Home

୩୦ ଲକ୍ଷ ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା

ଓ୍ବାଶିଂଟନ/ରୋମ୍‌/ଲଣ୍ଡନ,୨୮ା୪: ପ୍ରାଣଘାତୀ କରୋନାରେ ୨୧୦ ଦେଶରେ ମୋଟ ୨.୦୮ ଲକ୍ଷରୁ ଅଧିକ ଲୋକ ପ୍ରାଣ ହରାଇଲେଣି। ସଂକ୍ରମିତଙ୍କ ସଂଖ୍ୟା ୩୦ ଲକ୍ଷ ଟପିଥିବା ବେଳେ ଆମେରିକା, ସ୍ପେନ୍‌, ଇଟାଲୀ, ଫ୍ରାନ୍ସ, ଜର୍ମାନୀ ଓ ବ୍ରିଟେନ ସ୍ଥିତି ସଙ୍ଗିନ ହୋଇପଡ଼ିଛି। ଯଦିଓ ସୋମବାର…

ପ୍ରବାସୀ ଶ୍ରମିକଙ୍କୁ ନିଜ ସହରକୁ ଛଡ଼ାଯିବନି

ନୂଆଦିଲ୍ଲୀ,୨୮ା୪: କରୋନା ମହାମାରୀ ଯୋଗୁ ଲୋକମାନେ ଆତଙ୍କରେ ଅଛନ୍ତି। ଲକ୍‌ଡାଉନ୍‌ ଲାଗୁହେବା ପରେ ଅନେକ ଲୋକ କାମଧନ୍ଦା ହରାଇବା ସହ ପେଟକୁ ଦାନା ଯୋଗାଡ଼କରିବା ଓ ପରିବାର ପୋଷିବା କଷ୍ଟକର ହୋଇପଡ଼ିଛି। ପରିସ୍ଥିତିକୁ ଦେଖି ଅନେକ ପ୍ରବାସୀ ନିଜ ସହରକୁ ଫେରିଆସିବା…

ଟ୍ରକ୍‌ ଡ୍ରାଇଭରଙ୍କ ପାଇଁ ୨୨୩ ଢାବା ଖୋଲିବାକୁ ଅନୁମତି

ଭୁବନେଶ୍ୱର, ୨୮।୪(ବ୍ୟୁରୋ): ରାଜ୍ୟରେ କରୋନା ମୁକାବିଲା ସକାଶେ ଲକ୍‌ଡାଉନ ଜାରି ଥିବା ସତ୍ତ୍ୱେ ଜରୁରିକାଳୀନ ସେବାରେ ଏବଂ ମାଲ ପରିବହନରେ ନିୟୋଜିତ ଟ୍ରକ୍‌ଗୁଡିକ ଚଳାଚଳ କରୁଛନ୍ତି। ଏହାସହ ଆମ୍ବୁଲାନ୍ସ ଏବଂ ପାସ୍‌ ସଂଗ୍ରହ କରି ଜରୁରୀ କାର୍ଯ୍ୟରେ ସାମିଲ ଥିବା କେତେକ…

ଭାରତରେ ସରିଆସୁଛି କରୋନା ଆୟୁଷ: ମେ’ ୨୧ ସୁଦ୍ଧା ୯୭% ବିଲୋପ

ନୂଆଦିଲ୍ଲୀ,୨୮ା୪: ମହାମାରୀ କରୋନା(କୋଭିଡ୍‌-୧୯)କୁ ପ୍ରତିହତ କରିବା ପାଇଁ ଭାରତ ସମେତ ବିଶ୍ୱର ଅନେକ ଦେଶରେ ଲାଗୁ ହୋଇଛି ଲକ୍‌ଡାଉନ। ଫଳରେ କୋଟି କୋଟି ଲୋକ ନିଜ ଘରେ ଏକ ମାସରୁ ଊର୍ଦ୍ଧ୍ୱ ସମୟ ହେଲା ଆବଦ୍ଧ ହୋଇ ରହିଛନ୍ତି। ଏବେ ସମସ୍ତଙ୍କ…

ପୋଲିସ କର୍ମଚାରୀଙ୍କୁ ୫୦ ଲକ୍ଷର ସହାୟତା ଘୋଷଣା: ମୁଖ୍ୟମନ୍ତ୍ରୀଙ୍କୁ ଟୁଇଟ୍‌ କରି ଧନ୍ୟବାଦ ଜଣାଇଲେ ଡିଜିପି

କଟକ ଅଫିସ୍‌, ୨୮।୪: କରୋନା ମୁକାବିଲାରେ ନିୟୋଜିତ ହୋଇଥିବା ପୋଲିସ କର୍ମଚାରୀଙ୍କ ମୃତ୍ୟୁ ଘଟିଲେ ତାଙ୍କ ପରିବାର ବର୍ଗଙ୍କୁ ୫୦ ଲକ୍ଷ ଟଙ୍କାର ସହାୟତା ରାଶି ପ୍ରଦାନ କରାଯିବ। ଏନେଇ ସୋମବାର ରାଜ୍ୟ ସରକାରଙ୍କ ତରଫରୁ ଘୋଷଣା କରାଯାଇଛି। ସରକାରଙ୍କ ଏହି…

ଲକ୍‌ଡାଉନ ସହ ଅର୍ଥନୀତିକୁ ଗୁରୁତ୍ୱ

ନୂଆଦିଲ୍ଲୀ,୨୮ା୪(ପି.ଟି.): ଭାରତରେ ଦ୍ୱିତୀୟ ପର୍ଯ୍ୟାୟ ଲକ୍‌ଡାଉନ ସମୟସୀମା ଶେଷ ହେବାକୁ ଆଉ ୬ ଦିନ ବାକି ଥିବାବେଳେ ସୋମବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭିଡିଓ କନ୍‌ଫରେନ୍ସିଂ ଜରିଆରେ ରାଜ୍ୟ ମୁଖ୍ୟମନ୍ତ୍ରୀମାନଙ୍କ ସହ ଆଲୋଚନା କରିଛନ୍ତି। କରୋନା ମହାମାରୀ ବିରୋଧରେ ଲଢ଼େଇ ଜାରି…

ମ୍ୟାନ୍‌ମାର ଆଡ଼େ ମୁହାଁଇବ ଝଡ଼, ଓଡ଼ିଶାକୁ ବିପଦ ନାହିଁ

ଭୁବନେଶ୍ୱର,୨୮।୪(ବ୍ୟୁରୋ): ଆଣ୍ଡାମାନ ନିକୋବର ଦ୍ୱୀପପୁଞ୍ଜ ଓ ଏହାର ଆଖପାଖ ଅଞ୍ଚଳରେ ଆସନ୍ତା ୩୦ ତାରିଖରେ ଏକ ଲଘୁଚାପ ସଷ୍ଟି ହେବାର ସମ୍ଭାବନା ରହିଛି। ଏହା ୪୮ ଘଣ୍ଟା ପରେ ଅବପାତ ରୂପ ନେବ। ପରେ ଏହି ଝଡ ଉତ୍ତର-ଉତ୍ତର -ପଶ୍ଚିମ ଦିଗ…

ଭଦ୍ରକରେ ୩ ପଞ୍ଚାୟତ କଣ୍ଟେନମେଣ୍ଟ ଜୋନ ଘୋଷଣା

ଭଦ୍ରକ ଅଫିସ,୨୮।୪: ଭଦ୍ରକ ଜିଲାରେ ମଙ୍ଗଳବାର ଆଉ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ମୋଟ ଆକ୍ରାନ୍ତ ସଂଖ୍ୟା ୧୯ରେ ପହଞ୍ଚିଛି। ମଙ୍ଗଳବାର ଚିହ୍ନଟ ହୋଇଥିବା ସମସ୍ତ ଆକ୍ରାନ୍ତ କଲିକତା ଫେରନ୍ତା ବୋଲି କୁହାଯାଉଛି। ଆକ୍ରାନ୍ତଙ୍କ ମଧ୍ୟରୁ ୨ଜଣ ବାସୁଦେବପୁର…

ବସ୍‌ରେ ପ୍ରବାସୀ ଓଡ଼ିଆଙ୍କୁ ଫେରାଇ ଆଣିବା ଚିନ୍ତା

ଭୁବନେଶ୍ୱର, ୨୮।୪(ବ୍ୟୁରୋ): ରାଜ୍ୟ ବାହାରେ ଫସି ରହିଥିବା ଓଡ଼ିଆଙ୍କୁ ଓଡ଼ିଶା ଫେରାଇ ଆଣିବା ବର୍ତ୍ତମାନ ସରକାରଙ୍କ ପାଇଁ ବଡ଼ ଚ୍ୟାଲେଞ୍ଜ ହାଇଛି। ରାଜ୍ୟକୁ ୫ଲକ୍ଷରୁ ଅଧିକ ପ୍ରବାସୀ ଓଡ଼ିଆ ଶ୍ରମିକ ଫେରିବେ। ଏମାନଙ୍କୁ ଫେରାଇ ଆଣିବା ପାଇଁ ସରକାର ବିଭିନ୍ନ ବ୍ୟବସ୍ଥା…

ଗାଁ ଫେରିବାକୁ ବଢ଼ିଲା ଉତ୍କଣ୍ଠା: ୪୮ ଘଣ୍ଟାରେ ପଞ୍ଜୀକରଣ କଲେ ୪.୮୬ ଲକ୍ଷ

ଭୁବନେଶ୍ୱର, ୨୮।୪(ବ୍ୟୁରୋ): ଲକ୍‌ଡାଉନ୍‌ ଯୋଗୁ ଓଡ଼ିଶା ବାହାରେ ଲକ୍ଷ ଲକ୍ଷ ଓଡ଼ିଆ ଫସି ରହି ହଇରାଣ ହେଉଛନ୍ତି। ତେବେ ସେମାନଙ୍କୁ ଓଡ଼ିଶା ଫେରାଇ ଆଣିବାକୁ ରାଜ୍ୟ ସରକାର ଘୋଷଣା କରିବା ସହ ଏଥିପାଇଁ ପଞ୍ଜୀକରଣ ବ୍ୟବସ୍ଥା କରିଛନ୍ତି। ଏଥିପାଇଁ ଗାଁ ଫେରିବାକୁ…

ମାତିଲେ ନକଲି ପୋଲିସ: ବର୍ଦ୍ଦି ପିନ୍ଧି ଲୁଟିଲେ ସ୍କୁଟି

ଭୁବନେଶ୍ୱର,୨୮।୪(ବ୍ୟୁରୋ): ରାଜଧାନୀରେ ମାତିଛନ୍ତି ନକଲି ପୋଲିସ। ଆପଣେଇଛନ୍ତି ନୂଆ ଫର୍ମୁଲା। ଆଇପିଏସ୍‌ ଅଫିସର ଏବଂ ଇନ୍ସପେକ୍ଟର ପରିଚୟ ଦେଇ ଗିରଫ ହୋଇଥିବା ଘଟଣାଭଳି ଅନୁରୂପ ଘଟଣା ଶହୀଦନଗର ଥାନା ଅଞ୍ଚଳରେ ଘଟିଛିି। ଲକ୍‌ଡାଉନ୍‌ ନିୟମ ଉଲ୍ଲଂଘନ କରିଥିବାରୁ ଜବତ ଆଳରେ ସ୍କୁଟି…

ହସିବ ଓଡ଼ିଶା…ଫେରିବ ଖୁସିର ଦିନ

ଭୁବନେଶ୍ୱର,୨୮।୪(ବ୍ୟୁରୋ): ବାତ୍ୟା ହେଉ କି ବନ୍ୟା। ଦୃଢତାର ସହ ମୁକାବିଲା କରିବାରେ କେବେ ପଛଘୁଞ୍ଚା ଦେଇନି ଓଡ଼ିଶା। ଯେତେ ପ୍ରାକୃତିକ ବିପର୍ଯ୍ୟୟ ଆସିଲେ ବି ଭାଙ୍ଗିପଡ଼ିନାହାନ୍ତି ଓଡ଼ିଶାବାସୀ। ପ୍ରତିଥର ଅଣ୍ଟାସଳଖି ଛିଡ଼ାହୋଇଛନ୍ତି। ପୂର୍ବଗୌରବ ଫେରିବା ସହ ନୂଆ ସକାଳ ଆସିଛି, ଆଉ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?