କରୋନାକୁ ହରାଇ ଘରକୁ ଫେରିଲେ ବୋରିସ୍ ଜନସନ୍: କିଛି ଦିନ ବିଶ୍ରାମ ପରେ କାର୍ଯ୍ୟରେ ଦେବେ ଯୋଗ
ଲଣ୍ଡନ,୧୨।୪: ବ୍ରିଟେନ୍ ପ୍ରଧାନମନ୍ତ୍ରୀ ବୋରିସ୍ ଜନସନ୍ କରୋନାକୁ ପରାଜିତ କରି ସୁସ୍ଥ ହୋଇ ରବିବାର ଘରକୁ ଫେରିଛନ୍ତି। କିଛି ଦିନ ବିଶ୍ରାମ ପରେ ସେ କାର୍ଯ୍ୟରେ ଯୋଗଦେବେ ବୋଲି କୁହାଯାଉଛି। ୫୫ ବର୍ଷ ବୟସ୍କ ବୋରିସ୍ଙ୍କ ଠାରେ କରୋନା ସଂକ୍ରମଣ ଚିହ୍ନଟ…
ଥରିଲା ଦିଲ୍ଲୀ: ଆତଙ୍କିତ ହୋଇ ଘରୁ ବାହାରିଲେ ଲୋକେ
ନୂଆଦିଲ୍ଲୀ,୧୨।୪: ଦିଲ୍ଲୀରେ ରବିବାର ଅପରାହ୍ନ ୫ଟା ୪୫ରେ ଭୂକମ୍ପ ଅନୁଭୁତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୩.୫ ଥିଲା ବୋଲି ଜାତୀୟ ଭୂକମ୍ପ ଗବେଷଣା କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଭୂଗର୍ଭର ୮ କିଲୋମିଟର ତଳେ ଭୂକମ୍ପର କେନ୍ଦ୍ର ଥିଲା…
ଆମାଜନ୍ ଜଙ୍ଗଲରେ ପହଞ୍ଚିଲା କରୋନା: ୟାନୋମାମି ଜନଜାତି ବାଳକଙ୍କ ମୃତ୍ୟୁ
ସାଓ ପାଓଲୋ,୧୨।୪: କରୋନା ସଂକ୍ରମଣ ଏବେ ବ୍ରାଜିଲ୍ର ଆମାଜନ୍ ଜଙ୍ଗଲରେ ପହଞ୍ଚିଛି। ସଂକ୍ରମଣ ଯୋଗୁ ଏଠାରେ ଜଣେ ୧୫ ବର୍ଷ ବୟସ୍କ ୟାନୋମାମି ଜନଜାତି ବାଳକଙ୍କ ମୃତ୍ୟୁ ଘଟିଛି। ମୃତ ଯୁବକଙ୍କୁ ଏପ୍ରିଲ୍ ୩ରେ ଜ୍ୱର ହେବା ସହିତ ମୁଣ୍ଡବିନ୍ଧା, ଗଳାରେ…
ଭାରତରେ ୮୦ ପ୍ରତିଶତ କରୋନା ସଂକ୍ରମିତଙ୍କ ସ୍ଥିତି ସାମାନ୍ୟ
ନୂଆଦିଲ୍ଲୀ,୧୨।୪: ଭାରତରେ କରୋନା ସଂକ୍ରମଣ ଦେଇ ଲୋକଙ୍କ ମଧ୍ୟରେ କୋକୁଆ ଭୟ ଦେଖାଦେଇଛି। ଏପରିସ୍ଥଳେ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି ଯେ, ଦେଶରେ ୮୦ ପ୍ରତିଶତ ସଂକ୍ରମିତଙ୍କ ସ୍ବାସ୍ଥ୍ୟାବସ୍ଥା ସାମାନ୍ୟ ରହିଛି। ମାତ୍ର ୨୦ ପ୍ରତିଶତ ସଂକ୍ରମିତଙ୍କ କ୍ଷେତ୍ରରେ ଗୁରୁତର ଲକ୍ଷଣ…
ତାଜ୍ ହୋଟେଲର ୬ କର୍ମଚାରୀ କରୋନା ପଜିଟିଭ୍
ମୁମ୍ବାଇ,୧୨।୪: କରୋନା ସଂକ୍ରମଣ ଯୋଗୁ ମହାରାଷ୍ଟ୍ରରେ ପ୍ରତିଦିନ ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ମୁମ୍ବାଇର ତାଜ୍ ହୋଟେଲରେ ୬ କର୍ମଚାରୀ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ହୋଟେଲରେ କରୋନା ସଂକ୍ରମିତଙ୍କ ଚିକିତ୍ସା କରୁଥିବା ସ୍ବାସ୍ଥ୍ୟକର୍ମୀଙ୍କ ରହିବାର ବ୍ୟବସ୍ଥା କରାଯାଇଛି। ସୁରକ୍ଷା ଦୃଷ୍ଟିରୁ…
ଲକ୍ଡାଉନ୍ ସମୟରେ ବି ଦୁର୍ବୃତ୍ତଙ୍କ ଦୌରାତ୍ମ୍ୟ କମୁନି: ରାଜଧାନୀର ୨ ଘରୁ ଲୁଟିନେଲେ ଟଙ୍କା, ଅଳଙ୍କାର
କଲେଜରୋଡ୍,୧୨ା୪(ଡି.ଏନ୍.ଏ.): କରୋନା ଭୂତାଣୁ ଯେଭଳି ନ ବ୍ୟାପେ ସେନେଇ କମିଶନରେଟ୍ ପୋଲିସ ସହରର ବିଭିନ୍ନ ସ୍ଥାନରେ ଚେକିଂ ଜାରିରଖିଛି। କିନ୍ତୁ ଏଭଳି ପରିସ୍ଥିତିରେ ମଧ୍ୟ ଦୁର୍ବୃତ୍ତଙ୍କ ଦୌରାତ୍ମ୍ୟ କମୁନି। ଘରେ ସମସ୍ତେ ଥିବା ବେଳେ ଲକ୍ଷ୍ମୀସାଗର ଥାନା ଅଞ୍ଚଳରେ ଶନିବାର ବିଳମ୍ବିତ…
ଟ୍ବିନ୍ ସିଟିରେ ଉପଲବ୍ଧ ହେବ ‘ଓଲା’ କ୍ୟାବ୍ ସେବା, ମିଳିଲା ଲକ୍ଡାଉନ୍ ପାସ୍
ଭୁବନେଶ୍ୱର,୧୨।୪(ବ୍ୟୁରୋ): ଗୋଟିଏ ପଟେ ଲକ୍ଡାଉନ୍କୁ ନେଇ ରାଜ୍ୟର ସମସ୍ତ ଟ୍ରେନ୍ ବସ୍ ଚଳାଚଳକୁ ବାତିଲ କରାଯାଇଥିବା ବେଳେ ରବିବାର କିଛି ଓଲା ଗାଡ଼ିକୁ ପାସ୍ ଦିଆଯାଇଥିବା ସୂଚନା ମିଳିଛି। ଲକ୍ଡାଉନ୍ରେ କେବଳ ଟ୍ବିନ୍ ସିଟିରେ ଚଳାଚଳ ଲାଗି ଏହି ପାସ ଦିଆଯାଇଛି।…
ହାଇଡ୍ରୋକ୍ସିକ୍ଲୋରୋକୁଇନରେ ସବୁର ଚିକିତ୍ସା ସମ୍ଭବ ନୁହେଁ: ଏମ୍ସ ନିର୍ଦ୍ଦେଶକ
ନୂଆଦିଲ୍ଲୀ,୧୨।୪: ବର୍ତ୍ତମାନ ସମୟରେ ସାରା ବିଶ୍ୱ କରୋନାକୁ ହରାଇବାରେ ଲାଗି ପଡିଥିବା ବେଳେ ଏପର୍ଯ୍ୟନ୍ତ ଏହାପାଇଁ କୌଣସି ସଠିକ ଔଷଧ ମିଳିପାରି ନାହିଁ। ତେବେ ଏହାର ଚିକିତ୍ସା ପାଇଁ ମେଲେରିଆରେ ବ୍ୟବହାର କରାଯାଉଥିବା ଔଷଧ ହାଇଡ୍ରୋକ୍ସିକ୍ଲୋରୋକୁଇନର ବ୍ୟବହାର କରାଯାଇପାରିବ ବୋଲି କିଛି…
ସୋମବାର ମହାବିଷୁବ ସଂକ୍ରାନ୍ତି: ଆରଡ଼ିରେ ହେବନାହିଁ ଜଳଲାଗି
ଆରଡ଼ି,୧୨ା୪(ଡି.ଏନ୍.ଏ) : ସୋମବାର ମହାବିଷୁବ ସଂକ୍ରାନ୍ତି। ଭଦ୍ରକ ଜିଲାର ପ୍ରସିଦ୍ଧ ଶୈବପୀଠ ଆରଡ଼ିରେ ଚଳିତବର୍ଷ ହେବ ନାହିଁ ଭକ୍ତଙ୍କ ସମାଗମ। ଲକ୍ଡାଉନ୍ ହୋଇଥିବାରୁ ୧୯ଦିନ ହେଲା ବାବା ଆଖଣ୍ଡଳମଣିଙ୍କ ମନ୍ଦିର ବନ୍ଦ ରହିଛି। ପ୍ରଥା ଅନୁସାରେ ବୈଶାଖ ମାସ ସଂକ୍ରାନ୍ତି ଓ…
ଅନ୍ତର୍ଜାତୀୟ କ୍ରିକେଟ କ୍ୟାଲେଣ୍ଡରରେ ପରିବର୍ତ୍ତନ ଆବଶ୍ୟକ: ଆଝାରୁଦ୍ଦିନ
ନୂଆଦିଲ୍ଲୀ,୧୨।୪ (ପି.ଟି.): କୋଭିଡ-୧୯ କାରଣରୁ ସାରା ବିଶ୍ୱରେ ବିଭିନ୍ନ କ୍ରୀଡ଼ ଓ ଇଭେଣ୍ଟଗୁଡିକ ଠପ୍ ହୋଇଛି। ଏପରିସ୍ଥଳେ ଅନ୍ତର୍ଜାତୀୟ କ୍ରିକେଟ କ୍ୟାଲେଣ୍ଡରରେ ପରିବର୍ତ୍ତନ କରିବାର ଜରୁରୀ ହୋଇପଡିଛି ବୋଲି ପୂର୍ବତନ ଭାରତୀୟ ଅଧିନାୟକ ମହମ୍ମଦ ଆଝାରିଦ୍ଦିନ କହିଛନ୍ତି। ବିଶ୍ୱର ସବୁ ଦେଶର…
ସ୍ପୋଟର୍ସ ଇଞ୍ଜୁରି : ୧୨,୦୦୦ ଡାକ୍ତରଙ୍କ ସହ ସଚିନଙ୍କ ଆଲୋଚନା
ମୁମ୍ବାଇ,୧୨।୪(ପି.ଟି.): କ୍ରୀଡ଼ାରେ ଆଘାତ ସମସ୍ୟା ବା ସ୍ପୋଟର୍ସ ଇଞ୍ଜୁରି ନେଇ ମାଷ୍ଟରବ୍ଲାଷ୍ଟର ସଚିନ ତେନ୍ଦୁଲକର ୧୨,୦୦୦ ଡାକ୍ତରଙ୍କ ସହ ଆଲୋଚନା କରିଛନ୍ତି। ନିଜର ଅଗାଧ ଅଭିଜ୍ଞତା ଓ ଜ୍ଞାନ ବାଣ୍ଟିବାକୁ ସବୁବେଳେ ଇଚ୍ଛା ଜାହିର କରିଆସୁଥିବା ତେନ୍ଦୁଲକର ଏହି ଡାକ୍ତରମାନଙ୍କୁ ଶନିବାର…
୨୦୨୧ ପର୍ଯ୍ୟନ୍ତ ମଣ୍ଟ୍ରିଲ ଡବ୍ଲ୍ୟୁଟିଏ ଇଭେଣ୍ଟ ଘୁଞ୍ଚିଲା
ମଣ୍ଟ୍ରିଲ,୧୨।୪ (ଏଏଫ୍ପି): ବର୍ଷର ଅନ୍ତିମ ତଥା ଚତୁର୍ଥ ଗ୍ରାଣ୍ଡସ୍ଲାମ ଟୁର୍ନାମେଣ୍ଟ ୟୁଏସ୍ ଓପନ ଠିକ୍ ପୂର୍ବରୁ ଖେଳାଯାଉଥିବା ମଣ୍ଟ୍ରିଲ ଡବ୍ଲ୍ୟୁଟିଏ ଟୁର୍ନାମେଣ୍ଟ ବାର ରୋଜର୍ସ କପ୍କୁ ଘୁଞ୍ଚାଇ ଦିଆଯାଇଛି। ଏଥର ଏହି ଟେନିସ ଇଭେଣ୍ଟକୁ ବାତିଲ କରାଯାଇଛି ଓ ୨୦୨୧ ପର୍ଯ୍ୟନ୍ତ…
Archives


