Home

ଏସ୍‌ସିବି, ସିଟି ହସ୍ପିିଟାଲରେ କେହି କରୋନା ଆକ୍ରାନ୍ତ ନାହାନ୍ତି

ଭୁବନେଶ୍ୱର, ୭।୪( ବ୍ୟୁରୋ): ଏସ୍‌ସିବି ମେଡିକାଲ କଲେଜ, ସିଟି ହସ୍ପିଟାଲ ଏବଂ ଅନ୍ୟାନ୍ୟ ଜିଲା ମୁଖ୍ୟ ଚିକିତ୍ସାଳୟଗୁଡ଼ିକରେ କୌଣସି କରୋନା(କୋଭିଡ୍‌-୧୯) ଆକ୍ରାନ୍ତଙ୍କୁ ଚିକିତ୍ସା କରାଯାଉ ନାହିଁ। ସେହି ହସ୍ପିଟାଲଗୁଡିକୁ ଅନ୍ୟାନ୍ୟ ରୋଗୀମାନେ ଚିକିତ୍ସା ପାଇଁ ଯାଇପାରିବେ। ଯଦି କୌଣସି ବ୍ୟକ୍ତିଙ୍କୁ ଜ୍ୱର,…

ସବୁ କରୋନା ଆକ୍ରାନ୍ତ ସୁସ୍ଥ ହେବେ: ସ୍ବାସ୍ଥ୍ୟ ସଚିବ

ଭୁବନେଶ୍ୱର, ୭।୪( ବ୍ୟୁରୋ): କରୋନା ଆକ୍ରାନ୍ତଙ୍କ ପାଇଁ ରାଜ୍ୟ ସରକାର ରାଜ୍ୟରେ ୭ଟି ସ୍ବତନ୍ତ୍ର କୋଭିଡ୍‌ ହସ୍ପିିଟାଲ ପ୍ରସ୍ତୁତ କରିଛନ୍ତି। ଏହି ହସ୍ପିଟାଲଗଡ଼ିକରେ କେବଳ କରୋନା ରୋଗୀଙ୍କୁ ଚିକିତ୍ସା କରାଯିବ। ସେମାନଙ୍କ ପାଇଁ ଚିକିତ୍ସା ଓ ଖାଦ୍ୟପେୟର ସମସ୍ତ ବନ୍ଦୋବ୍ୟସ୍ତ ମାଗଣା…

ଘରୋଇ ହସ୍ପିଟାଲର ସ୍ବତନ୍ତ୍ର ଓ୍ବାର୍ଡରେ ଚିକିତ୍ସିତ ହେବେ ଥଣ୍ଡା, ଜ୍ୱର ରୋଗୀ; କରୋନା ଲକ୍ଷଣ ଦେଖାଦେଲେ ୧୦୪କୁ ଜଣାଇବେ ଡାକ୍ତରଖାନା କର୍ତ୍ତୃପକ୍ଷ

ଭୁବନେଶ୍ୱର, ୭।୪( ବ୍ୟୁରୋ): ଥଣ୍ଡା, ଜ୍ୱର କିମ୍ବା ଫ୍ଲୁ ଲକ୍ଷଣ ଦେଖାଦେଲେ ଘରୋଇ ହସ୍ପିଟାଲଗୁଡ଼ିକ ଉକ୍ତ ରୋଗୀମାନଙ୍କୁ ସ୍ବତନ୍ତ୍ର ଓ୍ବାର୍ଡରେ ଚିକିତ୍ସା କରାଇବେ। ଯଦି ସେମାନଙ୍କ ନିକଟରେ କରୋନାର କୌଣସି ଲକ୍ଷଣ ଦେଖାଯାଏ ତେବେ ଡାକ୍ତରଖାନା କର୍ତ୍ତୃପକ୍ଷ ତୁରନ୍ତ ୧୦୪କୁ ଜଣାଇବେ।…

ସବୁ ଜିଲାରେ ହେବ କୋଭିଡ-୧୯ ଟେଷ୍ଟିଂ ଲ୍ୟାବ: ଯୋଗୀ

ଲକ୍ଷ୍ନୌ,୭।୪: ଉତ୍ତରପ୍ରଦେଶର ସମସ୍ତ ଜିଲାରେ ହେବ କୋଭିଡ-୧୯ ଟେଷ୍ଟିଂ ଲ୍ୟାବ। ମଙ୍ଗଳବାର ଏକ ଖବରଦାତା ସମ୍ମିଳନୀରେ ରାଜ୍ୟର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଏନେଇ ଘୋଷଣା କରିଛନ୍ତି। ଦିନକୁ ଦିନ ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଉଥିବାରୁ ଏହାକୁ ଦୃଷ୍ଟିରେ ରଖି ସମସ୍ତ ୭୫ଟି…

କରୋନା ଭାଇରସ: ବ୍ରିଟେନ ପ୍ରଧାନମନ୍ତ୍ରୀଙ୍କ ଆଶୁ ଆରୋଗ୍ୟ କାମନା କଲେ ଟ୍ରମ୍ପ

ଓ୍ବାଶିଂଟନ,୭।୪: ବ୍ରିଟେନ ପ୍ରଧାନମନ୍ତ୍ରୀ ବୋରିଶ ଜନସନ କିଛିଦିନ ତଳେ କରୋନାରେ ପୀଡ଼ିତ ହୋଇଥିବା ଜଣାପଡିଥିଲା। ପ୍ରଥମେ ସେ ସେଲ୍ଫ ଆଇସୋଲେଶନରେ ରହିଥିବା ବେଳେ ବେଳକୁ ବେଳ ତାଙ୍କ ସ୍ବାସ୍ଥ୍ୟରେ ଅବନତି ଦେଖାଦେବାରୁ ଡାକ୍ତରୀ ଟିମ୍‌ଙ୍କ ପରାମର୍ଶ କ୍ରମେ ସୋମବାର ତାଙ୍କୁ ଆଇସିୟୁରେ…

ଲକ୍‌ଡାଉନ୍‌ ପରେ ଉହାନ୍‌ ଛାଡ଼ିଥିବା ୫୦ ଲକ୍ଷରୁ ଅଧିକ ଲୋକଙ୍କର ଏପର୍ଯ୍ୟନ୍ତ ମିଳିନି ଖୋଜ୍‌ଖବର !

ବେଜିଂ,୭।୪: କରୋନା ସଂକ୍ରମଣରେ ଚାଇନାରେ ପ୍ରକୃତରେ କେତେ ଲୋକଙ୍କ ମୃତ୍ୟୁ ଘଟିଛି ଏନେଇ କୌଣସି ସଠିକ୍‌ ସୂଚନା ମିଳିପାରି ନାହିଁ। ସରକାରୀ ରିପୋର୍ଟରେ ଏହା ୩ ହଜାର ୨ ଶହରୁ ଅଧିକ ବୋଲି ଦର୍ଶାଯାଇଛି। ତେବେ ବେସରକାରୀ ରିପୋର୍ଟରେ ଏହା ବହୁ…

ଚାଇନାର ୪ ଭୁଲ୍‌: କରୋନା ସମ୍ପର୍କରେ ପୂର୍ବରୁ ମିଳିଥିଲେ ସୂଚନା ପୃଥିବୀରେ ସଂକ୍ରମଣ ୯୫ ପ୍ରତିଶତ ହୋଇଥାନ୍ତା କମ୍‌

ଓ୍ବାଶିଂଟନ,୭।୪: ଦିନକୁ ଦିନ ପୃଥିବୀରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ିଚାଲିଛି। ଏହାକୁ ରୋକିବା ପାଇଁ ସମସ୍ତ ଉଦ୍ୟମ ଅସଫଳ ହେବାରେ ଲାଗିଛି। ଏପରିସ୍ଥଳେ ପୃଥିବୀର ପ୍ରାୟ ୯୯ ପ୍ରତିଶତ ଲୋକ କରୋନା ସଂକ୍ରମଣ ଲାଗି ଚାଇନାକୁ ଦାୟୀ କରିଛନ୍ତି। ଚାଇନାର ୪ଟି…

କରୋନା ଭାଇରସ: ସିଲ୍‌ ହେଲା ଉଦ୍ଧବ ଠାକରେଙ୍କ ଘର ‘ମାତୋଶ୍ରୀ’

ମୁମ୍ବାଇ,୭।୪: କରୋନା ଭାଇରସ ମହାରାଷ୍ଟ୍ରରେ ଅଧିକ ପରିମାଣରେ ଲୋକଙ୍କ ମଧ୍ୟରେ ଦେଖାଯିବା ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେଙ୍କ ପାଇଁ ଏକ ଚ୍ୟାଲେଞ୍ଚ ହୋଇ ଠିଆ ହୋଇଛି ବୋଲି କୁହାଯାଉଛି। ଏଠାରେ ପ୍ରତିଦିନ କେହି ନା କେହି କରୋନାରେ ସଂକ୍ରମିତ ହେଉଥିବା ସମସ୍ତଙ୍କୁ ଚିନ୍ତାରେ…

ଏମ୍‌ଏଲ୍‌ଏ ଲାଡ୍‌ ଫଣ୍ଡ ସ୍ଥଗିତଲାଗି ପ୍ରସ୍ତାବ ଦେଲେ ବିରୋଧୀ ଦଳ ନେତା

ଭୁବନେଶ୍ୱର, ୭।୪( ବ୍ୟୁରୋ): ରାଜ୍ୟର ସବୁ ବିଧାୟକଙ୍କ ହାତପାଣ୍ଠି ବା ଏମ୍‌ଏଲ୍‌ଏ ଲାଡ୍‌ ଫଣ୍ଡକୁ ଆସନ୍ତା ୨ ବର୍ଷ ଲାଗି ବନ୍ଦ କରାଯାଉ। ଏ ନେଇ ବିରୋଧୀ ଦଳ ନେତା ପ୍ରଦୀପ୍ତ ନାୟକ ମଙ୍ଗଳବାର ରାଜ୍ୟ ସରକାରଙ୍କୁ ପ୍ରସ୍ତାବ ଦେଇଛନ୍ତି। ସେ…

ଦ୍ୱିତୀୟ ଦିନ ବି ପୁଞ୍ଚରେ ଅସ୍ତ୍ରବିରତି ଉଲ୍ଲଂଘନ କଲା ପାକିସ୍ତାନ

ପୁଞ୍ଚ,୭।୪: ଭାରତ ପରି ପାକିସ୍ତାନ ମଧ୍ୟ ବର୍ତ୍ତମାନ ସମୟରେ କରୋନା ସହ ଯୁଦ୍ଧ କରୁଛି। କିନ୍ତୁ ଏହାପରେ ବି ପାକିସ୍ତାନ ନିଜ କୁକର୍ମରୁ ବାଦ୍‌ ପଡ଼ୁନାହିଁ। ଲଗାତର ଭାରତ ସୀମାରେ ଅସ୍ତ୍ରବିରତି ଉଲ୍ଲଂଘନ ଜାରି ରଖିଛି। ମଙ୍ଗଳବାର ଦ୍ୱିତୀୟ ଦିନରେ ବି…

କରୋନା ଭୂତାଣୁଠାରୁ ଅଧିକ ଭୟଙ୍କର ସୋସିଆଲ୍‌ ମିଡ଼ିଆ ଗୁଜବ: ଧ୍ୟାନ ନ ଦେବାକୁ ସରକାରଙ୍କ ପରାମର୍ଶ

ନୂଆଦିଲ୍ଲୀ,୭।୪: ଭାରତରେ ଦେଖାଦେଇଥିବା କରୋନା ସଙ୍କଟର ମୁକାବିଲା ଲାଗି ପ୍ରସ୍ତୁତି ଜାରି ରହିଛି। ଏପରିସ୍ଥଳେ ସୋସିଆଲ୍‌ ମିଡ଼ିଆରେ ଶେୟାର କରାଯାଉଥିବା କିଛି ଗୁଜବକୁ ନେଇ ସରକାର ବେଶ୍‌ ଚିନ୍ତାରେ ପଡ଼ିଛନ୍ତି। କରୋନା ଭୂତାଣୁଠାରୁ ସୋସିଆଲ ମିଡ଼ିଆର ଗୁଜବ ଅଧିକ ଭୟଙ୍କର ବୋଲି…

ମାସ୍କ ନ ମିଳିବାରୁ ରାଗିଲେ ଡାକ୍ତର

ବିଶାଖାପଟନମ,୭।୪: କରୋନା ସଂକ୍ରମଣଠାରୁ ଦୂରେଇ ରହିବାକୁ ସାଧାରଣ ଲୋକଙ୍କୁ ମାସ୍କ ପିନ୍ଧିବା ଜରୁରୀ ବୋଲି କିଛି ରାଜ୍ୟରେ ଘୋଷଣା କରାଯାଇଛି। ହେଲେ ଯେଉଁଠି ଡାକ୍ତରଙ୍କ ପାଇଁ ମାସ୍କ ନାହିଁ ସେଠାରେ ସାଧାରଣ ଲୋକଙ୍କୁ କେତେ ମାସ୍କ ମିଳୁଥିବ ତାହା ସ୍ପଷ୍ଟ ବାରି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri