Home

କେରଳରେ ଫସିଥିବା ୪୦ ଜଣ ଭଦ୍ରକ ଫେରୁଛନ୍ତି

ଭଦ୍ରକ ଅଫିସ,୪ା୫: କେରଳରେ ଫସିଥିବା ୪୦ ଜଣ ସୋମବାର ସକାଳେ ସ୍ବତନ୍ତ୍ର ଟ୍ରେନ ଯୋଗେ ଗଞ୍ଜାମ ଜିଲା ଜଗନ୍ନାଥପୁର ଷ୍ଟେଶନରେ ଓହ୍ଲାଇଥିଲେ। ସେଠାରୁ ଭଦ୍ରକ ଜିଲା ପ୍ରଶାସନ ଏକ ସ୍ବତନ୍ତ୍ର ବସ୍‌ ଯୋଗେ ଏମାନଙ୍କୁ ଭଦ୍ରକ ଆଣୁଥିବା ଜଣାପଡ଼ିଛି। ସମସ୍ତ କେରଳ…

ଖାଦ୍ୟ ତାଲିକା ଜାରିକଲେ ଗଞ୍ଜାମ ଜିଲାପାଳ: କ୍ୱାରାଣ୍ଟାଇନ କେନ୍ଦ୍ରରେ ସପ୍ତାହରେ ୪ଦିନ ମିଳିବ ଆମିଷ, ଶିଶୁଙ୍କୁ ହର୍‌ଲିକ୍ସ, କ୍ଷୀର

ଛତ୍ରପୁର, ୪।୫(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ବେଗୁନିଆପଡ଼ା ବ୍ଲକର ୨ଟି କ୍ୱାରାଣ୍ଟାଇନ ସେଣ୍ଟରରେ କିଛି ଦିନ ତଳେ ଖାଦ୍ୟ ଅଭାବ ନେଇ ଗଣ୍ଡଗୋଳ କରି ସୁରଟ ଫେରନ୍ତାମାନେ ସେଠାରୁ ଚମ୍ପଟ ମାରିଥିଲେ। ଏଥିସହ ଗଞ୍ଜାମର ଅନ୍ୟ ଏକ କ୍ୱାରାଣ୍ଟାଇନ ସେଣ୍ଟରରେ ଖାଦ୍ୟକୁ ନେଇ…

ଚୌଦ୍ୱାର ପୌରପାଳିକାରେ ପଞ୍ଜୀକରଣ କଲେ ୩୭୪ ପ୍ରବାସୀ

ଚୌଦ୍ୱାର,୪ା୫(ଡି.ଏନ୍‌.ଏ.): ରାଜ୍ୟ ବାହାରେ ରହୁଥିବା ଚୌଦ୍ୱାର ଅଞ୍ଚଳର ୩୭୪ ଜଣ ପ୍ରବାସୀ ଓଡ଼ିଆ ଚୌଦ୍ୱାର ଫେରିବା ପାଇଁ ପୌରପାଳିକାରେ ନିଜନାମ ପଞ୍ଜିକୃତ କରିଛନ୍ତି। ଚୌଦ୍ୱାର ପୌର ନିର୍ବାହୀ ଅଧିକାରୀ ପବିତ୍ର କୁମାର ବେହେରାଙ୍କ ସୂଚନା ଅନୁଯାୟୀ, ପ୍ରଥମ ପର୍ଯ୍ୟାୟ ପଞ୍ଜୀକରଣର ଶେଷଦିନରେ…

ପିଏମ୍‌ କେୟାର୍ସ ଫଣ୍ଡ୍‌କୁ ୧୫୧ କୋଟି ଦାନ ଦେଇଥିବା ରେଲଓ୍ବେ ଶ୍ରମିକଙ୍କଠାରୁ ଆଦାୟ କରୁଛି ଭଡ଼ା: ରାହୁଲ

ନୂଆଦିଲ୍ଲୀ,୪।୫: କରୋନା ସଂକ୍ରମଣକୁ ରୋକିବା ଲାଗି ଦେଶରେ ଲକ୍‌ଡାଉନ୍‌ ଜାରି ହୋଇଛି। ଏପରିସ୍ଥଳେ ବାହାର ରାଜ୍ୟରେ ଅଟକି ରହିଥିବା ଶ୍ରମିକଙ୍କୁ ନିଜ ନିଜ ରାଜ୍ୟକୁ ଫେରାଇ ଆଣିବା ପାଇଁ ସ୍ବତନ୍ତ୍ର ଟ୍ରେନ୍‌ ଚଳାଚଳର ବ୍ୟବସ୍ଥା କରାଯାଇଛି। ତେବେ ଟ୍ରେନ୍‌ରେ ଆସିବା ଲାଗି…

ମାଲ୍‌ ଗାଡ଼ିରେ ଲୁଚି ପଳାଉଥିଲେ ୨୦ ଶ୍ରମିକ

କେନ୍ଦୁଝର,୪ା୫(ଡି.ଏନ୍‌.ଏ./ସ୍ବ.ପ୍ର.)-ସାରା ଦେଶ ସମେତ ଓଡ଼ିଶାରେ ତୃତୀୟ ପର୍ଯ୍ୟାୟ ଲକ୍‌ଡାଉନ୍‌ ଆରମ୍ଭ ହୋଇଛି। ଏହାଫଳରେ ଓଡ଼ିଶାର ବିଭିନ୍ନ ପ୍ରାନ୍ତରେ ଫସି ରହିଥିବା ଶ୍ରମିକମାନେ କେନ୍ଦୁୁଝର ଜିଲା ଦେଇ ନିଜ ନିିଜ ଗଁାକୁ ପଳାଇ ଯିବାକୁ ଉଦ୍ୟମ ଜାରି ରଖିଛନ୍ତି। ଏଭଳି ପରିସ୍ଥିତିରେ ସୋମବାରଠାରୁ…

ଜଗନ୍ନାଥପୁର ଷ୍ଟେଶନରେ ପହଞ୍ଚିଲେ ୬୦୬ କେରଳ ଫେରନ୍ତା

ଛତ୍ରପୁର, ୪।୫(ଡି.ଏନ୍‌.ଏ.): କେରଳରୁ ଏର୍ଣ୍ଣାକୁଲମ ଜଙ୍କସନ-ଖୋର୍ଦ୍ଧା ରୋଡ ସ୍ପେଶାଲ ଟ୍ରେନ ସୋମବାର ସକାଳେ ଗଞ୍ଜାମ ଜିଲା ଜଗନ୍ନାଥପୁର ଜଙ୍କସନ୍‌ ଷ୍ଟେଶନରେ ପହଞ୍ଚିଛି। ଏଥିରେ ଗଞ୍ଜାମ ଜଲାର ୬୦୬ ପ୍ରବାସୀ ଓଡ଼ିଆ ରହିଛନ୍ତି। ସମସ୍ତଙ୍କୁ ସୁରକ୍ଷିତ ଭାବେ ଓହ୍ଲାଇବା ପରେ ସ୍କ୍ରିନିଂ କରାଯାଇ…

CORONAVIRUS UPDATE: ରାଜ୍ୟର ନୂଆ କରୋନା ପଜିଟିଭ୍‌ ରାଉରକେଲାର ଜଣେ ମହିଳା; ସୁନ୍ଦରଗଡ଼ରେ ଆକ୍ରାନ୍ତଙ୍କ ସଂଖ୍ୟା ୧୧ ଛୁଇଁଲା

ଭୁବନେଶ୍ୱର,୪ା୫(ବ୍ୟୁରୋ): ସୋମବାର ସକାଳେ ରାଜ୍ୟରେ ଆଉ ଜଣେ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତ ଜଣକ ରାଉରକେଲା ନାଲା ରୋଡ୍‌ର ଜଣେ ୨୯ ବର୍ଷୀୟା ମହିଳା ବୋଲି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନାରୁ ଜଣାପଡ଼ିଛି। ଏହାକୁ ମିଶାଇ…

ବିଦେଶରୁ ଭାରତୀୟ ମାଗଣାରେ ସ୍ବଦେଶ ଫେରୁଥିବାବେଳେ ଶ୍ରମିକଙ୍କ ପାଇଁ ଟ୍ରେନ୍‌ ଟିକଟ କାହିଁକି: ପ୍ରଦେଶ କଂଗ୍ରେସ କମିଟି ବହନ କରିବ ଖର୍ଚ୍ଚ କହିଲେ ସୋନିଆ

ନୂଆଦିଲ୍ଲୀ,୪।୫: କରୋନା ସଂକ୍ରମଣ ନେଇ ଭାରତରେ ଆତଙ୍କ ଦେଖାଦେଇଛି। ସୁରକ୍ଷା ଦୃଷ୍ଟିରୁ ଦେଶବ୍ୟାପୀ ଲକ୍‌ଡାଉନ୍‌ ଜାରି ହୋଇଛି। ବାହାର ରାଜ୍ୟରେ ଅଟକି ରହିଥିବା ଶ୍ରମିକଙ୍କୁ ନିଜନିଜ ରାଜ୍ୟକୁ ଫେରାଇ ଅଣାଯିବା ଲାଗି ସ୍ବତନ୍ତ୍ର ଟ୍ରେନ୍‌ ବ୍ୟବସ୍ଥା କରାଯାଇଛି। ତେବେ ଟ୍ରେନ୍‌ରେ ଘରବାହୁଡ଼ିବା…

ଏନ୍‌କାଉଣ୍ଟର ବେଳେ ୫ ଯବାନ ଶହୀଦ

ଶ୍ରୀନଗର,୪ା୫(ପି.ଟି.): କରୋନା ମହାମାରୀ ବିରୋଧରେ ସାରା ବିଶ୍ୱ ଲଢ଼ୁଥିବାବେଳେ ପାକିସ୍ତାନ ଆତଙ୍କବାଦୀଙ୍କୁ ଜମ୍ମୁ-କଶ୍ମୀରରେ ଅନୁପ୍ରବେଶ କରାଇ ରକ୍ତପାତ କରାଉଛି। ଜମ୍ମୁ-କଶ୍ମୀରର ହଣ୍ଡଓ୍ବାରା ଅନ୍ତର୍ଗତ ରାଜଓ୍ବର ଜଙ୍ଗଲରେ ଆତଙ୍କବାଦୀଙ୍କ ସହ ଏନ୍‌କାଉଣ୍ଟରରେ ଦୁଇଜଣ ବରିଷ୍ଠ ସେନା ଅଧିକାରୀଙ୍କ ସମେତ ୫ ସୁରକ୍ଷା କର୍ମୀ…

ଦେଶରେ ୪୨ହଜାର ଅତିକ୍ରମ କଲା କରୋନା ସଂକ୍ରମିତଙ୍କ ସଂଖ୍ୟା

ନୂଆଦିଲ୍ଲୀ,୪।୫: ଦେଶରେ ସୋମବାର ସକାଳ ସୁଦ୍ଧା କରୋନା ସଂକ୍ରମିତଙ୍କ ସଂଖ୍ୟା ପହଞ୍ଚିଛି ୪୨,୫୩୩ରେ। ଏମାନଙ୍କ ମଧ୍ୟରୁ ୧,୩୭୩ଜଣଙ୍କ ମୃତ୍ୟୁ ହୋଇ ସାରିଲାଣି। ଗତ ୨୪ ଘଣ୍ଟା ମଧ୍ୟରେ ୨,୫୫୩ଜଣ ମହାମାରୀ କରୋନା ଦ୍ୱାରା ଆକ୍ରାନ୍ତ ହୋଇଥିବା ବେଳେ ଏହି ସମୟ ମଧ୍ୟରେ…

ସ୍ବଦେଶ ଫେରିବାକୁ ବ୍ୟାକୁଳ ପ୍ରବାସୀ

ଆବୁଧାବି,୪।୫(ପି.ଟି.): କରୋନା ମହାମାରୀରୁ ବର୍ତ୍ତିବା ପାଇଁ ବିଭିନ୍ନ ଦେଶରେ ରହିଥିବା ପ୍ରବାସୀମାନେ ନିଜ ଦେଶକୁ ଫେରିବାକୁ ବ୍ୟାକୁଳ ହେଉଛନ୍ତି। ଅନ୍ୟ ଦେଶ ଅପେକ୍ଷା କରୋନା ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ଭାରତରେ ଆପାତତଃ କମ୍‌ ରହିଛି। ତେଣୁ ଅନେକ ପ୍ରବାସୀ କାମଧନ୍ଦା…

ଡାର୍କ ନେଟ୍‌ରେ ବିକ୍ରି ହେଉଛି କରୋନା ଆରୋଗ୍ୟଙ୍କ ରକ୍ତ

ନୂଆଦିଲ୍ଲୀ,୪ା୫: ମହାମାରୀ କରୋନା ନିରୋଧୀ ଟିକା ତଥା ଔଷଧ ପ୍ରସ୍ତୁତି ପାଇଁ ସାରା ବିଶ୍ୱରେ ବୈଜ୍ଞାନିକମାନେ ଉଦ୍ୟମ ଚଳାଇଛନ୍ତି। କେତେକ ଟିକାର କ୍ଲିନିକାଲ ପରୀକ୍ଷା ଚାଲିଛି। କିନ୍ତୁ ସାଇବର ଅପରାଧୀମାନେ ଏହି ମହାମାରୀରୁ ରକ୍ଷା ପାଇବା ନିମନ୍ତେ ବିଭିନ୍ନ ପ୍ରତିଶ୍ରୁତି ଦେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?