Home

‘ଧରିତ୍ରୀ’ରେ ପ୍ରକାଶିତ ଖବରକୁ ନେଇ ମୁଖ୍ୟମନ୍ତ୍ରୀଙ୍କୁ ଟୁଇଟ୍‌: କାର୍ଯ୍ୟାନୁଷ୍ଠାନ ଗ୍ରହଣ କଲା ବରଗଡ଼ ପୌରପରିଷଦ

ବରଗଡ଼ ଅଫିସ,୧୨ା୪: ମହାମାରୀ କରୋନା ଭୂତାଣୁ ପ୍ରତିହତ ପାଇଁ ସାମାଜିକ ଦୂରତ୍ୱକୁ ଗୁରୁତ୍ୱ ଦିଆଯାଉଛି। ଏଥିପାଇଁ ଲକ୍‌ଡାଉନ୍‌ କଟକଣା ମଧ୍ୟ ଲାଗୁ କରାଯାଇଛି। ମାତ୍ର ମାଛ, ମାଂସ, ପରିବା ବଜାରଠାରୁ ଆରମ୍ଭ କରି ରାଶନ ବଣ୍ଟନ ପାଇଁ ପ୍ରଶାସନ ପକ୍ଷରୁ ନିର୍ଦ୍ଧାରିତ…

ଅସୁସ୍ଥ ଦନ୍ତାର ଜୀବନଗଲା

ସୋନପୁର,୧୨ା୪(ନି.ପ୍ର.) : ସୁବର୍ଣ୍ଣପୁର ବନଖଣ୍ଡ ଉଲୁଣ୍ଡା ରେଞ୍ଜ ଅନ୍ତର୍ଗତ ଝାରବାହାଲି ଜଙ୍ଗଲରେ ରବିବାର ଏକ ପ୍ରାପ୍ତବୟସ୍କ ଦନ୍ତାହାତୀର ମୃତ୍ୟୁ ହୋଇଛି। ତେବେ ହାତୀଟି ଅସୁସ୍ଥ ଥିଲା। ମୃତଦେହ ବ୍ୟବଚ୍ଛେଦ ପରେ ଦାନ୍ତ କଟାଯାଇ ବାହାର କରାଯିବ। ପରେ ମୃତଦେହକୁ ମାଟିଖୋଳି ପୋତି…

ଦୁର୍ଦ୍ଦିନରେ ଗଞ୍ଜାମର କିଆ ଫୁଲ ଚାଷୀ: ଗଛରେ ନଷ୍ଟ ହେଉଛି ଫୁଲ, ଜିଲାପାଳ ଦୃଷ୍ଟି ଦେବାକୁ ଦାବି

ଛତ୍ରପୁର, ୧୨।୪(ଡି.ଏନ୍‌.ଏ.)- ବିଶ୍ୱ ବିଖ୍ୟାତ ଗଞ୍ଜାମ ଜ଼ିଲାର କିଆ ଶିଳ୍ପ କରୋନା ପରିପ୍ରେକ୍ଷୀରେ ସମ୍ପୂର୍ଣ୍ଣ ବନ୍ଦ ହୋଇଯାଇଛି। ଚାଷୀମାନେ ଗଛରୁ କିଆ ଫୁଲ ତୋଳିପାରୁନାହାନ୍ତି। ଫଳରେ ଏହା ଗଛରେ ହିଁ ନଷ୍ଟ ହେଉଛି। ଏହାକୁ ନେଇ କିଆ ଫୁଲ ଚାଷୀ ଏକ…

୨୪ ଘଣ୍ଟାରେ ୯୦୯ ନୂଆ ରୋଗୀ: ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୮ ହଜାର ଅତିକ୍ରମ କଲା

ନୂଆଦିଲ୍ଲୀ,୧୨।୪: ସରି ସରି ଆସୁଛି ଲକ୍‌ଡାଉନ ଅବଧି। ହେଲେ ଦେଶରେ ଥମୁନାହିଁ କରୋନା ସଂକ୍ରମିତଙ୍କ ସଂଖ୍ୟା। ମିଳିଥିବା ସୂଚନା ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୯୦୯ ଜଣ ନୂଆ କରୋନା ସଂକ୍ରମିତ ରୋଗୀଙ୍କୁ ଚିହ୍ନଟ କରାଯାଉଛି। ଏହାସହ ୨୪…

ମାଗଣାରେ ମାସ୍କ ବଣ୍ଟନ, ସାମାଜିକ ଦୂରତା ରକ୍ଷା ପାଇଁ କଲେ ସଚେତନ

ଭଟଲି,୧୨ା୪(ଡି.ଏନ୍‌.ଏ.) : ଦିନକୁଦିନ କରୋନା ଭୟାବହତା ରାଜ୍ୟରେ ବଢ଼ିଚାଲିଛି। ଏହି ପରିସ୍ଥିତିକୁ ଦୃଷ୍ଟିରେ ରଖି ସରକାର ଗତ ୯ତାରିଖରୁ ସମସ୍ତଙ୍କ ପାଇଁ ମାସ୍କ ପିନ୍ଧିବା ପାଇଁ ବାଧ୍ୟ କରିଛନ୍ତି। ଅନ୍ୟପଟେ ଗ୍ରାମାଞ୍ଚଳରେ ମାସ୍କ ମିଳୁନାହିଁ। ସେଥିପାଇଁ କେତେକ ସଂଗଠନ ପକ୍ଷରୁ ରବିବାର…

କେନ୍ଦ୍ରାପଡ଼ାରେ ଦ୍ୱିତୀୟ କରୋନା ପଜିଟିଭ୍‌ ଚିହ୍ନଟ: ରାଜନଗର ଅଞ୍ଚଳର ଦୁଇ ଗ୍ରାମକୁ ସିଲ୍‌ କଲା ପ୍ରଶାସନ, ସଂଗରୋଧ ଗୃହରେ ଆକ୍ରାନ୍ତଙ୍କ ପରିବାରର ସଦସ୍ୟ

କେନ୍ଦ୍ରାପଡା ଅଫିସ/ ରାଜନଗର (ଡି.ଏନ୍‌.ଏ.), ୧୨।୪: କେନ୍ଦ୍ରାପଡା ଜିଲାର ଦ୍ୱିତୀୟ କରୋନା ପଜିଟିଭ୍‌ ଶନିବାର ଚିହ୍ନଟ ହୋଇଛନ୍ତି। ରାଜନଗର ଅଞ୍ଚଳର ଏହି ମହିଳାଙ୍କୁ ଜିଲା ପ୍ରଶାସନ ସହାୟତାରେ କଟକର କୋଭିଡ ହସ୍ପିଟାଲକୁ ଚିକିତ୍ସା ପାଇଁ ପଠାଯାଇଛି। ଆକ୍ରାନ୍ତଙ୍କ ପରିବାର ସଦସ୍ୟଙ୍କ ରକ୍ତ,…

ଜଙ୍ଗଲରୁ ମହିଳାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ଘଟଣା: ହତ୍ୟା ଅଭିଯୋଗ ଆଣିଲେ ଭାଇ

ପାଟଣା,୧୨ା୪(ସ୍ବ.ପ୍ର.): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅନ୍ତର୍ଗତ ଝହ୍ନେଇପଶି ଗ୍ରାମର ନାଳ ନିକଟରେ ଥିବା ଆକାଶିଆ ଜଙ୍ଗଲରୁ ଶନିବାର ସକାଳୁ ଜଣେ ମହିଳାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଥିଲା। ମୃତ ମହିଳା ଜଣକ ହେଉଛନ୍ତି କଣ୍ଟିଆପଡ଼ା ପଞ୍ଚାୟତ ବାଲାଣିପଶି ଗ୍ରାମର ଲୋକନାଥ…

ଗଞ୍ଜାମରେ ଡିଜିପି: ଲୋକଙ୍କ ଆସ୍ଥାଭାଜନ ହେବାକୁ ଦେଲେ ପରାମର୍ଶ

ଛତ୍ରପୁର,୧୨ା୪(ଡି.ଏନ୍‌.ଏ.): ରାଜ୍ୟ ପୋଲିସ ଡିଜି ଅଭୟ ରବିବାର ଗଞ୍ଜାମ ଜିଲାକୁ ଆସି ବିଭିନ୍ନ ଥାନା ଗଞ୍ଜାମ ଏସ୍‌ପିଙ୍କ କାର୍ଯ୍ୟାଳୟ ପରିଦର୍ଶନ କରିଛନ୍ତି। କରୋନା ସଂକ୍ରମଣ ମୁକାବିଲା ପାଇଁ ସରକାରଙ୍କ ପକ୍ଷରୁ ଦିଆଯାଇଥିବା ନିର୍ଦ୍ଦେଶନାମାକୁ କାର୍ଯ୍ୟକାରୀ କରି କ’ଣ ସବୁ ପଦକ୍ଷେପ ଓ…

୩୩୨ ଜଣଙ୍କ ହୋମ୍‌ କ୍ୱାରାଣ୍ଟାଇନ୍‌ ଅବଧି ଶେଷ: ଚାଲିଛି ସ୍ବାସ୍ଥ୍ୟ ପରୀକ୍ଷା

ଲୋଇସିଂହା,୧୨ା୪(ଡି.ଏନ୍‌.ଏ.): ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ସ୍ବାସ୍ଥ୍ୟ ବିଭାଗ ସୂଚନା ଅନୁଯାୟୀ ବ୍ଲକକୁ ରାଜ୍ୟ ବାହାରୁ ୩୩୫ ଜଣ ଘରକୁ ଫେରିଛନ୍ତି। ସେମାନେ ପଞ୍ଚାୟତର ସଙ୍ଗରୋଧ କେନ୍ଦ୍ରକୁ ନ ଯାଇ ୧୪ ଦିନିଆ ହୋମ୍‌ କ୍ବାରାଣ୍ଟାଇନରେ ରହିଛନ୍ତି। ସେଥିମଧ୍ୟରୁ ୩୩୨ ଜଣଙ୍କ…

ଲୋକଙ୍କୁ ମାଗଣାରେ ମାସ୍କ ଯୋଗାଇ ଦେବାକୁ ପ୍ରସ୍ତୁତି କାର୍ଯ୍ୟରେ ଲାଗିଛନ୍ତି ଯୁବକ

ରାଇସୁଆଁ,୧୨ା୪(ଡି.ଏନ୍‌.ଏ.): ସରକାରୀସ୍ତରରେ ମହାମାରୀ କରୋନା ଭୂତାଣୁ ସଂକ୍ରମଣ ରୋକିବାକୁ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି। ମାସ୍କ ପିନ୍ଧିଲେ ଏହି ସଂକ୍ରମଣକୁ ରୋକିହେବ ବୋଲି ପ୍ରଶାସନ ପକ୍ଷରୁ କୁହାଯାଇଛି। ତେଣୁ ଲୋକଙ୍କ ମଧ୍ୟରେ ଏହାକୁ କିଣିବା ପାଇଁ ତତ୍ପରତା ପ୍ରକାଶ ପାଉଛି। ତେବେ ବଜାରରେ…

କେତେ ସଫଳ ହେବ ଆଣ୍ଟିବଡି ପରୀକ୍ଷା

ଓ୍ବାଶିଂଟନ,୧୨।୪: କୋଭିଡ୍‌-୧୯ ସଂକ୍ରମଣକୁ ନେଇ ଅଧିକାଂଶ ଦେଶ ଲକ୍‌ଡାଉନ ରହିଛି। କେବେ ଜୀବନଯାତ୍ରା ସ୍ବାଭାବିକ ହେବ ତାକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। କରୋନା ଦ୍ୱାରା ସର୍ବାଧିକ ପ୍ରଭାବିତ ହୋଇଛି ଆମେରିକା। ଏବେ ବଡ଼ ପ୍ରଶ୍ନ ଉଠୁଛି, ଆମେରିକୀୟମାନେ କେବେ ଓ…

ଇନ୍ଦୋର କରୋନା ସଂକ୍ରମଣର ହଟ୍‌ସ୍ପଟ

ଇନ୍ଦୋର,୧୨।୪: ବାଣିଜି୍ୟକ, ସାମାଜିକ-ସାଂସ୍କୃତିକ କାର୍ଯ୍ୟକ୍ରମ ସହ ସର୍ବଦା ଜଡ଼ିତ ରହିଆସିଥିବା ଇନ୍ଦୋର ସହର ମଧ୍ୟପ୍ରଦେଶରେ କରୋନା ସଂକ୍ରମଣର ହଟ୍‌ସ୍ପଟ ପାଲଟିଛି। ରାଜ୍ୟରେ ମୋଟ ୩୬ କରୋନା ମୃତକଙ୍କ ମଧ୍ୟରୁ ଇନ୍ଦୋରରୁ ୨୭ ଜଣ ରହିଛନ୍ତି। ଏହି ସହରରେ କରୋନା ଜନିତ ମୃତ୍ୟୁହାର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri