଲେକ୍ଟ୍ରିକ୍ ଟ୍ରିମର୍ରେ…
ବାଂଲାବନ୍ଧୁଙ୍କ ହତ୍ୟାକାରୀଙ୍କୁ ଫାଶୀ
ଢାକା,୧୩ା୪: ବାଂଲାଦେଶର ପ୍ରତିଷ୍ଠାତା ତଥା ବାଂଲାବନ୍ଧୁ ନାମରେ ପରିଚିତ ଶେଖ୍ ମୁଜିବୁର ରହମନଙ୍କ ହତ୍ୟାକାରୀ ପୂର୍ବତନ କ୍ୟାପ୍ଟେନ ଅବଦୁଲ ମଜେଦଙ୍କୁ ରବିବାର ଫାଶୀ ଦିଆଯାଇଛି। ୨୫ ବର୍ଷ ଫେରାର ରହିବା ପରେ ତାଙ୍କୁ ଗତ ମଙ୍ଗଳବାର ଗିରଫ କରାଯାଇଥିଲା। ପାକିସ୍ତାନରୁ ଅଲଗା…
ଖୋର୍ଦ୍ଧା: ୩୬ ମନ୍ଦିରରେ ୧୪୪ ଧାରା, ଜରିପୁଟ ସଙ୍କଟମୋଚନ ମନ୍ଦିରରେ ୧୦ଦିନ କଟକଣା
ଖୋର୍ଦ୍ଧା ଅଫିସ,୧୩ା୪: ଖୋର୍ଦ୍ଧା ଜିଲାର ୩୬ଟି ମନ୍ଦିର ଓ ଶୈବପୀଠରେ ୧୪୪ ଧାରା ଜାରି କରାଯାଇଛି। ସୋମବାର ମହାବିଷୁବ ସଂକ୍ରାନ୍ତି ଓ ହନୁମାନ ଜୟନ୍ତୀ ଥିବାରୁ ସମ୍ପୃକ୍ତ ପୀଠସ୍ଥଳିଗୁଡ଼ିକରେ ଭକ୍ତଙ୍କ ସମାଗମ ଆଶଙ୍କାରେ ପ୍ରଶାସନ ପକ୍ଷରୁ ଏହି ପଦକ୍ଷେପ ନିଆଯାଇଛି। କରୋନା…
୧୫ ପାକ୍ ସୈନ୍ୟ, ୮ ଆତଙ୍କବାଦୀ ନିହତ
ନୂଆଦିଲ୍ଲୀ,୧୩ା୪: ନିୟନ୍ତ୍ରଣ ରେଖା ଆରପଟେ ଥିବା କେରନ ସେକ୍ଟରରେ ଭାରତୀୟ ସେନା ପକ୍ଷରୁ ଶୁକ୍ରବାର ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ଏଥିରେ ୮ ଆତଙ୍କବାଦୀ ଏବଂ ୧୫ ପାକ୍ ସୈନ୍ୟ ନିହତ ହୋଇଥିବା ସାମରିକ ବାହିନୀ ସୂତ୍ରରୁ ଜଣାପଡ଼ିଛି। ଏହା ପାକିସ୍ତାନ…
ଅଟକାଇବାରୁ ପୋଲିସଙ୍କ ହାତ କାଟିଦେଲେ
ଚଣ୍ଡିଗଡ଼,୧୩ା୪(ପି.ଟି.): କରୋନା ସଂକ୍ରମଣକୁ ପ୍ରତିହତ କରିବା ପାଇଁ ସାରା ଦେଶରେ ଲକ୍ଡାଉନ ଘୋଷଣା କରାଯାଇଛି। ଏହି ସମୟରେ ସାଧାରଣ ଯାତାୟାତ ଉପରେ କଟକଣା ଜାରି ହୋଇଛି। ଜରୁରୀ କାର୍ଯ୍ୟ ଥିଲେ ଅନୁମତି ପତ୍ର କିମ୍ବା ପାସ୍ ଦେଖାଇ ଛଡ଼ାଯାଉଛି। ଏଭଳି ସ୍ଥିତିରେ…
ଦୁର୍ବଳ ହେବ ଅଭିବୃଦ୍ଧି ହାର
ନୂଆଦିଲ୍ଲୀ,୧୩।୪ : ସାରା ବିଶ୍ୱରେ ମହାମାରୀ କରୋନା ଆତଙ୍କ ଖେଳାଇଛି। ଏହି ଭୂତାଣୁ ଦ୍ୱାରା ସଂକ୍ରମିତ ହୋଇ ଲକ୍ଷାଧିକ ଲୋକଙ୍କ ଜୀବନ ଗଲାଣି। ଏହାର ପ୍ରଭାବ ସବୁ ରାଷ୍ଟ୍ରର ଅର୍ଥନୀତିକୁ ଦୋହଲାଇ ଦେଇଛି। ବିଶେଷକରି ଭାରତ ସମେତ ଦକ୍ଷିଣ ଏସିଆର ୮…
ଆଜି ମହାବିଷୁବ ସଂକ୍ରାନ୍ତି, ଓଡ଼ିଆ ନବବର୍ଷ: ମନ୍ଦିରରେ ନାହିଁ ଭକ୍ତଙ୍କ ଭିଡ଼
ଭୁବନେଶ୍ବର,୧୩ା୪(ବ୍ୟୁରୋ) : ଆଜି ହେଉଛି ମହାବିଷୁବ ସଂକ୍ରାନ୍ତି ବା ହନୁମାନ ଜୟନ୍ତୀ। ଏଥିସହିତ ଓଡ଼ିଆ ନବବର୍ଷ ମଧ୍ୟ। ମାତ୍ର କରୋନା ମୁକାବିଲା ପାଇଁ ଚାଲିଥିବା ଲକ୍ଡାଉନ୍ ଯୋଗୁ କୌଣସି ମନ୍ଦିରରେ ଭିଡ଼ ନାହିଁ। ଚାରିଆଡ଼େ ଖାଁ ଖାଁ। ଲୋକେ ଘରେ ରହି…
ମାସ୍କ ନ ପିନ୍ଧି ଜରିମାନା ଗଣିଲେ ୧୬୦ଜଣ
ଭୁବନେଶ୍ୱର,୧୩ା୪(ବ୍ୟୁରୋ): କରୋନାକୁ ନେଇ ଯେତେ କଟକଣା, ସେତେ ଧରାପଡୁଛନ୍ତି ଅମାନିଆ। ତେବେ ପ୍ରଥମଥର ପାଇଁ ମାସ୍କ ନ ପିନ୍ଧି ଜରିମାନା ଗଣିଛନ୍ତି ୧୬୦ଜଣ। ମାସ୍କ ବାଧ୍ୟତାମୂଳକ କରାଯାଇଥିଲେ ମଧ୍ୟ ରବିବାର ଏମାନେ ନିୟମ ନ ମାନି ସହରରେ ବୁଲୁଥିଲେ। ପୋଲିସ ବିଭିନ୍ନ…
‘ହାତପାଆନ୍ତାରେ ସହାୟତା ପହଞ୍ଚାଇବାକୁ ପ୍ରାଥମିକତା’
ଭୁବନେଶ୍ୱର,୧୩ା୪(ବ୍ୟୁରୋ): ରାଜ୍ୟର ୧୯,୦୫୯ ପରିବାରର ୫୧,୭୭୬ ଜଣଙ୍କୁ ଗତ ମାର୍ଚ୍ଚ ୨୧ରୁ ଏପ୍ରିଲ ୧୧ ତାରିଖ ମଧ୍ୟରେ ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନାରେ ଅନ୍ତର୍ଭୁକ୍ତ କରାଯାଇଛି। ସେହିଭଳି ଯୋଗ୍ୟ ହିତାଧିକାରୀ ଚୟନ କରାଯାଇ ଅନ୍ତର୍ଭୁକ୍ତ କରାଯିବା ପ୍ରକ୍ରିୟା ଜାରି ରହିଛି। ଖାଦ୍ୟ…
Archives


