Home

୨ ଚନ୍ଦନ ବୋଡ଼ା ଉଦ୍ଧାର

ଯୋଡ଼ା, ୨।୫(ଡି.ଏନ.ଏ.)-କେନ୍ଦୁଝର ଜିଲା ଯୋଡା ସହରର ଭୂୟଁ। ବସ୍ତି ତଥା ଗଣେଶ ଭବନ ନିକଟରେ ଶୁକ୍ରବାର ପୂର୍ବାହ୍ନରେ ବନ ବିଭାଗ ପକ୍ଷରୁ ୨ଟି ବିଷଧର ସାପ ଉଦ୍ଧାର କରାଯାଇଛି। ଶୁକ୍ରବାର ସକାଳ ପ୍ରାୟ ୯ ଟା ସମୟରେ ଉକ୍ତ ଅଂଚଳର ସଞ୍ଜୟ…

ଜୀବନବିନ୍ଦୁ ମାଧ୍ୟମରେ ୩୧ ୟୁନିଟ୍‌ ରକ୍ତ ସଂଗୃହୀତ

ଚମ୍ପୁଆ, ୨।୫(ଡି.ଏନ.ଏ.)-ଚମ୍ପୁଆ ବ୍ଲକ ଫର୍ଶଳା ପଞ୍ଚାୟତ କାର୍ଯ୍ୟାଳୟ ଠାରେ ବିଜେଡି ପକ୍ଷରୁ ଜୀବନ ବିନ୍ଦୁ ମାଧ୍ୟମରେ ଏକ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମକୁ ପାଟଣା ବିଧାୟକ ଜଗନ୍ନାଥ ନାଏକ, ଜିଲା ବିଜେଡି ସଭାପତି ମାଧବ ସର୍ଦ୍ଦାର ପ୍ରମୁଖ ଉଦ୍‌ଘାଟନ…

ଭାଜପା ପକ୍ଷରୁ ଅସହାୟଙ୍କୁ ସହାୟତା

କେନ୍ଦୁଝର, ୨ା୫ (ସ୍ବ.ପ୍ର.) କେନ୍ଦୁଝର ଜିଲା ଭାଜପା ପକ୍ଷରୁ କରୋନା ଉପଲକ୍ଷେ ବିଭିନ୍ନ ବର୍ଗର ପରିବାରଙ୍କୁ ସମୁଦାୟ ୩୬ ହଜାର ୫୮୫ ରନ୍ଧା ଖାଦ୍ୟ ପୁଡିଆ ଓ ୩୬ ହଜାର ୬୫୦ ଶୁଖିଲା ଖାଦ୍ୟ ପୁଡିଆ ବଣ୍ଟନ କରାଯାଇଥିବା ଦଳ ପକ୍ଷରୁ…

ପ୍ରବାସୀ ଓଡ଼ିଆଙ୍କ ପାଇଁ ‘ଅପରେଶନ ଶୁଭଯାତ୍ରା’ ଆରମ୍ଭ: ଓଡ଼ିଶା ଆସୁଛନ୍ତି ୧୧୫୦ ଜଣ

ଭୁବନେଶ୍ୱର,୨ା୫(ବ୍ୟୁରୋ) : ଅନ୍ୟ ରାଜ୍ୟରେ ଫସିଥିବା ପ୍ରବାସୀ ଓଡ଼ିଆଙ୍କ ଘରବାହୁଡ଼ା ପାଇଁ ରାଜ୍ୟ ସରକାର ଏକ ନୂଆ ଅଭିଯାନ ‘ଅପରେଶନ ଶୁଭଯାତ୍ରା’ ଆରମ୍ଭ କରିଛନ୍ତି। ପ୍ରବାସୀଙ୍କୁ କିଭଳି ସୁରକ୍ଷିତ ଭାବେ ଓଡ଼ିଶା ଫେରାଇ ଅଣାଯିବ ଏବଂ ନିଜ ପଞ୍ଚାୟତରେ ୧୪ ଦିନ…

କ୍ୱାରାଣ୍ଟାଇନକୁ ଗଲେ ୪୭ ଶ୍ରମିକ

ଚମ୍ପୁଆ, ୨।୫(ଡି.ଏନ.ଏ.)-ଚମ୍ପୁଆ ଦେଇ ଝାଡଖଣ୍ଡ ଯାଉଥିବା ୪୭ ଜଣ ଶ୍ରମିକଙ୍କୁ ଶନିବାର ଚମ୍ପୁଆ ପ୍ରଶାସନ ଓ ପୋଲିସ ପ୍ରଶାସନ ଉଦ୍ଧାର କରି କ୍ୱାରାଣ୍ଟାଇନ ହୋମରେ ରଖିଥିବା ଜଣାପଡିଛି। ସୂଚନା ଅନୁସାରେ ୧ ତାରିଖ ସକାଳ ସମୟରେ ସାଇକେଲ ଯୋଗେ ୨୨ଜଣ ଓ…

ସାଇକେଲରେ ବିହାର ଗଲେ ୧୦ ଶ୍ରମିକ

ବରଗଡ଼ ଅଫିସ୍‌,୨।୫ ଲକ୍‌ ଡାଉନ୍‌ ଯୋଗୁ ପ୍ରବାସୀ ଶ୍ରମିକଙ୍କ ଚିନ୍ତା ବଢ଼ିଯାଇଛି । ରୋଜଗାର ବନ୍ଦ ହୋଇ ପଡ଼ିଥିବାବେଳେ ସେମାନେ ଘରକୁ ଫେରିପାରୁ ନାହାନ୍ତି । ଅନ୍ୟପଟେ ସେମାନେ ଯେଉଁ ସ୍ଥାନରେ ଅଛନ୍ତି ସେଠାରେ ମଧ୍ୟ ଅସୁବିଧାର ସମ୍ମୁଖୀନ ହେଉଛନ୍ତି ।…

ପ୍ରସ୍ତୁତି, ପରିଚାଳନା, ଶ୍ରମଭିତ୍ତିକ କାର୍ଯ୍ୟର ସମୀକ୍ଷା କଲେ କୋଭିଡ-୧୯ ପର୍ଯ୍ୟବେକ୍ଷକ

ବଲାଙ୍ଗୀର ଅଫିସ, ୨।୫: ବଲାଙ୍ଗୀର ଜିଲା ଦାୟିତ୍ୱରେ ଥିବା କୋଭିଡ୍‌-୧୯ ପର୍ଯ୍ୟବେକ୍ଷକ ମୁଖ୍ୟ ନିର୍ବାଚନ ଅଧିକାରୀ ତଥା ଗୃହ(ନିର୍ବାଚନ) ବିଭାଗର ପ୍ରମୁଖ ଶାସନ ସଚିବ ସୁଶୀଲ କୁମାର ଲୋହାନୀ ଏବଂ ଗ୍ରାମ୍ୟ ଉନ୍ନୟନ ବିଭାଗର ଅତିରିକ୍ତ ଶାସନ ସଚିବ ବେଣୁଧର ବେହେରା…

ଅମାନିଆ ବାଇକ ଚାଳକଙ୍କୁ ଜରିମାନା, ପୋଲିସର ଟିପ୍ସ

ଜୁନାଗଡ, ୨।୫(ଡି.ଏନ୍‌.ଏ): କଳାହାଣ୍ଡି ଜିଲା ଜୁନାଗଡ ସହରରେ ଲକ୍‌ଡାଉନ ନିୟମ ଉଲ୍ଲଂଘନ କରୁଥିବା ବାଇକ ଚାଳକଙ୍କୁ ପୋଲିସ ଧରପଗଡ କରୁଛି। ପରେ ସେମାନଙ୍କୁ ଥାନା ପରିସରରେ ଜୁନାଗଡ ଥାନାଧିକାରୀ ଉତ୍ତମ କୁମାର ସାହୁ କରୋନା ସମ୍ପର୍କରେ ସଚେତନ କରିବା ସହ ଅଯଥାରେ…

ଗୋଟିଏ ଦିନରେ ବରୀ ବ୍ଲକରୁ ୪ କରୋନା ପଜିଟିଭ୍‌ ଚିହ୍ନଟ

ରତ୍ନଗିରି,୨ା୫(ଡି.ଏନ୍‌.ଏ.) : ଶନିବାର ସକାଳେ ଯାଜପୁର ଜିଲା ବରୀ ବ୍ଲକରୁ ୩ ଜଣ କରୋନା ସଂକ୍ରମିତ ଚିହ୍ନଟ ହେବା ପରେ ଅପରାହ୍ନରେ ଆଉ ଜଣେ ଏହି ବ୍ଲକ ଅଧିନସ୍ଥ ବାଇଁଶିରିଆ ପଞ୍ଚାୟତରୁ ଚିହ୍ନଟ ହୋଇଥିବା ଜଣାପଡ଼ିଛି । ସମ୍ପୃକ୍ତ ବ୍ୟକ୍ତିଙ୍କ ବୟସ…

ରାଜ୍ୟ ବାହାରର ବସ୍‌କୁ ଦେଖି ଲୋକେ ଆତଙ୍କିତ

ସମ୍ବଲପୁର,୨ା୫(ବ୍ୟୁରୋ)-ରାଜ୍ୟ ବାହାରର ୩ଟି ବସ୍‌ ଶନିବାର ସମ୍ବଲପୁର ସହର ଭିତରକୁ ପ୍ରବେଶ କରିବାରୁ ସହରବାସୀ ଆତଙ୍କିତ ହୋଇ ପଡ଼ିଛନ୍ତି। ଧନୁପାଲି ଥାନା ଅଧୀନ ଜେଲ୍‌ ଛକରେ ଥିବା ଫଳ ଦୋକାନରୁ ଏମାନେ କିଛି ଫଳ କିଣିଥିଲେ। ଏହି ସମୟରେ କିନ୍ତୁ ସାମାଜିକ…

ଗୁମ୍ମାକୁ ଫେରିବେ ୪୫୦୦ ଶ୍ରମିକ

ଗୁମ୍ମା,୨ା୫: ରାଜ୍ୟ ବାହାରେ ଥିବା ଶ୍ରମିକମାନଙ୍କୁ ଫେରାଇ ଆଣିବାକୁ ସରକାରଙ୍କ ପକ୍ଷରୁ ସମସ୍ତ ପ୍ରକ୍ରିୟା ଜାରି ରହିଛି। ଶ୍ରମିକମାନଙ୍କୁ ନାମ ପଞ୍ଜୀକରଣ କରିବାକୁ ସରକାରଙ୍କ ପକ୍ଷରୁ କୁହାଯାଇଛି। ଏଥିରେ ଗଜପତି ଜିଲା ଗୁମ୍ମା ବ୍ଲକ୍‌ ଅଧୀନ ୨୦ ପଞ୍ଚାୟତର ୪୫୦୦ ଶ୍ରମିକ…

କୋଭିଡ୍‌ ହସ୍ପିଟାଲ ପରିଦର୍ଶନ କଲେ ସଚିବ

ଜୟପୁର,୨ା୫(ନି.ପ୍ର.): ରାଜ୍ୟ ସରକାରଙ୍କ ଦ୍ୱାରା ନିଯୁକ୍ତ ନୋଡାଲ୍‌ ଅଫିସର୍‌ ତଥା ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା ବିଭାଗ ଅତିରିକ୍ତ ସଚିବ ରସିଦ୍‌ ଖାନ୍‌ ଶନିବାର ଜୟପୁରସ୍ଥିତ ଜିଲାସ୍ତରୀୟ କୋଭିଡ୍‌ ହସ୍ପିଟାଲ ପରିଦର୍ଶନ କରିଛନ୍ତି। ଏହି ଅବସରରେ ସେ ହସ୍ପିଟାଲ୍‌ର ଭିତ୍ତିଭୂମି ଯାଞ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?