Home

ନିଖୋଜ ନାବାଳିକା ଛତିଶଗଡ଼ରୁ ଉଦ୍ଧାର, ଅଭିଯୁକ୍ତ ଗିରଫ

ଏମ୍‌ଭି ୭୯,୯ା୩(ଡି.ଏନ.ଏ.): ମାଲକାନଗିରି ଜିଲା ପଡ଼ିଆ ବ୍ଲକ୍‌ ଶିମିଳିବାଞ୍ଛା ପଞ୍ଚାୟତ ଏମ୍‌ପିଭି ୬୮ ଗ୍ରାମରୁ ନିଖୋଜ ନାବାଳିକାଙ୍କୁ ପୋଲିସ ସୋମବାର ଛତିଶଗଡ଼ରୁ ଉଦ୍ଧାର କରିଛି। ଝିଅ ନିଖୋଜ ଥିବା ନେଇ ରବିବାର ବାପା ଏମ୍‌ଭି ୭୯ ଥାନାରେ ଲିଖିତ ଅଭିଯୋଗ କରିଥିଲେ।…

ଦିଲ୍ଲୀ ଦଙ୍ଗା: ଦମ୍ପତିଙ୍କ ପରେ ଗିରଫ ହେଲେ ପିଏଫ୍‌ଆଇ ସଦସ୍ୟ ଦାନିଶ

ନୂଆଦିଲ୍ଲୀ,୯।୩: ରାଜଧାନୀ ଦିଲ୍ଲୀର ଜାମିଆ ନଗର ଅଞ୍ଚଳରେ ଆଇଏସ୍‌ ଆତଙ୍କବାଦୀ ସଙ୍ଗଠନ ସହ ସମ୍ପର୍କ ଥିବା ଦମ୍ପତିଙ୍କୁ ଗିରଫ କରିବା ପରେ ସୋମବାର ଦିଲ୍ଲୀ ପୋଲିସର ସ୍ପେଶାଲ ସେଲ୍‌କୁ ମିଳିଛି ଆଉ ଏକ ସଫଳତା। ପପୁଲାର ଫ୍ରଣ୍ଟ ଅଫ୍‌ ଇଣ୍ଡିଆ(ପିଏଫ୍‌ଆଇ)ର ସଦସ୍ୟ…

ଗଞ୍ଜାମ ଐତିହାସିକ ଦୋଳଯାତ୍ରା: ବଜାର ଯାତ୍ରା ଶେଷ, କଳାକାରଙ୍କୁ ମାନପତ୍ର ବଣ୍ଟନ

ଗଞ୍ଜାମ, ୯ା୩(ଡି.ଏନ୍‌.ଏ.)- ଗଞ୍ଜାମ ଐତିହାସିକ ଦୋଳ ଯାତ୍ରାରେ ସୋମବାର ବଜାର ଯାତ୍ରା ଶାନ୍ତିଶୃଙ୍ଖଳାର ସହ ଶେଷ ହୋଇଛି। ରବିବାର ରାତି ୧୦ଟାରେ ସମସ୍ତ ସାହି ଠାକୁର ବଜାରରେ ପହଞ୍ଚତ୍ବା ପରେ ଯାତ୍ରା ଆରମ୍ଭ ହୋଇଥିଲା। ପରେ ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ତଥା…

ଅଟୋକୁ ଧକ୍କା ଦେଲା ଟ୍ରକ, ଜଣେ ମୃତ

ସୋର, ୯ା୩(ଡ଼ି.ଏନ.ଏ.)-ବାଲେଶ୍ୱର ଜିଲା ସୋର ଥାନା ୧୬ ନଂ. ଜାତୀୟ ରାଜପଥ କଲେଜ ଛକ ନିକଟରେ ସୋମବାର ସକାଳେ ଏକ ଟ୍ରକ ଓ ମାଲ ବୋଝେଇ ଅଟୋ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଥିଲା। ଫଳରେ ଅଟୋରେ ଥିବା ଗୋପୀନାଥପୁର ଗ୍ରାମର ଏକ…

ହୋଲିକା ଦହନ ଉତ୍ସବରେ କରୋନା ଭାଇରସ ଥିମ୍‌ରେ ଲାଗିଲା ପ୍ରତିମୂର୍ତ୍ତି

ମୁମ୍ବାଇ,୯।୩: ମୁମ୍ବାଇରେ ସୋମବାର ହୋଲିକା ଦହନ ପାଳନ କରାଯାଉଥିବା ବେଳେ ଏହାକୁ ନେଇ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ମୁମ୍ବାଇର ଓ୍ବର୍ଲିରେ ହୋଲିକା ଦହନ କରିବାକୁ କରୋନା ଭାଇରସ ଥିମ୍‌ରେ ଏକ ପ୍ରତିମୂର୍ତ୍ତି ଲାଗିଥିବା ଦେଖାଯାଇଛି। ଏବେ ସାରା ବିଶ୍ୱ ପାଇଁ…

‘ମହିଳାଙ୍କ ସମ୍ମାନ ଅକ୍ଷୁର୍ଣ୍ଣ ରହୁ’

ରୂପସା, ୯ା୩(ଡି.ଏନ.ଏ.)-ବାଲେଶ୍ୱର ଜିଲା ଅନ୍ତର୍ଗତ ବସ୍ତା ଭାଜପା ମହିଳା ମୋର୍ଚ୍ଚ ପକ୍ଷରୁ ବିଶ୍ୱ ମହିଳା ଦିବସ ଅବସରରେ ‘ମହିଳାଙ୍କ ସମ୍ମାନ ଅକ୍ଷୁର୍ଣ୍ଣ ରହୁ’ ଶୀର୍ଷକ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଯାଇଛି। ଏଥିରେ ମଣ୍ଡଳ ସଭାପତି ମିଲିରାଣୀ ବେହେରା ଅଧ୍ୟକ୍ଷତା କରି ମହିଳା ସଶକ୍ତିକରଣ,…

ଯାଜପୁରରେ ଆତଙ୍କ ଖେଳାଇଥିବା ଦନ୍ତାହାତୀ ଆଖି ବୁଜିଲା

ଭୁବନେଶ୍ୱର,୯।୩(ବ୍ୟୁରୋ): ଯାଜପୁରରେ ୫ ଜଣ ଲୋକଙ୍କ ଜୀବନ ନେଇସାରିବା ପରେ ଟ୍ରାଙ୍କୁଲାଇଜ କରି ଦନ୍ତା ହାତୀଟିକୁ ସେତେବେଳେ କାବୁ କରାଯାଇଥିଲା। ତେବେ ସେହି ଦନ୍ତାଟି ଆଖି ବୁଜିଛି। ହାତୀକୁ ସେବେଠାରୁ ଲୁହାଶିକୁଳିରେ ବନ୍ଧା ହୋଇ ରଖାଯାଇଥିଲା। ଯାହା ଫଳରେ ତାର ଗୋଡ଼ରେ…

ଭାଲୁ ସହ ହାତାହାତି: ଯୁବକ ଗୁରୁତର

କେନ୍ଦୁଝର, ୯ା୩: (ସ୍ବ.ପ୍ର.):ଜଙ୍ଗଲଜାତ ଆଳୁ ଖୋଳିବାକୁ ଜଣେ ଯୁବକ ଯାଇଥିବା ବେଳେ ଭାଲୁ ହାବୁଡ଼ରେ ପଡ଼ି ଗୁରୁତର ହୋଇଛନ୍ତି। ଉକ୍ତ ଯୁବକ ହେଲେ ହରିଚ଼ନ୍ଦନପୁର ବ୍ଲକ ଦୈତାରୀ ଥାନା ତାଳପଦା ଗ୍ରାମର ରମେଶ ଜୁଆଙ୍ଗ। ସେ ରବିବାର ମଧ୍ୟାହ୍ନ ୧୨ଟା ବେଳେ…

ଭାଇଘରେ ପହଞ୍ଚି ପାରିଲେନି ଭଉଣୀ: ଟ୍ରେନ ଧକ୍କାରେ ଜୀବନ ଗଲା

କେନ୍ଦୁଝର, ୯ା୩(ସ୍ବ.ପ୍ର.): ଭାଇଘରେ ପହଞ୍ଚିପାରିଲେନି ଭଉଣୀ। ଟ୍ରେନ ଧକ୍କାରେ ଅଧାବାଟରେ ଜୀବନ ଚାଲିଗଲା। ଏଭଳି ଦୁଃଖଦ ଘଟଣା ଘଟିଛି କେନ୍ଦୁଝର ସଦର ବ୍ଲକ ବେଦପଳସା ଅଞ୍ଚଳରେ। ଏହି ଖବର ପ୍ରଚାରିତ ହେବା ପରେ ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି। ବୋଦପଳସା…

ନୀଳରକ୍ତ କଙ୍କଡା ସୁରକ୍ଷା ପାଇଁ ବେଳାଭୂମି ସଫେଇ

ରୂପସା, ୯ା୩(ଡି.ଏନ.ଏ.)-ବାଲେଶ୍ୱର ସଦର ବ୍ଲକ ବାହାବଳପୁର ସାମୁଦ୍ରିକ ଥାନା ଅନ୍ତର୍ଗତ ବଗଦା ବେଳାଭୂମିରେ ସୋମବାର ସଫେଇ ଅଭିଯାନ ଆରମ୍ଭ ହୋଇଛି। ସମୁଦ୍ରରେ ନୀଳରକ୍ତ କଙ୍କଡାର ସୁରକ୍ଷା ପାଇଁ ବାଲେଶ୍ୱରର ଆସୋସିଏଶନ ଫର ବାୟୋଡାଇଭରସିଟି କଞ୍ଜରଭେଶନ(ଏବିସି), ବଗଦ୍‌ାର ମମତା ଜଙ୍ଗଲ ସୁରକ୍ଷା କମିଟି,…

ଶ୍ରୀମନ୍ଦିରରେ ଦୋଳପୂର୍ଣ୍ଣିମା: ମହାପ୍ରଭୁଙ୍କ ରାଜ ରାଜେଶ୍ୱର ବେଶ ଦର୍ଶନ କଲେ ଲକ୍ଷାଧିକ ଭକ୍ତ

ପୁରୀ ଅଫିସ,୯।୩: ଶ୍ରୀମନ୍ଦିରରେ ପବିତ୍ର ଦୋଳପୂର୍ଣ୍ଣମା ନୀତି ପାଳିତ ହୋଇଛି। ଦୋଳପୂର୍ଣ୍ଣିମା ଅବସରରେ ମହାପ୍ରଭୁଙ୍କ ରାଜ ରାଜେଶ୍ୱର ବା ସୁନାବେଶ ଅନୁଷ୍ଠିତ ହୋଇଛି। ଫାଲଗୁନ ଶୁକ୍ଳ ଦଶମୀରୁ ଚୈତ୍ର ଶୁକ୍ଳ ପ୍ରତିପଦା ପର୍ଯନ୍ତ ଏକ ସପ୍ତାହ ବ୍ୟାପୀ ଶ୍ରୀମନ୍ଦିରରେ ଦୋଳ ଉତ୍ସବ…

ହରିରାଜପୁର ମେଳଣ ୧୪ରୁ: ଆତସବାଜି ପ୍ରଦର୍ଶନ ପାଇଁ ହେବ ୪୦ ବାଣ ପାଲି

ଜଟଣୀ, ୯।୩(ଡି.ଏନ.ଏ.): ଓଡ଼ିଶା ପ୍ରସିଦ୍ଧ ହରିରାଜପୁର ପଞ୍ଚୁଦୋଳ ମେଳଣ ପାଇଁ ଏହାର ପରିଚାଳନା କମିଟି ପକ୍ଷରୁ ବ୍ୟାପକ ପ୍ରସ୍ତୁତି ଚାଲିଛି। ଜଟଣୀ ନିକଟବର୍ତ୍ତୀ ହରିରାଜପୁରସ୍ଥିତ ଶ୍ରୀପଶ୍ଚିମାଶମ୍ଭୁ ସୋମନାଥ ଦେବଙ୍କ ଏହି ମେଳଣର ଜମାଣ ଉତ୍ସବ ଆସନ୍ତା ୧୪ରୁ ୧୭ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri