ଏଣିକି ଏନ୍ଡିଆର୍ଏଫ୍ରେ ନିୟୋଜିତ ହେବେ ମହିଳା ଯବାନ: ଡିଜି
ଭୁବନେଶ୍ୱର,୮ା୩(ବ୍ୟୁରୋ): ଏଣିକି ଏନ୍ଡିଆର୍ଏଫ୍ରେ ମହିଳା ଯବାନ ନିୟୋଜିତ ହେବେ। ବିଶ୍ୱ ମହିଳା ଦିବସ ଅବସରରେ ଏନ୍ଡିଆର୍ଏଫ୍ ଡିଜି ସତ୍ୟନାରାୟଣ ପ୍ରଧାନ ରବିବାର ଏହି ସୂଚନା ଦେଇଛନ୍ତି। ସେ କହିଛନ୍ତି, ପ୍ରତି ଏନ୍ଡିଆର୍ଏଫ୍ ବାଟାଲିୟନ୍ରେ ଗୋଟିଏ ଲେଖାଏଁ ମହିଳା ୟୁନିଟ୍ ରହିବ। ପ୍ରତି…
ନିରଞ୍ଜନଙ୍କ ପ୍ରଶ୍ନ: ଅଧିକ ସୁଧ ନା କମିଶନ ଆଶାରେ ୟେସ୍ ବ୍ୟାଙ୍କରେ ଟଙ୍କା ରଖିଥିଲେ
ଭୁବନେଶ୍ୱର,୮ା୩(ବ୍ୟୁରୋ): ୟେସ୍ ବ୍ୟାଙ୍କରେ ଜମାଥିବା ମହାପ୍ରଭୁ ଜଗନ୍ନାଥଙ୍କ ଟଙ୍କାକୁ ନେଇ ପ୍ରତିକ୍ରିୟା ରଖିଛନ୍ତି ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ। ରବିବାର ଏ ସମ୍ପର୍କରେ ପଚରାଯିବାରୁ ନିରଞ୍ଜନ କହିଛନ୍ତି, ନିୟମ ଅନୁସାରେ ଏହା ଜାତୀୟକରଣ ବ୍ୟାଙ୍କରେ ରହିବା କଥା। ଘରୋଇ ବ୍ୟାଙ୍କରେ ରଖିବାକୁ…
‘ମହିଳା ସୁଦୃଢ଼ ହେଲେ ଦେଶ ଆଗକୁ ଯିବ’
ଆନନ୍ଦପୁର,୮।୩(ସ୍ବ.ପ୍ର.): ଅନ୍ତର୍ଜାତୀୟ ମହିଳା ଦିବସ ଉପଲକ୍ଷେ ଆନନ୍ଦପୁର ପୌରପରିଷଦ ଫକୀରପୁର ହାଟ ପଡ଼ିଆରେ ଏକ ମହିଳା ସମାବେଶ ଅନୁଷ୍ଠିତ ହୋଇଯାଇଛି। ଏହି ସମାବେଶରେ ଆନନ୍ଦପୁର ବିଧାୟକ ଭାଗିରଥି ସେଠୀ ମୁଖ୍ୟ ଅତିଥି ଭାବେ ଯୋଗଦେଇ ରାଜ୍ୟ ସରକାରଙ୍କ ଦ୍ୱାରା ମହିଳାମାନଙ୍କ ଉନ୍ନତି…
ଇନ୍ଧନ ଭରା ଟ୍ରକ ସହ ୨ ଯାତ୍ରୀବାହୀ ବସ ଧକ୍କା: ୩୦ ମୃତ
ଦମିଶ୍କ,୮।୩: ସିରିଆରେ ଏକ ଇନ୍ଧନ ଭରା ଟ୍ରକ ସହିତ ୨ ଯାତ୍ରୀବାହୀ ବସ ଧକ୍କା ହୋଇଛି। ଏଥିରେ ୩୦ ଜଣଙ୍କ ମୃତ୍ୟୁ ଘଟିଛି। ଦମିଶ୍କ-ହାମ୍ସ୍ ହାଇଓ୍ବେରେ ଏହି ଦୁର୍ଘଟଣା ଘଟିଥିବା ସ୍ଥାନୀୟ ପ୍ରଶାସନ ପକ୍ଷରୁ କୁହାଯାଇଛି। ଏଥିରେ ଆହତ ହୋଇଥିବା ଲୋକଙ୍କୁ…
ଭାଜପା କିମ୍ବା ବିଜେଡିକୁ ଭୋଟ ଦେବନି କଂଗ୍ରେସ: ନିରଞ୍ଜନ
ଭୁବନେଶ୍ୱର,୮ା୩(ବ୍ୟୁରୋ): ରାଜ୍ୟ ସଭା ନିର୍ବାଚନରେ କଂଗ୍ରେସ ବିଧାୟକ ଭୋଟ ଦେବେ ନାହିଁ। ପ୍ରାର୍ଥୀ ନ ଥିବାରୁ ଭୋଟ କାହିଁକି ଦେବୁ ବୋଲି ରବିବାର ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ କହିଛନ୍ତି। ଶନିବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟ ସଭା ଲାଗି ବିଜେଡି…
ଲୋକ ସଂସ୍କୃତି ଓ ବିଶ୍ୱାସର ପ୍ରତୀକ ପର୍ବ ‘ହୋଲିପୁଡ଼ା’
ଭବାନୀପାଟଣା,୮।୩(ଡି.ଏନ୍.ଏ.): କଳାହାଣ୍ଡି ଜିଲାରେ ପାଳିତ ବିଭିନ୍ନ ପର୍ବପର୍ବାଣି ମଧ୍ୟରୁ ରଙ୍ଗର ପର୍ବ ହୋଲିର ଅବ୍ୟବହିତ ପୂର୍ବରୁ ପାଳିତ ହେଉଥିବା ‘ହୋଲିପୁଡ଼ା’ ପର୍ବ ନିଆରା ଓ ଅନନ୍ୟ। କଳାହାଣ୍ଡି ଜିଲାର ଭବାନୀପାଟଣା ସହର ସମେତ ଗ୍ରାମାଞ୍ଚଳରେ ଏହି ହୋଲିପୁଡା ପର୍ବ ଭିନ୍ନ ରୀତି…
ପୂର୍ବତନ ପିଡ଼ିପି ନେତା ଘୋଷଣା କଲେ ନୂଆ ରାଜନୈତିକ ଦଳ
ଶ୍ରୀନଗର,୮।୩: ଜମ୍ମୁ-କଶ୍ମୀରର ପୂର୍ବତନ ପିଡ଼ିପି ନେତା ତଥା ପୂର୍ବ ମନ୍ତ୍ରୀ ଅଲତାଫ୍ ବୁଖାରୀ ତାଙ୍କର ନୂଆ ରାଜନୈତିକ ଦଳ ସମ୍ପର୍କରେ ଘୋଷଣା କରିଛନ୍ତି। ସେ ତାଙ୍କ ଦଳର ନାମ ‘ଜମ୍ମୁ-କଶ୍ମୀର ଆପନି ପାର୍ଟି’(ଜେକେଏପି) ରଖିଛନ୍ତି। ଏହି ନୂଆ ରାଜନୈତିକ ଦଳରେ କଂଗ୍ରେସ,…
ଆଇସିସି ମହିଳା ଟି୨୦ ବିଶ୍ୱକପ୍ : ଅଷ୍ଟ୍ରେଲିଆକୁ ରେକର୍ଡ ପଞ୍ଚମ ଟାଇଟଲ
ମେଲବୋର୍ନ, ୮।୩(ପି.ଟି.)- ଆୟୋଜକ ଅଷ୍ଟ୍ରେଲିଆ ରେକର୍ଡ ପଞ୍ଚମଥର ପାଇଁ ଅନ୍ତର୍ଜାତୀୟ କ୍ରିକେଟ କାଉନସିଲ (ଆଇସିସି) ଟି୨୦ ମହିଳା ବିଶ୍ୱକପ୍ ଟାଇଟଲ ହାସଲ କରିଛି। ରବିବାର ଅନୁଷ୍ଠିତ ଫାଇନାଲ ମ୍ୟାଚ୍ରେ ଅଷ୍ଟ୍ରେଲିଆ ବୃହତ୍ ୮୫ ରନରେ ଭାରତକୁ ହରାଇ ଚାମ୍ପିୟନ ହୋଇଛି। ଉଦ୍ଘାଟନୀ…
ଅନ୍ତର୍ଜାତୀୟ ମହିଳା ଦିବସରେ ‘ନାରୀ ଶକ୍ତି ପୁରସ୍କାର’ ପ୍ରଦାନ କଲେ ରାଷ୍ଟ୍ରପତି
ନୂଆଦିଲ୍ଲୀ,୮।୩: ଅନ୍ତର୍ଜାତୀୟ ମହିଳା ଦିବସ ଅବସରରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଏମିତି କେତେଜଣ ମହିଳାଙ୍କୁ ‘ନାରୀ ଶକ୍ତି ପୁରସ୍କାର’ ପ୍ରଦାନ କରିଛନ୍ତି ଯେଉଁମାନେ ନିଜ ନିଜ କ୍ଷେତ୍ରରେ ଉଲ୍ଲେଖନୀୟ କାର୍ଯ୍ୟ କରିଛନ୍ତି। ଭାରତୀୟ ବାୟୁସେନାର ପ୍ରଥମ ଫାଇଟର ଜେଟ୍ ପାଇଲଟ ମୋହନା…
ରାଜ୍ୟ ସଭା ନିର୍ବାଚନ: ୪ ଟିଏମ୍ସି ପ୍ରାର୍ଥୀଙ୍କ ନାମ ଘୋଷଣା କଲେ ମମତା
କୋଲକାତା,୮।୩: ରାଜ୍ୟ ସଭା ନିର୍ବାଚନ ପାଇଁ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ୪ ତୃଣମୂଳ କଂଗ୍ରେସ(ଟିଏମ୍ସି) ପ୍ରାର୍ଥୀଙ୍କ ନାମ ଘୋଷଣା କରିଛନ୍ତି। ତାଲିକାରେ ଅର୍ପିତା ଘୋଷ, ମୌସମ ନୁର୍, ଦିନେଶ ତ୍ରିବେଦୀ ଏବଂ ସୁବ୍ରତ ବକ୍ସିଙ୍କ ନାମ ରହିଛି। ଏନେଇ ମମତା…
ରାଜ୍ୟ ସଭା ପ୍ରାର୍ଥୀ ଭବାନୀପାଟଣାର ସୁଜିତ୍ କୁମାର: ଜିଲାରେ ଖୁସିର ଲହରି
ଭବାନୀପାଟଣା,୮।୩(ଡି.ଏନ୍.ଏ.): ରାଜ୍ୟ ବିଜେଡି ପକ୍ଷରୁ ଘୋଷିତ ପ୍ରାର୍ଥୀ ତାଲିକାରେ କଳାହାଣ୍ଡି ଜିଲାର ଭବାନୀପାଟଣା ନିବାସୀ ସୁଜିତ୍ କୁମାରଙ୍କ ନାମ ପ୍ରକାଶ ପାଇବା ପରେ ସହର ସମେତ ସମଗ୍ର ଜିଲାରେ ଖୁସିର ଲହରି ଖେଳିଖଯାଇଛି। ଏନେଇ ସୁଜିତ୍ କୁମାରଙ୍କୁ ଓ ତାଙ୍କ ପରିବାରଙ୍କ…
ଦେଶରେ ୪୧ କରୋନା ସଂକ୍ରମିତ: ଆଇସୋଲେଶନରେ ଦିଲ୍ଲୀର ୩୩୭ ଲୋକ
ନୂଆଦିଲ୍ଲୀ,୮।୩: ଭାରତରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ିଚାଲିଛି। ଇତିମଧ୍ୟରେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୪୧ରେ ପହଞ୍ଚିଛି। ରବିବାର କେରଳରେ ୫ ଜଣ କରୋନା ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଛି। ସେହିଭଳି ଅମୃତସରରେ ୨,ଗୁଡ଼ଗାଓ୍ବଁରେ ୧, ଦିଲ୍ଲୀରେ ୩, ଜୟପୁରରେ ୧୭, ଲଦାଖରେ…
Archives


