Home

ଆଜି ବିଶ୍ୱ ନୃତ୍ୟ ଦିବସ: ମଞ୍ଚ ନୁହେଁ, ଏଥର ଡିଜିଟାଲ ପ୍ଲାଟ୍‌ଫର୍ମ

ଭୁବନେଶ୍ୱର,୨୯ା୪(ବ୍ୟୁରୋ): ମଞ୍ଚରେ ନୁହେଁ, ଏଥର ଡିଜିଟାଲ ପ୍ଲାଟ୍‌ଫର୍ମରେ ପାଳନ ହେବ ବିଶ୍ୱ ନୃତ୍ୟ ଦିବସ। ସୋସିଆଲ ମିଡ଼ିଆରେ ଏକାଠି ହେବେ ବିଶ୍ୱର କୋଣ ଅନୁକୋଣର ନୃତ୍ୟଶିଳ୍ପୀ। ଶାସ୍ତ୍ରୀୟ ନୃତ୍ୟର ଗୁରୁତ୍ୱକୁ ବିଶ୍ୱବାସୀଙ୍କ ଆଗରେ ଏଭଳି ନିଆରା ଢଙ୍ଗରେ ଉପସ୍ଥାପନ କରିବେ। କରୋନା…

ବ୍ରିଟେନରେ ପିଲାଙ୍କୁ ବିରଳ ରୋଗ

ଲଣ୍ଡନ,୨୯ା୪: କିଛିଦିନ ହେଲା ଆମେରିକା, ଇଟାଲୀ ଓ ସ୍ପେନରେ କରେନା (କୋଭିଡ୍‌-୧୯) ସଂକ୍ରମଣର ସ୍ଥିତିରେ ଧୀରେ ଧୀରେ ସୁଧାର ହେଉଥିବା ଲକ୍ଷ୍ୟ କରାଯାଉଥିବାବେଳେ ବ୍ରିଟେନରେ ଏହି ମହାମାରୀର ପ୍ରକୋପ ଜାରି ରହିଛି। ଏବେ ବ୍ରିଟେନରେ ଆଉ ଏକ ଚିନ୍ତାଜନକ ପରିସ୍ଥିତି ସୃଷ୍ଟି…

କ୍ଷମତା ଲୋଭରେ ବିପଦକୁ ଆମନ୍ତ୍ରଣ: କୋଭିଡ୍‌-୧୯କୁ ଅସ୍ତ୍ରକରି ସତ୍ୟର କଣ୍ଠରୋଧ

ବେଜିଂ,୨୯।୪: କ୍ଷମତାସୀନ ନେତାମାନେ ନିଜ ଦୋଷ ଦୁର୍ବଳତା ଘୋଡ଼ାଇବାକୁ କ୍ଷମତାର ଅପବ୍ୟବହାର କରିଚାଲିଛନ୍ତି। ଏପରି କି ମୁକ୍ତ ସାମ୍ବାଦିକତାର କଣ୍ଠରୋଧ କରି ନିଜକୁ ପ୍ରଭାବଶାଳୀ ଭାବେ ଉପସ୍ଥାପନ କରିବାକୁ ଚେଷ୍ଟା କରୁଛନ୍ତି। ସମ୍ପ୍ରତି କରୋନା ଭାଇରସ୍‌ ସଙ୍କଟ ବିଭିନ୍ନ ରାଷ୍ଟ୍ରରେ ସମାଲୋଚକଙ୍କୁ…

ଖରା ଛୁଟିରେ ଖୋଲିବ ହାଇକୋର୍ଟ, ନିମ୍ନକୋଟ

କଟକ ଅଫିସ,୨୯।୪: ଚଳିତବର୍ଷ ଖରାଛୁଟିରେ ହାଇକୋର୍ଟ କିମ୍ବା ନିମ୍ନକୋର୍ଟଗୁଡ଼ିକ ବନ୍ଦ ରହିବ ନାହିଁ। ମଙ୍ଗଳବାର ଏନେଇ ବିଜ୍ଞପ୍ତି ପ୍ରକାଶ ପାଇଛି। ରେଜିଷ୍ଟ୍ରାର୍‌ (ଜୁଡ଼ିସିଆଲ୍‌) ଲଳିତ କୁମାର ଦାସଙ୍କ ତରଫରୁ କୁହାଯାଇଛି ଯେ, ଲକ୍‌ଡାଉନ୍‌ ଯୋଗୁ କୋର୍ଟଗୁଡ଼ିକ ଏକ ପ୍ରକାର ବନ୍ଦ ରହିଛି।…

ଉପକୂଳ, ଆଭ୍ୟନ୍ତରୀଣ ଓଡ଼ିଶାରେ ବର୍ଷା ସମ୍ଭାବନା

ଭୁବନେଶ୍ୱର,୨୯ା୪(ବ୍ୟୁରୋ) ଛତିଶଗଡ଼ ଓ ଏହାର ଆଖପାଖ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏଥିସହିତ ସମୁଦ୍ର ପତ୍ତନରୁ ୯ କି.ମି. ଉପରେ ଦକ୍ଷିଣ ଛତିଶଗଡ଼ରୁ ଦକ୍ଷିଣ ତାମିଲନାଡୁ ପର୍ଯ୍ୟନ୍ତ ଏକ ଟ୍ରପ୍‌ ଲାଇନ୍‌ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆସନ୍ତା ୨୪…

୧୫ ସ୍ଥାନରେ ଦେଶର ୬୦% କରୋନା ରୋଗୀ

ନୂଆଦିଲ୍ଲୀ,୨୯ା୪: ଦିଲ୍ଲୀ ଓ ମୁମ୍ବାଇ ସମେତ ୧୫ ସ୍ଥାନରେ ଦେଶର ୬୦ ପ୍ରତିଶତ କରୋନା ଆକ୍ରାନ୍ତ ଥିବା ଜଣାପଡ଼ିଛି। ନୀତି ଆୟୋଗର ତଥ୍ୟରେ ଏହା ଦର୍ଶାଯାଇଛି। ଏହାର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ଅମିତାଭ୍‌ କାନ୍ତ କହିଛନ୍ତି, ଏହି ମହାମାରୀକୁ ରୋକିବାକୁ ହେଲେ…

ଡାକ୍ତରଙ୍କୁ ପଚାରି ଖାଇହେବ ହାଇଡ୍ରୋକ୍ସିକ୍ଲୋରୋକୁଇନ୍‌

ଭୁବନେଶ୍ୱର,୨୯ା୪(ବ୍ୟୁରୋ): କରୋନା ସଂକ୍ରମଣର ସାମାନ୍ୟ କିମ୍ବା ସେଭଳି କିଛି ଲକ୍ଷଣ ଦେଖାଯାଉଥିବା ବ୍ୟକ୍ତିମାନେ ନିଜ ଘରେ ଏକାନ୍ତବାସ ବା ସଙ୍ଗରୋଧ( ହୋମ୍‌ ସେଲ୍‌ଫ ଆଇସୋଲେଶନ)ରେ ରହି ପାରିବେ। ସେଭଳି ରୋଗୀ କୋଭିଡ୍‌ ହସ୍ପିଟାଲ କିମ୍ବା କୌଣସି ସ୍ବାସ୍ଥ୍ୟକେନ୍ଦ୍ରକୁ ଯିବା ଦରକାର ନାହିଁ।…

‘ଗରିବ ଶ୍ରମିକଙ୍କୁ ପ୍ରଥମେ ଆଣ’: ବିଦେଶରୁ ଫେରିବେ ସହସ୍ରାଧିକ ଭାରତୀୟ

ନୂଆଦିଲ୍ଲୀ,୨୯ା୪: ବିଭିନ୍ନ ଦେଶରେ ଅଟକି ରହିଥିବା ଭାରତୀୟଙ୍କୁ ସ୍ବଦେଶ ଫେରାଇ ଆଣିବା ଲାଗି ପ୍ରୟାସ ଆରମ୍ଭ ହୋଇଛି। ବୈଦେଶିକ ଓ ବେସାମରିକ ବିମାନ ଚଳାଚଳ ମନ୍ତ୍ରଣାଳୟ ପକ୍ଷରୁ ଯୋଜନାବଦ୍ଧଭାବେ ଏହି ସହସ୍ରାଧିକ ଲୋକଙ୍କୁ ଅଣାଯିବା ଲାଗି ଯୋଜନା ଚୂଡ଼ାନ୍ତ ହୋଇଛି। ତେବେ…

‘ମୁସ୍‌ଲିମ୍‌ ପରିବା ବ୍ୟବସାୟୀଙ୍କୁ ସାବଧାନ’: ବିଧାୟକଙ୍କ ମନ୍ତବ୍ୟକୁ ଭାଜପା ଅଧ୍ୟକ୍ଷଙ୍କ ସମାଲୋଚନା

ନୂଆଦିଲ୍ଲୀ,୨୯ା୪: ଉତ୍ତରପ୍ରଦେଶର ଦେଓରିଆ ବିଧାୟକ ସୁରେଶ ତିଓ୍ବାରୀ(୭୪) ‘ମୁସଲମାନ୍‌ ପରିବା ବ୍ୟବସାୟୀଙ୍କଠାରୁ ପରିବା କିଣନାହିଁ ଓ ସେମାନଙ୍କଠାରୁ ଦୂରେଇ ରୁହ’ ବୋଲି ସର୍ବସାଧାରଣରେ କହିବା ପରେ ଏହାକୁ ଭାଜପା ଅଧ୍ୟକ୍ଷ ଜେ.ପି.ନଡ୍ଡା ସମାଲୋଚନା କରିଛନ୍ତି। ଲକ୍‌ଡାଉନ୍‌ ପରେ ଲୋକମାନେ ବିଭିନ୍ନ ପରିବା…

ଆଉ ୩ ସ୍ଥାନରେ ସ୍ଥାପନ ହେବ କୋଭାସ୍‌ ମେଶିନ

ଭୁବନେଶ୍ୱର, ୨୯।୪(ବ୍ୟୁରୋ): କରୋନାକୁ ମୁକାବିଲା କରିବା ପାଇଁ ଏବେ ରାଜ୍ୟର ସବୁ ବିଭାଗ ଏକତ୍ର ହୋଇ କାର୍ଯ୍ୟ କରୁଛି। ରାଜ୍ୟବାସୀଙ୍କୁ କରୋନା କବଳରୁ କିପରି ରକ୍ଷା କରାଯାଇପାରିବ ତାହା ହିଁ ଏବେ ରାଜ୍ୟ ସରକାରଙ୍କ ମୁଖ୍ୟ ଲକ୍ଷ୍ୟ ହୋଇଛି। ଶୀଘ୍ର ନମୁନା…

ପେଣ୍ଟାଗନ ଜାରି କଲା ୟୁଏଫ୍‌ଓ ଭିଡିଓ

ଓ୍ବାଶିଂଟନ,୨୯ା୪: ପୃଥିବୀ ବାହାରରେ ଥିବା ଦୁନିଆ ଓ ସେଠାରେ ବସବାସ କରୁଥିବା ଏଲିଅନ୍‌ଙ୍କୁ ନେଇ ବିଭିନ୍ନ ସମୟରେ ଚର୍ଚ୍ଚା ଜୋର୍‌ ଧରିଥାଏ। ଅନେକ ସମୟରେ ଅନ୍‌ଆଇଡେଣ୍ଟିଫାଏଡ୍‌ ଫ୍ଲାଇଂ ଅବ୍‌ଜେକ୍ଟ (ୟୁଏଫ୍‌ଓ)କୁ ଦେଖିଥିବା ଲୋକେ ଦାବି କରିଥାନ୍ତି। ତେବେ ଅଦ୍ୟାବଧି ଏହାର ସତ୍ୟତା…

ପୁଣି ବୋଟ୍‌ରେ ଆସିଲେ ୩୩ ମତ୍ସ୍ୟଜୀବୀ

ଛତ୍ରପୁର,୨୯ା୪(ଡି.ଏନ୍‌.ଏ.): ଲକ୍‌ଡାଉନ୍‌ ଯୋଗୁ ଚେନ୍ନାଇରେ ଫସି ରହିଥିବା ମତ୍ସ୍ୟଜୀବୀ ଓ ଶ୍ରମିକମାନେ ନିଜ ଉଦ୍ୟମରେ ବୋଟ୍‌ କିଣି ସମୁଦ୍ର ପଥରେ ଗଞ୍ଜାମ ଫେରିବାରେ ଲାଗିଛନ୍ତି। କରୋନା ଭୟ ହେଉ କି କାମଧନ୍ଦା ମିଳୁ ନ ଥିବାରୁ ଖାଦ୍ୟ ଯୋଗାଡ଼ କରି ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?