Home

ଆଜି ଅକ୍ଷୟ ତୃତୀୟା: ଅଖି ମୁଠି ଅନୁକୂଳ କଲେ ବିଧାୟକ

ପାଟଣା,୩୦।୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ବଡ ପାଟଣା ପଂଚାୟତ ଗୁଳୁଦିପୋଷି ଗ୍ରାମର ବନବିହାରୀ ଦାସଙ୍କ କ୍ଷେତରେ ପବିତ୍ର ଅକ୍ଷୟ ତୃତୀୟା ଉତ୍ସବ ବୁଧବାର ଅନୁଷ୍ଠିତ ହୋଇଛି। ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ପାଟଣା ବିଧାୟକ ଅଖିଳ ଚନ୍ଦ୍ର…

ସମାପ୍ତି ହେଉନାହିଁ

ଦକ୍ଷିଣ ବମ୍ବେର ବାଲାର୍ଡ ଇଷ୍ଟେଟରେ ଥିବା ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ବିଲ୍ଡିଂ ଗତ ଦଶନ୍ଧିରେ ଚର୍ଚ୍ଚାର କେନ୍ଦ୍ରରେ ରହି ଆସିଛି। ଅନେକ ଗୁରୁତ୍ୱପୂର୍ଣ୍ଣ ବା ହାଇ ପ୍ରୋଫାଇଲ ବ୍ୟକ୍ତିଙ୍କୁ ସମ୍ପୃକ୍ତ କରି ହୋଇଥିବା ମାମଲାଗୁଡ଼ିକର ତଦନ୍ତକୁ ନେଇ ବହୁ ସମୟରେ ଏହା ବିବାଦୀୟ…

ପୁଣି ପରମାଣୁ ବୋମା ଧମକ ଦେଲା ପାକିସ୍ତାନ: ମରିୟମ କହିଲେ, ଭୟ କରନି, ଆମ ପାଖରେ ବଡ଼ ଅସ୍ତ୍ର ଅଛି

ଇସଲାମାବାଦ୍‌,୩୦।୪: ପହଲଗାମ ଆତଙ୍କବାଦୀ ଆକ୍ରମଣ ପରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ଏବେ ବି ଉତ୍ତେଜନା ରହିଛି। ଭାରତ ପାକିସ୍ତାନ ବିରୋଧରେ ଅନେକ କଠୋର ପଦକ୍ଷେପ ନେଇଛି। ଏହାର ଜବାବରେ, ପାକିସ୍ତାନ ଅନେକ ଥର ପରମାଣୁ ବୋମା ମାଡ଼ ଧମକ ଦେଇଛି।…

କଶ୍ମୀରର ୪୮ ପର୍ଯ୍ୟଟନ ସ୍ଥଳ ବନ୍ଦ

ଶ୍ରୀନଗର,୩୦ା୪:ପହଲଗାମ୍‌ ଆକ୍ରମଣ ପରେ ସୀମାରେ ଉତ୍ତେଜନା ବଢ଼ିଥିବାବେଳେ ସୁରକ୍ଷା ଦୃଷ୍ଟିରୁ କଶ୍ମୀର ଉପତ୍ୟକାର ୪୮ଟି ପର୍ଯ୍ୟଟନ ସ୍ଥଳକୁ ବନ୍ଦ କରିଦିଆଯାଇଛି। ବିପଦ ସମ୍ଭାବନାକୁ ଦୃଷ୍ଟିରେ ଏଭଳି ନିଷ୍ପତ୍ତି ନିଆଯାଇଥିବା କେତେଜଣ ଅଧିକାରୀ କହିଛନ୍ତି। ସୁରକ୍ଷା ସ୍ଥିତିର ସମୀକ୍ଷା କରାଯାଉଥିବାବେଳେ ଆଗାମୀ ଦିନରେ…

ଆମେରିକାରେ ସ୍ତ୍ରୀ, ପୁଅଙ୍କୁ ହତ୍ୟା ପରେ ଭାରତୀୟ ବ୍ୟବସାୟୀଙ୍କ ଆତ୍ମହତ୍ୟା

ଓ୍ବାଶିଂଟନ,୩୦ା୪:ଆମେରିକାରେ ରହୁଥିବା ଭାରତୀୟ ପ୍ରଯୁକ୍ତି ଉଦ୍ୟୋଗୀ ହର୍ଷବର୍ଦ୍ଧନ ଏସ୍‌. କିକ୍କେରି ନିଜ ଘରେ ସ୍ତ୍ରୀ ଶ୍ୱେତା ପନ୍ୟମ ଓ ୧୪ ବର୍ଷର ପୁଅଙ୍କୁ ଗୁଳିକରି ହତ୍ୟା କରିବା ପରେ ନିଜେ ଆତ୍ମହତ୍ୟା କରିଛନ୍ତି। ଗତ ୨୪ ତାରିଖରେ ଓ୍ବାଶିଂଟନର ନ୍ୟୁକାଷ୍ଟଲ୍‌ରେ ଏହି…

ଅଧାରୁ ମାଷ୍ଟର ଡିଗ୍ରୀ ଛାଡ଼ି ଷ୍ଟ୍ରିଟ୍‌ ଭେଣ୍ଡର: ଦୈନିକ ୮ ହଜାର ରୋଜଗାର

ବେଜିଂ:ଅଧ୍ୟୟନରେ ପାରଙ୍ଗମ ଥିବା ଚାଇନାର ଫେଇ ୟୁ (୨୪)ମାଷ୍ଟର ଡିଗ୍ରୀ ପଢ଼ା ଅଧାରୁ ଛାଡ଼ି ଷ୍ଟ୍ରିଟ୍‌ ଫୁଡ୍‌ଷ୍ଟଲ୍‌ ଖୋଲି ଜୀବିକା ନିର୍ବାହ କରୁଛନ୍ତି। ଗରିବ ପରିବାରରୁ ଆସିଥିବା ଫେଇ ଚାଇନାର ପ୍ରତିଷ୍ଠିତ ସିଚୁଆନ ୟୁନିଭର୍ସିଟିରୁ ପବ୍ଲିକ୍‌ ହେଲ୍‌ଥରେ ଗ୍ରାଜୁଏଶନ କରିଥିଲେ। ୨୦୨୨ରେ…

ସୁନାମି ପାଇଁ ୬ ଜିଲାରୁ ଚିହ୍ନଟ ହେବ ୧୦୦ରୁ ଊଦ୍ଧର୍‌ବ ଗାଁ

ଭୁବନେଶ୍ୱର,୩୦ା୪(ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ପକ୍ଷରୁ ସୁନାମି ପ୍ରସ୍ତୁତି ଚିହ୍ନଟ ପାଇଁ ରାଜ୍ୟର ୬ଟି ଉପକୂଳବର୍ତ୍ତୀ ଜିଲାରୁ ୧୦୦ରୁ ଊଦ୍ଧର୍‌ବ ଗ୍ରାମ ଚିହ୍ନଟ କରାଯିବ। ଏଥିପାଇଁ ଆଇ୍‌ଏନ୍‌ସିିଓଆଇଏସ୍‌ ପକ୍ଷରୁ ବୈଷୟିକ ସହାୟତା ନିଆଯିବ ବୋଲି ବିପର୍ଯ୍ୟୟ ମୁକାବିଲା ଲାଗି ମୁଖ୍ୟ ଶାସନ ସଚିବ…

୨୦୨୬ ସୁଦ୍ଧା ମିଳିମିଳା-ରୁବେଲାମୁକ୍ତ: ସ୍ବାସ୍ଥ୍ୟ ମନ୍ତ୍ରୀ

ଭୁବନେଶ୍ୱର, ୩୦।୪(ବନ୍ଦନା ସେଠୀ):୨୦୨୬ ସୁଦ୍ଧା ମିଳିମିଳା ଏବଂ ରୁବେଲାକୁ ସମ୍ପୂର୍ଣ୍ଣ ରୂପେ ପରାହତ କରିବା ପାଇଁ ଓଡ଼ିଶା ସଂକଳ୍ପବଦ୍ଧ। ସେହିପରି ଟିକାକରଣ କ୍ଷେତ୍ରରେ ଓଡ଼ିଶା ଉଲ୍ଲେଖନୀୟ ପ୍ରଦର୍ଶନ କରିଛି। ଜାତୀୟ ପରିବାର ସ୍ବାସ୍ଥ୍ୟ ସର୍ବେକ୍ଷଣ (ଏନ୍‌ଏଫ୍‌ଏଚ୍‌ଏସ୍‌-୫) ଅନୁଯାୟୀ ଓଡ଼ିଶା ୯୦.୫% ଟିକାକରଣ…

ସୁରକ୍ଷା ଦୃଷ୍ଟିରୁ ସ୍ପାଏଓ୍ବେର ବ୍ୟବହାର ଭୁଲ୍‌ ନୁହେଁ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୩୦ା୪:ଦେଶର ସୁରକ୍ଷା ଉଦ୍ଦେଶ୍ୟରେ ସ୍ପାଏଓ୍ବେର ବ୍ୟବହାର କରାଗଲେ କିଛି ଭୁଲ୍‌ ନାହିଁ, ତେବେ ସିଭିଲ୍‌ ସୋସାଇଟି ସଦସ୍ୟମାନଙ୍କର ପ୍ରିଭେସି ଅଧିକାର ରହିଛି, ଯାହା ସମ୍ବିଧାନ ଦ୍ୱାରା ସୁରକ୍ଷିତ ବୋଲି ସୁପ୍ରିମକୋର୍ଟ ମଙ୍ଗଳବାର କହିଛନ୍ତି। ଆତଙ୍କବାଦୀମାନଙ୍କ ବିରୋଧରେ ସ୍ବାଏଓ୍ବେର ବ୍ୟବହାରରେ ଭୁଲ୍‌ କେଉଁଠି…

ଫେଡେରେଶନ୍‌ କପ୍‌ ସିନିୟର କବାଡ଼ି ପ୍ରତିଯୋଗିତା ପାଇଁ ଟେକ୍ନିସିଆନ୍‌ ଅଫିସିଆଲଙ୍କ ନାମ ଘୋଷଣା: ଓଡ଼ିଶାରୁ ରଞ୍ଜିତା ମିଶ୍ର ମନୋନୀତ

ଦେବଗଡ,୩୦ା୪(ଶଶାଙ୍କ ଶେଖର ଝାଙ୍କର)- ଆମେଚର କବାଡ଼ି ଫେଡେରେଶନ ଅଫ୍‌ ଇଣ୍ଡିଆ ଆନୁକୂଲ୍ୟରେ ମହାରାଷ୍ଟ୍ର ଅମରାବତୀର ଗଡଗେବାବା ସମାଧି ମନ୍ଦିର ଖେଳପଡିଆଠାରେ ଆସନ୍ତା ୨ରୁ ୪ ତାରିଖ ପର୍ଯ୍ୟନ୍ତ ଚତୁର୍ଥ ଫେଡେରେଶନ କପ୍‌ ସିନିୟର କବାଡି ପ୍ରତିଯୋଗିତା ଅନୁଷ୍ଠିତ ହେବ। ଏହି ପ୍ରତିଯୋଗିତାର…

ବର୍ଷକରେ ଅଢ଼େଇ କୋଟି ଲିଟର ଦେଶୀମଦ ପିଇଛନ୍ତି

ଭବାନୀପାଟଣା,୩୦ା୪(ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲାରେ ଦିନକୁ ଦିନ ବେଆଇନ ମଦ କାରବାର ବୃଦ୍ଧି ପାଇବାରେ ଲାଗିଛି। ଜିଲାର ସହର ସମେତ ଅଧିକାଂଶ ଗାଁରେ ଏବେ ମଦକୋଠି ଛତୁ ଫୁଟିଲା ଭଳି ଖୋଲିଛି। ଅନେକ ନିରୀହ ଗରିବ ଲୋକ ମଦ ନିଶାରେ ପଡ଼ି…

ବଢୁଛି ଜଳକଷ୍ଟ, ଅସ୍ତିତ୍ୱ ହରାଉଛି ଜଳାଶୟ

ବରଗଡ଼,୩୦।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ପୌର ପରିଷଦ ୧୯ୱାର୍ଡକୁ ନେଇ ଗଠିତ। ଏକଦା ପ୍ରତି ୱାର୍ଡରେ ଏକାଧିକ ଜଳାଶୟ(ବନ୍ଧ,କଟା) ରହିଥିଲା। ପୂର୍ବପୁରୁଷମାନେ ଶ୍ରମଦାନ କରି ଏଠାରେ ଅନେକ ଜଳାଶୟ ଖୋଳିଥିଲେ ଏବଂ ସେଗୁଡ଼ିକର ପୃଥକ୍‌ ନାମକରଣ କରିଥିଲେ। ବରଗଡ଼ ସହରରେ ପୂର୍ଣ୍ଣିବନ୍ଧ, ମଝଲି ବନ୍ଧ,…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri