ଘନେଇଲା କମଲନାଥଙ୍କ ସଙ୍କଟ
ଭୋପାଳ, ୬ା୩(ପି.ଟି.): ମଧ୍ୟପ୍ରଦେଶର କମଲନାଥ ସରକାରଙ୍କ ସଙ୍କଟ ଘନେଇବାରେ ଲାଗିଛି। ଗୁରୁବାର କଂଗ୍ରେସ ବିଧାୟକ ହରଦୀପ ସିଂ ଡଙ୍ଗ୍ ନିଜର ଇସ୍ତଫାପତ୍ର ବାଚସ୍ପତି ଏନ୍.ପି. ପ୍ରଜାପତିଙ୍କ ନିକଟକୁ ପଠାଇଛନ୍ତି। ଦ୍ୱିତୀୟ ଥର ସେ କଂଗ୍ରେସ ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ ବି…
ବିଳମ୍ବ ବ୍ୟୟ ବୃଦ୍ଧି
ଅବିଭକ୍ତ ଗଞ୍ଜାମ (ଗଜପତି ସହ) ଜିଲାର ପ୍ରାୟ ୭୦% ଜନସାଧାରଣ କେବଳ କୃଷି କାର୍ଯ୍ୟ ଉପରେ ନିର୍ଭର କରନ୍ତି। ତେବେ ଚାଷ ପାଇଁ ସେଚ ବ୍ୟବସ୍ଥାର ପର୍ଯ୍ୟାପ୍ତ ସୁବିଧା ନ ଥିବାରୁ ସେମାନେ ଚିନ୍ତାରେ ଅଛନ୍ତି। ଜଳସେଚନର ଉନ୍ନତୀକରଣ ପାଇଁ ସରକାର…
ଭାରତରେ ପ୍ରବେଶ ପାଇଁ ଆବଶ୍ୟକ ସ୍ବାସ୍ଥ୍ୟ ପ୍ରମାଣପତ୍ର
ନୂଆଦିଲ୍ଲୀ,୬ା୩(ପି.ଟି.): ଭାରତ ସରକାର ଭିଜା ଉପରେ ଅତିରିକ୍ତ କଟକଣା ଜାରି କରିଛନ୍ତି। କରୋନା ସଂକ୍ରମିତ ଇଟାଲୀ ଏବଂ ଦକ୍ଷିଣ କୋରିଆରୁ ଆସିଥିବା କିମ୍ବା ସେଠାକୁ ଯାଇଥିବା ବ୍ୟକ୍ତି ଭାରତରେ ପ୍ରବେଶ କରିବାକୁ ହେଲେ ସେମାନଙ୍କୁ କରୋନା ନେଗେଟିଭ୍ ପ୍ରମାଣପତ୍ର ଦେଖାଇବାକୁ ହେବ।…
ଓଡ଼ିଶାରେ ହେଉ କରୋନା ପରୀକ୍ଷା କେନ୍ଦ୍ର
ନୂଆଦିଲ୍ଲୀ,୬ା୩: ପାର୍ଲାମେଣ୍ଟରେ ଗୁରୁବାର କରୋନା ସମ୍ପର୍କିତ ଆଲୋଚନା ବେଳେ ଓଡ଼ିଶା ଓ ଦେଶର ଅନ୍ୟ ଭାଗରେ ତୁରନ୍ତ ପରୀକ୍ଷା କେନ୍ଦ୍ର ଖୋଲିବା ଲାଗି ବିଜେଡି ଏମ୍ପି ଦାବି କରିଥିଲେ। ଏଥିସହିତ ଭୁବନେଶ୍ୱର ବିମାନବନ୍ଦରରେ ଏକ ଯାଞ୍ଚ ଓ କ୍ୱାରାଣ୍ଟାଇନ କେନ୍ଦ୍ର ଖୋଲିବା…
ଆଜିଠାରୁ ଜାତୀୟ ମହିଳା ଓ୍ବେଲ୍ଡିଂ ଲିଗ୍
ଭୁବନେଶ୍ୱର,୬।୩(ବ୍ୟୁରୋ): ସି.ଭି. ରମଣ ଗ୍ଲୋବାଲ ୟୁନିଭର୍ସିଟି ଓ ଫ୍ରୋନିଅସ୍ ଇଣ୍ଡିଆ ପ୍ରାଇଭେଟ୍ ଲିମିଟେଡ୍ର ମିଳିତ ଆନୁକୂଲ୍ୟରେ ‘ନ୍ୟାଶନାଲ ଓ୍ବେଲ୍ଡିଂ ଲିଗ୍ ଅଫ୍ ଓ୍ବିମେନ୍ ଷ୍ଟୁଡେଣ୍ଟସ’ ବା ଜାତୀୟ ମହିଳା ଓ୍ବେଲ୍ଡିଂ ଲିଗ୍ର ଦ୍ୱିତୀୟ ସଂସ୍କରଣ ଭୁବନେଶ୍ୱରରେ ଅନୁଷ୍ଠିତ ହେବ। ଏହି ୩ଦିନିଆ…
ମୁକାବିଲା ପାଇଁ ନିଆଯାଉଛି ପଦକ୍ଷେପ
ନୂଆଦିଲ୍ଲୀ,୬ା୩(ପି.ଟି.): ଦେଶରେ କରୋନା ସଂକ୍ରମଣ ରୋକିବା ଲାଗି ସବୁ ପଦକ୍ଷେପ ନିଆଯାଉଛି। ଅଦ୍ୟାବଧି ୨୮,୫୨୯ ଜଣଙ୍କୁ ପର୍ଯ୍ୟବେକ୍ଷଣରେ ରଖାଯାଇଛି ବୋଲି ସ୍ବାସ୍ଥ୍ୟମନ୍ତ୍ରୀ ହର୍ଷବର୍ଦ୍ଧନ ଗୁରୁବାର ପାର୍ଲାମେଣ୍ଟର ଉଭୟ ଗୃହରେ କହିଛନ୍ତି। ବୁଧବାର ସୁଦ୍ଧା ଦେଶରେ ୨୯ କରୋନା ସଂକ୍ରମିତ ଚିହ୍ନଟ ହୋଇଥିଲେ।…
ଶନିବାର ହାଇକୋର୍ଟରେ ବସିବ ସ୍ବତନ୍ତ୍ର ବେଞ୍ଚ
କଟକ ଅଫିସ,୬।୩: ଓଡ଼ିଶା ପୋଲିସ ଆନୁକୂଲ୍ୟରେ ‘ପୋଲିସରେ ମହିଳା’ ଶୀର୍ଷକ ଦିନିକିଆ ସମ୍ମିଳନୀ ଶୁକ୍ରବାର ଓଏସ୍ଏପି ଷଷ୍ଠ ବାଟାଲିୟନଠାରେ ଅନୁଷ୍ଠିତ ହେବ। ମହିଳା ପୋଲିସ ଅଧିକାରୀ ଓ କର୍ମଚାରୀ କର୍ମକ୍ଷେତ୍ରରେ ସମ୍ମୁଖୀନ ହେଉଥିବା ବିଭିନ୍ନ ଲିଙ୍ଗଗତ ସମସ୍ୟା ଓ ତା’ର ସମାଧାନ…
ଆଜି ମହିଳା ପୋଲିସ ସମ୍ମିଳନୀ
କଟକ ଅଫିସ,୬।୩: ଓଡ଼ିଶା ପୋଲିସ ଆନୁକୂଲ୍ୟରେ ‘ପୋଲିସରେ ମହିଳା’ ଶୀର୍ଷକ ଦିନିକିଆ ସମ୍ମିଳନୀ ଶୁକ୍ରବାର ଓଏସ୍ଏପି ଷଷ୍ଠ ବାଟାଲିୟନଠାରେ ଅନୁଷ୍ଠିତ ହେବ। ମହିଳା ପୋଲିସ ଅଧିକାରୀ ଓ କର୍ମଚାରୀ କର୍ମକ୍ଷେତ୍ରରେ ସମ୍ମୁଖୀନ ହେଉଥିବା ବିଭିନ୍ନ ଲିଙ୍ଗଗତ ସମସ୍ୟା ଓ ତା’ର ସମାଧାନ…
ଶ୍ରୀଲିଙ୍ଗରାଜଙ୍କ ରୁକୁଣା ରଥଯାତ୍ରା: ରଥଖଳାରେ ରଥକାଠ ଅନୁକୂଳ ସମ୍ପନ୍ନ
ପୁରୁଣା ଭୁବନେଶ୍ୱର,୬।୩ (ଡି.ଏନ.ଏ.): ଶ୍ରୀଲିଙ୍ଗରାଜଙ୍କ ରୁକୁଣା ରଥଯାତ୍ରା ପାଇଁ ଗୁରୁବାର ମନ୍ଦିର ସନ୍ନିକଟ ରଥଖଳାରେ ରଥକାଠ ଅନୁକୂଳ ରୀତିନୀତି ଅନୁସାରେ ସମ୍ପନ୍ନ ହୋଇଛି। ପ୍ରାତଃରୁ ଶ୍ରୀଜୀଉଙ୍କ ଦୈନନ୍ଦିନ ନୀତି ଆଳତି, ଅବକାଶ, ସର୍ବସାଧାରଣ ଦର୍ଶନ, ପରେ ମାଘ ସ୍ନାନ, ବେଶ, ସୂର୍ଯ୍ୟପୂଜା,…
କରୋନାକୁ ନେଇ ଗୁଜବ: ୭ ତୁଳସୀପତ୍ର ଖାଇବାକୁ ପ୍ରଚାର
ପୁରୀ ଅଫିସ,୬।୩: କରୋନାକୁ ନେଇ ଆରମ୍ଭ ହୋଇଯାଇଛି ବିଭିନ୍ନ ପ୍ରକାର ଗୁଜବ। ଏହି ପ୍ରାଣଘାତୀ ଭାଇରସ୍ କବଳରୁ କିପରି ରକ୍ଷା ପାଇହେବ ସେଥିଲାଗି ସୋସିଆଲ ମିଡିଆରେ ନାନା ପ୍ରକାର ପୋଷ୍ଟ କରାଯାଉଛି। ତେବେ ଗୁରୁବାର ଉପକୂଳବର୍ତ୍ତୀ ଜିଲାଗୁଡ଼ିକରେ ଏକ ଗୁଜବ ପ୍ରଚାରିତ…
ଯୁବତୀଙ୍କୁ ପୁରୁଷ ପିସିଆର କର୍ମଚାରୀ ଉଠାଇବାରୁ ଉତ୍ତେଜନା
ଭୁବନେଶ୍ୱର,୬।୩(ବ୍ୟୁରୋ): ନୟାପଲ୍ଲୀ ଥାନା ଜୟଦେହ ବିହାର ଛକ ନିକଟରେ ଗୁରୁବାର ଜଣେ ଯୁବତୀ ରାସ୍ତାରେ ଗଡୁଥିବା ଦେଖିବାକୁ ମିଳିଥିଲା। ଫଳରେ ଏକାଧିକ ଲୋକ ଏକତ୍ରିତ ହୋଇଯିବାରୁ ଟ୍ରାଫିକ ସମସ୍ୟା ଦେଖାଦେଇଥିଲା। ଖବରପାଇ ନୟାପଲ୍ଲୀ ଥାନା ପିସିଆର ଭ୍ୟାନ୍ ପହଞ୍ଚି ତାଙ୍କୁ ଉଦ୍ଧାର…
ପାର୍କିଂକୁ ନେଇ ଯୁବକଙ୍କୁ ଆକ୍ରମଣ, ଜଣେ ଗରିଫ
ଭୁବନେଶ୍ୱର,୬।୩(ବ୍ୟୁରୋ): ଗାଡି ପାର୍କିଂକୁ ନେଇ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ ଘଟଣାରେ ନୂଆପଲ୍ଲୀ ଥାନା ପୋଲିସ ଜଣେ ବାଇକ୍ ଚାଳକଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ହେଲେ ନୟାଗଡ ଜିଲାର ରାଜେନ୍ଦ୍ର ନାୟକ(୩୦)। ସେ ସାଲିଆସାହି ଏକାମ୍ରବିହାରରେ ରୁହନ୍ତି। ରାଜେନ୍ଦ୍ରଙ୍କୁ ଗୁରୁବାର କୋର୍ଟ…
Archives


