Home

ବ୍ଲାଟରଙ୍କ ବିରୋଧରୁ ଗୋଟିଏ ମାମଲା ପ୍ରତ୍ୟାହାର କରାଯିବ

ପ୍ୟାରିସ୍‌,୧୧।୪(ଏଏଫ୍‌ପି)- ପୂର୍ବତନ ଫିଫା ଅଧ୍ୟକ୍ଷ ସେପ୍ପ ବ୍ଲାଟରଙ୍କ ବିରୋଧରୁ ଦୁଇଟି ଗୋଟିଏ ମାମଲା ପ୍ରତ୍ୟାହାର କରିବାକୁ ସୁଇସ୍‌ ପବ୍ଲିକ୍‌ ପ୍ରସିକ୍ୟୁଟର ଅଫିସ୍‌ (ଏମ୍‌ପିସି) ନିଷ୍ପତ୍ତି ନେଇଛି। କାରିବିୟାନ ଫୁଟବଲ ୟୁନିୟନ (ସିଏଫ୍‌ୟୁ)କୁ ଟେଲିଭିଜନ ରାଇଟ୍‌ ବିକ୍ରି ନେଇ ତାଙ୍କ ବିରୋଧାରେ ମମଲା…

କୋଭିଡ-୧୯: ଲିଭରପୁଲ ଲିଜେଣ୍ଡ ଡାଲଗ୍ଲିଶ ପଜିଟିଭ୍‌

ଲଣ୍ଡନ,୧୧।୪(ଏଏଫ୍‌ପି)- ସ୍କଟଲାଣ୍ଡ ଷ୍ଟ୍ରାଇକର ତଥା ଲିଭରପୁଲ କିମ୍ବଦନ୍ତୀ ଫୁଟବଲର କେନ୍ନି ଡାଲଗ୍ଲିଶ୍‌ କରୋନ ଭାଇରସ ସଂକ୍ରମଣ କାରଣରୁ ପଜିଟିଭ ବୋଲି ଜଣାପଡିଛି। ତାଙ୍କ ପରିବାର ସୂତ୍ରର ଏ ନେଇ ସୂଚନା ଦିଆଯାଇଛି। ୬୯ ବର୍ଷୀୟ ଏହି ପୂର୍ବତନ ଫୁଟବଲର ତଥା ଅନ୍ତର୍ଜାଜୀତୟ…

୧୫ ଦିନ ଲକ୍‌ଡାଉନ ଅବଧି ବୃଦ୍ଧିକୁ ନେଇ ଦିନେ ଦୁଇଦିନ ମଧ୍ୟରେ ଗାଇଡଲାଇନ୍‌ ଆଣିବେ ମୋଦି: ୟେଦୁରପ୍ପା

ବେଙ୍ଗାଲୁରୁ,୧୧।୪: କରୋନା ଭାଇରସ ସଂକ୍ରମଣକୁ ନେଇ ଦେଶରେ ଲାଗୁ ହୋଇଥିବା ଲକ୍‌ଡାଉନ ସମୟ ପୂରଣ ହେବାକୁ ଆଉ ମାତ୍ର ୩ ଦିନ ବାକି ରହିଛି। ହେଲେ ଏପର୍ଯ୍ୟନ୍ତ ଦେଶରେ କରୋନା ସଂକ୍ରମଣ ସଂଖ୍ୟା କମିବା ପରିବର୍ତ୍ତେ ବୃଦ୍ଧି ପାଇବାରେ ଲାଗିଛି। ଏପଟେ…

ଅଶ୍ୱିନଙ୍କଠାରୁ ଲିୟନ ଭଲ ଅଫ୍‌ ସ୍ପିନର: ବ୍ରାଡ ହଗ୍‌

ନୂଆଦିଲ୍ଲୀ,୧୧।୪ (ପି.ଟି.): ରବିଚନ୍ଦ୍ରନ ଅଶ୍ୱିନ ଜଣେ ଉଚ୍ଚକୋଟୀର ଅଫ୍‌ ସ୍ପିନର ଓ ତାଙ୍କର ପ୍ରଦର୍ଶନ ଦୃଷ୍ଟାନ୍ତମୂଳକ। ତେବେ ଅଶ୍ୱିନଙ୍କଠାରୁ ନିଜର ଦେଶର ନାଥନ ଲିୟନ ଅପେକ୍ଷାକୃତ ଭଲ ଅଫ୍‌ସ୍ପିନର ବୋଲି ଅଷ୍ଟ୍ରେଲିଆର ପୂର୍ବତନ ଚାଇନାମ୍ୟାନ ବୋଲର ବ୍ରାଡ ହଗ୍‌ କହିଛନ୍ତି। ଟେଷ୍ଟ…

ଭାରତ ବିପକ୍ଷ ଘରୋଇ ସିରିଜ ପରାଜୟ ନର୍ଣ୍ଣାୟକ ଥିଲା: ଲାଙ୍ଗର

ସିଡନୀ,୧୧।୪(ପି.ଟି.): ୧୦୧୮-୧୯ରେ ଭାରତଠାରୁ ଅଷ୍ଟ୍ରେଲିଆ ନିଜ ମାଟିରେ ଟେଷ୍ଟ ସିରିଜ ପରାଜୟ ବରଣ କରିଥିଲା। ଏହା ମୋ କୋଚିଂ କ୍ୟାରିୟରର ନିର୍ଣ୍ଣାୟକ ମୁହୂର୍ତ୍ତ ତଥା ସବୁଠାରୁ ଖରାପ ସମୟ ଥିଲା ଓ ଏହା ମଧ୍ୟ ଏକ ଚେତାବନୀ ସଦୃଶ ଥିଲା ବୋଲି…

ଖାଁ ଖାଁ କାକଟପୁର ମଙ୍ଗଳା ମନ୍ଦିର

କାକଟପୁର,୧୧।୪: କରୋନା(କୋଭିଡ୍‌ ୧୯) ଭୂତାଣୁ ସଂକ୍ରମଣ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଏ ନେଇ ପୁରୀ ଜିଲା କାକଟପୁରର ଅଧିଷ୍ଠାତ୍ରୀ ଦେବୀ ମା’ ମଙ୍ଗଳାଙ୍କ ମନ୍ଦିରର ୪ଦ୍ୱାର ଭକ୍ତଙ୍କ ଦର୍ଶନ ପାଇଁ ବନ୍ଦ ରହିଛି। ଇତିମଧ୍ୟରେ ମା’ଙ୍କ ପାଞ୍ଚପାଳି ଯାତ୍ରା…

ମାଲକାନଗିରି ସହରର ବିଭିନ୍ନ ଅଞ୍ଚଳ ବିଶୋଧନ

ମାଲକାନଗିରି,୧୧।୪(ଡି.ଏନ୍‌.ଏ.): ମାଲକାନଗିରି ଜିଲା ସଦରମହକୁମାର ବିଭିନ୍ନ ସ୍ଥାନକୁ ଶନିବାର ବିଶୋଧନ କରାଯାଇଛି। ସାରା ରାଜ୍ୟରେ କରୋନା ଭୂତାଣୁର ପ୍ରତିରୋଧ ପାଇଁ ବିଭିନ୍ନ ପଦକ୍ଷେପ ଗ୍ରହଣ କରାଯାଉଥିବା ବେଳେ ମାଲକାନଗିରି ଜିଲା ପ୍ରଶାସନ ପକ୍ଷରୁ ଏଭଳି ପଦକ୍ଷେପ ଗ୍ରହଣ କରାଯାଇଛି। ଜିଲାପାଳ ମନୀଷ…

ପ୍ରଧାନମନ୍ତ୍ରୀଙ୍କ ଲକ୍‌ଡାଉନ୍‌ ନିଷ୍ପତ୍ତିକୁ ପ୍ରଶଂସା କଲେ କେଜରିଓ୍ବାଲ

ନୂଆଦିଲ୍ଲୀ,୧୧।୪: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଲକ୍‌ଡାଉନ୍‌ ନିଷ୍ପତ୍ତିକୁ ପ୍ରଶଂସା କରିଛନ୍ତି। କେଜରିଓ୍ବାଲ ଟୁଇଟ୍‌ କରି କହିଛନ୍ତି ଯେ, କରୋନା ସଂକ୍ରମଣ ଭାରତରେ କମ୍‌ ରହିଛି। ଏହାର ମୁଖ୍ୟ କାରଣ ହେଉଛି ପ୍ରଧାନମନ୍ତ୍ରୀଙ୍କ ୨୧ ଦିନିଆ ଲକ୍‌ଡାଉନ୍‌…

ଶିତଳାପଲିରେ କୋଭିଡ ହସ୍ପିଟାଲ କାର୍ଯ୍ୟକ୍ଷମ ନେଇ ଗଞ୍ଜାମ ପ୍ରଶାସନକୁ ପ୍ରଶଂସା କଲେ ମୁଖ୍ୟମନ୍ତ୍ରୀ

ଛତ୍ରପୁର, ୧୧।୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଶିତଳାପଲିଠାରେ ଥିବା ଟାଟା ହସ୍ପିଟାଲକୁ କୋଭିଡ ହସ୍ପିଟାଲରେ ପରିଣତ କରାଯାଇଛି। ଗତ ଶୁକ୍ରବାରଠାରୁ ଏହା କାର୍ଯ୍ୟକ୍ଷମ ହୋଇଛି। ଏ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟୁଇଟକରି ଗଞ୍ଜାମ ଜିଲା ପ୍ରଶାସନର ପ୍ରଶଂସା କରିଛନ୍ତି। କରୋନା ସଂକ୍ରମିତଙ୍କ…

ଭାଙ୍ଗିଲା ଆସ୍‌ ଡ୍ୟାମ୍‌: ୨ ମୃତ; ୪ ନିଖୋଜ

ଭୋପାଳ,୧୧।୪: ଦେଶରେ କରୋନା ବିରୋଧରେ ଲଢ଼େଇ ଜାରି ରହିଥିବାବେଳେ ମଧ୍ୟପ୍ରଦେଶରେ ରିଲାଏନ୍ସ୍‌ର ଆସ୍‌ ଡ୍ୟାମ ଭାଙ୍ଗିବା ଯୋଗୁ ୨ ଜଣ ଲୋକଙ୍କ ମୃତ୍ୟୁ ଘଟିଛି। ସିଙ୍ଗାଉଲିଠାରେ ଘଟିଥିବା ଏହି ଦୁର୍ଘଟଣାରେ ୪ ଲୋକ ନିଖୋଜ ରହିଛନ୍ତି। ସେମାନଙ୍କ ଖୋଜ ଖବର ପାଇଁ…

ଶେରଗଡ଼ର କୌଣସି ଏଟିଏମ୍‌ରେ ନାହିଁ ଟଙ୍କା: ଗ୍ରାହକ ସେବା କେନ୍ଦ୍ର ପାଲଟିଛି ଭରସା, ଟଙ୍କା ପାଇଁ ଲୋକଙ୍କ ଭିଡ଼

ଶେରଗଡ଼,୧୧।୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଶେରଗଡ଼ରେ ଗତ କିଛି ଦିନ ହେଲା କୌଣସି ଏଟିଏମ୍‌ରେ ଟଙ୍କା ନାହିଁ। କେବଳ ବ୍ୟାଙ୍କରୁ ଗ୍ରାହକମାନେ ଟଙ୍କା ଉଠାଇ ନେଇପାରୁଛନ୍ତି। ଫଳରେ ଶେରଗଡ଼ ଓ ଆଖପାଖ ଅଞ୍ଚଳରେ ଟଙ୍କା ପାଇଁ ତୀବ୍ର ଅସନ୍ତୋଷ ଦେଖାଦେଇଛି। ଗତ ଦୁଇଦିନ…

କରୋନା ସହ ଲଢ଼େଇ ପାଇଁ ଅଣ୍ଟାଭିଡ଼ା: ତୁର୍କୀର ୩୧ ସହରରେ ୪୮ ଘଣ୍ଟିଆ କର୍ଫ୍ୟୁ

ଆଙ୍କରା,୧୧।୪: କରୋନା ସଂକ୍ରମିତଙ୍କ ସଂଖ୍ୟାକୁ ରୋକିବା ପାଇଁ ତୁର୍କୀର ୩୧ଟି ସହରରେ ୪୮ ଘଣ୍ଟିଆ କର୍ଫ୍ୟୁ ଜାରି ହୋଇଛି। କର୍ଫ୍ୟୁ ଜାରି ହୋଇଥିବା ଅଞ୍ଚଳ ମଧ୍ୟରେ ରାଜଧାନୀ ଆଙ୍କରା, ଆଦନା, ଅନ୍ତାଲ୍ୟା, ଆୟାଦିନ୍‌, ବାଲିକସିର୍‌, ବୁର୍ସା, ଡେନିଜିଲ୍‌ ଆଦି ସହର ରହିଛି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri