Home

ପେଣ୍ଠପଡ଼ାରେ କରୋନା ଯୋଦ୍ଧାଙ୍କୁ ସମ୍ବର୍ଦ୍ଧନା

ସାକ୍ଷୀଗୋପାଳ,୨୮।୪(ଡି.ଏନ୍‌.ଏ.): କରୋନା ଲଢ଼େଇରେ ସାମିଲ ହୋଇ ତୃଣମୂଳରେ କର୍ତ୍ତବ୍ୟ ସମ୍ପାଦନ କରୁଥିବା କରୋନା ଯୋଦ୍ଧାମାନଙ୍କୁ ସତ୍ୟବାଦୀ ବ୍ଲକ ପେଣ୍ଠପଡ଼ା ପଞ୍ଚାୟତ କାର୍ଯ୍ୟାଳୟରେ ମଙ୍ଗଳବାର ସମ୍ବର୍ଦ୍ଧିତ କରାଯାଇଛି। ସାମାଜିକ କର୍ମୀମାନଙ୍କ ଦ୍ୱାରା ଆୟୋଜିତ ଏହି କାର୍ଯ୍ୟକ୍ରମରେ ତହସିଲଦାର କସ୍ତୁରୀ ପ୍ରଧାନ, ବିଡିଓ ସରୋଜ…

ରାହୁଲ ପି.ଆର୍‌ଙ୍କୁ ଝାରସୁଗୁଡ଼ା ଏସ୍‌ପି ଦାୟିତ୍ୱ

ଭୁବନେଶ୍ୱର,୨୮।୪(ବ୍ୟୁରୋ)- ୨୦୧୩ ବ୍ୟାଚ୍‌ର ଭାରତୀୟ ପୋଲିସ ସେବା(ଆଇପିଏସ୍‌) ଅଫିସର ରାହୁଲ ପି.ଆର୍‌ଙ୍କୁ ଝାରସୁଗୁଡ଼ା ଜିଲା ଏସ୍‌ପି ଭାବେ ନିଯୁକ୍ତି ମିଳିଛି। ରାହୁଲଙ୍କ ନିଯୁକ୍ତି ନେଇ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ(ସିଏମ୍‌ଓ) ପକ୍ଷରୁ ମଙ୍ଗଳବାର ସୂଚନା ଦିଆଯାଇଛି। ଝାରସୁଗୁଡ଼ା ଏସ୍‌ପି ଭାବେ କାର୍ଯ୍ୟ କରୁଥିବା ଅଶ୍ୱିନୀ…

ନେଳିଆବାଗ୍‌ର ୬୧ନଂ ଆକ୍ରାନ୍ତ ପାଲଟିଛନ୍ତି ‘ସୁପର୍‌ ସ୍ପ୍ରେଡର୍‌’; ୧୨ଜଣଙ୍କୁ କଲେଣି ସଂକ୍ରମିତ

ଭୁବନେଶ୍ୱର,୨୮।୪(ବ୍ୟୁରୋ): ବାଲେଶ୍ୱର ନେଳିଆବାଗର ୬୧ନଂ କରୋନା ପଜିଟିଭ୍‌ ବ୍ୟକ୍ତି ‘ସୁପର୍‌ ସ୍ପ୍ରେଡର୍‌’ ପାଲଟିଛନ୍ତି। ମଙ୍ଗଳବାର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଉକ୍ତ ଅଞ୍ଚଳର ଆଉ ୫ଜଣଙ୍କ ତଥ୍ୟ ଦିଆଯିବା ପରେ ଏହା ସ୍ପଷ୍ଟ ହୋଇଛି। ବ୍ୟକ୍ତିଜଣଙ୍କ ଏହି ୫ରୁ…

ନେଳିଆବାଗ୍‌ର ୫ ଆକ୍ରାନ୍ତଙ୍କ ତଥ୍ୟ ଦେଲେ ରାଜ୍ୟ ସରକାର: ଅଛନ୍ତି ୪ ମହିଳା, ଜଣେ ପୁରୁଷ; ପ୍ରକାଶ ପାଇଥିଲା ଲକ୍ଷଣ

ଭୁବନେଶ୍ୱର,୨୮।୪(ବ୍ୟୁରୋ): ରାଜ୍ୟ ସରକାରଙ୍କ ପକ୍ଷରୁ ୫ଜଣ ଆକ୍ରାନ୍ତଙ୍କ ଟ୍ରାଭେଲ୍‌ ହିଷ୍ଟ୍ରି ବିଷୟରେ ମଙ୍ଗଳବାର ସୂଚନା କରାଯାଇଛି। ୧୦୪,୧୦୫,୧୦୬,୧୦୭,୧୦୮ ଆକ୍ରାନ୍ତଙ୍କ ବିଷୟରେ ତଥ୍ୟ ଦିଆଯାଇଛି। ୧୦୪ ନଂ ଆକ୍ରାନ୍ତ ବାଲେଶ୍ୱର ନେଳିଆବାଗ୍‌ର ୨୨ ବର୍ଷୀୟ ମହିଳା। ସେ ୬୧ନଂ ଆକ୍ରାନ୍ତଙ୍କ ପଡ଼ୋଶୀ। ୨୨ମାର୍ଚ୍ଚରୁ…

ଘରକୁ ଫେରୁଥିଲେ, ସଙ୍ଗରୋଧ କେନ୍ଦ୍ରକୁ ଗଲେ

ବାମରା,୨୮।୪(ଡି.ଏନ.ଏ): ଓଡ଼ିଶାରେ ଥିବା ବାହ୍ୟ ରାଜ୍ୟ ଶ୍ରମିକଙ୍କୁ ରାଜ୍ୟ ସରକାର ସବୁ ପ୍ରକାର ସହାୟତା ଯୋଗାଇବାର ପ୍ରତିଶ୍ରୁତି ଦେଇ ରାଜ୍ୟ ଛାଡି ନ ଯିବା ପାଇଁ ବାରମ୍ବାର ଅପିଲ କରିଛନ୍ତି। ହେଲେ ଓଡିଶାରୁ ଅନେକ ଶ୍ରମିକ ପଦଯାତ୍ରା, ସାଇକେଲ ଯାତ୍ରା ଓ…

ପ୍ରଧାନମନ୍ତ୍ରୀ ରିଲିଫ ପାଣ୍ଠିକୁ ଦୁଇ ଛାତ୍ରୀଙ୍କ ସହାୟତା

ଆନନ୍ଦପୁର,୨୮। ୪(ସ୍ବ.ପ୍ର.)-କୋଭିଡ-୧୯ର ମୁକାବିଲା ପାଇଁ ମଙ୍ଗଳବାର ଘସିପୁରା ଠାରେ ଥିବା ବାଲ ଶିକ୍ଷା ସଂସ୍ଥାନର ୫ମ ଶ୍ରେଣୀ ଛାତ୍ରୀ ଇପ୍ସୀତା ବେହେରା ୭୨୦୦ ଟଙ୍କା ପ୍ରଧାନ ମନ୍ତ୍ରୀଙ୍କ ରିଲିଫ୍‌ ଫଣ୍ଡକୁ ଦାନ କରିଛନ୍ତି। ତାଙ୍କ ବାପା ବିଶ୍ରବାନନ୍ଦ ବେହେରା ଏକ ଚା’…

ଦେଶୀ ମଦ ଜବତ: ୨ ଗିରଫ

ବନ୍ତ,୨୮ା୪(ସ୍ବ.ପ୍ର.)-ଭଦ୍ରକ ଜିଲା ଆଗରପଡା ଥାନା ଅଧୀନ ଆଡିଆ କେନାଲ ପୋଲ ନିକଟରେ ଆଗରପଡା ମାଜିଷ୍ଟ୍ରେଟ ଦାୟିତ୍ୱରେ ଥିବା ବନ୍ତ ଅତିରିକ୍ତ ତହସିଲଦାର ବନୀତା ରାଣି କିସ୍କୁ ମଙ୍ଗଳବାର ସକାଳେ ଦେଶୀ ମଦ ଜବତ କରିବା ସହ ୨ ଜଣ ବେପାରୀଙ୍କୁ ଥାନାକୁ…

ଉତ୍ତରଓଡ଼ିଶା ଛାତ୍ର ବିଜେଡିର ମୁଖ୍ୟମନ୍ତ୍ରୀ ରିଲିଫ୍‌ ପାଣ୍ଠିକୁ ସହାୟତା

ବାଲେଶ୍ୱର ଅଫିସ,୨୮।୪- ବିଶ୍ୱ ମହାମାରୀ କରୋନାର ମୁକାବିଲା ପାଇଁ ବିଜୁ ଛାତ୍ର ଜନତା ଦଳ ଉତ୍ତରଓଡ଼ିଶା ସଂଗଠନ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିକୁ ସହାୟତା ପ୍ରଦାନ କରିଛନ୍ତି। ସଂଗଠନର ସମସ୍ତ କାର୍ଯ୍ୟକର୍ତ୍ତାଙ୍କ ସହାୟତା କ୍ରମେ ସଂଗଠନର ସଭାପତି ତାପସ କୁମାର ପାଣିଗ୍ରାହୀ ଗତ…

ଖବରକାଗଜ ହକରଙ୍କୁ ସହାୟତା ଦେଲେ ପୂର୍ବତନ ଏମ୍‌ପି

ବାଲେଶ୍ୱର ଅଫିସ,୨୮।୪- କରୋନା ପାଇଁ ସମଗ୍ର ବିଶ୍ୱ ଏକ ଅଭାବନୀୟ ପରିସ୍ଥିତି ଦେଇ ଗତି କରୁଥିବାବେଳେ ରାଜ୍ୟରେ ମଧ୍ୟ ଦିନକୁ ଦିନ ସଂକ୍ରମିତଙ୍କ ସଂଖ୍ୟା ବଢ଼ି ବଢ଼ି ଚାଲିଛି। ଏହି ସମୟରେ ଲୋକମାନଙ୍କୁ ଘରେ ରହିବା ପାଇଁ ପ୍ରଶାସନ ପକ୍ଷରୁ ନିବେଦନ…

ନିରାଡ଼ମ୍ବର ଭାବେ ମଧୁବାବୁଙ୍କ ଜୟନ୍ତୀ ପାଳିତ

ବାଲେଶ୍ୱର ଅଫିସ,୨୮।୪- ବାଲେଶ୍ୱରର ଅନ୍ୟତମ ଅଗ୍ରଣୀ ଅନୁଷ୍ଠାନ ‘ଉତ୍କଳ ଗୌରବ ମଧୁସୂଦନ ସାଂସ୍କୃତିକ ପରିଷଦ’ ତରଫରୁ ମଧୁସୂଦନ ଦାସଙ୍କ ୧୭୩ତମ ଜୟନ୍ତୀ ଉତ୍ସବ ନିରାଡ଼ମ୍ବର ଭାବରେ ପାଳିତ ହୋଇଯାଇଛି। ସାରା ବିଶ୍ୱରେ ଉପୁଜିଥିବା ମହାମାରୀକୁ ଆଖି ଆଗରେ ରଖି ସାମାଜିକ ଦୂରତା…

ଅସହାୟଙ୍କୁ ଶୁଖିଲା ଖାଦ୍ୟ ପ୍ରଦାନ

ବାଲେଶ୍ୱର ଅଫିସ,୨୮।୪- ସମଗ୍ର ବିଶ୍ୱ କରୋନା ମହାମାରୀରେ କବଳିତ ହୋଇଥିବାବେଳେ ବାଲେଶ୍ୱର ଜିଲାର ପୂର୍ବତନ ଏମ୍‌ପି ତଥା ବିଜୁ ଜନତା ଦଳର ଜିଲାସଭାପତି ଇଂ. ରବୀନ୍ଦ୍ର କୁମାର ଜେନାଙ୍କ ନିର୍ଦ୍ଦେଶରେ ଜିଲା ଛାତ୍ର ସଭାପତି ସିମନ ଦାସମହାପାତ୍ରଙ୍କ ନେତୃତ୍ୱରେ ସମଗ୍ର ଜିଲାରେ…

କୋର୍ଟ ପରିସରରେ ମଧୁବାବୁଙ୍କ ଜୟନ୍ତୀ ପାଳିତ

ଆନନ୍ଦପୁର,୨୮। ୪(ସ୍ବ.ପ୍ର.)-ଆନନ୍ଦପୁର ଓକିଲ ସଂଘ ପକ୍ଷରୁ କୋର୍ଟ ପରିସରରେ ମଙ୍ଗଳବାର ମଧୁବାବୁଙ୍କ ଜୟନ୍ତୀ ଏବଂ ଆଇନଜୀବୀଙ୍କ ଦିବସ ପାଳିତ ହୋଇଯାଇଛି। ଓକିଲ ସଂଘର ସଭାପତି ସଞ୍ଜୟ ମିଶ୍ରଙ୍କ ସଂଯୋଜନାରେ ଏହି ଦିବସ ପାଳିତ ହୋଇଛି। ଏହି ଅବସରରେ ଆଇନଜୀବୀମାନେ ମଧୁବାବୁଙ୍କ ଜୀବନୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?