Home

ଲକ୍‌ ଡାଉନ ପାଇଁ ପେଟକୁ ଖାଦ୍ୟ ଯୋଗାଡ କରି ହେଉନି

ସମ୍ବଲପୁର, ୧୧।୪ (ବ୍ୟୁରୋ)- ସମ୍ବଲପୁର ଜିଲା ଖୁଲିଆ ଗ୍ରାମର ବହୁମୁଖି କଳାକାର ଲାଲୁ ମୁଣ୍ଡାଙ୍କୁ ରୋଷେଇ ସାମଗ୍ରୀ ପ୍ରଦାନ କରାଯାଇଛି । ଲାଲୁ ବିଭିନ୍ନ ବାଦ୍ୟଯନ୍ତ୍ର ବଜାଇବାରେ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି । ଏବେ ତାଙ୍କ ବୟସ ୬୮ ବର୍ଷ…

ଭୋକ ଓପାସରେ ବୁଲା କୁକୁର

ବଲାଙ୍ଗୀର ଅଫିସ,୧୧ା୪: କରୋନା ଲକ୍‌ଡାଉନ୍‌ ସମୟରେ ରାଜ୍ୟ ସରକାର ରାଜ୍ୟର ଗରିବ ଜନସାଧାରଣଙ୍କ ଭଳି ବୁଲା କୁକୁର ଓ ଗୋରୁଙ୍କ ପାଇଁ ଖାଦ୍ୟ ଯୋଗାଇ ଦେବାକୁ ଘୋଷଣା କରିଥିଲେ। ତେବେ ସେମାନଙ୍କୁ ଖାଦ୍ୟ ଯୋଗାଇବାରେ ବଲାଙ୍ଗୀର ମ୍ୟୁନିସିପାଲଟି ଫେଲ ମାରିଛି। ଲକ୍‌ଡାଉନ୍‌…

ଘର ଭାଙ୍ଗିଲା, ବୃଦ୍ଧାଙ୍କୁ ଦଳି ମାରିଲା ହାତୀ

ଖପ୍ରାଖୋଲ,୧୧ା୪(ଡି.ଏନ.ଏ.): ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ଅଞ୍ଚଳରେ ହାତୀ ଉପଦ୍ରବ ଦେଖାଦେଇଛି। ବ୍ଲକ ଅନ୍ତର୍ଗତ ହନୁପାଲି ଗାଁରେ ଶୁକ୍ରବାର ବିଳମ୍ବିତ ରାତିରେ ହାତୀ ଆକ୍ରମଣରେ ଜଣେ ବୃଦ୍ଧାଙ୍କ ଜୀବନ ଯାଇଛି। ମୃତା ହେଲେ ବେଲମତୀ ବରିହା(୯୦)। ହାତୀ ଆକ୍ରମଣରୁ ତାଙ୍କ ପୁଅ…

କରୋନା ଯୋଗୁ ଗୋରୁଗାଈ ଓପାସରେ

ସମ୍ବଲପୁର, ୧୧।୪ (ବ୍ୟୁରୋ)- କରୋନା ଭୂତାଣୁ ପ୍ରତିଷେଧକ ଭାବେ ସମ୍ବଲପୁରରେ ଲକ୍‌ ଡାଉନ ଜାରି ରହିଛି । ଗରିବ ଜନସାଧାରଣଙ୍କୁ ଜିଲା ପ୍ରଶାସନ ଓ ବିଭିନ୍ନ ସାମାଜିକ ଅନୁଷ୍ଠାନ ପକ୍ଷରୁ ଖାଦ୍ୟ ବଣ୍ଟନ କରାଯାଉଛି । କିନ୍ତୁ ଗୋରୁ ଗାଈ ଅସୁବିଧାର…

ଡାକ ବିଭାଗର ଅତ୍ୟାବଶ୍ୟକୀୟ ସେବା: ବିଭିନ୍ନ ହସ୍ପିଟାଲକୁ ପଠାଗଲା ଡାଏଲିସିସ୍‌ କିଟ୍‌

କଟକ ଅଫିସ,୧୧।୪: ମହାମାରୀ କରୋନା କାୟାରେ ଆଜି ସାରା ବିଶ୍ୱ କବଳିତ। ଏନେଇ ଦେଶରେ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି। ଫଳରେ ସବୁ ଲୋକ ଘରେ ରହି କରୋନା ସହ ମୁକାବିଲା କରୁଥିବା ବେଳେ ଡାକ ବିଭାଗର କର୍ମଚାରୀମାନେ ଯୋଧ୍ୟା ଭାବରେ ଅବିରତ…

ରିଲିଫ ପାଣ୍ଠିକୁ ଦାନ କଲା ଶୀତଳଷଷ୍ଠୀ ଯାତ୍ରା କମିଟି

ସମ୍ବଲପୁର, ୧୧।୪ (ବ୍ୟୁରୋ)-ବିଶ୍ୱ ବ୍ୟାପି କରୋନା ଭୂତାଣୁ ସଂକ୍ରମଣ ହୋଇଛି । ଏହି ପରିସ୍ଥିତିରେ ମୁକାବିଲା ଲାଗି ସମ୍ବଲପୁର ବଡବଜାର ଶ୍ରୀ ଶ୍ରୀ ଶିତଳେଶ୍ୱର ବାବା ଶୀତଳଷଷ୍ଠୀ ଯାତ୍ରା କମିଟି ମୁଖ୍ୟମନ୍ତ୍ରୀ ଓ ପ୍ରଧାନମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ଦାନ କରିଛି। ଉଭୟ…

୩ ଜୋନ୍‌ର ୫୯୧ ଦୋକାନରେ ଉପଲବ୍ଧ ଅତ୍ୟବଶ୍ୟକ ସାମଗ୍ରୀ: ବିଏମ୍‌ସି

ଭୁବନେଶ୍ୱର,୧୧ା୪(ବ୍ୟୁରୋ): ଭୁବନେଶ୍ୱରର ୩ ଜୋନ ଦକ୍ଷିଣ ପୂର୍ବ, ଦକ୍ଷିଣ ପଶ୍ଚିମ ଓ ଉତ୍ତର ଜୋନ୍‌ରେ ୫୯୧ ଅତ୍ୟାବଶ୍ୟକ ଦୋକାନ ଖୋଲା ରହିଛି। ସମ୍ପୃକ୍ତ ଦୋକାନରୁ ରାସନ, କ୍ଷୀର ଓ ଅନ୍ୟ ଆବଶ୍ୟକୀୟ ସାମଗ୍ରୀ ଉପଲବ୍ଧ କରାଯାଇଛି। ସମ୍ପୃକ୍ତ ବ୍ୟବସାୟୀଙ୍କ ଟ୍ରେଡ୍‌ଲାଇସେନ୍ସ ଯାଞ୍ଚ…

କରୋନା ସହାୟତାରୁ ବଞ୍ଚିତ ୧୧ ହଜାର ଉଠାଦୋକାନୀ

ଭୁବନେଶ୍ୱର,୧୧ା୪(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଲକ୍‌ଡାଉନ୍‌ ପାଇଁ ପ୍ରତ୍ୟେକ ଉଠାଦୋକାନୀଙ୍କୁ ୩ ହଜାର ଟଙ୍କା ଲେଖାଏଁ କରୋନା ସହାୟତା ଦେବା ପାଇଁ ଘୋଷଣା କରିଛନ୍ତି। ଏବେ ସୁଦ୍ଧା ରାଜଧାନୀ ଭୁବନେଶ୍ୱରର ୧୧ ହଜାରରୁ ଉର୍ଦ୍ଧ୍ୱ ଉଠାଦୋକାନୀଙ୍କୁ ସହାୟତା ବଣ୍ଟନ ହୋଇଥିବା ବେଳେ…

ରାଜ୍ୟର ୪୯, ୫୦ ନଂ ଆକ୍ରାନ୍ତଙ୍କ ତଥ୍ୟ ଜାରି କଲା ସ୍ବାସ୍ଥ୍ୟ ବିଭାଗ, ଅଛନ୍ତି ଜଣେ ମହିଳା

ଭୁବନେଶ୍ୱର,୧୧।୪(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୫୦ରେ ପହଞ୍ଚିଛି। ୪୯ ଓ ୫୦ ନମ୍ବର ଆକ୍ରାନ୍ତଙ୍କ ତଥ୍ୟ ଶନିବାର ସ୍ବାସ୍ଥ୍ୟ ବିଭାଗ ଜାରି କରିଛି। ଏହି ଦୁଇଜଣ ୟୁନିଟ୍‌-୪ ମଧୁସୂଦନ ନଗର ଅଞ୍ଚଳରେ ଥିବା ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସିଛନ୍ତି। ଏମାନଙ୍କ ମଧ୍ୟରୁ…

ଜିଲା ଯୋଗାଣ ଓ ଖାଉଟି ବିଭାଗ ପକ୍ଷରୁ ବିଭିନ୍ନ ଗୋଦାମରେ ଚଢ଼ାଉ

ବାହାନଗା,୧୧।୪(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ବାହାନଗା ବ୍ଲକର ବିଭିନ୍ନ ଗୋଦାମ ଉପରେ ଜିଲା ଯୋଗାଣ ଓ ଖାଉଟି ବିଭାଗ ପକ୍ଷରୁ ଶନିବାର ଚଢ଼ାଉ କରାଯାଇଛି। କରୋନା ଭାଇରସ୍‌ ସଂକ୍ରମଣ ନ ହେବା ପାଇଁ ସରକାର ଗତ ୨୨ତାରିଖଠାରୁ ଲକ୍‌ଡାଉନ୍‌ ଘୋଷଣା କରିଛନ୍ତି। ଫଳରେ…

ଭଦ୍ରକରେ କାର୍ଯ୍ୟକ୍ଷମ ହେଲା ପ୍ରଥମ କୋଭିଡ୍‌ ହସ୍ପିଟାଲ

ଭଦ୍ରକ ଅଫିସ,୧୧।୪: ଶନିବାର ଅପରାହ୍ନରେ ଭଦ୍ରକ ଜିଲାରେ ପ୍ରଥମ କୋଭିଡ୍‌ ହସ୍ପିଟାଲ କାର୍ଯ୍ୟକ୍ଷମ ହୋଇଛି। ମୋଟେଲ ଛକସ୍ଥିତ ସାଳନ୍ଦୀ ହସ୍ପିଟାଲକୁ କୋଭିଡ୍‌ ହସ୍ପିଟାଲ ଭାବେ କାର୍ଯ୍ୟକ୍ଷମ କରାଯାଇଛି। ୧୨୦ ଶଯ୍ୟା, ୪ ଆଇସିୟୁ, ୪ ଭେଣ୍ଟିଲେଟର ବ୍ୟବସ୍ଥା ରହିଥିବା ଜିଲାପାଳ ଡା.…

ବ୍ୟବସାୟୀଙ୍କୁ ଆକ୍ରମଣ କରି ସୁନା ଚେନ୍‌ ଲୁଟ୍‌

ବ୍ରହ୍ମପୁର ଅଫିସ,୧୧।୪: ଗଞ୍ଜାମ ଜିଲା ବଡ଼ବଜାର ଥାନା ଅନ୍ତର୍ଗତ ଲକ୍ଷ୍ମୀନୃସିଂହ ସାହିରେ ଶୁକ୍ରବାର ରାତିରେ ଜଣେ ବ୍ୟବସାୟୀଙ୍କୁ ଦାଦାବଟି ମାଗିବା ସହ ଆକ୍ରମଣ ହୋଇଛି। ଏପରିକି ଦୁର୍ବୃତ୍ତମାନେ ତାଙ୍କ ସୁନା ଚେନ୍‌ଟି ମଧ୍ୟ ଲୁଟି ନେଇଛନ୍ତି। ପୋଲିସ ବ୍ୟବସାୟୀ ବି. ହାଡୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri