ଏଟିଏମ୍ କାଉଣ୍ଟରରେ ସାମାଜିକ ଦୂରତା
ବନ୍ତ, ୯।୪(ଡି.ଏନ.ଏ.)-କରୋନା ଲକ୍ଡାଉନ ପାଇଁ ସରକାରଙ୍କ ପକ୍ଷରୁ ସମସ୍ତ କଟକଣାକୁ କଡାକଡି କରାଯାଇଛି । ସାମଗ୍ରୀ କିଣିବାଠାରୁ ଆରମ୍ଭ କରି ଟଙ୍କା ଉଠାଣ ପର୍ଯ୍ୟନ୍ତ ସବୁଠି ଲୋକେ ସାମାଜିକ ଦୂରତା ପାଳନ କରୁଛନ୍ତି। ଭଦ୍ରକ ଜିଲା ବନ୍ତ ସଦର ମହକୁମାରେ ୬ଟି…
ନିର୍ଦ୍ଦେଶ ସତ୍ତ୍ୱେ ଖୋଲୁନି ଢାବା, ଗ୍ୟାରେଜ
କେନ୍ଦୁଝର, ୯ା୪ (ସ୍ବ.ପ୍ର.)-କରୋନା ପାଇଁ ଲକ୍ ଡାଉନ୍ ଘୋଷଣା ହୋଇଛି । ଏଣୁ ସମଗ୍ର ଦେଶରେ ଗାଡି ଚଳାଚଳ ବନ୍ଦ ରହିଛି । ସେହିପରି ଯାତ୍ରୀବାହୀ ବସ, ଟ୍ରେନ ଆଦି ବନ୍ଦ ରହିଛି। ତେବେ ଏହି କଟକଣାରୁ ବାଦ ପଡିଛି ଅତ୍ୟାବଶ୍ୟକୀୟ…
ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିକୁ ସହାୟତା
ବାଲେଶ୍ୱର ଅଫିସ, ୯।୪-ବାଲେଶ୍ୱରସ୍ଥିତ ବାଲିଆ ରାମେଶ୍ୱର ମନ୍ଦିର ସମ୍ମୁଖରେ ଥିବା ମେସି ଫର୍ଗୁସନ ଟ୍ରାକ୍ଟର କମ୍ପାନୀର ଜିଲା ଡିଲର ‘ମେସର୍ସ ଲକ୍ଷ୍ମୀରେଖା ଅଟୋମୋବାଇଲ୍ସ’ର ଦୁଇ ବିଜିନେସ୍ ପାର୍ଟନର ମନୋଜ କୁମାର ଜେନା ଏବଂ ଅମିତ ଅମିତାଭ ମହାକୁଡ଼ ଗୁରୁବାର ଓଡ଼ିଶା ମୁଖ୍ୟମନ୍ତ୍ରୀ…
ହସ୍ପିଟାଲରୁ ୪ କରୋନା ପୀଡ଼ିତ ଭୁଲରେ ଡିସ୍ଚାର୍ଜ: ଖୋଜୁଛି ପୋଲିସ
ଚେନ୍ନାଇ: ତାମିଲନାଡୁର ଭିଲୁପୁରମ ଜିଲାର ୪ କରୋନା ରୋଗୀଙ୍କୁ ସରକାରୀ ଡାକ୍ତରଖାନାରୁ ମଙ୍ଗଳବାର ଭୁଲ୍ରେ ଡିସ୍ଚାର୍ଜ କରି ଦିଆଯାଇଛି। ଏହି ରୋଗୀମାନଙ୍କୁ ଖୋଜିବା ପାଇଁ ପୋଲିସ ନାକେଦମ୍ ହୋଇପଡ଼ିଥିଲା। ସେମାନଙ୍କ ମଧ୍ୟରୁ ୩ ଜଣଙ୍କୁ ଡୋବୋରା ଡାକ୍ତରଖାନାକୁ ପୁଣି ଅଣାଯାଇଥିବା ବେଳେ…
ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୫୭୩୪
ନୂଆଦିଲ୍ଲୀ,୯।୪: କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ଯୁଗ୍ମ ସଚିବ ଲଭ୍ ଅଗ୍ରଓ୍ବାଲଙ୍କ ସୂଚନା ଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ୫୪୯ ନୂଆ କରୋନା ସଂକ୍ରମିତଙ୍କୁ ଚିହ୍ନଟ କରାଯିବା ପରେ ଏବେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୫୭୩୪ରେ ପହଞ୍ଚିଛି। ୨୪ ଘଣ୍ଟା…
ଲକ୍ଡାଉନ୍: ଜୀବିକା ହରାଇଛନ୍ତି ଶତାଧିକ ମହୁଲଫୁଲ ସଂଗ୍ରହକାରୀ
କୋରୁକୋଣ୍ଡା,୯ା୪(ଡି.ଏନ୍.ଏ.) : କରୋନା ଭୂତାଣୁ ସମଗ୍ର ବିଶ୍ୱରେ ଆତଙ୍କ ଖେଳାଇ ଚାଲିଛି। ଫଳରେ ସରକାରଙ୍କ ପକ୍ଷରୁ ଦେଶରେ ଲକ୍ଡାଉନ୍ ଘୋଷଣା କରାଯାଇଛି। ଏହାର ପ୍ରଭାବ ରାଜ୍ୟବାସୀଙ୍କ ଜୀବନଜୀବିକା ଉପରେ ପଡ଼ିଛି। ବିଶେଷକରି ଲକ୍ଡାଉନ୍ ହେତୁ ମାଲକାନିଗରି ଜିଲାର ମହୁଲ ଫୁଲ ସଂଗ୍ରହକାରୀ…
ଗଞ୍ଜାମ ଜିଲାପାଳଙ୍କ କଡ଼ା ଆଭିମୁଖ୍ୟ: ଏଣିକି ମାସ୍କ ନ ପିନ୍ଧିଲେ ମିଳିବ ନାହିଁ ଅତ୍ୟାବଶ୍ୟକୀୟ ସାମଗ୍ରୀ
ଛତ୍ରପୁର, ୯।୪(ଡି.ଏନ୍.ଏ.)- କରୋନା ମୁକାବିଲା ଦିଗରେ ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ କଡ଼ା ଆଭିମୁଖ୍ୟ ଗ୍ରହଣ କରିଛନ୍ତି। ଏଣିକି ମାସ୍କ ନ ପିନ୍ଧିଥିଲେ ରାସନ, ପନିପରିବା ଏପରିକି ଔଷଧ ମିଳିବନି ବୋଲି ଜିଲାପାଳ ଗୁରୁବାର କହିଛନ୍ତି। ପୂର୍ବରୁ ମାସ୍କ ନ…
ରାମାୟଣରେ ସୁଗ୍ରୀବ ଭୂମିକାରେ ଅଭିନୟ କରିଥିବା ଅଭିନେତାଙ୍କ ପରଲୋକ
ନୂଆଦିଲ୍ଲୀ,୯।୪: ରାମାନନ୍ଦ ସାଗରଙ୍କ ଦ୍ୱାରା ନିର୍ମିତ ହୋଇଥିବା ରାମାୟଣରେ ସୁଗ୍ରୀବ ଏବଂ ବାଳୀ ଭୂମିକାରେ ଅଭିନୟ କରିଥିବା କଳାକାର ଶ୍ୟାମସୁନ୍ଦର କାଲାଣିଙ୍କର ପରଲୋକ ହୋଇଯାଇଛି। ଦୀର୍ଘଦିନ ଧରି ସେ କ୍ୟାନସରରେ ପୀଡ଼ିତ ଥିଲେ। ତାଙ୍କ ମୃତ୍ୟୁରେ ରାମାୟଣରେ ରାମ ଭୂମିକାରେ ଅଭିନୟ…
ଲକ୍ଡାଉନ୍ ନିୟମ ଉଲ୍ଲଂଘନ: ୯ ଗିରଫ, ୫ ବାଇକ୍ ଜବତ
ଦିଗପହଣ୍ଡି,୯ା୪(ଡି.ଏନ୍.ଏ.) : ଗଞ୍ଜାମ ଜିଲା ଦିଗପହଣ୍ଡି ସହରରେ ଲକ୍ଡାଉନ୍ ନିୟମ ଉଲ୍ଲଂଘନ କରିବା ଅଭିଯୋଗରେ ମନୋଜ ବେହେରା, ହିମାଂଶୁ ପାଣିଗ୍ରାହୀ, ଚନ୍ଦ୍ର ଶେଖର ଦୋରା, କୁନା ସାହୁ, ଆଲୋକ ନାଥ ମହାରଣା, ରମେଶ ମହାରଣା, ସମୀର ବାଡ଼ତ୍ୟା, ସଜ୍ଞନ୍ତ୍ର କୁମାର ଦାସ…
ପୋଲିସ ଅଧିକାରୀଙ୍କ ଅଭିନବ ପ୍ରୟାସ: ସାହିସାହିରେ ଗୀତ ଗାଇ ଦେଉଛନ୍ତି କରୋନା ସଚେତନତା ବାର୍ତ୍ତା
ବାଲିଗୁଡ଼ା,୯ା୪(ଡି.ଏନ୍.ଏ.): କନ୍ଧମାଳରେ କରୋନା ସଚେତନତା ପାଇଁ ବାଲିଗୁଡ଼ା ଉପଖଣ୍ଡ ଆରକ୍ଷୀ ଅଧିକାରୀ ମାନସ ରଞ୍ଜନ ବାରିକ ଏକ ଗୀତ ଲେଖିଥିଲେ। ବାଲିଗୁଡ଼ା ଥାନା ଭାରପ୍ରାପ୍ତ ଅଧିକାରୀଙ୍କ କଣ୍ଠରେ ଏହି ଗୀତ ମୁକ୍ତିଲାଭ କରିଥିଲା। ଉକ୍ତ ଗୀତକୁ ନେଇ ବାଲିଗୁଡ଼ା ଥାନା ଭାରପ୍ରାପ୍ତ…
୧୧ ଦିନ ଲକ୍ଡାଉନ୍ରେ ଘଟିଛି ୯୨,୧୦୫ ଶିଶୁ ନିର୍ଯାତନା ମାମଲା !
ନୂଆଦିଲ୍ଲୀ,୯।୪: କରୋନା ବିରୋଧରେ ଲଢ଼େଇ କରିବା ଲାଗି ଭାରତ ଅଣ୍ଟା ଭିଡ଼ିଛି। କରୋନା ଭୂତାଣୁର ସଂକ୍ରମଣ ରୋକିବା ପାଇଁ ସରକାରଙ୍କ ପକ୍ଷରୁ ୨୧ ଦିନିଆ ଲକ୍ଡାଉନ୍ ଘୋଷଣା କରାଯାଇଛି। ତେବେ ଲକ୍ଡାଉନ୍ ସମୟରେ ଶିଶୁ ନିର୍ଯାତନା ମାମଲାରେ ବୃଦ୍ଧି ଘଟିଥିବା ଚାଇଲ୍ଡ୍…
ରାଜ୍ୟର ଆଉ ୩ ମେଡିକାଲରେ ହେବ କରୋନା ଟେଷ୍ଟ: ସ୍ବାସ୍ଥ୍ୟମନ୍ତ୍ରୀ
ଭୁବନେଶ୍ୱର,୯।୪(ବ୍ୟୁରୋ): ରାଜ୍ୟର ଆଉ ୩ଟି ହସ୍ପିଟାଲରେ କରୋନା ଟେଷ୍ଟ କରାଯିବା ନେଇ ନିଷ୍ପତ୍ତି ନିଆଯାଇଛି। ବ୍ରହ୍ମପୁର ମେଡିକାଲ କଲେଜ, ଭିମ୍ସାର ଓ ଆଇଜିଏଚ୍ରେ ଟେଷ୍ଟ କରାଯିବ। ଓଡ଼ିଶାରେ ଦିନକୁ ୧୦୦୦ କରୋନା ନମୂନା ପରୀକ୍ଷଣ କରାଯିବ। ରାଜ୍ୟ ମନ୍ତ୍ରୀସ୍ତରୀୟ ବୈଠକରେ ଏନେଇ…
Archives


