Home

ରାଜ୍ୟ ସଭା ନିର୍ବାଚନ: ଚତୁର୍ଥ ଆସନ ପାଇଁ ବାଟ ଫିଟୁଛି

ଭୁବନେଶ୍ୱର,୯।୩(ବ୍ୟୁରୋ): ଓଡିଶାରେ ଖାଲି ହେବାକୁ ଥିବା ୪ ରାଜ୍ୟ ସଭା ଆସନ ପାଇଁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇସାରିଥିବା ବେଳେ ଆସନ୍ତା ୨୬ରେ ନିର୍ବାଚନ ହେବ। ଇତି ମଧ୍ୟରେ ବିଜେଡି ଏହି ସମସ୍ତ ଆସନ ଲାଗି ପ୍ରାର୍ଥୀଙ୍କ ନାମ ଘୋଷଣା କରି…

ବନ୍ୟା ପାଣିରେ ନିଆଁ

ବଲାଙ୍ଗୀର ସହର ନିକଟରେ କୌଣସି ନଦୀ ପ୍ରବାହିତ ହୋଇନାହିଁ। ସହର ମଧ୍ୟଦେଇ ଅଙ୍କାବଙ୍କା ହୋଇ ଲକ୍ଷ୍ମୀଯୋର ପ୍ରବାହିତ ହେଉଛି। ସାଧାରଣତଃ ସହରରେ ବନ୍ୟା ପ୍ରଭାବ ଦେଖାଯାଏ ନାହିଁ। ମାତ୍ର ୨୦୧୯ ଅଗଷ୍ଟ ଦ୍ୱିତୀୟ ସପ୍ତାହରେ ମୂଷଳ ଧାରାରେ ବର୍ଷା ଫଳରେ ବଲାଙ୍ଗୀର…

୧୫ରୁ ବୈଶାଖୀ ବାଣିଜ୍ୟ ମେଳା: ସ୍ଥାନ ପାଇବ ୪୯୦ ଷ୍ଟଲ

କଟକ ଅଫିସ,୯।୩,: କଟକ ଉପର ବାଲିଯାତ୍ରା ପଡିଆରେ ଆସନ୍ତା ୧୫ରୁ ୨୪ ତାରିଖ ପର୍ଯ୍ୟନ୍ତ ବୈଶାଖୀ ବାଣିଜ୍ୟ ମେଳା ଅନୁଷ୍ଠିତ ହେବ। ଏହାକୁ ମିନି ବାଲିଯାତ୍ରା ବୋଲି ମଧ୍ୟ କୁହାଯାଏ। ବୈଶାଖୀ ବାଣିଜ୍ୟ ମେଳା ଆୟୋଜକ କମିଟି ପକ୍ଷରୁ ରବିବାର ସନ୍ଧ୍ୟାରେ…

ମାସକ ଭିତରେ ୩ ଗୁଳିକାଣ୍ଡ: ବସ୍‌ ମାଲିକଙ୍କୁ ଗୁଳିମାଡ଼ ପରେ ଗୋଡ଼ାଇ ହାଣିଲେ

ଭୁବନେଶ୍ୱର,୯।୩(ବ୍ୟୁରୋ): କମିଶନରେଟ ପୋଲିସ ଚାହିଁ ରହିଛି, ହେଲେ ରାଜଧାନୀରେ ତୁହାକୁ ତୁହା ଗୁଳି ଫୁଟୁଛି। ଅପରାଧିମାନେ ଦିନଦ୍ୱିପ୍ରହରରେ ସଂଘବଦ୍ଧ ଭାବେ ଅପରାଧ ଘଟାଉଥିଲେ ମଧ୍ୟ ପୋଲିସ ସେମାନଙ୍କ ଟେର୍‌ ପାଉନି। ଫଳରେ ଦିନକୁ ଦିନ ଆଇନଶୃଙ୍ଖଳା ପରିସ୍ଥିତି ଭୁଶୁଡ଼ିବାରେ ଲାଗିଛି। ବୁଧବାର…

ପୋଷଣ ପାଇଁ ‘ସୋପାନ’ ଯୋଜନାର ଶୁଭାରମ୍ଭ

ଭୁବନେଶ୍ୱର,୯।୩(ବ୍ୟୁରୋ): ମହିଳା ଏବଂ ଶିଶୁଙ୍କ ପୋଷଣଗତ ବିକାଶକୁ ରାଜ୍ୟ ସରକାର ଅଗ୍ରାଧିକାର ଦେଇ ଆସୁଛନ୍ତି। ନିକଟରେ ରାଜ୍ୟ ସରକାର ୨୦୨୦-୨୧ ଆର୍ଥିକ ବର୍ଷ ପାଇଁ ସ୍ବତନ୍ତ୍ର ପୋଷଣ ବଜେଟ୍‌ ଆଗତ କରିଛନ୍ତି। ପୋଷଣ କାର୍ଯ୍ୟକ୍ରମଜନିତ ଲକ୍ଷ୍ୟ ହାସଲ ପାଇଁ ଷ୍ଟ୍ରାଟେଜି ଫର୍‌…

ଗୁରୁତ୍ୱପୂର୍ଣ୍ଣ କେନ୍ଦ୍ରୀୟ ପଦବୀରେ ଓଡ଼ିଆ

ଭୁବନେଶ୍ୱର,୯।୩(ବ୍ୟୁରୋ): ଓଡ଼ିଶାରେ ଜନ୍ମିତ ବହୁ ପ୍ରଶାସନିକ ଅଧିକାରୀ ବର୍ତ୍ତମାନ କେନ୍ଦ୍ରରେ ଗୁରୁତ୍ୱପୂର୍ଣ୍ଣ ପଦବୀରେ କାର୍ଯ୍ୟ କରୁଛନ୍ତି। ସ୍ବାଧୀନତା ପରବର୍ତ୍ତୀ ସମୟଠାରୁ ଅନୁଧ୍ୟାନ କଲେ ବର୍ତ୍ତମାନ ସମୟରେ ଏକାଧିକ ଓଡ଼ିଆ ଅଫିସର କେନ୍ଦ୍ର ତଥା ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳରେ…

ଓଡ଼ିଶାରେ ଆରମ୍ଭ ହେଲା କରୋନା ପରୀକ୍ଷା: ଆର୍‌ଏମ୍‌ଆର୍‌ସିରେ ଖୋଲିଲା ସ୍ବତନ୍ତ୍ର ଲାବ୍‌

ଭୁବନେଶ୍ୱର,୯।୩(ବ୍ୟୁରୋ): ଏଣିକି ଓଡ଼ିଶାରେ ହୋଇପାରିବ କରୋନା ଭାଇରସ୍‌ ପରୀକ୍ଷା। ଭୁବନେଶ୍ୱରସ୍ଥିତ ରିଜିଓନାଲ ମେଡିକାଲ ରିସର୍ଚ୍ଚ ସେଣ୍ଟର(ଆର୍‌ଏମ୍‌ଆର୍‌ସି)ରେ ଏହି ବ୍ୟବସ୍ଥା ଶନିବାରଠାରୁ ଆରମ୍ଭ ହୋଇଛି। ପୂର୍ବରୁ ପୁଣେକୁ ନମୁନା ପରୀକ୍ଷା ପାଇଁ ପଠାଯାଉଥିଲା। ସେଥିପାଇଁ କିଛିଦିନ ଅପେକ୍ଷା କରିବାକୁ ପଡୁଥିଲା। ଏବେ କିନ୍ତୁ…

ଫେରିଲେ ନିଖୋଜ କଂଗ୍ରେସ ବିଧାୟକ

ଭୋପାଳ,୯ା୩(ପି.ଟି.): ମଧ୍ୟପ୍ରଦେଶ ଶାସକ ଦଳର ନିଖୋଜ ଥିବା ୧୦ ବିଧାୟକଙ୍କ ମଧ୍ୟରୁ ୮ ଜଣ ଫେରିଆସିଲେଣି। ବାକି ୨ ଜଣ ଫେରୁଥିବା ଦଳ ପକ୍ଷରୁ ସୂଚନା ଦିଆଯାଇଛି। ଘୋଡାବେପାର ଓ ଅପହରଣର ନାଟକବାଜି ପରେ ମୁଖ୍ୟମନ୍ତ୍ରୀ କମଳନାଥ ତାଙ୍କ ମନ୍ତ୍ରିମଣ୍ଡଳରେ ଖୁବ୍‌ଶୀଘ୍ର…

ପେଟ୍ରୋଲ ଢାଳି ୪ ଜଣଙ୍କୁ ଜାଳିଦେଲେ

ବିକାନେର,୯ା୩: ରାଜସ୍ଥାନର ବିକାନେ ଜିଲା ନୋଖାରେ ରବିବାର ୪ ଜଣ ବ୍ୟକ୍ତିଙ୍କ ଉପରେ ପୋଟ୍ରୋଲ ଢାଳି ଜାଳିଦେବା ଭଳି ଅଭାବନୀୟ କାଣ୍ଡ ସାମ୍ନାକୁ ଆସିଛି। ନିଆଁରେ ପୋଡ଼ି ହୋଇଯିବା ପରେ ସେମାନଙ୍କ ମଧ୍ୟରୁ ୨ ଜଣ ଜୀବନ ସହ ସଂଘର୍ଷ କରୁଛନ୍ତି।…

ମ୍ୟାଜିକ୍‌ ପେନ୍‌ ମାଧ୍ୟମରେ ଟଙ୍କା ଠକେଇ

ଭୁବନେଶ୍ୱର,୯।୩ (ବ୍ୟୁରୋ): କୌଣସି ନେଣଦେଣ ପାଇଁ ବ୍ୟାଙ୍କ ଚେକ୍‌ ବ୍ୟବହାର କରିବାବେଳେ ନିଜ ପେନ୍‌ରେ ଦସ୍ତଖତ, ଟଙ୍କାର ପରିମାଣ, ‘କ୍ୟାନସଲଡ୍‌’ ଓ ଅନ୍ୟ ତଥ୍ୟ ଲେଖନ୍ତୁ। କାହା ଦ୍ୱାରା କିମ୍ବା କାହା ପେନ୍‌ରେ ଚେକ୍‌ରେ ଲେଖନ୍ତୁନାହିଁ। ଏଥିପ୍ରତି ସତର୍କ ନ ହେଲେ…

୪ ଦେଶରେ ଲଜିଷ୍ଟିକ୍‌ ବେସ୍‌ ଖୋଲିବ ହାଲ୍‌

ନୂଆଦିଲ୍ଲୀ,୯ା୩(ପି.ଟି.): ରାଷ୍ଟ୍ରାୟତ୍ତ କମ୍ପାନୀ ହିନ୍ଦୁସ୍ତାନ ଏରୋନଟିକ୍ସ ଲିମିଟେଡ (ହାଲ୍‌) ମାଲେସିଆ, ଭିଏତନାମ, ଇଣ୍ଡୋନେସିଆ ଓ ଶ୍ରୀଲଙ୍କାରେ ଏହାର ଲଜିଷ୍ଟିକ୍‌ ବେସ୍‌ ଖୋଲିବା ପାଇଁ ଯୋଜନା କରୁଛି। ସେହିସବୁ ଦେଶକୁ ହାଲୁକା ଲଢ଼ୁଆ ବିମାନ ତେଜସ୍‌ ଓ ସାମରିକ ହେଲିକପ୍ଟର ବିକ୍ରି କରିବାକୁ…

ହୋଲିରେ ବର୍ଷା: ୧୦ରୁ ୧୨ପର୍ଯ୍ୟନ୍ତ ବର୍ଷା ସହ ଝଡ଼ତୋଫାନ

ଭୁବନେଶ୍ୱର,୯।୩(ବ୍ୟୁରୋ): ହୋଲିକୁ ଫିକା କରିଦେବ ବର୍ଷା। ୧୦ରୁ ୧୨ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ୧୦ରେ କନ୍ଧମାଳ, ରାୟଗଡ଼ା, ଗଜପତି, ଗଞ୍ଜାମ, କୋରାପୁଟ, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼,…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri