ଭୁବନେଶ୍ୱରର ୫ଟି ସ୍କୁଲରେ ସ୍ବାବ୍ ନମୂନା ସଂଗ୍ରହ ଆରମ୍ଭ
ଭୁବନେଶ୍ୱର,୧୧।୪(ବ୍ୟୁରୋ): କରୋନା (କୋଭିଡ-୧୯) ଟେଷ୍ଟ ପାଇଁ ଶନିବାରଠାରୁ ଭୁବନେଶ୍ୱରର ବିଭିନ୍ନ ସ୍କୁଲରେ ଆରମ୍ଭ ହୋଇଛି ସ୍ବାବ୍ ନମୁନା ସଂଗ୍ରହ ପ୍ରକ୍ରିୟା। ରାଜଧାନୀର ୫ଟି ସ୍କୁଲରେ ମେଡିକାଲ ଟିମ୍ ସନ୍ଦିଗ୍ଧଙ୍କ ଠାରୁ ନମୁନା ସଂଗ୍ରହ କରୁଛନ୍ତି। ସକାଳ ୯ଟାରୁ ମଧ୍ୟାହ୍ନ ୧୨ ଓ…
ଭାସ୍କର୍ଯ୍ୟ ମାଧ୍ୟମରେ ସଚେତନତା ବାର୍ତ୍ତା
କଟକ ଅଫିସ,୧୧ା୪: କରୋନା ଭୂତାଣୁ ସଂକ୍ରମଣଠାରୁ ଦୂରେଇ ରହିବା ପାଇଁ ମୁଖ୍ୟ ଅସ୍ତ୍ର ହେଉଛି ସାମାଜିକ ଦୂରତ୍ୱ। ଲୋକେ ଅନେକ ସମୟରେ ସାମାଜିକ ଦୂରତ୍ୱକୁ ମାନୁନାହାନ୍ତି। ଫଳରେ କରୋନା ଭୂତାଣୁ ସଂକ୍ରମଣର ଆଶଙ୍କା ରହୁଛି। ଲୋକଙ୍କୁ ସଚେତନ କରିବା ପାଇଁ ଅଭିନବ…
ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିକୁ ଦାନ
ଖୋର୍ଦ୍ଧା ଅଫିସ,୧୧ା୪: କରୋନା ମୁକାବିଲା ପାଇଁ ଖୋର୍ଦ୍ଧା ଜିଲା ମିନି ଟ୍ରକ ସଂଘ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ୧୦ହଜାର ଟଙ୍କା ପ୍ରଦାନ କରାଯାଇଛି। ସଂଘର ଆଇନ ପରାମର୍ଶଦାତା ନରେନ୍ଦ୍ର ପୃଷ୍ଟି, କୋଷାଧ୍ୟକ୍ଷ ମାନସ ରଞ୍ଜନ ବୈରୀଗଞ୍ଜନ ପ୍ରମୁଖ ଏସ୍ପି ଅଜୟ…
ଖୁସି ଖବର: ମହାରାଷ୍ଟ୍ରର କିଛି ଜିଲା ହେଲା କରୋନା ମୁକ୍ତ
ମୁମ୍ବାଇ,୧୧।୪: ମହାରାଷ୍ଟ୍ର ଏବେ କରୋନା ସଂକ୍ରମଣରେ ସବୁଠାରୁ ଆଗରେ ଥିବା ବେଳେ ଏଠାରେ ସଂକ୍ରମିତଙ୍କ ସଂଖ୍ୟା ୧୫ଶହ ଅତିକ୍ରମ କରିସାରିଛି। ହେଲେ ଖୁସିର କଥା ହେଉଛି ଏଠାକାର ପ୍ରାୟ ୯ ଜିଲାରେ ଜଣେ ହେଲେ କରୋନା ସଂକ୍ରମିତ ନ ଥିବା କହିଛି…
କରୋନା ମୁକ୍ତ ହୋଇଥିବା ୯୧ ଜଣ ପୁଣି ପଜିଟିଭ୍
ସିଓଲ,୧୧।୪: ସାରା ପୃଥିବୀରେ କରୋନା ସଂକ୍ରମଣ ଦେଇ ଲୋକଙ୍କ ମଧ୍ୟରେ କୋକୁଆ ଭୟ ଦେଖାଦେଇଛି। କରୋନା ଭୂତାଣୁ ସଂକ୍ରମଣକୁ କିପରି ରୋକାଯିବ ସେନେଇ ବହୁ ପରୀକ୍ଷା ନିରୀକ୍ଷା ଜାରି ରହିଛି। କରୋନା ଲକ୍ଷଣ ଦେଖାଦେଉଥିବା ଲୋକଙ୍କୁ ଚିକିତ୍ସା ପାଇଁ ହସ୍ପିଟାଲରେ ଭର୍ତ୍ତି…
ଲକ୍ଡାଉନରେ କୁଇଜ୍ ପ୍ରତିଯୋଗିତା
ପ୍ୟାରିସ୍: ସବୁ ଦେଶରେ ଏବେ କରୋନାକୁ ହରାଇବା ପାଇଁ ଏକମାତ୍ର ଉପାୟ ଭାବେ ପାଳନ କରାଯାଉଛି ଲକ୍ଡାଉନ୍। ସେଥିପାଇଁ ଲୋକେ ଏବେ ଘର ଭିତରେ ସବୁବେଳେ ରହୁଛନ୍ତି। ତେବେ ପୂରାଦିନ ଘରେ ବସି ବସି ଅନେକ ବୋର୍ ହୋଇ ଯାଉଛନ୍ତି। କିନ୍ତୁ…
‘ମୁସ୍କୁରାଏଗା ଇଣ୍ଡିଆ’ ଗୀତକୁ ପ୍ରଶଂସା
ମୁମ୍ବାଇ: କରୋନା ଭାଇରସ୍ର ପ୍ରକୋପ ଦିନକୁ ଦିନ ବଢ଼ିବାରେ ଲାଗିଛି। ଏହି ଭୂତାଣୁ ସହ ଲଢ଼େଇ କରିବା ଲାଗି ସରକାରଙ୍କ ସହ କାନ୍ଧରେ କାନ୍ଧ ମିଶାଇ ଛିଡ଼ା ହୋଇଛନ୍ତି ବଲିଉଡ୍ ତାରକାମାନେ। ସରକାରଙ୍କୁ ଆର୍ଥିକ ସହାୟତା ଦେବାସହ ଏମାନେ ଜନସାଧାରଣଙ୍କୁ ବିଭିନ୍ନ…
କ୍ୱାରାଣ୍ଟାଇନ୍ ହାଉସ୍ ଚ୍ୟାଲେଞ୍ଜ
ନୂଆଦିଲ୍ଲୀ: କରୋନା ଭାଇରସ୍ରୁ ରକ୍ଷାପାଇବା ପାଇଁ ଏବେ ଅନେକେଙ୍କୁ କ୍ୱାରାଣ୍ଟାଇନ୍ରେ ରହିବାକୁ କୁହାଯାଉଛି। କିନ୍ତୁ କ୍ୱାରାଣ୍ଟାଇନ୍ ହାଉସ୍ ନାଁରେ ଏବେ ଏକ ଚ୍ୟାଲେଞ୍ଜ ସୋସିଆଲ୍ ମିଡିଆରେ ବେଶ୍ ଭାଇରାଲ୍ ହେବାରେ ଲାଗିଛି। ଏକଥା ଶୁଣି ଲୋକେ ଅବଶ୍ୟ ହଠାତ୍ ଆଶ୍ଚର୍ଯ୍ୟ ହୋଇ…
ଦିଲ୍ଲୀରୁ ମିଳିଲା ଖୁସି ଖବର: କରୋନା ମୁକ୍ତ ହେଲା ହଟସ୍ପଟ୍ ଦିଲ୍ଶାଦ୍ ଗାର୍ଡେନ
ନୂଆଦିଲ୍ଲୀ,୧୧।୪: କରୋନା ସଂକ୍ରମଣ ଯୋଗୁ ସାରା ଭାରତରେ ଇତିମଧ୍ୟରେ ୭ ହଜାର ୬୦୮ ଜଣ ସଂକ୍ରମିତ ହୋଇଛନ୍ତି। ସେହିପରି ମୃତ୍ୟୁ ସଂଖ୍ୟା ମଧ୍ୟ ବଢ଼ିଚାଲିଛି। ତେବେ ଦିଲ୍ଲୀରୁ ଖୁସି ଖବର ମିଳିଛି। ଦିଲ୍ଲୀର କରୋନା ହଟସ୍ପଟ୍ ପାଲଟି ଥିବା ଦିଲ୍ଶାଦ୍ ଗାର୍ଡେନ୍ର…
ଦେଶରେ ଗତ ୨୪ ଘଣ୍ଟାରେ ୧,୦୩୫ ନୂଆ କରୋନା ସଂକ୍ରମିତ ଚିହ୍ନଟ
ନୂଆଦିଲ୍ଲୀ,୧୧।୪: ଦେଶରେ ଦ୍ରୁତ ଗତିରେ ବଢି ଚାଲିଛି କରୋନା ସଂକ୍ରମିତ ଓ ମୃତକଙ୍କ ସଂଖ୍ୟା। ଗତ ୨୪ ଘଣ୍ଟାରେ ୧,୦୩୫ ନୂଆ କରୋନା ସଂକ୍ରମିତଙ୍କୁ ଚିହ୍ନଟ କରାଯିବା ନେଇ ଅନେକେ ଚିନ୍ତା ପ୍ରକଟ କରିଛନ୍ତି। କେବଳ ସେତିକି ନୁହେଁ ୨୪ ଘଣ୍ଟାରେ…
ପରିବା ବେପାରୀଙ୍କୁ କରୋନା ଭୟ
ଭୁବନେଶ୍ୱର, ୧୧ା୪(ବ୍ୟୁରୋ): କଟକ ଓ ଭୁବନେଶ୍ୱରେ ପନିପରିବା ଦର ହୁ ହୁ ହୋଇ ବଢୁଛି। ୪୦ଟଙ୍କା ତଳକୁୁ କାୈଣସି ପନିପରିବା ମିଳୁ ନାହିଁ। ଆଳୁ ପିଆଜଠାରୁ ଆରମ୍ଭ କରି ଅଦା, ରସୁଣ, ପନିପରିବା ସବୁ କିଛି ମହଙ୍ଗା ହୋଇଛି। ଅଦା କିଲୋ…
ମାସ୍କ ନାହିଁ ତ ପେଟ୍ରୋଲ ନାହିଁ
ଭୁବନେଶ୍ୱର,୧୧ା୪(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ରୋକିବା ପାଇଁ ରାଜ୍ୟ ସରକାର ସବୁ ପ୍ରକାର କଟକଣା ଲଗାଉଛନ୍ତି। ଏପରି କି ଅନ୍ୟ ରାଜ୍ୟ ପରି ଓଡ଼ିଶାରେ ମଧ୍ୟ ମାସ୍କ ପିନ୍ଧିବା ସରକାର ବାଧ୍ୟତାମୂଳକ କରିଛନ୍ତି। ଯେଉଁମାନେ ମାସ୍କ ନ ପିନ୍ଧି ଘରୁ ବାହାରକୁ…
Archives


