Home

ସାନିଟାଇଜର ତିଆରି କଲା ପ୍ରଶାସନ

ସମ୍ବଲପୁର,୧୦ା୪(ବ୍ୟୁରୋ)-କରୋନା ଭୂତାଣୁ ମୁକାବିଲା ପାଇଁ ରାଜ୍ୟ ସରକାର ସବୁ ଦିଗରେ ଉଦ୍ୟମ କରୁଛନ୍ତି । ତଥାପି ରାଜ୍ୟରେ ସଂକ୍ରମଣ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି । ତେବେ କରୋନା ଭୂତାଣୁରୁ ସୁରକ୍ଷା ପାଇବା ପାଇଁ ସାନିଟାଇଜରର ଆବଶ୍ୟକତା ରହିଛି । ତେଣୁ…

ସାହାଯ୍ୟ ମାଗିଲେ ଗୁପ୍‌ଚୁପ୍‌, ଆଖୁରସ ବ୍ୟବସାୟୀ

ସମ୍ବଲପୁର,୧୦।୪(ବ୍ୟୁରୋ) ବର୍ତ୍ତମାନ କରୋନା କଟକଣା ଓ ଲକ୍‌ ଡାଉନ ଯୋଗୁ ସମ୍ବଲପୁରରେ ଗୁପ୍‌ଚୁପ୍‌ ଓ ଆଖୁ ରସ ବିକ୍ରି ବନ୍ଦ ରହିଛି। ଏହାଦ୍ୱାରା ଆଖୁରସ ଓ ଗୁପଚୁପ ବିକ୍ରି କରି ପରିବାର ପ୍ରତିପୋଷଣ କରୁଥିବାର ଦୋକାନୀମାନେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି ।…

ମୁମ୍ବାଇରେ ଗୋଟିଏ ଦିନରେ ୨୧୮ କରୋନା ପଜିଟିଭ ଚିହ୍ନଟ

ମୁମ୍ବାଇ,୧୦।୪: ମହାରାଷ୍ଟ୍ରରେ କରୋନା ଭାଇରସ ବେଳକୁ ବେଳ ତାଣ୍ଡବ ରଚି ଚାଲିଛି। ଗୋଟିଏ ଦିନରେ ଏଠାରେ ଶହ ଶହ ଲୋକ କରୋନାରେ ପୀଡ଼ିତ ହେବା ସରକାରଙ୍କ ପାଇଁ ଚିନ୍ତାର କାରଣ ପାଲଟିଛି। ଶୁକ୍ରବାର ମିଳିଥିବା ସୂଚନା ଅନୁଯାୟୀ, କେବଳ ମୁମ୍ବାଇରେ ଗୋଟିଏ…

ଦୁଇ ଶିଶୁକନ୍ୟା କରୋନାରେ ଆକ୍ରାନ୍ତ: ୪୨ ନଂ କରୋନା ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସିଥିଲେ

ଭୁବନେଶ୍ୱର, ୧୦ା୪(ବ୍ୟୁରୋ): ରାଜ୍ୟରେ ୨ ଶିଶୁକନ୍ୟା କରୋନା ଆକ୍ରାନ୍ତ ହୋଇଛନ୍ତି। ଗୁରୁବାର ୬ଟି ନୂଆ କରୋନା ପଜିଟିଭ୍‌ ଚିହ୍ନଟ ହୋଇଥିଲା। ସେଥିରେ ରାଜ୍ୟରେ ପ୍ରଥମ ଥର ପାଇଁ ଦୁଇ ଶିଶୁ ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି। ରାଜ୍ୟର ୪୨ ନଂ କରୋନା ଆକ୍ରାନ୍ତଙ୍କ…

ବିଶ୍ୱର ଏକମାତ୍ର ନେତା ଭାବେ ମୋଦିଙ୍କୁ ଟୁଇଟରରେ ଫଲୋ କରୁଛି ହ୍ବାଇଟ ହାଉସ

ନୂଆଦିଲ୍ଲୀ,୧୦।୪: ଆମେରିକା ରାଷ୍ଟ୍ରପତିଙ୍କ କାର୍ଯ୍ୟାଳୟର ଅଫିସିୟାଲ ଟୁଇଟର ହ୍ୟାଣ୍ଡେଲ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଫଲୋ କରୁଛି। ଏବେ ବିଶ୍ୱର ଏକମାତ୍ର ନେତାଭାବେ ମୋଦିଙ୍କୁ ହ୍ବାଇଟ ହାଉସ୍‌ ଫଲୋ କରୁଥିବା ଜଣାପଡିଛି। ସୂଚନାଯୋଗ୍ୟ, ଭାରତ ଆମେରିକାକୁ ୨ ଦିନ ପୂର୍ବରୁ ହାଡ୍ରୋକ୍ସିକ୍ଲୋରୋକୁଇନ୍‌ ଦେଇଥିବାରୁ…

କରୋନା ସଂକ୍ରମଣରେ ୨୭ ବର୍ଷ ଯୁବକଙ୍କ ମୃତ୍ୟୁ

ପୁଣେ,୧୦।୪: ମହାରାଷ୍ଟ୍ରରେ କରୋନା ସଂକ୍ରମଣ ବେଳକୁ ବେଳ ଅଣାୟତ ହେବାରେ ଲାଗିଛି। ଶୁକ୍ରବାର ପୁଣେରେ କରୋନା ପଜିଟିଭ ଥିବା ଜଣେ ୨୭ ବର୍ଷ ବୟସର ଯୁବକଙ୍କ ମୃତ୍ୟୁ ସମସ୍ତଙ୍କୁ ଚିନ୍ତାରେ ପକାଇ ଦେଇଛି। ଯୁବକଙ୍କର ବିଭିନ୍ନ ଅଙ୍ଗ କାମ କରିବା ବନ୍ଦ…

ପଞ୍ଜାବରେ ମେ’ ୧ ପର୍ଯ୍ୟନ୍ତ ବଢିଲା ଲକ୍‌ଡାଉନ ଅବଧି

ଚଣ୍ଡିଗଡ଼,୧୦।୪: ଦେଶରେ ତଥା ପଞ୍ଜାବରେ କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ କ୍ୟାପଟେନ ଅମରିନ୍ଦର ସିଂ ଶୁକ୍ରବାର ରାଜ୍ୟରେ ଲକ୍‌ଡାଉନର ଅବଧି ଓ କର୍ଫ୍ୟୁକୁ ମେ’ ୧ ପର୍ଯ୍ୟନ୍ତ ବୃଦ୍ଧି କରିଛନ୍ତି। ଓଡ଼ିଶା ପରେ ଦ୍ୱିତୀୟ ରାଜ୍ୟଭାବେ ପଞ୍ଜାବ ଲକ୍‌ଡାଉନ ଅବଧିକୁ…

ଦେଶରେ ଏପର୍ଯ୍ୟନ୍ତ ହୋଇନାହିଁ ଗୋଷ୍ଠୀ ସଂକ୍ରମଣ: ୧୬,୦୦୨ ଟେଷ୍ଟରୁ ମାତ୍ର ୨ ପ୍ରତିଶତ ପଜିଟିଭ

ନୂଆଦିଲ୍ଲୀ,୧୦।୪: ଦେଶରେ କରୋନା ସଂକ୍ରମଣ ସଂଖ୍ୟା ବୃଦ୍ଧି ପାଉଥିବା ବେଳେ ଏବେ ଏହା ୬ ହଜାର ଅତିକ୍ରମ କରି ସାରିଲାଣି। ସେହିପରି କରୋନା ମୃତ୍ୟୁ ସଂଖ୍ୟା ମଧ୍ୟ ୨ଶହ ଛୁଇଁଲାଣି। ଶୁକ୍ରବାର କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟର ଯୁଗ୍ମ…

କୋଭିଡ-୧୯: ପୂର୍ବତନ ଇଂଲଣ୍ଡ ଫୁଟ୍‌ବଲର ହଣ୍ଟର ହସ୍ପିଟାଲରେ ଭର୍ତ୍ତି

ଲଣ୍ଡନ,୧୦।୪ (ଏଏଫ୍‌ପି)- ପୂର୍ବତନ ଇଂଲଣ୍ଡ ଫୁଟବଲର ତଥା ଲିଡ୍ସ ଡିଫେଣ୍ଡର ନର୍ମାନ ହଣ୍ଟର କରୋନା ଭାଇରସ ସଂକ୍ରମଣ କାରଣରୁ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି ଓ ତାଙ୍କର ଚିକିତ୍ସା କରାଯାଉଛି। ୭୬ ବର୍ଷୀୟ ହଣ୍ଟର ୧୫ ବର୍ଷର କ୍ୟାରିୟରରେ ୭୨୬ଟି ମ୍ୟାଚ୍‌ ଖେଳିଥିଲେ।…

ଖେଳାଳିଙ୍କୁ ପାଉଣା ଦେଲା ବିସିସିଆଇ: କଷ୍ଟକର ସମୟରେ କାହାକୁ ଅଣଦେଖା କରାଯିବନି

ନୂଆଦିଲ୍ଲୀ, ୧୦।୪ (ପି.ଟି.)- କୋଭିଡ୍‌-୧୯ ମହାମାରୀର ଆତଙ୍କ ଜାରି ରହିଥିବା ବେଳେ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) କିନ୍ତୁ ଦାୟିତ୍ୱରେ ହେଳା କରିନାହିଁ। କେନ୍ଦ୍ରୀୟ ଚୁକ୍ତିଭୁକ୍ତ ସବୁ ଖେଳାଳିଙ୍କୁ ବିସିସିଆଇ କ୍ୱାର୍ଟର୍ଲି ବା ତ୍ରୟମାସିକ ପାଉଣା ପ୍ରଦାନ କରିଛି। କେବଳ…

ରାଜଧାନୀର ୧୭ ଘରୋଇ ହସ୍‌ପିଟାଲରେ ହୋଇପାରିବ ଫ୍ଲୁ ପରୀକ୍ଷଣ: ବାଗ୍‌ଚୀ

ଭୁବନେଶ୍ୱର,୧୦।୪(ବ୍ୟୁରୋ): କୋଭିଡ୍‌ ଯୁଦ୍ଧରେ ରାତିଦିନ ଏକ କରି କାମ କରୁଥିବା ପ୍ରତ୍ୟେକ ଲାବରେଟୋରୀ କର୍ମଚାରୀ, ଟେକ୍‌ନିସିଆନ୍‌ ଏବଂ ଡାକ୍ତରମାନଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଜାତିର କୃତଜ୍ଞତା ଜ୍ଞାପନ କରିଛନ୍ତି। ଟାଟା ଷ୍ଟିଲ୍‌ର ସହାୟତାରେ ବ୍ରହ୍ମପୁରଠାରେ ୨୦୦ ଶଯ୍ୟା ଏବଂ ୧୫ ଆଇସିୟୁ…

ମାସ୍କ ପିନ୍ଧିବାକୁ ବ୍ୟବସାୟୀ ସଂଘ ପକ୍ଷରୁ ଲୋକଙ୍କୁ କରାଯାଉଛି ସଚେତନ

ହିଳିକାଟୁ,୧୦ା୪(ଡି.ଏନ୍‌.ଏ): କରୋନା ସଂକ୍ରମଣରୁ ରକ୍ଷା ପାଇଁ ଲୋକଙ୍କୁ ମୁହଁ ଓ ନାକକୁ ମାସ୍କ କିମ୍ବା କପଡ଼ାରେ ଘୋଡ଼ାଇବା ପାଇଁ ବାଧ୍ୟତାମୂଳକ କରାଯାଇଛି। ବାହାରେ ମାସ୍କ ନ ଥିବା ବ୍ୟକ୍ତିଙ୍କ ଠାରୁ ଜରିମାନା ଆଦାୟ କରିବାକୁ ନିର୍ଦ୍ଦେଶ ରହିଛି। ତେବେ କେତେକ ବ୍ୟକ୍ତି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri