Home

ମୁମ୍ବାଇର ଓ୍ବୋକାର୍ଡ ହସ୍ପିଟାଲରେ ୩ଡାକ୍ତରଙ୍କ ସମେତ ୫୪ଜଣ ନର୍ସିଂ ଷ୍ଟାଫ୍‌ କରୋନା ପଜିଟିଭ୍‌

ମୁମ୍ବାଇ,୭।୪: ଦେଶରେ କରୋନା ଭାଇରସ୍‌ ସଂକ୍ରମଣରେ ଅତ୍ୟଧିକ ପ୍ରଭାବିତ ହୋଇଛି ମୁମ୍ବାଇ। କରୋନା କବଳରୁ ଏବେ ମୁମ୍ବାଇର ହସ୍ପିଟାଲ ମଧ୍ୟ ବର୍ତ୍ତି ପାରିନାହିଁ। ମୁମ୍ବାଇର ପ୍ରସିଦ୍ଧ ଓ୍ବୋକାର୍ଡ ହସ୍ପିଟାଲରେ ୩ଡାକ୍ତରଙ୍କ ସମେତ ୫୪ଜଣ ନର୍ସିଂ ଷ୍ଟାପ୍‌ କରୋନା ପଜିଟିଭ୍‌ ହୋଇଥିବା ସୂଚନା…

କଟକରୁ ୧୪ ଶହ ବାଇକ ଜବତ, ୨ ଲକ୍ଷ ଜରିମାନା ଆଦାୟ

କଟକ ଅଫିସ,୭।୪: କରୋନା(କୋଭିଡ-୧୯) ଭୂତାଣୁର ମୁକାବିଲା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ବିଭିନ୍ନ ପ୍ରକାର କଟକଣା ଜାରି କରାଯାଇଛି। ଅତ୍ୟାବଶ୍ୟକ ସାମଗ୍ରୀ କିଣିବା ପାଇଁ ବଜାରକୁ ବାଇକ ନ ନେବାକୁ ପୋଲିସ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଥିଲେ ମଧ୍ୟ ଲୋକେ ଏହାକୁ ମାନୁ…

କରୋନା ପ୍ରତିରୋଧ ଲାଗି ପୁରୁଷୋତ୍ତମପୁରରେ ବିଶୋଧନ ପ୍ରକ୍ରିୟା ଆରମ୍ଭ, ଏନ୍‌ଏସି ପକ୍ଷରୁ ମାସ୍କ, ହ୍ୟାଣ୍ଡ ୱାସ୍‌ ବଣ୍ଟନ

ପୁରୁଷୋତ୍ତମପୁର, ୭।୪(ଡି.ଏନ୍‌.ଏ.): କରୋନା(କୋଭିଡ-୧୯) ଭୂତାଣୁ ସଂକ୍ରମଣ ମୁକାବିଲା ଲାଗି ପ୍ରଶାସନ ପକ୍ଷରୁ ସମସ୍ତ ପ୍ରକାର ଉଦ୍ୟମ ଜାରିରହିଛି। ଏହି ପରିପ୍ରେକ୍ଷୀରେ ଗଞ୍ଜାମ ଜିିଲା ପୁରୁଷୋତ୍ତମପୁର ତହସିଲଦାର ଅରୁଣ କୁମାର ନାୟକ ଓ ଏନ୍‌ଏସି ନିର୍ବାହୀ ଅଧିକାରୀ ନାଗେଶ୍ବର ରାଓଙ୍କ ତତ୍ତ୍ୱାବଧାନରେ ମଙ୍ଗଳବାର…

ସ୍ମେଲ୍‌ ଟେଷ୍ଟ୍‌ରୁ ଜଣାପଡୁଛି କରୋନା ସଂକ୍ରମଣ ସୂଚନା

ସିଓଲ,୭।୪: କରୋନା ସଂକ୍ରମଣ ନେଇ ସାରା ପୃଥିବୀରେ ଆତଙ୍କ ଦେଖାଦେଇଛି। ସଂକ୍ରମିତଙ୍କ ଚିହ୍ନଟ କରିବା ଲାଗି ବିଭିନ୍ନ ପ୍ରକାରର ପରୀକ୍ଷା କରାଯାଉଥିବାବେଳେ ଦକ୍ଷିଣ କୋରିଆରେ ସ୍ମେଲ୍‌ ଟେଷ୍ଟ୍‌ ଦ୍ୱାରା କରୋନା ସଂକ୍ରମଣର ପ୍ରାରମ୍ଭିକ ଲକ୍ଷଣ ସମ୍ପର୍କରେ ଜାଣି ହେଉଛି। ଦକ୍ଷିଣ କୋରିଆରେ…

୨୪ ଘଣ୍ଟାରେ କରୋନା ସଂକ୍ରମଣରେ ୫ ଜଣଙ୍କ ମୃତ୍ୟୁ

ନୂଆଦିଲ୍ଲୀ,୭।୪: ଦିନକୁ ଦିନ ବଢୁଛି କରୋନା ସଂକ୍ରମଣ ସଂଖ୍ୟା। ଗତ ୨୪ ଘଣ୍ଟା ମଧ୍ୟରେ ୩୫୪ ନୂଆ ରୋଗୀଙ୍କୁ ଚିହ୍ନଟ କରାଯିବା ପରେ ଏବେ ଦେଶରେ କରୋନା ସଂକ୍ରମଣଙ୍କ ସଂଖ୍ୟା ୪,୪୨୧ରେ ପହଞ୍ଚିଛି। ତେବେ ଗତ ୨୪ ଘଣ୍ଟା ମଧ୍ୟରେ ଆଉ…

କେନ୍ଦ୍ରାପଡ଼ାରେ ପ୍ରଥମ କରୋନା ପଜିଟିଭ୍‌ ଚିହ୍ନଟ; ହୋମ୍‌ କ୍ୱାରାଣ୍ଟାଇନ୍‌ରେ ରହିଲେ ପରିବାର, ସଂସ୍ପର୍ଶରେ ଆସିଥିବା ବ୍ୟକ୍ତି, ଆଳିର ୧୧ ଗାଁ ସିଲ୍‌

କେନ୍ଦ୍ରାପଡ଼ା ଅଫିସ, ୭ା୪: କେନ୍ଦ୍ରାପଡ଼ା ଜିଲାରେ ପ୍ରଥମ କରୋନା ପଜିଟିଭ ବ୍ୟକ୍ତି ସୋମବାର ଚିହ୍ନଟ ହୋଇଛନ୍ତି। ଆଳି ଅଞ୍ଚଳର ଏହି ଚିହ୍ନଟ ବ୍ୟକ୍ତିଙ୍କୁ ଜିଲା ପ୍ରଶାସନ ସହାୟତାରେ କୋଭିଡ ହସ୍ପିଟାଲକୁ ଚିକିତ୍ସା ପାଇଁ ପଠାଯାଇଛି। ସୋମବାର ରାତିରୁ ଆଳିର ଉକ୍ତ ଗ୍ରାମକୁ…

ତେଲଙ୍ଗାନାରେ ପୁଣି ୧୪ ଦିନ ବଢ଼ିବ ଲକ୍‌ଡାଉନ୍‌

ହାଇଦ୍ରାବାଦ,୭।୪: ଭାରତରେ ଲକ୍‌ଡାଉନ୍‌ ଏପ୍ରିଲ ୧୪ ତାରିଖ ପର୍ଯ୍ୟନ୍ତ ଲାଗୁ କରାଯାଇଥିବା ବେଳେ ପରିସ୍ଥିତିକୁ ଦେଖି ପରବର୍ତ୍ତୀ ପଦକ୍ଷେପ ଗ୍ରହଣ କରାଯିବାର ସମ୍ଭାବନା ରହିଛି। ହେଲେ ତେଲଙ୍ଗାନାରେ ଲକ୍‌ଡାଉନ୍‌ ଏପ୍ରିଲ ୧୪ ପରେ ପୁଣି ୨ ସପ୍ତାହ ବୃଦ୍ଧି କରାଯିବ ବୋଲି…

ଲକ୍‌ଡାଉନ୍‌ ହଟିବାକୁ ଲାଗିପାରେ ସମୟ

ନୂଆଦିଲ୍ଲୀ,୭ା୪: ସାରା ଦେଶରେ କରୋନା ଭୂତାଣୁ କାୟା ମେଲିଚାଲିଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ସୂତ୍ରରୁ ମିଳିଥିବା ତଥ୍ୟ ଅନୁଯାୟୀ ଏହି ଭୂତାଣୁ ଦ୍ୱାରା ସୋମବାର ରାତି ୧୧ଟା ସୁଦ୍ଧା ୪୨୮୧ ଜଣ ସଂକ୍ରମିତ ହୋଇଥିବାବେଳେ ୧୧୧ଜଣଙ୍କ ମୃତ୍ୟୁ ଘଟିଛି। କିନ୍ତୁ ବେସରକାରୀ ସୂତ୍ରରୁ…

ଗୁଗଲ ଦେଖାଉଛି ଆଶ୍ରୟସ୍ଥଳ

ନୂଆଦିଲ୍ଲୀ, ୭ା୪: କୋଭିଡ୍‌-୧୯ ସଂକ୍ରମଣକୁ ରୋକିବା ପାଇଁ ଦେଶବ୍ୟାପୀ ଲକ୍‌ଡାଉନ୍‌ ଘୋଷଣା କରାଯାଇଥିବାବେଳେ ଦାଦନ ଶ୍ରମିକମାନଙ୍କ ଦୁର୍ଦ୍ଦଶା ବହୁଗୁଣିତ ହୋଇଛି। ଏହି ପରିପ୍ରେକ୍ଷୀରେ ଗୁଗଲ ସେମାନଙ୍କୁ ସାହାଯ୍ୟ କରିବା ଲାଗି ଏକ ଅଭିନବ ପନ୍ଥା ବାହାର କରିଛି। ଭାରତର ୩୦ ସହରରେ…

୨.୯ ନିୟୁତ ଡଲାର ପଠାଇଲେ ଟ୍ରମ୍ପ୍‌

ନୂଆଦିଲ୍ଲୀ,୭ା୪(ଆଇଏଏନ୍‌ଏସ୍‌) : ମହାମାରୀ କରୋନା ବିରୋଧରେ ଭାରତର ଲଢ଼େଇକୁ ଜୋର୍‌ଦାର କରିବା ଲାଗି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ସୋମବାର ୨.୯ ନିୟୁତ ଡଲାର ସହାୟତା ରାଶି ପଠାଇଛନ୍ତି। ଏହାସହ ଆମେରିକାକୁ ହାଇଡ୍ରୋକ୍ସିକ୍ଲୋରୋକୁଇନ୍‌ ବଟିକା ଯୋଗାଣ ପାଇଁ ଅନୁରୋଧ କରିଛନ୍ତି। ନୂଆଦିଲ୍ଲୀସ୍ଥିତ…

କରୋନା ଉପରେ ଲଗାମ ନାହିଁ

ଓ୍ବାଶିଂଟନ/ରୋମ୍‌/ପ୍ୟାରିସ୍‌, ୭ା୪ : କରୋନା ଭାଇରସ୍‌ ବେଲଗାମ୍‌ ସ୍ଥିତିରେ ପହଞ୍ଚିଛି। ବିଶ୍ୱର ୨୦୯ ଦେଶରେ ଏହି ଭୂତାଣୁ ନିଜର ଅଧିକାର ଜାହିର କରିବା ପରେ ପ୍ରାୟ ୧୩ ଲକ୍ଷ ଲୋକଙ୍କୁ କବଳିତ କରିବାରେ ସକ୍ଷମ ହୋଇଛି। ଅଦ୍ୟାବଧି କରୋନା ଭାଇରସ୍‌ ବିଶ୍ୱବ୍ୟାପୀ…

ଲଢ଼ିବାକୁ ହେବ ଲମ୍ବା ଯୁଦ୍ଧ

ନୂଆଦିଲ୍ଲୀ, ୭ା୪(ପି.ଟି.): କରୋନା ଭୂତାଣୁ ମହାମାରୀ ବିରୋଧରେ ଆମକୁ ଏକ ଦୀର୍ଘ ଯୁଦ୍ଧ ଲଢ଼ିବାକୁ ପଡିବ। ଏଥିପାଇଁ କ୍ଳାନ୍ତ ଅନୁଭବ ନ କରିବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶବାସୀଙ୍କୁ ଆହ୍ବାନ ଦେଇଛନ୍ତି। ଭାରତ ଏହି ଲଢ଼େଇରେ ନିଶ୍ଚୟ ଜିତିବ ବୋଲି ସେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri