୪୦ ଡିଗ୍ରୀ ତଳକୁ ଖସିଲା ପାରଦ: ଉପକୂଳ ଓଡ଼ିଶାରେ ଝଡ଼ବର୍ଷା ସମ୍ଭାବନା
ଭୁବନେଶ୍ୱର,୯ା୪(ବ୍ୟୁରୋ): ରାଜ୍ୟରେ ତାତି କମିଛି। ମେଘୁଆ ପାଗ ଯୋଗୁ ପାରଦ ୪୦ ଡିଗ୍ରୀ ସେଲସିୟସ ତଳକୁ ଖସିଯାଇଛି। ଆସନ୍ତା ଦୁଇ ଦିନ ରାଜ୍ୟରେ ପାଗ ମେଘୁଆ ରହିବ। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଉପକୂଳ ଜିଲା ସମେତ ମୟୂରଭଞ୍ଜ, ରାୟଗଡ଼ା, କନ୍ଧମାଳ…
କରୋନାକୁ ଭୟ ନ କରି ସେବା ଯୋଗାଉଛନ୍ତି ସଫେଇ କର୍ମଚାରୀ
ଗଞ୍ଜାମ,୯ା୪(ଡି.ଏନ୍.ଏ.) : ଦିନକୁ ଦିନ କରୋନା ଭୟଙ୍କର ରୂପ ନେଉଛି। ଦେଢ଼ ମାସରୁ ଊର୍ଦ୍ଧ୍ୱ ହେବ କରୋନା ଭୂତାଣୁକୁ ନେଇ ସାରା ବିଶ୍ୱର ଜନସାଧାରଣ ଆତଙ୍କିତ ହୋଇପଡ଼ିଛନ୍ତି l ଏହି ଭୂତାଣୁ ବ୍ୟାପିବା ଆଶଙ୍କାରେ ସରକାର ଲକ୍ଡାଉନ୍ ଘୋଷଣା କରିଛନ୍ତି l…
ବଜ୍ରପାତରେ ଗୌରଗୋପାଳ ମଠରୁ ଖସିଲା ଦଧିନଉତି
ଗଞ୍ଜାମ,୯ା୪(ଡି.ଏନ୍.ଏ.) : ଗଞ୍ଜାମ ସହରରେ ବୁଧବାର ସନ୍ଧ୍ୟାରେ ପ୍ରବଳ ଘଡ଼ଘଡ଼ି ସହ ବର୍ଷା ହୋଇଥିଲା। ଏହି ସମୟରେ ବଜ୍ରପାତ ଘଟି ପଣ୍ଡାସାହି ଚଉଦଘରିଆ ଗୌର ଗୋପାଳ ମଠ ଦଧିନଉତି ଖସି ପଡ଼ିଥିଲା। ଏଥିସହିତ ବଜ୍ରପାତ ଏତେ କ୍ଷୀପ୍ର ଥିଲା ଯେ, ମଠର…
ପୁଣି ଟୁଇନ୍ସିଟିରୁ ଧରାହେଲେ ୧୩୫୫ ଅମାନିଆ ଚାଳକ
ଭୁବନେଶ୍ୱର,୯ା୪(ବ୍ୟୁରୋ): ସଂକ୍ରମଣ ରୋକିବାକୁ କମିଶନରେଟ ପୋଲିସ ଯେତେ କଡ଼ା ଆଭିମୁଖ୍ୟ ଗ୍ରହଣ କଲେ ମଧ୍ୟ ଅମାନିଆଙ୍କୁ କାଟୁ କରୁନି। ଲକ୍ଡାଉନ୍ ସତ୍ତ୍ୱେ ଗାଡ଼ି ଧରି ରାସ୍ତାକୁ ବାହାରୁଛନ୍ତି। ନିୟମ ଓ କଟକଣା ନ ମାନି ନାନା ବାହାନାରେ ଘୂରି ବୁଲୁଛନ୍ତି। ଇତିମଧ୍ୟରେ…
ବିଶୋଧନ ହେଲା ଝାରପଡ଼ା କେଶୁରା ଅଞ୍ଚଳ
କଟକରୋଡ,୯ା୪(ଡି.ଏନ.ଏ.): ଭୁବନେଶ୍ୱର ଝାରପଡ଼ା ଅଞ୍ଚଳର ଜଣେ ବ୍ୟକ୍ତିଙ୍କ କରୋନା ଆକ୍ରାନ୍ତରେ ମୃତ୍ୟୁ ପରେ ବୁଧବାର ସକାଳୁ ଉକ୍ତ ଅଞ୍ଚଳରେ ବିଶୋଧନ କାର୍ଯ୍ୟକୁ ବ୍ୟାପକ କରାଯାଇଛି। ସ୍ବାସ୍ଥ୍ୟ ବିଭାଗ ସାନିଟାରି ଇନ୍ସପେକ୍ଟର ବିଜୟ ମହାପାତ୍ର ଓ ଅଗ୍ନିଶମ ବିଭାଗ ଡେପୁଟି ଫାୟାର ଅଫିସର…
ରାଜଧାନୀରେ ଘରେ ପହଞ୍ଚିବ ମେଡ଼ିସିନ
ଭୁବନେଶ୍ୱର,୯ା୪ (ବ୍ୟୁରୋ): ଲକ୍ଡାଉନ୍ କଟକଣା ପାଇଁ ଲୋକେ ବାହାରକୁ ବାହାରିପାରୁ ନ ଥିବାରୁ ଏବେ ଭୁବନେଶ୍ୱରବାସୀ ଔଷଧ ପାଇଁ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏହା ନଜରକୁ ଆସିବା ପରେ ଭୁବନେଶ୍ୱର ମହାନଗର ନିଗମ(ବିଏମ୍ସି) ପକ୍ଷରୁ ଔଷଧର ହୋମ୍ ଡେଲିଭରି ବ୍ୟବସ୍ଥା ଆରମ୍ଭ…
ଭାରତରେ କରୋନା ମୃତ୍ୟୁ ୧୭୯କୁ ବୃଦ୍ଧି
ନୂଆଦିଲ୍ଲୀ,୯।୪: କ୍ରମଶଃ ଭାରତରେ କାୟାବିସ୍ତାର କରିବାରେ ଲାଗିଛି କରୋନା ଭୂତାଣୁ। ଅଦ୍ୟାବଧି ଦେଶରେ ସଂକ୍ରମିତଙ୍କ ସଂଖ୍ୟା ୫,୯୧୬କୁ ବୃଦ୍ଧିପାଇଥିବା ବେଳେ ମୃତ୍ୟୁସଂଖ୍ୟା ବଢ଼ି ୧୭୯ରେ ପହଞ୍ଚିଛି। ଦିନକରେ ୫୬୫ ନୂଆ ମାମଲା ସାମ୍ନାକୁ ଆସିଛି। ମହାରାଷ୍ଟ୍ର ସ୍ଥିତି ଦିନକୁ ଦିନ ବିଗିଡ଼ିବାରେ…
ଶିଶୁଙ୍କ ପାଇଁ କୋଭିଡ଼ ହସ୍ପିଟାଲରେ ସ୍ବତନ୍ତ୍ର ବ୍ୟବସ୍ଥା ଜରୁରୀ
କଟକ ଅଫିସ, ୯ା୪: ଦେଶରେ ପ୍ରଥମ କରୋନାଜନିତ ଶିଶୁ ମୃତ୍ୟୁ ଖବର ମଙ୍ଗଳବାର ହସ୍ତଗତ ହୋଇଛି। ଗୁଜରାଟର ଜୁନାଗଡରେ ଏକ ୧୪ମାସର ଶିଶୁଠାରେ କରୋନା ଭୂତାଣୁ ଚିହ୍ନଟ ହେବା ପରେ ତାକୁ ଲାଇଭ ସପୋର୍ଟିଂ ସିଷ୍ଟମରେ ରଖି ଚିକିତ୍ସା କରାଯାଇଥିଲା। କିନ୍ତୁ…
କରୋନାରେ ୧୪ ମାସ ଶିଶୁର ମୃତ୍ୟୁ
ଗାନ୍ଧୀନଗର,୯ା୪(ଆଇଏଏନ୍ଏସ୍): ଗୁଜରାଟରେ କରୋନା ସଂକ୍ରମଣରେ ୧୪ ମାସର ଶିଶୁର ମୃତ୍ୟୁ ଘଟିଛି। ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୭୯ରେ ପହଞ୍ଚତ୍ଥିବାବେଳେ ମୃତ୍ୟୁସଂଖ୍ୟା ୧୬ରେ ପହଞ୍ଚତ୍ଛି। କୋଭିଡ୍-୧୯ରେ ସଂକ୍ରମିତ ଶିଶୁଟି ଜାମନଗରର ଜିଜି ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ। ସ୍ବାସ୍ଥ୍ୟ କର୍ତ୍ତୃପକ୍ଷଙ୍କ ସମସ୍ତ ଉଦ୍ୟମ…
ବିନା ମାସ୍କରେ ଘରୁ ବାହାରିଲେ ଜରିମାନା
ଖୋର୍ଦ୍ଧା ଅଫିସ,୯ା୪: ଅତି ଜରୁରୀ ନ ଥିଲେ ଘରୁ ବାହରକୁ ବାହରନ୍ତୁ ନାହିଁ। ଔଷଧ କିଣିବା, ଚିକିତ୍ସାଳୟ ବାହାନାରେ ଏଣିକି ବାଇକ ଧରି ବୁଲିଲେ, କଠୋର ପଦକ୍ଷେପ ଗ୍ରହଣ କରାଯିବ। ଜରରୁୀ କାମରେ ବାହାରିଲେ, ମାସ୍କ, ରୁମାଲ ଗୁଡାଇ ବାହାରନ୍ତୁ। ପନିପରିବା…
ଉଦ୍ଧବଙ୍କ ଚୌକିରେ କରୋନା ଗ୍ରହଣ
ମୁମ୍ବାଇ,୯ା୪: ମହାରାଷ୍ଟ୍ରରେ ଗୋଟିଏ ପଟେ ଲକ୍ଡାଉନ୍ ଅବଧି ବଢ଼ାଇବାର ସଙ୍କେତ ମିଳୁଥିବାବେଳେ ଅନ୍ୟପଟେ ରାଜ୍ୟର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍ରେଙ୍କ ଚୌକି ଉପରେ ସଙ୍କଟର କଳାବାଦଲ ଘନେଇବାରେ ଲାଗିଛି। ଉଦ୍ଧବ ମହାରାଷ୍ଟ୍ରର କୌଣସି ସଦନର ସଦସ୍ୟ ହୋଇ ନ ଥିବାବେଳେ ତାଙ୍କ କାର୍ଯ୍ୟକାଳକୁ…
ସ୍ବାସ୍ଥ୍ୟକର୍ମୀଙ୍କୁ ସୁରକ୍ଷିତ ରଖିବାକୁ ହେବ
ନୂଆଦିଲ୍ଲୀ,୯ା୪(ପି.ଟି.): କରୋନା ମହାମାରୀ ବିରୋଧୀ ଲଢ଼େଇରେ ଡାକ୍ତର ଓ ସ୍ବାସ୍ଥ୍ୟସେବା କର୍ମଚାରୀମାନେ ହେଉଛନ୍ତି ଯୋଦ୍ଧା। ସେମାନଙ୍କୁ ସୁରକ୍ଷିତ ରଖିବାକୁ ହେବ ବୋଲି ସୁପ୍ରିମକୋର୍ଟ ବୁଧବାର କେନ୍ଦ୍ର ସରକାରଙ୍କୁ କହିଛନ୍ତି। ସେମାନଙ୍କୁ ବ୍ୟକ୍ତିଗତ ସୁରକ୍ଷା ଉପକରଣ (ପିପିଇ) ଏବଂ ଅନ୍ୟାନ୍ୟ ସୁବିଧା ଯୋଗାଇଦେବା…
Archives


