ଓଡ଼ିଶାର ସମର ଡେଷ୍ଟିନେଶନ
ଖରା ହେଉ କି ବର୍ଷା, ବୁଲିବାର କୌଣସି ସମୟ ନଥାଏ। ସେହିଭଳି ପର୍ଯ୍ୟଟକଙ୍କ ପାଇଁ ଓଡ଼ିଶାରେ ରହିଛି ଏକାଧିକ ଆକର୍ଷଣୀୟ ସ୍ଥାନ। ଆଗକୁ ଖରାଦିନ ଆସୁଥିବା ବେଳେ ଓଡ଼ିଶାର କିଛି ଲୋକପ୍ରିୟ ସମର ଡେଷ୍ଟିନେଶନକୁ ନେଇ ଏଥର ଆମ ରିପୋର୍ଟ। ଚନ୍ଦ୍ରଭାଗାର…
ହତ୍ୟା କରି ପୋତିଦେଲେ: ମାଟି ତଳୁ ନିଖୋଜ ଯୁବକଙ୍କ ମୃତଦେହ ଉଦ୍ଧାର କଲା ତିହିଡ଼ି ପୋଲିସ
ତିହିଡ଼ି,୧୨।୩(ଡି.ଏନ୍.ଏ.): ଭଦ୍ରକ ଜିଲା ତିହିଡି ଥାନା ଅଧୀନ କୋହ୍ଲ ଗ୍ରାମରୁ ନିଖୋଜ ହୋଇଥିବା ଜଣେ ଯୁବକଙ୍କ ମୃତଦେହକୁ ଗୁରୁବାର ପୂର୍ବାହ୍ନରେ ତିହିଡି ପୋଲିସ ଉଦ୍ଧାର କରିଛି। ପିରହାଟ ଚାରିବାଟିଆ ରାସ୍ତାର ସାହାପୁର ଛକଠାରୁ କିଛିଦୂରରେ ଥିବା ଏକ ଜୋର ପାର୍ଶ୍ୱର ମାଟି…
ମାତ୍ର ୧୨ ଘଣ୍ଟା ମଧ୍ୟରେ ଷ୍ଟାର ପାଲଟି ଯାଇଥିଲେ ବିଗ୍ ବି ଅମିତାଭ
ମୁମ୍ବାଇ: ବଲିଉଡ୍ରେ ପ୍ରଥମେ ବିଗ୍ ବି ଅମିତାଭ ବଚ୍ଚନଙ୍କୁ ବହୁ ସଂଘର୍ଷ କରିବାକୁ ପଡ଼ିଛି। ଏହାପରେ ତାଙ୍କୁ ମିଳିଥିଲା ଷ୍ଟାର ମାନ୍ୟତା। ତାଙ୍କ ଅଭିନୀତ ଫିଲ୍ମ ଆନନ୍ଦକୁ ଗୁରୁବାର ୪୮ ବର୍ଷ ପୂରିଛି। ଏହି ଫିଲ୍ମଟି ୧୯୭୧ ମାର୍ଚ୍ଚ ୧୨ରେ ରିଲିଜ୍…
କେନ୍ଦ୍ରୀୟ ବିଦ୍ୟାଳୟ ପାଇଁ ଯୋଗାଇ ଦିଆଯିବ ଅନ୍ସ୍ଲୋ ହାଇସ୍କୁଲର ୧୩ ଶ୍ରେଣୀଗୃହ: ଜିଲାପାଳ
ଛତ୍ରପୁର,୧୨।୩(ଡି.ଏନ୍.ଏ.): ଗଞ୍ଜାମ ଜିଲା ଛତ୍ରପୁରରେ ଚଳିତବର୍ଷ କେନ୍ଦ୍ରୀୟ ବିଦ୍ୟାଳୟ ଖୋଲାଯିବ। ଏଥିପାଇଁ ଭିତ୍ତିଭୂମି ସମ୍ପର୍କିତ ଏକ ବୈଠକ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେଙ୍କ ଅଧ୍ୟକ୍ଷତାରେ ଗୁରୁବାର ଅନୁଷ୍ଠିତ ହୋଇଯାଇଛି। ଅନସ୍ଲୋ ହାଇସ୍କୁଲର ଏକ କୋଠାରେ ଅସ୍ଥାୟୀ ଭାବେ କେନ୍ଦ୍ରୀୟ ବିଦ୍ୟାଳୟ ଚାଲିବ।…
ଭାରତରେ ଆକ୍ରମଣ ଷଡ଼ଯନ୍ତ୍ର: ଲଞ୍ଚ୍ପ୍ୟାଡ୍-୬ରେ ଆତଙ୍କବାଦୀଙ୍କୁ ତାଲିମ ଦେଉଛି ପାକିସ୍ତାନ
ଶ୍ରୀନଗର,୧୨।୩: ଭାରତରେ ଆତଙ୍କବାଦୀ ଆକ୍ରମଣ କରାଇବା ପାଇଁ ପାକିସ୍ତାନ ଉଦ୍ୟମ ଜାରି ରଖିଛି। ଏହି ମର୍ମରେ ନିୟନ୍ତ୍ରଣ ରେଖାଠାରୁ କିଛି କିଲୋମିଟର ଦୂରରେ ଜୈଶ୍ କମାଣ୍ଡର ଅବୁ ହମ୍ଜା ୨୫ରୁ ଅଧିକ ଆତଙ୍କବାଦୀଙ୍କୁ ତାଲିମ ଦେଉଛନ୍ତି। ଏହା ପଛରେ ପାକିସ୍ତାନୀ ସେନାର…
ନୟାଗଡ଼ ଚିନିକଳରୁ ଖୋଲାଗଲା ତାଲା: ୨ ଜଣିଆ ବୈଷୟିକ ଟିମ୍ର ଆକଳନ ଆରମ୍ଭ
ନୟାଗଡ଼ ଅଫିସ,୧୨।୩: ନୟାଗଡ଼ର ପାଣିପୋଇଲାସ୍ଥିତ ଚିନିକଳର ଯନ୍ତ୍ରପାତି ତଦାରଖ ଓ ଆକଳନ ପାଇଁ ଗୁରୁବାର ତାଲା ଖୋଲାଯାଇଛି। ନୟାଗଡ଼ ଉପଜିଲାପାଳ ଲଗ୍ନଜିତ୍ ରାଉତ ଓ ତହସିଲଦାର ଭିକାରି ସାହୁଙ୍କ ଉପସ୍ଥିତିରେ ଆସ୍କା ଚିନିକଳର ୨ ଜଣିଆ ବୈଷୟିକ ଟିମ୍ ଆକଳନ ଆରମ୍ଭ…
ମାଗଣାରେ ମାସ୍କ ବାଣ୍ଟୁଛନ୍ତି କ୍ୟାବ୍ ଡ୍ରାଇଭର
ବେଙ୍ଗାଲୁରୁ: କରୋନା ଭାଇରସ୍ ଭୟରେ ଏବେ ସବୁଆଡେ ଏକ ପ୍ରକାରର ଭୟର ବାତାବରଣ ସୃଷ୍ଟି ହୋଇଛି । ଏଥିପାଇଁ ଲୋକେ ସତର୍କତା ସ୍ବରୂପ ମାସ୍କ କିଣି ପିନ୍ଧୁଛନ୍ତି । କେତେକ ସ୍ଥାନରେ ଲୋକେ ଏତେ ସଂଖ୍ୟାରେ ମାସ୍କ କିଣୁଛନ୍ତି ଯେ ବଜାରରେ…
ଖୁସି ଅନ୍ତରାଳେ..
ବେଳେ ବେଳେ ମଣିଷ ଯାହା ଭାବୁଥାଏ ତାହା ସତରେ ପରିଣତ ହୁଏ। ସେଗୁଡ଼ିକ ମଧ୍ୟରୁ କେତେକରେ ସୁଖ ଅନୁଭୂତି ଥାଏ ତ କେତେକ ମନକୁ ଦୁଃଖରେ ଭାରାକ୍ରାନ୍ତ କରିଦିଏ। ହେଲେ ବେଶ୍ କିଛିଦିନ ଧରି ଦିଶା ପଟାନି ଯାହା ମନେ ମନେ…
ମୁଁ ଅଭିନେତ୍ରୀ
ଶାରଳା ପ୍ରଡକ୍ସନ ପ୍ରଯୋଜିତ ଏବଂ ଏସ୍ ବିଏସ୍ ଏଣ୍ଟରଟେନମେଣ୍ଟ ନିବେଦିତ ନୂଆ ଓଡ଼ିଆ ସିନେମା ‘ମୁଁ ଅଭିନେତ୍ରୀ’ର ଶୁଟିଂ ଆରମ୍ଭ ହୋଇଯାଇଛି। ପ୍ରକାଶ ଚନ୍ଦ୍ର ନାୟକଙ୍କ କାହାଣୀକୁ ଆଧାରକରି ଚିତ୍ରନାଟ୍ୟ, ସଂଳାପ ରଚନା କରିବା ସହ ନିର୍ଦ୍ଦେଶନା ଦାୟିତ୍ୱ ତୁଲାଉଛନ୍ତି ମିଷ୍ଟର…
ଆକ୍ସନ ମୁଡ୍ରେ ଗଞ୍ଜାମ ଜିଲାପାଳ: ସାଇକେଲରେ ବୁଲି ତଦାରଖ କରୁଛନ୍ତି ସଫେଇ କାର୍ଯ୍ୟ, ବାହାରେ ପ୍ଲାଷ୍ଟିକ୍ ପକାଇଥିବାରୁ ମଦଦୋକାନକୁ ୧ ଲକ୍ଷ ଜରିମାନା
ବ୍ରହ୍ମପୁର ଅଫିସ,୧୨ା୩-ବ୍ରହ୍ମପୁର ସହରକୁ ସ୍ବଚ୍ଛ ଓ ସୁନ୍ଦର କରିବାକୁ ବ୍ରହ୍ମପୁର ମହାନଗର ନିଗମ(ବିଏମ୍ସି) ପକ୍ଷରୁ ଜିରୋ ସ୍ବିପିଂ କାର୍ଯ୍ୟକ୍ରମ ହାତକୁ ନିଆଯାଇଛି । ମାର୍ଚ୍ଚ ୧ରୁ ସହରରେ ରାତ୍ରିକାଳୀନ ସଫେଇ କାର୍ଯ୍ୟ ଆରମ୍ଭ ହୋଇଛି । ଗୁରୁବାର ଜିଲାପାଳ ବିଜୟ ଅମୃତା…
କିଡ୍ନୀ ରୋଗ ବିଶ୍ୱ ପାଇଁ ଚିନ୍ତାର ବିଷୟ
ପ୍ରତିବର୍ଷ ଭଳି ଏହି ବର୍ଷ ମଧ୍ୟ ମାର୍ଚ୍ଚ ମାସ ଦ୍ୱିତୀୟ ଗୁରୁବାର ଅର୍ଥାତ ୧୨ତାରିଖରେ ବିଶ୍ୱ କିଡ୍ନୀ ଦିବସ ପାଳନ କରାଯାଉଛି। ୨୦୨୦ର ମନ୍ତ୍ର ହେଉଛି,‘କିଡ୍ନୀର ସ୍ବାସ୍ଥ୍ୟ ସମସ୍ତଙ୍କ ପାଇଁ ଓ ସବୁ ସ୍ଥାନରେ’। କିଡ୍ନୀର ଯନତ୍ କେମତି ନିଆଯାଏ ଏବଂ…
୪ ଟଙ୍କା ପାଇଁ ୮ମାସର ଲଢ଼େଇ
ଗ୍ବାଲିୟର: ମାତ୍ର ୪ ଟଙ୍କା ୧୦ ପଇସା ପାଇଁ ଆଠ ମାସର ଆଇନଗତ ଲଢେଇ । କଥାଟା ଶୁଣିବାକୁ ଅଜବ ଲାଗୁଥିଲେ ବି ବାସ୍ତବରେ ଏପରି ଏକ ଘଟଣା ଘଟିଛି ମଧ୍ୟପ୍ରଦେଶର ଗ୍ବାଲିୱରରେ । ଏଇ ଅଞ୍ଚଳର ଆନନ୍ଦ ପ୍ରତାପ ସିଂହ…
Archives


