ନ୍ୟୁୟର୍କରେ କରୋନାର ମୃତ୍ୟୁତାଣ୍ଡବ: ୧୧ ଭାରତୀୟ ମୃତ; ୧୬ ପଜିଟିଭ୍
ନୂଆଦିଲ୍ଲୀ/ଓ୍ବାଶିଂଟନ,୯।୪: କରୋନା ସଂକ୍ରମଣ ନେଇ ଆମେରିକାରେ ଆତଙ୍କ ଦେଖାଦେଇଛି। ଏଠାରେ କରୋନା ସଂକ୍ରମଣ ଯୋଗୁ ୧୧ ଜଣ ଭାରତୀୟଙ୍କ ମୃତ୍ୟୁ ଘଟିଛି। ସେମାନଙ୍କ ମଧ୍ୟରୁ ଅଧିକାଂଶ ନ୍ୟୁୟର୍କରେ ବାସ କରୁଥିବା ସ୍ଥାନୀୟ ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ସେହିପରି ଆମେରିକାରେ ୧୬…
ଲକ୍ଡାଉନ୍ ସମୟରେ ଜାରି ରହିବ କୃଷି, ମନରେଗା କାର୍ଯ୍ୟ; ସାମାଜିକ ଦୂରତ୍ୱ ରକ୍ଷା ଉପରେ ଦିଆଯିବ ଗୁରୁତ୍ୱ
ଭୁବନେଶ୍ୱର,୯।୪(ବ୍ୟୁରୋ): କେନ୍ଦ୍ର ସରକାରଙ୍କ ପକ୍ଷରୁ ଲଗାଯାଇଥିବା ୨୧ ଦିନିଆ ଲକ୍ଡାଉନ୍ ଅବଧି ଆସନ୍ତା ଏପ୍ରିଲ ୧୪ ତାରିଖରେ ଶେଷ ହୋଇଥାନ୍ତା। ହେଲେ ଏହାକୁ ଏପ୍ରିଲ ୩୦ ତାରିଖ ପର୍ଯ୍ୟନ୍ତ ଘୁଞ୍ଚାଇବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ଗୁରୁବାର ବସିଥିବା କ୍ୟାବିନେଟ ବୈଠକରେ…
ବ୍ରିଟେନ ସୋସିଆଲ୍ ମିଡ଼ିଆରେ ଗୁଜବ: ୫-ଜି ମୋବାଇଲ୍ ଜ୍ଞାନକୌଶଳ ଯୋଗୁ ବ୍ୟାପୁଛି କରୋନା !
ଲଣ୍ଡନ,୯।୪: କରୋନା ସଂକ୍ରମଣ ଯୋଗୁ ବ୍ରିଟେନରେ ପ୍ରତିଦିନ ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଏଠାକାର ସୋସିଆଲ୍ ମିଡ଼ିଆରେ ୫-ଜି ମୋବାଇଲ୍ ଜ୍ଞାନକୌଶଳ ଯୋଗୁ କରୋନା ବ୍ୟାପୁଥିବା ନେଇ ବହୁ ଭ୍ରମାତ୍ମକ ପୋଷ୍ଟ ସୋସିଆଲ୍ ମିଡ଼ିଆରେ ଶେୟାର କରାଯାଇଛି। ଫଳରେ ଲୋକଙ୍କ ମଧ୍ୟରେ…
ଆମେରିକାର ଉଦାହରଣ ଦେଲେ ମୁଖ୍ୟମନ୍ତ୍ରୀ, କହିଲେ ଓଡ଼ିଶା ସରକାରଙ୍କ ପାଇଁ ଅର୍ଥନୀତି ନୁହେଁ ମଣିଷ ଜୀବନ ଗୁରୁତ୍ୱପୂର୍ଣ୍ଣ
ଭୁବନେଶ୍ୱର,୯।୪(ବ୍ୟୁରୋ): ଓଡ଼ିଶାର ଜନସାଧାରଣ ରାଜ୍ୟ ସରକାରଙ୍କ ପଦକ୍ଷେପକୁ ସହଯୋଗ ଏବଂ ସମର୍ଥନ ଜଣାଇଛନ୍ତି। ହେଲେ ପରିସ୍ଥିତିର ମୁକାବିଲା ପାଇଁ ଏହାହିଁ ଏକମାତ୍ର ବାଟ। ଗତ ମାର୍ଚ୍ଚ ୧୫ ତାରିଖରେ ରାଜ୍ୟରେ ପ୍ରଥମ କରୋନା ରୋଗୀ ଚିହ୍ନଟ ହୋଇଥିଲା। ଏହାପରଠାରୁ ୪୪ଜଣ କରୋନା…
ଜିଲାପାଳଙ୍କ ଘୋଷଣା ପରେ ଘରଘର ବୁଲି ଲୋକଙ୍କ ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝୁଛି ବ୍ଲକ ପ୍ରଶାସନ
ଗଞ୍ଜାମ,୯ା୪(ଡି.ଏନ୍.ଏ.) : କରୋନା ପାଇଁ ସରକାର ଓ ଜିଲା ପ୍ରଶାସନ ଦିନରାତି ଏକ କରିସାରିଲେଣି। କରୋନା ସଂକ୍ରମଣ କିପରି ନ ବ୍ୟାପିବ ସେନେଇ ଜିଲା ପ୍ରଶାସନ ପକ୍ଷରୁ ବିଭିନ୍ନ ପଦକ୍ଷେପ ନିଆଯାଉଛି। କରୋନା ମୁକାବିଲା ପାଇଁ ଗଞ୍ଜାମ ଜିଲାପାଳ ବିଜୟ ଅମୃତା…
ଲକ୍ଡାଉନ୍ରେ ଘରୁ ବାହାରିବା କେତେ ବିପଦଜ୍ଜନକ: ଶର୍ଟ ଫିଲ୍ମ ଜରିଆରେ ଲୋକଙ୍କୁ ସୂଚିତ କଲେ ଭାଇଜାନ
ମୁମ୍ବାଇ: କରୋନା ଭାଇରସ୍କୁ ରୋକିବା ପାଇଁ ସରକାର ଯଥାସମ୍ଭବ ପ୍ରଚେଷ୍ଟା ଚଳାଇଛନ୍ତି। ଏଥିପାଇଁ ସୁରକ୍ଷା ଦୃଷ୍ଟିରୁ ସାରା ଦେଶରେ ଲକ୍ଡାଉନ୍ ଜାରି କରାଯାଇଛି। ଏହି ସମୟରେ ଘରୁ ନ ବାହାରିବାକୁ ସରକାରଙ୍କ ପକ୍ଷରୁ ସମସ୍ତଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ହେଲେ ଏହା ସତ୍ତ୍ୱେ…
ଗୋଟିଏ ଦିନରେ ଆମେରିକାରେ ୧,୯୭୩ ଜଣଙ୍କ ମୃତ୍ୟୁ; ୩୩ ହଜାର ନୂଆ ସଂକ୍ରମିତ ଚିହ୍ନଟ
ଓ୍ବାଶିଂଟନ,୯।୪: କରୋନା ସଂକ୍ରମଣ ନେଇ ଆମେରିକାରେ ସଙ୍କଟ ସୃଷ୍ଟି ହୋଇଛି। ଏଠାରେ ଗୋଟିଏ ଦିନରେ କରୋନା ସଂକ୍ରମିତଙ୍କ ମୃତ୍ୟୁ ସଂଖ୍ୟା ୧,୯୭୩ରେ ପହଞ୍ଚିଛି। ସେହିପରି ୨୪ ଘଣ୍ଟା ମଧ୍ୟରେ ଏଠାରେ ୩୩ ହଜାର ନୂଆ ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଛି। ବର୍ତ୍ତମାନ ସୁଦ୍ଧା…
ଆର୍.ଉଦୟଗିରି, ନୂଆଗଡ଼ ବ୍ଲକର ବିଭିନ୍ନ ପଞ୍ଚାୟତରେ ବିଶୋଧକ ସିଞ୍ଚନ
ଆର୍.ଉଦୟଗିରି,୯ା୪(ଡି.ଏନ୍.ଏ.) : ଗଜପତି ଜିଲା ଆର.ଉଦୟଗିରି, ନୂଆଗଡ଼, ଖଜୁରୀପଦା ଓ ବଡ଼ପଦା ସହରରେ ଯୁଦ୍ଧକାଳୀନ ଭିତ୍ତିରେ ପଞ୍ଚାୟତ କୃର୍ତ୍ତପକ୍ଷ ଏବଂ ଅଗ୍ନିଶମ ବିଭାଗ ଦ୍ୱାରା କରୋନା ଭୂତାଣୁ ସହ ମୁକାବିଲା ପ୍ରୟାସ ଜୋରଦାର ଚାଲିଛି। ତହସିଲ, ବ୍ଲକ, ମେଡିକାଲ, ସାହିର ଗଳିକନ୍ଦି…
ଜୁନ୍ ୧୭ ଯାଏ ବନ୍ଦ ରହିବ ସମସ୍ତ ଶିକ୍ଷାନୁଷ୍ଠାନ: ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୯।୪(ବ୍ୟୁରୋ): ରାଜ୍ୟ କ୍ୟାବିନେଟ୍ ବୈଠକରେ ଗୁରୁବାର ଅନେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଆସନ୍ତା ଏପ୍ରିଲ ୩୦ ଯାଏ ରାଜ୍ୟରେ ଲକ୍ଡାଉନ୍ ସମୟସୀମା ବୃଦ୍ଧି ପାଇଁ ନିଷ୍ପତ୍ତି ନିଆଯାଇଛି। ଏଥିସହ ରାଜ୍ୟର ସମସ୍ତ ସ୍କୁଲ ଏବଂ କଲେଜ ଜୁନ୍ ୧୭ ତାରିଖ ପର୍ଯ୍ୟନ୍ତ…
ଏସ୍.ଛଚିନା ପଞ୍ଚାୟତରେ କ୍ଲୋରିନ୍, ବ୍ଲିଚିଂ ସିଞ୍ଚନ
ବେଗୁନିଆପଡ଼ା,୯ା୪(ଡି.ଏନ୍.ଏ.): ଗଞ୍ଜାମ ଜିଲା ବେଗୁନିଆପଡ଼ା ବ୍ଲକ ଅନ୍ତର୍ଗତ ଏସ୍.ଛଚିନା ପଞ୍ଚାୟତର ସମସ୍ତ ଗ୍ରାମରେ ଯୁଦ୍ଧକାଳୀନ ଭିତ୍ତିରେ କରୋନା ଭୂତାଣୁ ସଂକ୍ରମଣ ରୋକିବା ପାଇଁ ଚାଲିଛି ସାନିଟାଇଜ୍ ବ୍ୟବସ୍ଥା। ସବୁ ଗ୍ରାମର ଗଳିକନ୍ଦିରେ କ୍ଲୋରିନଯୁକ୍ତ ପାଣି ଓ ବ୍ଲିଚିଂ ସିଞ୍ଚନ କରାଯାଉଛି। ଗ୍ରାମର…
କରୋନା ମହାମାରୀ ନେଇ ଆରୋପ ପ୍ରତ୍ୟାରୋପକୁ କ୍ୱାରାଣ୍ଟାଇନ୍ରେ ରଖ; ପ୍ରଥମେ ଜଳୁଥିବା ଘରକୁ ସୁରକ୍ଷିତ କର: ଡବ୍ଲ୍ୟୁଏଚ୍ଓ
ଓ୍ବାଶିଂଟନ,୯।୪: ସାରା ପୃଥିବୀରେ ଦେଖାଦେଇଥିବା କରୋନା ସଙ୍କଟର ମୁକାବିଲା ଲାଗି ପ୍ରସ୍ତୁତି ଜାରି ରହିଛି। ଏପରିସ୍ଥଳେ କରୋନା ମହାମାରୀ ନେଇ ଆମେରିକା ଏବଂ ଚାଇନା ମଧ୍ୟରେ ଆରୋପ ପ୍ରତ୍ୟାରୋପ ଜାରି ରହିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଓ ଚାଇନା ପ୍ରତିପକ୍ଷ…
ପୁଣି ୨ କରୋନା ଆକ୍ରାନ୍ତ ଚିହ୍ନଟ: ରାଜ୍ୟରେ ମୋଟ ପଜିଟିଭ୍ ସଂଖ୍ୟା ୪୪କୁ ବୃଦ୍ଧି
ଭୁବନେଶ୍ୱର,୯।୪(ବ୍ୟୁରୋ): ରାଜ୍ୟରେ ପୁଣି ୨ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏନେଇ ଗୁରୁବାର ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଟୁଇଟ୍ ଯୋଗେ ସୂଚନା ଦିଆଯାଇଛି। ଢେଙ୍କାନାଳର ଜଣେ ୫୧ ବର୍ଷୀୟ ମହିଳା କରୋନାରେ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଦ୍ୱିତୀୟ ଆକ୍ରାନ୍ତ…
Archives


