Home

ଗଣେଶ ଚତୁର୍ଥୀରେ ହଠାତ୍ କମିଗଲା ସୁନା ଦର, ରୁପା ବି ହେଲା ଶସ୍ତା

ନୂଆଦିଲ୍ଲୀ,୧୪ା୯: ସୁନା ଓ ରୁପା ଦରରେ ଗତ କିଛି ଦିନ ହେବ ଉତ୍‌ଥାନ-ପତନ ଲାଗି ରହିଛି । ସେପ୍ଟେମ୍ବର ୧୪, ଗଣେଶ ଚତୁର୍ଥୀ ଅବସରରେ ସୁନା କିଣିବାକୁ ଯୋଜନା କରୁଥିବା ଲୋକଙ୍କ ପାଇଁ ଭଲ ଖବର ଆସିଛି । ଦେଶର ଅଧିକାଂଶ…

ପରିତ୍ୟକ୍ତ ଅବସ୍ଥାରେ ଜମ୍ବୁ ବ୍ରିଟିଶ ଲାଲ୍‌ କୋଠା, ଭୁଲ୍‌ କଲେ ଓଡ଼ିଶା ଲୋକଙ୍କୁ ଏଠାରେ ମିଳୁଥିଲା ଦଣ୍ଡ, ଆଉ ଏବେ…

ମହାକାଳପଡ଼ା,୧୪ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଜମ୍ବୁ ବ୍ରିଟିଶ ଲାଲ କୋଠା ଏବେ ଜରାଜୀର୍ଣ୍ଣ ଅବସ୍ଥାରେ ରହିଛି। ଏକଦା ଏହା ଓଡ଼ିଶାର ବ୍ରିଟିଶ ଶାସକମାନଙ୍କ ଗୁପ୍ତ ବୈଠକଖାନା ବହନ କରୁଥିଲା। ୧୮୬୬ ନଅଙ୍କ ଦୁର୍ଭିକ୍ଷ ପୂର୍ବରୁ ଏହି ବିଶାଳ…

ମୁମ୍ବାଇର ‘ସବୁଠୁ ଧନୀ ଗଣେଶ’; ୬୬ କେଜି ସୁନାରେ ସଜ୍ଜିତ ଗଣପତି; ୭୦୩ କୋଟିରୁ ଅଧିକ ଟଙ୍କାର ବୀମା

ମୁମ୍ବାଇ,୧୪।୯: ମୁମ୍ବାଇର ଗଣେଶୋତ୍ସବ କଥା ଉଠିଲେ ଲାଲବାଗଚା ରାଜାଙ୍କ ନାଁ ନିଶ୍ଚିତ ଭାବେ ଆସେ। ତେବେ ମାୟାନଗରୀରେ ଆଉ ଜଣେ ଗଣପତି ଅଛନ୍ତି, ଯାହାଙ୍କ ଦରବାରରେ ଭକ୍ତି ସହ ବୈଭବ ମଧ୍ୟ ଲୋକଙ୍କୁ ଆଶ୍ଚର୍ଯ୍ୟ କରୁଛି । କିଙ୍ଗ୍ସ ସର୍କଲ୍‌ସ୍ଥିତ GSB…

ଘଡ଼ଘଡ଼ି ସହ ପ୍ରବଳ ବର୍ଷା ସମ୍ଭାବନା: ୧୭ ଯାଏ ଲାଗିରହିବ…

ଭୁବନେଶ୍ୱର,୧୪ା୯ (ସୌମ୍ୟରଞ୍ଜନ ରାଉତ):ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଓଡ଼ିଶା ଅତିକ୍ରମ କରି ରବିବାର ସନ୍ଧ୍ୟାସୁଦ୍ଧା ଦକ୍ଷିଣ ଛତିଶଗଡ଼ ଓ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସକ୍ରିୟ ରହିବା ସହ ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଗତି କରୁଛି। ଫଳରେ ରାଜ୍ୟରେ ବର୍ଷା ପରିମାଣ କମିଥିଲେ ମଧ୍ୟ…

ଗଣେଶ ଚତୁର୍ଥୀର ଶୁଭ ସଂଯୋଗ, ଗ୍ରହ ଚଳନରେ ଏହି ରାଶିଙ୍କ ଖୋଲିବ ଭାଗ୍ୟ!

ଆଜି ପବିତ୍ର ଗଣେଶ ଚତୁର୍ଥୀ । ଦିନସାରା ଚନ୍ଦ୍ର ତୁଳା ରାଶିରେ ଅବସ୍ଥାନ କରିବେ; ଯଦିଓ ନକ୍ଷତ୍ର ଚିତ୍ରାରୁ ସ୍ୱାତୀକୁ ପରିବର୍ତ୍ତନ ହେବ, ତଥାପି ରାଶିର କୌଣସି ପରିବର୍ତ୍ତନ ହେବ ନାହିଁ। କନ୍ୟା ରାଶିରେ ଅବସ୍ଥିତ ବୁଧ ଗ୍ରହର ଅସ୍ତ ଅବସ୍ଥା…

ବିରୂପା ନଦୀକୁ ଡେଇଁଲେ ଦମ୍ପତ୍ତି, ସ୍ତ୍ରୀ ଉଦ୍ଧାର, ସ୍ବାମୀ ଏବେ ବି…

ବରୀ,୧୪।୯(ମହେନ୍ଦ୍ର ସ୍ବାଇଁ/ଶୁଭାଶିଷ ରାଉତ ): ବିରୂପା ନଦୀର ବାଲିକୁଦା ସେତୁ ଉପରୁ ଜଣେ ଦମ୍ପତ୍ତି ଡେଇଁ ପଡିଛନ୍ତି। ସ୍ଥାନୀୟ ଲୋକମାନେ ଉଭୟଙ୍କୁ ଉଦ୍ଧାର କରିବା ପାଇଁ ଚେଷ୍ଟା କରି ବିଫଳ ହେବା ପରେ ବରୀ ଅଗ୍ନିଶମ ବାହିନୀକୁ ଖବର ଦେଇଥିଲେ। ଖବର…

ଘରେ ଶୋଇଥିଲେ ବ୍ୟବସାୟୀ: ହଠାତ୍‌ ଲାଗିଲା ନିଆଁ, ଆଉ ତା’ପରେ…

ରାଉରକେଲା,୧୪।୯(ସଙ୍ଗୀତା ଜେନା): ପ୍ଲାଣ୍ଟସାଇଟ ଥାନା ଅନ୍ତର୍ଗତ ମଧୁସୂଦନ ପଲ୍ଲୀରେ ରବିବାର ବିଳମ୍ବିତ ରାତିରେ ଘରେ ଶୋଇଥିବା ବେଳେ ନିଆଁରେ ପୋଡ଼ି ଜଣେ ବ୍ୟବସାୟୀଙ୍କ ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ମୃତକ ହେଲେ ଜିତେନ୍ଦ୍ର ସା (୫୭)। ଘଟଣାସ୍ଥଳରେ ପୋଲିସ ପହଞ୍ଚି ମୃତଦେହ ଜବତ…

ଦାୟିତ୍ୱରୁ ଦୂରେଇ ଯାଉଛି ପୋଲିସର ମାନବାଧିକାର ସୁରକ୍ଷା ସେଲ୍‌

କଟକ ସଦର, ୧୪/୯ (ସୁଶାନ୍ତ କୁମାର ଜେନା): ବିଭିନ୍ନ ଫୌଜଦାରୀ ମାମଲାର ରାୟକୁ ସୁପ୍ରିମକୋର୍ଟ ଓ ହାଇକୋର୍ଟ ସମୟକୁ ସମୟ ସମୀକ୍ଷା କରି ଗୁରୁତ୍ୱପୂର୍ଣ୍ଣ ରାୟ ପ୍ରଦାନ କରୁଛନ୍ତି। ଏହି ରାୟଗୁଡ଼ିକୁ ବିଶ୍ଳେଷଣ କରି ରାଜ୍ୟର ଏସ୍‌ପି ଓ ଥାନାଗୁଡ଼ିକୁ ଅବଗତ…

ଆସନ୍ତାକାଲି ନୂଆଖାଇ: ପୂଜା ପାଇଁ ଘର ଘର ବୁଲି ଚାଉଳ ସଂଗ୍ରହ

କେସିଙ୍ଗା, ୧୪।୯ (ତୁମେଶ୍ୱର ସାହୁ): ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଖାଇକୁ ନେଇ ସବୁଠି ଉତ୍ସାହ ଓ ଆନନ୍ଦର ପରିବେଶ। ଆସନ୍ତାକାଲି ନୂଆଖାଇ ପାଳନ ହେବାକୁ ଥିବାବେଳେ ଗରିବଠାରୁ ଧନୀ ପର୍ଯ୍ୟନ୍ତ ସମସ୍ତେ ଘରଦ୍ୱାର ସଫାସୁତୁରା କରିବା ସହ ସାଜସଜ୍ଜାରେ ଲାଗିପଡ଼ିଛନ୍ତି। ମାଟିଘରଗୁଡ଼ିକୁ…

ମିଳିତ ଶସ୍ୟ ବଜାର ପ୍ରତିଷ୍ଠା ପାଇଁ ପୁଟିନ୍‌ଙ୍କ ଆହ୍ବାନ

ନୂଆଦିଲ୍ଲୀ,୧୪ା୯: ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ ବ୍ରିକ୍ସ ଦେଶଗୁଡ଼ିକ ମଧ୍ୟରେ ଏକ ନୂତନ ବୀମା ବ୍ୟବସ୍ଥା ପ୍ରଚଳନ କରିବା ସହିତ ମିଳିତ ଶସ୍ୟ ବଜାର ପ୍ରତିଷ୍ଠା ପାଇଁ ପ୍ରସ୍ତାବ ଦେଇଛନ୍ତି। ଏହାଦ୍ୱାରା ବ୍ରିକ୍ସ ସଦସ୍ୟ ରାଷ୍ଟ୍ରଗୁଡ଼ିକ ମଧ୍ୟରେ ଆର୍ଥିକ ସହଯୋଗ ଅଧିକ…

‘ଢେମ୍‌ସା ନୃତ୍ୟ ଆନ୍ଧ୍ରପ୍ରଦେଶର’ ଗୁଗ୍‌ଲରେ ଉଲ୍ଲେଖ ନେଇ ବଢ଼ୁଛି ଅସନ୍ତୋଷ

ପଟ୍ଟାଙ୍ଗି,୧୪ା୯(ଶରତ କୁମାର ଧଳ):କୋରାପୁଟ କଫି ଏବେ ବ୍ରିକ୍ସ ସମ୍ମିଳନୀରେ ବିଶ୍ୱ ପ୍ରତିନିଧିମାନଙ୍କୁ ପରଷା ଯାଉଛି। କୋରାପୁଟ କଫିକୁ ବିଶ୍ୱ ଦରବାରରେ ପରିଚିତ କରାଇବା ପାଇଁ ଚେଷ୍ଟା ଜାରି ରହିଛି। କିନ୍ତୁ କୋରାପୁଟ ଜିଲାର ଆଦିବାସୀ ସମ୍ପ୍ରଦାୟଙ୍କ ପାରମ୍ପରିକ ନୃତ୍ୟ ଅନ୍ୟ ରାଜ୍ୟର…

ଧରାପଡ଼ିଲା ଓରାଙ୍ଗଉଟାନର ଚାଲାଣର ମାଷ୍ଟରମାଇଣ୍ଡ୍‌: ଏହି ୨ ଜଣ କରୁଥିଲେ…

ଭୁବନେଶ୍ୱର/ଭୋଗରାଇ,୧୪ା୯ (ତ୍ରିନାଥ ମହାନ୍ତି/ପ୍ରଦୀପ ଦାସ):ବାଲେଶ୍ୱର ବିଚିତ୍ରପୁର ଜଙ୍ଗଲରୁ ୫ ଓରାଙ୍ଗ୍‌ଉଟାନ ଶାବକ ଉଦ୍ଧାର ଘଟଣାରେ ଅନ୍ତର୍ଜାତୀୟ ଚୋରା ଚାଲାଣକାରୀଙ୍କ ଲିଙ୍କ୍‌ ରହିଛି। ପଶ୍ଚିବଙ୍ଗ ଦୀଘାସ୍ଥିତ ଗ୍ରାଣ୍ଡ୍‌ ହେରିଟେଜ୍‌ ହୋଟେଲର ମାଲିକ ତଥା ହାଓଡା ଆନ୍ଦୋଳ ଅଞ୍ଚଳର ଜୟନ୍ତ ମାଇତି ଓ ତାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?