Home

ଘରେ ପହଞ୍ଚୁଛି ଆଲ୍‌କୋହଲ

ଦୁବାଇ,୧୦।୪: କରୋନା ସଂକ୍ରମଣ ଭୟରେ ରାସ୍ତାଘାଟ ଶୂନ୍‌ଶାନ୍‌, ସବୁକିଛି ଠପ୍‌। ବ୍ୟବସାୟିକ କାରବାର ବନ୍ଦ ହୋଇଯାଇଥିବାରୁ ଅନ୍ୟ ଦେଶଗୁଡ଼ିକ ଭଳି ବିପୁଳ ରାଜସ୍ବ ହରାଇବାରେ ଲାଗିଛି ଉପସାଗରୀୟ ଦ୍ୱୀପପୁଞ୍ଜ ସଂଯୁକ୍ତ ଆରବ ଏମିରେଟସ୍ସ (ୟୁଏଇ)। ଏହି କ୍ଷତିର ଭରଣା ଏବେ ଅସମ୍ଭବ…

ରାଇସ୍‌ ମିଲ୍‌ ମାଲିକ ସଂଘ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିକୁ ୧ ଲକ୍ଷ ଟଙ୍କା ସହାୟତା ରାଶି ପ୍ରଦାନ

ଧରାକୋଟ,୧୦ା୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଧରାକୋଟ ବ୍ଲକ ରାଇସ୍‌ମିଲ୍‌ ମାଲିକ ସଂଘ ପକ୍ଷରୁ କରୋନା ମହାମାରୀ ମୁକାବିଲା ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିକୁ ୧ ଲକ୍ଷ ଟଙ୍କା ସହାୟତା ରାଶି ପ୍ରଦାନ କରାଯାଇଛି। ସଂଘ ପକ୍ଷରୁ ଧରାକୋଟ ବିଡିଓ ବିବୁଧ ଗଡ଼ନାୟକଙ୍କୁ ୧…

ଦ୍ୱିତୀୟ ବିଶ୍ୱଯୁଦ୍ଧ ପରେ ସର୍ବାଧିକ ନିଯୁକ୍ତି ହ୍ରାସ

ନୂଆଦିଲ୍ଲୀ,୧୦।୪: ମହାମାରୀ କୋଭିଡ୍‌-୧୯ ଯୋଗୁ ସାରା ବିଶ୍ୱରେ ଏବେ ମାନ୍ଦାବସ୍ଥା ଦେଖାଦେଇଛି। ଏହାଦ୍ୱାରା ପ୍ରାୟ ୮୧ପ୍ରତିଶତ ନିଯୁକ୍ତି ବାଧାପ୍ରାପ୍ତ ହୋଇଛି। ଦ୍ୱିତୀୟ ବିଶ୍ୱଯୁଦ୍ଧ ପରେ ଏବେ ସବୁଠୁ ଅଧିକ ନିଯୁକ୍ତି ହ୍ରାସ ପାଇଛି ବୋଲି ଅନ୍ତଃରାଷ୍ଟ୍ରୀୟ ଶ୍ରମ ସଂଗଠନ(ଆଇଏଲ୍‌ଓ) ପ୍ରକାଶ କରିଛି।…

ମାସ୍କ ନାହିଁ ତ ଗ୍ରୋସରୀ ନାହିଁ

ରାଇକିଆ,୧୦।୪(ଡି.ଏନ୍‌.ଏ.): ମାସ୍କ ବ୍ୟବହାରକୁ କଡ଼ାକଡ଼ି ଲାଗୁ କରାଯିବା ପରେ ବିଭିନ୍ନ ସଂଗଠନ ପକ୍ଷରୁ ମାସ୍କକୁ ନେଇ ସଚେତନତା କରାଯାଉଛି। ମାସ୍କ ମଧ୍ୟ ବଣ୍ଟାଯାଉଛି । ଏ କ୍ଷେତ୍ରରେ କନ୍ଧମାଳ ଜିଲା ରାଇକିଆ ବଣିକ ସଂଘ ଏକ ଅଭିନବ ପଦକ୍ଷେପ ନେଇଛି ।…

୩୦% ପେନ୍‌ସନ ହ୍ରାସ କରିପାରନ୍ତି ସରକାର

ନୂଆଦିଲ୍ଲୀ,୧୦।୪: ଏମ୍‌ପିମାନଙ୍କ ସ୍ଥାନୀୟ ଅଞ୍ଚଳ ବିକାଶ ପାଣ୍ଠି ୨ ବର୍ଷ ପାଇଁ ସ୍ଥଗିତ ରଖି ସେହି ଅର୍ଥକୁ କରୋନା ମହାମାରୀ ମୁକାବିଲା ନିମନ୍ତେ ସ୍ବାସ୍ଥ୍ୟସେବା କ୍ଷେତ୍ରରେ ଖର୍ଚ୍ଚ କରାଯିବ। ଏଭଳି ନିଷ୍ପତ୍ତି ନିଆଯିବା ପରେ ଏବେ ରାଷ୍ଟ୍ରପତିଙ୍କଠାରୁ ଆରମ୍ଭ କରି ଅଫିସ୍‌…

କରୋନା ମୁକାବିଲା: ୨୫ ପଞ୍ଚାୟତରେ ୪୫୦ ଶଯ୍ୟା ପ୍ରସ୍ତୁତ

ଦାରିଙ୍ଗବାଡ଼ି,୧୦ା୪(ଡି.ଏନ୍‌.ଏ.): କରୋନା ଭୂତାଣୁ ପ୍ରତିହତ ପାଇଁ କନ୍ଧମାଳ ଜିଲା ପ୍ରଶାସନ ପକ୍ଷରୁ ବିଭିନ୍ନ ପଦକ୍ଷେପ ନିଆଯାଇଛି। ଦାରିଙ୍ଗବାଡ଼ି ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ ଅସ୍ଥାୟୀ କୋଭିଡ୍‌-୧୯ ହସ୍ପିଟାଲ କରାଯାଇଥିବା ବେଳେ ସମସ୍ତ ୨୫ ପଞ୍ଚାୟତରେ ୪୫୦ ଶଯ୍ୟା ପ୍ରସ୍ତୁତ କରାଯାଇଛି। ବାହାର…

ଡବ୍ଲ୍ୟୁଏଚ୍‌ଓ ମୁଣ୍ଡରେ ଦୋଷ ଲଦିଲେ ଟ୍ରମ୍ପ୍‌

ଓ୍ବାଶିଂଟନ,୧୦।୪: କରୋନା ସାରା ବିଶ୍ୱକୁ କବଳିତ କରିଥିବାବେଳେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଏଥିପାଇଁ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ (ଡବ୍ଲ୍ୟୁଏଚ୍‌ଓ)କୁ ଦୋଷ ଦେଇଛନ୍ତି। ଡବ୍ଲ୍ୟୁଏଚ୍‌ଓ ମୁଖ୍ୟ ଚାଇନା ପକ୍ଷ ନେଇ କରୋନା ମହାମାରୀର ରାଜନୀତୀକରଣ କଲେ ବୋଲି ଟ୍ରମ୍ପ୍‌ ଅଭିଯୋଗ କରିଛନ୍ତି।…

ଦାଦନଙ୍କୁ ସ୍ମୃତି ଇରାନୀଙ୍କ ସହାୟତା ଖବର ଗୁଜବ: ପି. ବିଜୟନ୍‌

ନୂଆଦିଲ୍ଲୀ,୧୦।୪: କେନ୍ଦ୍ରମନ୍ତ୍ରୀ ସ୍ମୃତି ଇରାନୀ ନିଜ ସଂସଦୀୟ କ୍ଷେତ୍ର ଅମେଠିର ଦାଦନ ଶ୍ରମିକମାନଙ୍କୁ କେରଳର ଓ୍ବାୟନାଡ୍‌ରେ ସହଯୋଗର ହାତ ବଢ଼ାଇଥିବା ନେଇ କେତେକ ରିପୋର୍ଟ ବିଭିନ୍ନ ଗଣମାଧ୍ୟମରେ ପ୍ରକାଶ ପାଇଥିଲା। ତେବେ ଏହା ଏକ ମିଛ ଖବର ଓ ଗୁଜବ ବୋଲି…

ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ଫଣ୍ଡକୁ ୧.୭୦ ଲକ୍ଷ ଦାନ

ନୟାଗଡ ଅଫିସ,୯ା୪: କରୋନା ମହାମାରୀର ମୁକାବିଲା ପାଇଁ ନୟାଗଡ ଜିଲା ପ୍ରାଥମିକ କୃଷି ସମବାୟ ସମିତି ସମ୍ପାଦକ ଓ ସହକାରୀ ନିବନ୍ଧକ କାର୍ଯ୍ୟାଳୟ ପକ୍ଷରୁ ୧.୭୦ ଲକ୍ଷ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ଫଣ୍ଡକୁ ଗୁରୁବାର ପ୍ରଦାନ କରାଯାଇଛି। ସହକାରୀ ନିବନ୍ଧକ ଭାସ୍କର ପାଣିଗ୍ରାହୀ,…

୨୦୯ ଦେଶ କଲବଲ

ଓ୍ବାଶିଂଟନ,୯।୪: ବିଶ୍ୱ ସ୍ଥିତି ଏବେ ଅସମ୍ଭାଳ ହୋଇପଡ଼ିଛି। ୨୦୯ ଦେଶରେ କରୋନା ଭୂତାଣୁର ରାଜୁତି ଚାଲିଛି। ମୁଣ୍ଡ ପରେ ମୁଣ୍ଡ ଗଡ଼ିଚାଲିଥିବା ବେଳେ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ି ୧୫ ଲକ୍ଷ ୫୦ ହଜାର ଛୁଇଁଲାଣି। ଗୁରୁବାର ୩୨ ହଜାର ଲୋକ କରୋନା…

‘ସଂକ୍ରମିତଙ୍କ ପ୍ରକୃତ ସଂଖ୍ୟା ୪ ଗୁଣ ଅଧିକ’

ବେଙ୍ଗାଲୁରୁ,୧୦।୪: ଭାରତରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଯେତିକି ବୋଲି ଦର୍ଶାଯାଉଛି ସେମାନଙ୍କ ପ୍ରକୃତ ସଂଖ୍ୟା ତହିଁରୁ ଅନୂ୍ୟନ ୪ ଗୁଣ ଅଧିକ। ସ୍କୁଲ, କଲେଜଗୁଡ଼ିକ ଅଧିକ ବିପଜ୍ଜନକ ଅଞ୍ଚଳ, ଯେଉଁଠି ସଂକ୍ରମଣ ବୃଦ୍ଧିପାଇବାର ଆଶଙ୍କା ରହିଛି। ଏଭଳି ହାଇ ରିସ୍କ ଏରିଆଗୁଡ଼ିକୁ…

ଆଳିରୁ ଉଠିଲା ଶଟ୍‌ଡାଉନ୍‌

ଆଳି,୧୦ା୪(ଡି.ଏନ.ଏ.)କେନ୍ଦ୍ରାପଡ଼ା ଜିଲାର ଆଳି ଅଞ୍ଚଳରୁ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହେବାପରେ ଜିଲା ପ୍ରଶାସନ ପକ୍ଷରୁ ଆକ୍ରାନ୍ତଙ୍କ ଗ୍ରାମର ୩ କିମି ପରିଧି ମଧ୍ୟରେ ଥିବା ୧୨ ଗାଁ ଓ ବଜାରକୁ ମଙ୍ଗଳବାର ସକାଳ ୮ଟାଠାରୁ ୪୮ଘଣ୍ଟା ପାଇଁ ଶଟଡାଉନ ଘୋଷଣା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri