ଦୁଇ ଚକିଆ ଗାଡ଼ି କଟକଣା କୋହଳ କରିବାକୁ ରାଜ୍ୟ ସରକାରଙ୍କୁ ହାଇକୋର୍ଟଙ୍କ ନିର୍ଦ୍ଦେଶ
କଟକ ଅଫିସ୍,୧୦ା୪: କରୋନା ଭୂତାଣୁର ମୁକାବିଲା ପାଇଁ ସାରା ରାଜ୍ୟରେ ଲକ୍ଡାଉନ୍ ଜାରି କରାଯାଇଛି। ଗାଡ଼ି ଚଳାଚଳ ଉପରେ ଅନେକ ପ୍ରକାର କଟକଣା ରହିଛି। ଫଳରେ ପରିବା ଏବଂ ଅନ୍ୟାନ୍ୟ ଆବଶ୍ୟକ ସାମଗ୍ରୀ କିଣିବା ପାଇଁ ଲୋକମାନେ ହଇରାଣ ହେଉଛନ୍ତି। ଦୁଇ…
ମତ୍ସ୍ୟଜୀବୀଙ୍କୁ ପେଟ ଚିନ୍ତା
ସମ୍ବଲପୁର, ୯।୪ (ବ୍ୟୁରୋ): କରୋନା କଟକଣା ଓ ଲକ୍ ଡାଉନ ଘୋଷଣା ପରେ ଲୋକମାନଙ୍କ ଜୀବନ ଶୈଳୀରେ ପରିବର୍ତ୍ତନ ହୋଇଛି। ଶ୍ରମିକ, ଦିନ ମଜୁରିଆଙ୍କଠାରୁ ଆରମ୍ଭ କରି ସମସ୍ତ ଶ୍ରେଣୀର ପରିବାର ଉପରେ ଏହାର ପ୍ରଭାବ ପଡିଛି। ଏଥିରୁ ବାଦ୍ ପଡିନାହାନ୍ତି…
ଭାରତରେ ଅଟକିଛନ୍ତି ଚେନ୍ନାଇ ସିଟି କୋଚ୍
ଚେନ୍ନାଇ, ୯ା୪ (ପି.ଟି.): କୋଭିଡ୍-୧୯ ମହାମାରୀ ପାଇଁ ବର୍ତ୍ତମାନ ପାଇଁ ବିମାନ ସେବାକୁ ବନ୍ଦ ରଖାଯାଇଥିବାରୁ ଚେନ୍ନାଇନ ସିଟି ଫୁଟ୍ବଲ ଟିମ୍ର ସିଙ୍ଗାପୋରିଆନ କୋଚ୍ ଆକବର ନାଓ୍ବାସ୍ ନିଜ ଦେଶକୁ ଯାଇପାରୁ ନାହାନ୍ତି। କରୋନା ଭାଇରସ୍ ବ୍ୟାପିବାକୁ ରୋକିବା ଲାଗି ସମଗ୍ର…
ଦୁବାଇ ହୋମ୍ ମାରାଥନରେ ଭାଗ ନେଲେ ୭୪୯ ଧାବକ
ଦୁବାଇ, ୯ା୪ (ପି.ଟି.):ବିଶ୍ୱର ପ୍ରଥମ ‘ମାରାଥନ ଆଟ୍ ହୋମ୍’ ଏଠାରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ୬୨ଟି ଦେଶର ୭୪୯ଜଣ ଧାବକ ଭାଗ ନେଇଥିଲେ। ପ୍ରତିଯୋଗୀମାନଙ୍କୁ ନିଜ ଘରେ ଥାଇ ୪୨,୧୯୫ କିଲୋମିଟର ଦୌଡ଼ିବାକୁ ପଡ଼ିଥିଲା। ଅଂଶଗ୍ରହଣକାରୀଙ୍କ ମଧ୍ୟରୁ ୫୬୨ ପୁରୁଷ ଓ…
୧୨ଜଣଙ୍କୁ ଦିଆଗଲା କୁକୁର କାମୁଡା ଇଞ୍ଜେକସନ
ଜୁନାଗଡ,୯।୪(ଡି.ଏନ୍.ଏ.): କଳାହାଣ୍ଡି ଜିଲା ଜୁନାଗଡ ସହରରେ ଗତ ୨ଦିନ ହେଲା ବୁଲା କୁକୁରଙ୍କ ଆତଙ୍କ ଦେଖିବାକୁ ମିଳିଛି। ସହରର ବିଭିନ୍ନ ପଡାରେ ଏହି କୁକୁରମାନେ ୨୦ଜଣଙ୍କୁ କାମୁଡିଥିବା ଅଭିଯୋଗ ହୋଇଥିଲା। ତେବେ ଜୁନାଗଡ ଡାକ୍ତରଖାନାରେ କୁକୁର କାମୁଡା ଇଞ୍ଜେକସନ ନ ଥିବାରୁ…
ବୌଦ୍ଧ ଆରଏସଏସ ପକ୍ଷରୁ ମାସ୍କ ବଣ୍ଟନ
ବୌଦ୍ଧ, ୯ା୪(ସ୍ବ.ପ୍ର)-ରାଷ୍ଟ୍ରୀୟ ସ୍ବୟଂ ସେବକ ସଂଘ ବୌଦ୍ଧ ଶାଖା ପକ୍ଷରୁ କରୋନା ସଚେତନତା ପାଇଁ ଜିଲା ମୁଖ୍ୟ ଚିକିତ୍ସାଳୟ ପରିସରରେ ସାନିଟାଇଜେସନ ସହ ଲୋକମାନଙ୍କୁ ମାସ୍କ ବଣ୍ଟନ କରାଯାଇଛି। ଜିଲା ସଂଘ ଚାଳକ ସୂର୍ଯ୍ୟକାନ୍ତ ଦଳବେହେରା ଓ ନଗର କାର୍ଯ୍ୟବାହ ପଦ୍ମ…
ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିକୁ ସହାୟତା
ପାଟଣାଗଡ, ୯ା୪(ଡି.ଏନ.ଏ.): କରୋନା ମୁକାବିଲାକୁ ଦୃଷ୍ଟିରେ ରଖି ବଲାଙ୍ଗୀର ଜିଲା ପାଟଣାଗଡ ଅଞ୍ଚଳର ବିଭିନ୍ନ ବ୍ୟକ୍ତିବିଶେଷ ଓ ଅନୁଷ୍ଠାନ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ରିଳିଫ ପାଣ୍ଠିକୁ ସହାୟତା ରାଶି ପ୍ରଦାନ କରାଯାଇଛି। ଲବ କୁମାର ଅଗ୍ରୱାଲ ନିଜ ଦିବ୍ୟାଙ୍ଗ ଭତ୍ତା ଟଙ୍କାରୁ ୩ହଜାର…
ଦାଦନ ପରିବାରକୁ ଖାଦ୍ୟ ଯୋଗାଇଲେ ସ୍ବେଚ୍ଛାସେବୀ
ବଲାଙ୍ଗୀର ଅଫିସ, ୯ା୪- ବଲାଙ୍ଗୀର ମ୍ୟୁନିସିପାଲିଟି ଅନ୍ତର୍ଗତ ବିଜାଖମନରେ ଥିବା ପ୍ରାୟ ୨୫ ପରିବାର ଭୋକ ଉପାସରେ ରହିଥିବା ଖବର ପାଇବା ପରେ ମାହେଶ୍ୱରୀ ସଙ୍ଗଠନ ପକ୍ଷରୁ ସେମାନଙ୍କୁ ଖାଦ୍ୟ ସାମଗ୍ରୀ ଯୋଗାଇ ଦିଆଯାଇଛ। ଏହି ୨୫ଟି ପରିବାରରୁ ଅଧିକାଂଶ ପରିବାରର…
କୋଭିଡ-୧୯ ରେଗୁଲେସନ୍ ଉଲ୍ଲଂଘନ, ହରିହର ନର୍ସିଂହୋମ୍କୁ ସିଲ୍ କଲା ପ୍ରଶାସନ
ବଲାଙ୍ଗୀର ଅଫିସ, ୯ା୪: କୋଭିଡ-୧୯ ରେଗୁଲେସନ୍ ଉଲ୍ଲଂଘନ ଯୋଗୁଁ ବଲାଙ୍ଗୀର ସହରର ସୁଦପଡାଠାରେ ଥିବା ହରିହର ଡାଇଗ୍ନୋଷ୍ଟିକ୍ ଏବଂ ନର୍ସିଂହୋମକୁ ଜିଲା ପ୍ରଶାସନ ପକ୍ଷରୁ ଗୁରୁବାର ସିଲ୍ କରାଯାଇଛି । ଜିଲାପାଳ ଅରିନ୍ଦମ ଡାକୁଆଙ୍କ ନିର୍ଦ୍ଦେଶକ୍ରମେ ଉପଜିଲାପାଳ ସଞ୍ଜୟ କୁମାର ମିଶ୍ର…
କଡ଼ାକଡ଼ି ହେବ ଯାଞ୍ଚ: ପ୍ରଥମ ଦିନରେ ମାସ୍କ ବାଣ୍ଟିଲା, ବୁଝାଇଲା ପୋଲିସ
ଭୁବନେଶ୍ୱର,୯ା୪(ବ୍ୟୁରୋ)- ବାୟୁ ଦ୍ୱାରା ମଧ୍ୟ ଘାତକ ଭୂତାଣୁ କୋଭିଡ୍-୧୯ ଅନ୍ୟକୁ ସଂକ୍ରମଣ ହେବାର ସମ୍ଭାବନା ରହିଛି। ତେଣୁ ଗୁରୁବାରଠାରୁ ମାସ୍କ ପିନ୍ଧିବା ବାଧ୍ୟତାମୂଳକ କରିଛନ୍ତି ରାଜ୍ୟ ସରକାର। ଏହାକୁ କଡାକଡି ପାଳନ କରିବା ପାଇଁ ପୋଲିସକୁ ନିର୍ଦ୍ଦେଶ ଦିଆଯାଇଛି। ତେବେ ପ୍ରଥମ…
କଣ୍ଟାକ୍ଟ ଟ୍ରେସିଂ ପରେ ସିଲ୍ ହୋଇପାରେ ଝାରପଡ଼ା, ମଧୁସୂଦନ ନଗର
ଭୁବନେଶ୍ୱର, ୮ା୪(ବ୍ୟୁରୋ): ରାଜଧାନୀରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ହୁହୁ ହୋଇ ବଢ଼ି ଚାଲିଛି। ରାଜ୍ୟରେ ମୋଟ ୪୪ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ କେବଳ ଭୁବନେଶ୍ୱରରେ ୩୫ଜଣ ରହିଛନ୍ତି। ତେଣୁ ସଂକ୍ରମଣ ରୋକିବାକୁ ଆକ୍ରାନ୍ତ ରହୁଥିବା ଅଞ୍ଚଳ ଓ ସଂସ୍ପର୍ଶରେ ଆସିଥିବା…
କଲଣ ହାଟରେ କରୋନା କଟକଣା ବାଟବଣା
ରସୁଲପୁର,୯।୪(ଡିଏନଏ)- ଯାଜପୁର ଜିଲା ରସୁଲପୁର ବ୍ଲକ ବ୍ରହ୍ମବରଦାରେ ଜିଲାର ପ୍ରଥମ କରୋନା ରୋଗୀ ଚିହ୍ନଟ ହେବା ପରେ ପ୍ରଶାସନର ଚିନ୍ତା ବଢିଯାଇଛି। କରୋନା ପାଇଁ ହାଟଗୁଡିକ ଉପରେ ପ୍ରଶାସନ ବିଶେଷ ଦୃଷ୍ଟି ଦେଉଛି। ପ୍ରଶାସନ ହାଟରେ ସାମାଜିକ ଦୂରତା ଓ ସଂଗରୋଧକୁ…
Archives


