Home

ମେନ୍‌ ଭର୍ସେସ୍‌ ଓ୍ବାଇଲ୍ଡର ଟିଜର ରିଲିଜ୍‌: ବିୟର ଗ୍ରୀଲ୍ସଙ୍କ ସହ ନଜର ଆସିଲେ ସାଉଥ୍‌ ସୁପରଷ୍ଟାର

ମୁମ୍ବାଇ: ଗତ କିଛି ଦିନରୁ ମୋଷ୍ଟ ପପୁଲାର ଶୋ’ ‘ମେନ୍‌ ଭର୍ସେସ୍‌ ଓ୍ବାଇଲ୍ଡ’ରେ ସାଉଥ୍‌ ସୁପରଷ୍ଟାର ରଜନୀକାନ୍ତ ଶୁଟିଂ କରି ଚର୍ଚ୍ଚାର ପରିସରକୁ ଆସିଥିଲେ। ବହୁ ପ୍ରତିକ୍ଷୀତ ଏହି ଏପିସୋଡ୍‌ର ଏବେ ଟିଜର ରିଲିଜ୍‌ ହୋଇଛି। ଡିସକଭରି ଚ୍ୟାନେଲ ଶୋ’ର ଏହି…

ଟ୍ରାକ୍ଟରକୁ ଧକ୍କା ଦେଲା ବାଇକ୍‌: ଘଟଣା ସ୍ଥଳରେ ୨ ମୃତ

ରାୟଗଡ଼ା ଅଫିସ,୨୭।୨: ରାୟଗଡ଼ା ଜିଲା ରାୟଗଡ଼ା ବ୍ଳକ କାର୍ଲାକଣା ପଞ୍ଚାୟତ ନୂଆ ଅଙ୍ଗୁର ଗ୍ରାମ ନିକଟରେ ବୁଧବାର ରାତିରେ ଟ୍ରାକ୍ଟରକୁ ଏକ ବାଇକ୍‌ ଧକ୍କା ଦେଇଛି। ଏଥିରେ ୨ ଜଣଙ୍କ ମୃତ୍ୟୁ ଘଟିଛି। ମୃତକ ଦ୍ୱୟ ହେଲେ ବୃନ୍ଦାବନ କରକରିଆ ଓ…

ସବୁ ଜଳିଗଲା ପରେ…

ନୂଆଦିଲ୍ଲୀ,୨୭।୨: ଦିଲ୍ଲୀରେ ଜାରି ରହିଥିବା ହିଂସାକାଣ୍ଡ ଏବେ ଥମିବାରେ ଲାଗିଛି। ୩ ଦିନ ପରେ ପ୍ରଶାସନର ଚେତା ପଶିଛି। ହିଂସାକାଣ୍ଡ ଘଟିଥିବା ଅଞ୍ଚଳରେ ଉଦ୍ଧାର କାର୍ଯ୍ୟ ଆରମ୍ଭ ହୋଇଛି। ସବୁକିଛି ଜଳିଗଲା ପରେ ଚତୁର୍ଥ ଦିନ ଲୋକଙ୍କ ମନରୁ ଭୟ ଦୂରେଇବା…

ଶୁକ୍ରବାର ଓଡ଼ିଶା ଆସୁଛନ୍ତି ଶାହା: ସନ୍ଧ୍ୟାରେ କର୍ମକର୍ତ୍ତାଙ୍କୁ ଭେଟିବେ

ଭୁବନେଶ୍ୱର,୨୭।୨(ବ୍ୟୁରୋ): ଶୁକ୍ରବାର ଓଡ଼ିଶା ଗସ୍ତରେ ଆସୁଛନ୍ତି କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା। ଏହି ଅବସରରେ ସେ ଭୁବନେଶ୍ୱରରେ ଅନୁଷ୍ଠିତ ହେବାକୁ ଥିବା ନାଗରିକତା ସଂଶୋଧନ ଆଇନ(ସିଏଏ) ସପକ୍ଷରେ ଜନସଚେତନତା ସୃଷ୍ଟି ପାଇଁ ଉଦ୍‌ବୋଧନ ଦେବାର କାର୍ଯ୍ୟକ୍ରମ ରହିଛି। ତେବେ ଶୁକ୍ରବାର…

୫ ଦଫା ଦାବିରେ ଆଶା ସାଥୀ ସଂଘର ବିକ୍ଷୋଭ

ରାୟଗଡ଼ା ଅଫିସ ,୨୭।୨: ଭାରତୀୟ ମଜଦୁର ଦ୍ୱାରା ପରିଚାଳିତ ରାଜ୍ୟ ଆଶା ସାଥୀ ସଂଘ ନିର୍ଦ୍ଦେଶକ୍ରମେ ୫ ଦଫା ଦାବି ନେଇ ରାୟଗଡ଼ା ଜିଲା ଶାଖା ଆଶା ସାଥୀ ଏବଂ ଭାରତୀୟ ମଜଦୁର ସଂଘ ନେତୃତ୍ୱରେ ରାୟଗଡ଼ା ଜିଲା ମୁଖ୍ୟ ଚିକିତ୍ସାଳୟରେ…

ବିଚାରପତି ମୁରଲିଧରଙ୍କ ବଦଳିକୁ ନେଇ ମୁହଁ ଖୋଲିଲେ ରବିଶଙ୍କର

ନୂଆଦିଲ୍ଲୀ,୨୭।୨: ଦିଲ୍ଲୀ ହାଇକୋର୍ଟର ବିଚାରପତି ଏସ୍‌. ମୁରଲିଧରଙ୍କ ରାତି ଅଧିଆ ବଦଳିକୁ ନେଇ ଏବେ ରାଜନୀତି ହୋଇଛି ସରଗରମ। ଏହାକୁ ନେଇ ବିରୋଧୀ କଂଗ୍ରେସ କେନ୍ଦ୍ର ସରକାରଙ୍କୁ ଟାର୍ଗେଟ କରିଥିବା ବେଳେ କେନ୍ଦ୍ରମନ୍ତ୍ରୀ ରବିଶଙ୍କର ପ୍ରସାଦ ଗୋଟିଏ ପରେ ଗୋଟିଏ ଟୁଇଟ୍‌…

ପଟିଆ ଜଙ୍ଗଲରୁ ହାତୀର ମୃତଦେହ ଉଦ୍ଧାର

ନିରାକାରପୁର, ୨୭।୨(ଡି.ଏନ୍‌.ଏ): ଖୋର୍ଦ୍ଧା ଜିଲା ଟାଙ୍ଗୀ ବନବିଭାଗ ଅଧୀନରେ ଥିବା ପଟିଆ ଜଙ୍ଗଲରୁ ଗୁରୁବାର ଏକ ମାଈ ହାତୀର ମୃତଦେହ ଉଦ୍ଧାର ହୋଇଛି। ଖବର ପାଇ ଓୟୁଏଟି, ଭୁବନେଶ୍ୱର ବିଶେଷଜ୍ଞ ଦଳ ଘଟଣାସ୍ଥଳରେ ପହଞ୍ଚିଛନ୍ତି। ହାତୀର ବୟସ ପାଖାପାଖି ୪୦ ହେବ।…

ନୁହେଁ ଆମେ ହିନ୍ଦୁ ଅବା ମୁସଲମାନ୍‌: ହିନ୍ଦୁସ୍ତାନୀ ଆମେ ଦେଶ ଆମ ହିନ୍ଦୁସ୍ତାନ

ଆମେଠି,୨୭।୨: ଦେଶରେ ହିନ୍ଦୁ-ମୁସଲମାନ୍‌ ନେଇ ହିଂସା ଘଟୁଥିବାବେଳେ ଉତ୍ତରପ୍ରଦେଶ ଆମେଠିର ପିଢ଼ି ଗାଁରେ ଭାଇଚାରାର ନିଆରା ଉଦାହରଣ ସୃଷ୍ଟି କରିଛନ୍ତି ଦୁଇ ବାଲ୍ୟ ବନ୍ଧୁ କୃଷ୍ଣଦତ୍ତ ତିଓ୍ବାରି ଏବଂ ବକରିଦି। ୮୨ ବର୍ଷ ବୟସ୍କ ବକରିଦି ସ୍ଥାନୀୟ ମଦ୍ରାସାରେ ଶିକ୍ଷାଦାନ କରନ୍ତି।…

ଶୁକ୍ରବାରରୁ ଡଙ୍ଗରିଆଙ୍କ ନିୟମରାଜା ପର୍ବ: ସିଏଏ, ଏନ୍‌ଆର୍‌ସିକୁ କରିବେ ବିରୋଧ

ଭବାନୀପାଟଣା,୨୭।୨(ଡି.ଏନ୍‌.ଏ.): ପ୍ରତିବର୍ଷ ପରି ଚଳିତବର୍ଷ ମଧ୍ୟ ମାର୍ଚ୍ଚ ୨୮ ଶୁକ୍ରବାରରୁ ତିନିଦିନ ବ୍ୟାପୀ କଳାହାଣ୍ଡି ରାୟଗଡ଼ା ସୀମାନ୍ତ ନିୟମଗିରି ପର୍ବତ ଶିଖର ଉପରେ ନିୟମରାଜା ପର୍ବ ପାଳିତ ହେବ। କଳାହାଣ୍ଡି ରାୟଗଡ଼ା ସୀମାନ୍ତ ମୁନିଖୋଲ ପଞ୍ଚାୟତର ଗରଟାଗ୍ରାମରେ ନିୟମଗିରି ସୁରକ୍ଷା ସମିତିର…

ଶାହାଙ୍କ ଗସ୍ତକୁ ନେଇ ସୁରଙ୍କ କଟାକ୍ଷ: ଫମ୍ପା ଆବାଜ କରିବାକୁ ଆସୁଛନ୍ତି

ଭୁବନେଶ୍ୱର,୨୭।୨(ବ୍ୟୁରୋ): କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ଶୁକ୍ରବାର ଓଡ଼ିଶା ଗସ୍ତରେ ଆସୁଛନ୍ତି। ଏହା ପୂର୍ବରୁ ବରିଷ୍ଠ କଂଗ୍ରେସ ନେତା ତଥା ଜଟଣୀ ବିଧାୟକ ସୁର ରାଉତରାୟ କଟାକ୍ଷ କରିଛନ୍ତି। ଶାହା ଫମ୍ପା ଆବାଜ କରିବାକୁ ଆସୁଛନ୍ତି। ସିଏଏକୁ ନେଇ ଆଉ ବୁଝାଇବା…

ଡିଏଲ୍‌ ପାଇଁ ୩ ଗୁଣା ଫି’ ନେଇ ଦଲାଲ ଗିରଫ

ଭବାନୀପାଟଣା,୨୭।୨(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଭବାନୀପାଟଣା ଆର୍‌ଟିଓରୁ ଜଣେ ଦଲାଲଙ୍କୁ ଗିରଫ କରାଯାଇଛି। ଦଲାଲ ଜଣକ ଡ୍ରାଇଭିଂ ଲାଇସେନ୍ସ (ଡିଏଲ୍‌) କରାଇବାକୁ ପ୍ରକୃତ ମୂଲ୍ୟଠାରୁ ୩ଗୁଣା ଅଧିକ ଫି’ ନେଉଥିବା ବେଳେ ତାଙ୍କୁ ବୁଧବାର ଗିରଫ କରାଯାଇଛି। ସୂଚନାନୁଯାୟୀ, ଡିଏଲ ପାଇବା ପାଇଁ…

୧ କିଲୋ ଜିଆ ଖତରୁ ୨ କୋଟିର ମାଲିକ

ମିରଟ,୨୭।୨: ଦୃଢ଼ ମନୋବଳ ଆଗରେ ସମସ୍ତ ବାଧାବିଘ୍ନ ହାର ମାନିଥାଏ। ଏହାର ଉଦାହରଣ ସୃଷ୍ଟି କରିଛନ୍ତି ଉତ୍ତରପ୍ରଦେଶର ମିରଟରେ ବାସ କରୁଥିବା ଅମିତ ତ୍ୟାଗୀ। ଏମ୍‌ବିଏ ପଢ଼ି ସେ ଚାକିରି କରିଥିଲେ। ତେବେ ଏହା ତାଙ୍କୁ ଆତ୍ମସନ୍ତୋଷ ଦେଇ ନ ଥିଲା।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri