Home

ଟଙ୍କା ଓ ଚାଉଳ ନେବାକୁ ହଇରାଣ

ରଣପୁର,୬ା୪(ସ୍ବ.ପ୍ର.): କରୋନା ପାଇଁ ସହାୟତା ଅର୍ଥ ପାଇବା ଲାଗି ରାଶନ କାର୍ଡଧାରୀଙ୍କୁ ଡିଲରଙ୍କ ପାଖକୁ ଦୁଇଥର ଦୌଡିବାକୁ ପଡୁଛି। ଥରେ ଟଙ୍କା ପାଇଁ ଓ ପୁଣି ଥରେ ଚାଉଳ ଲାଗି ଯିବାକୁ ପଡୁଛି। ଏଥିପାଇଁ ହିତାଧିକାରୀଙ୍କୁ ଲାଇନ୍‌ରେ ଘଣ୍ଟା ଘଣ୍ଟା ଧରି…

ସାମାଜିକ ଦୂରତ୍ୱ ନ ରଖିଲେ କାର୍ଯ୍ୟାନୁଷ୍ଠାନ: ସିଲ୍‌ ହେବ ବ୍ୟବସାୟ ପ୍ରତିଷ୍ଠାନ

ନୟାଗଡ଼ ଅଫିସ,୬ା୪: ମହାମାରୀ କରୋନା ଭାଇରସ୍‌ ସଂକ୍ରମଣ ଉପରେ ଲଗାମ ଦେବା ଉଦ୍ଦେଶ୍ୟରେ ସରକାର ସାମାଜିକ ଦୂରତା ରକ୍ଷା କରିବାକୁ ନିବେଦନ କରିଛନ୍ତି। ଦୋକାନ ଆଗରେ ଗ୍ରାହକମାନେ ଅନୂ୍ୟନ ୧ମିଟର ଦୂରତା ବଜାୟ ନ ରଖିଲେ କାର୍ଯ୍ୟାନୁଷ୍ଠାନ ହେବ। ଏପରି କି…

ଲକ୍‌ଡାଉନ ନିୟମ ଭାଙ୍ଗି ୪ ଗିରଫ, ଜଣେ ନିଲମ୍ବିତ

କୃଷ୍ଣପ୍ରସାଦ,୬ା୪ (ଡି.ଏନ.ଏ.): କରୋନା ପାଇଁ ସାରା ଦେଶରେ ଲକ୍‌ଡାଉନ ଘୋଷଣା କରାଯାଇଛି। ଏହି ସମୟରେ ସାମାଜିକ ଦୂରତ୍ୱ ରକ୍ଷା ଉପରେ ପ୍ରଶାସନ ଗୁରୁତ୍ୱ ଦେଇଛି। ଏପରିସ୍ଥଳେ ନିୟମ ଭାଙ୍ଗିବା ଅଭିଯୋଗରେ ପୁରୀ ଜିଲା ଚିଲିକା ନୂଆପଡାର ୪ଜଣଙ୍କୁ କୃଷ୍ଣପ୍ରସାଦ ପୋଲିସ ସୋମବାର…

କୋର୍ଟ ଭ୍ୟାନ-ଟ୍ରକ ଧକ୍କା: କଏଦୀ, ୪ ପୋଲିସ କର୍ମଚାରୀ, ଚାଳକ ଗୁରୁତର

ରସୁଲପୁର,୬।୪(ଡିଏନଏ): କରୋନା କଟକଣା ପାଇଁ ଚାରିଆଡ ଶୂନଶାନ ରହିଛି। ଏହାସତ୍ତ୍ୱେ ଜଣେ ପୋଲିସ କର୍ମଚାରୀଙ୍କ ବେପରୁଆ ଗାଡ଼ି ଚାଳନା ଓ ରାସ୍ତା ନିୟମ ଉଲ୍ଲଂଘନ ଯୋଗୁ ରସୁଲପୁର ବ୍ଲକ ୧୬ନଂ ଜାତୀୟ ରାଜପଥର ବାରବାଟୀ ନିକଟସ୍ଥ ବ୍ରାହ୍ମଣୀ ନଦୀ ପୋଲ ନିକଟରେ…

ସୋସିଆଲ ମିଡିଆରେ ଉତ୍ତେଜନାମୂଳକ ପୋଷ୍ଟ କରି ଯୁବକ ଗିରଫ

ଚଣ୍ଡିଖୋଲ,୬।୪(ଡି.ଏନ.ଏ): ସୋସିଆଲ ମିଡିଆରେ ବିଭିନ୍ନ ଉତ୍ତେଜନା ସୃଷ୍ଟିକାରୀ ମନ୍ତବ୍ୟ ଦେବା ସହ ବିଭିନ୍ନ ଜାତିଧର୍ମ ସମ୍ପର୍କିତ ଲେଖା ପୋଷ୍ଟ କରି ବାଲିଚନ୍ଦ୍ରପୁର ପଞ୍ଚାୟତର ପୂର୍ଣ୍ଣ ମିଶ୍ର ନାମକ ଜଣେ ଯୁବକ ଗିରଫ ହୋଇଛନ୍ତି। ବାଲିଚନ୍ଦ୍ରପୁର ପୋଲିସ ରବିବାର ସମ୍ପୃକ୍ତ ଯୁବକଙ୍କୁ କୋର୍ଟ…

ସଂକ୍ରମଣ ଭୟରେ କ୍ରୋମାଇଟ ପରିବହନ ବନ୍ଦ ଦାବି

କାଳିଆପାଣି,୬।୪(ଡିଏନଏ): ଓଡ଼ିଶାରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ି ଚାଲିଥିବାରୁ ଲୋକେ ଅଧିକ ଭୟଭୀତ ହୋଇପଡ଼ିଛନ୍ତି। ଯାଜପୁର ଜିଲା କାଳିଆପାଣି ଖଣି ଅଞ୍ଚଳରେ ବାହାର ରାଜ୍ୟକୁ କ୍ରୋମାଇଟ ପରିବହନ ହେଉଥିବାରୁ ଅଞ୍ଚଳରେ ସଂକ୍ରମଣ ଆଶଙ୍କା କରି ସ୍ଥାନୀୟ ଗ୍ରାମବାସୀ କ୍ରୋମାଇଟ ପରିବହନକୁ ସୋମବାର…

୨୦୨୧ ଅଲିମ୍ପିକ୍ସ ପାଇଁ ପ୍ରସ୍ତୁତ ହେଉଛି: ସୁଶୀଲ କୁମାର

ନୂଆଦିଲ୍ଲୀ, ୬।୪(ପି.ଟି.): ‘ମୋ ଖେଳ ଶେଷ ହୋଇଗଲା ବୋଲି ଲୋକେ ଭାବୁଛନ୍ତି। ମୋ ସଫଳତାକୁ ଲୋକ ମଧ୍ୟ ସେତେଟା ଗୁରୁତ୍ୱ ଦେଇ ନ ଥାନ୍ତି। ତେବେ ଏହା ମୋତେ ଆଦୌ ପ୍ରଭାବିତ କରିନାହିଁ ’ ବୋଲି ଦୁଇଥର ଅଲିମ୍ପିକ୍ସ ପଦକ ହାସଲ…

କୋଭିଡ୍‌-୧୯: ଗୋପୀଚାନ୍ଦ ଦେଲେ ୨୬ ଲକ୍ଷ ଟଙ୍କା

ନୂଆଦିଲ୍ଲୀ,୬।୪: ଭାରତୀୟ ଜାତୀୟ ବ୍ୟାଡମିଣ୍ଟନ କୋଚ୍‌ ପୁଲେଲା ଗୋପୀଚାନ୍ଦ ଏବେ କରୋନ ଭାଇରସ ଲଢ଼େଇରେ ସାମିଲ ହୋଇଛନ୍ତି। କ୍ରୀଡ଼ାଜଗତର ସଦ୍ୟତମ ବ୍ୟକ୍ତିତ୍ୱ ଭାବେ ସେ ଏଥିରେ ସାମିଲ ହୋଇଛନ୍ତି। ପୂର୍ବତନ ଅଲ ଇଂଲଣ୍ଡ ଚାମ୍ପିୟନ ଗୋପୀଚାନ୍ଦ ୨୬ ଲକ୍ଷ ଟଙ୍କା ଦାନ…

କୋଭିଡ୍‌-୧୯: ଆଡଭାଣୀଙ୍କ ୫ ଲକ୍ଷ ଟଙ୍କା ସହାୟତା

ଓ୍ବାଶିଂଟନ, ୬।୪ (ଏପି): ଭାରତୀୟ ପେସାଦାର ବିଲିୟାଡର୍‌ସ ଖେଳାଳି ପଙ୍କଜ ଆଡଭାନୀ କୋଭିଡ୍‌-୧୯ ମୁକାବିଲା ପାଇଁ ୫ ଲକ୍ଷ ଟଙ୍କା ଦାନ କରିଛନ୍ତି। କରୋନ ଭାଇରସ୍‌ ମହାମାରୀର ରୂପ ନେଇ ସାରିଥିବା ବେଳେ ଭାରତ ଓ ସାରା ବିଶ୍ୱରେ ଏହାକୁ ରୋକିବା…

କଟକଣା ସତ୍ତ୍ୱେ ଜମୁଛି ତାସ, କ୍ରିକେଟ ଖେଳ

ରସୁଲପୁର,୬।୪(ଡିଏନଏ): ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ସୋମବାର ସୁଦ୍ଧା ରାଜ୍ୟରେ ସମୁଦାୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୯ ଥିବାବେଳେ ସେମାନଙ୍କ ମଧ୍ୟରୁ ଜଣେ ଯାଜପୁର ଜିଲା ରସୁଲପୁର ବ୍ଲକ ବ୍ରହ୍ମବରଦା ଅଞ୍ଚଳର ବୋଲି ଜଣାପଡ଼ିବା…

ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିକୁ ୧୪ ସରପଞ୍ଚ ଦେଲେ ୩ ମାସର ଭତ୍ତା

ସୋନପୁର,୬।୪(ନି.ପ୍ର.): କରୋନା ଭୂତାଣୁ ସଂକ୍ରମଣ ପ୍ରତିରୋଧ ପାଇଁ ସୋନପୁର ବ୍ଳକର ସମସ୍ତ ୧୪ପଞ୍ଚାୟତର ସରପଞ୍ଚ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ସେମାନଙ୍କ ୩ ମାସର ଭତ୍ତା/ଦରମା ବାବଦ ୭୮ହଜାର ୯୬୦ଟଙ୍କା ପ୍ରଦାନ କରିଛନ୍ତି। ବିଶିମୁଣ୍ଡା ସରପଞ୍ଚ ମଧୁସୂଦନ ଓତା ସୁବର୍ଣ୍ଣପୁର ପିଡି ଡିଆରଡିଏ…

ଗ୍ରାମାଞ୍ଚଳରେ ଲୋକେ ମାନୁନାହାନ୍ତି ଲକଡାଉନ୍‌ ନିୟମ

ଭବାନୀପାଟଣା,୬।୪(ସ୍ବ.ପ୍ର): କରୋନା ଭୂତାଣୁ ନିୟନ୍ତ୍ରଣ ପାଇଁ ସରକାର ଲକ୍‌ଡାଉନ ନିୟମ କଡାକଡି କରିଛନ୍ତି। ତେବେ ଏବେବି କଳାହାଣ୍ଡି ଜିଲାର ବିଭିନ୍ନ ଗ୍ରାମାଞ୍ଚଳରେ ଲୋକେ ଲକ୍‌ଡାଉନ ନିୟମ ମାନୁନାହାନ୍ତି। ପୋଲିସ ଆସିଲେ ଗଁ। ରାସ୍ତାର ବିଭିନ୍ନ ଛକ ଜନଶୂନ୍ୟ ହୋଇଯାଇଛି, ଗଲା ପରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri