ନିଜାମୁଦ୍ଦିନରୁ ଫେରିଛନ୍ତି ଷଷ୍ଠ କରୋନା ଆକ୍ରାନ୍ତ
ଭୁବନେଶ୍ୱର,୩।୪(ବ୍ୟୁରୋ):ରାଜ୍ୟରେ ଶୁକ୍ରବାର ଷଷ୍ଠ କରୋନା ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ଆକ୍ରାନ୍ତଙ୍କ ଘର କଟକ ବୋଲି ଜଣାପଡିଛି। ସେ ଦିଲ୍ଲୀ ନିଜାମୁଦ୍ଦିନରୁ ଫେରିଥିବା କୋଭିଡ୍-୧୯ର ମୁଖ୍ୟ ମୁଖପାତ୍ର ସୁବ୍ରତୋ ବାଗ୍ଚି ସୂଚନା ଦେଇଛନ୍ତି।
୨ କର୍କଟ ପୀଡ଼ିତଙ୍କୁ ସହଯୋଗ
ବରଗଡ଼ ଅଫିସ୍,୩।୪-ବରଗଡ଼ ଜିଲା ବରପାଲି ବ୍ଲକ ଅନ୍ତର୍ଗତ ବୁରୋମୁଣ୍ଡା ଏବଂ ଗାଇସିଲେଟ ଅଞ୍ଚଳର ୨ଜଣ କର୍କଟ ପୀଡ଼ିତଙ୍କୁ ସ୍ଥାନୀୟ ଜର୍ଜ ହାଇସ୍କୁଲର ୧୯୯୧ ବ୍ୟାଚ୍ ଛାତ୍ରୀଛାତ୍ର ସହଯୋଗର ହାତ ବଢ଼ାଇଛନ୍ତି । ସୂଚନା ଅନୁଯାୟୀ, ବୁରୋମୁଣ୍ଡାର ଚୂଡ଼ାମଣି ପ୍ରଧାନ ଏବଂ ଗାଇସିଲେଟ୍…
ସାମାଜିକ ଦୂରତା ରଖିଲେ ପରିବା ବ୍ୟବସାୟୀ
ବରଗଡ଼ ଅଫିସ୍,୩।୪-କରୋନା ସଂକ୍ରମଣକୁ ପ୍ରତିହତ କରିବା ପାଇଁ ଲକ୍ ଡାଉନ କଟକଣା ଲାଗୁ ହୋଇଛି । ଏଥିରୁ ଅତ୍ୟାବଶ୍ୟକୀୟ ସାମଗ୍ରୀ ଦୃଷ୍ଟିରୁ ପରିବା ବଜାରକୁ ବାଦ୍ ଦିଆଯାଇଛି । ସେହିପରି କରୋନା ମୁକାବିଲା ପାଇଁ ସାମାଜିକଦୂରତ୍ୱ ଅବଲମ୍ବନକୁ ଗୁରୁତ୍ୱ ଦିଆଯାଉଛି ।…
ସହର ବିଶୋଧନ କରିବାକୁ ନିଜେ ଟ୍ରାକ୍ଟର ଚଲାଇଲେ ପରିବହନ ମନ୍ତ୍ରୀ
କ୍ରିଷ୍ଣା,୩।୪: ଆନ୍ଧ୍ରପ୍ରଦେଶର ମଛଲିପଟ୍ଟନମ ଅଞ୍ଚଳକୁ ବିଶୋଧନ କରିବାକୁ ଶୁକ୍ରବାର ଏକ ଟ୍ରାକ୍ଟର ମାଧ୍ୟମରେ ସୋଡିୟମ ହାଇପୋକ୍ଲୋରାଇଡ ସିଞ୍ଚନ କରାଯାଇଥିଲା। ଏହି ସମୟରେ ଯେଉଁ ଟ୍ରାକ୍ଟରରୁ ଏହାକୁ ସିଞ୍ଚନ କରାଯିବାର ବ୍ୟବସ୍ଥା କରାଯାଇଥିଲା ତାକୁ ନିଜେ ଆନ୍ଧ୍ରପ୍ରଦେଶର ପରିବହନ ମନ୍ତ୍ରୀ ପେରନି ଭେଙ୍କଟରାମୟା…
୩ଦିନରେ ପ୍ରାୟ ୪୦୦କି.ମି.ରୁ ଊର୍ଦ୍ଧ୍ୱ ସାଇକେଲ୍ ଚଳାଇ ଗାଁକୁ ପହଞ୍ଚିଲେ ଯୁବକ
ପାଟନା,୩।୪: କରୋନା ଭାଇରସ୍କୁ ବ୍ୟାପିବାରୁ ରୋକିବା ପାଇଁ ସାରା ଦେଶରେ ଲକ୍ଡାଉନ୍ ଜାରି କରାଯାଇଛି। ଏହି ସମୟରେ ସମସ୍ତ ରାଜ୍ୟରେ କାମଧନ୍ଦା ବନ୍ଦ ହୋଇଯିବାରୁ ଶ୍ରମିକ ଓ ଦିନ ମଜୁରିଆଙ୍କ ପାଇଁ ଏକପ୍ରକାର ସମସ୍ୟା ସୃଷ୍ଟି ହୋଇଛି। ଲୋକଙ୍କ ପାଖରେ ପଇସା…
ଲକଡାଉନକୁ ଫୁ, ଗଁାରେ ଏକାଠି ଚାଲିଛି ତାସ୍ ଖେଳ
ନିରାକରାପୁର,୩।୪(ଡି.ଏନ.ଏ.)- କରୋନା ମୁକାବିଲା ଲାଗି ସାରା ଦେଶରେ ଲକ୍ଡାଉନ୍ ଚାଲିଥିବାବେଳେ ନିରାକାରପୁର ଅଞ୍ଚଳରେ କେତେଜଣ ଲୋକ ଏହାକୁ ବେଖାତିର କରୁଥିବାର ଦେଖିବାକୁ ମିଳିଛି। ଲକଡାଉନର ଅର୍ଥ ନ ବୁଝି ଏହି ଅଞ୍ଚଳର ଅନେକ ଗାଁରେ ଗୋଟିଏ ଜାଗାରେ ୧୦/୨୦ଜଣ ଲେଖାଏଁ ବସି…
ଏ’ ଟିମ୍ର ଭାରତଗସ୍ତ ନେଇ ନ୍ୟୁଜିଲାଣ୍ଡ ଆଶାବାଦୀ
ଅକଲାଣ୍ଡ, ୩।୪(ପି.ଟି.)- କୋଭିଡ୍-୧୯ ସାରା ବିଶ୍ୱରେ ଆତଙ୍କ ଖେଳିଥିବା ବେଳେ ନ୍ୟୁଜିଲାଣ୍ଡ କ୍ରିକେଟ (ଏନ୍ଜେଡସି) ଏ’ ଦଳର ଭାରତ ଗସ୍ତ ନେଇ ବେଶ୍ ଆଶାବାଦୀ ଥିବା କହିଛି। ଅଗଷ୍ଟରେ ନ୍ୟୁଜିଲାଣ୍ଡ ଏ’ ଦଳ ଭାରତ ଗସ୍ତରେ ଆସିବ। ଏହି ଗସ୍ତ ନେଇ…
କୋଭିଡ୍-୧୯: ଭାରତ ଫେରନ୍ତା ଦକ୍ଷିଣ ଆଫ୍ରିକା ଖେଳାଳି ନେଗେଟିଭ୍
ଜୋହାନ୍ସବର୍ଗ, ୩।୪(ପି.ଟି.): ଭାରତରୁ ଅଧା ଅଧୁରା ଦିନିକିଆ ଗସ୍ତ ସାରି ସ୍ବଦେଶ ଫେରିଥିବା ସବୁ ଦକ୍ଷିଣ ଆଫ୍ରିକା କ୍ରିକେଟରମାନେ କୋଭିଡ୍-୧୯ ନେଗେଟିଭ ବୋଲି ଜଣାପଡିଛି। ମୋଟ ଉପରେ ସବୁ ଖେଳାଳି କରୋନ ଭାଇରସ ମୁକ୍ତ ବୋଲି ଦଳର ମୁଖ୍ୟ ମେଡିକାଲ ଅଫିସର…
କୋଭିଡ-୧୯: ଗୋଟିଏ ମାସ ପାଇଁ ସିଙ୍ଗାପୁର ଲକ୍ଡାଉନ୍
ସିଙ୍ଗାପୁର,୩।୪: କରୋନା ଭାଇରସ ଏବେ ସାରା ବିଶ୍ୱକୁ ତା’ କବଳକୁ ନେବାକୁ ଲାଗି ପଡିଛି। କରୋନା ଭୟରେ ଏବେ ବିଶ୍ୱ ଯେମିତି ଏକ ପ୍ରକାର ଠପ୍ ହୋଇଯାଇଛି କହିଲେ ଚଳେ। ଏହାକୁ ଦୃଷ୍ଟିରେ ରଖି ଏବେ ସିଙ୍ଗାପୁର ପ୍ରଧାନମନ୍ତ୍ରୀ ଲି ସିଏନ…
ସଟ୍ଡାଉନ୍ ପାଇଁ ସମସ୍ତ ଲକ୍ଡାଉନ୍ ପାସ୍ ରଦ୍ଦ, ବାହାରେ ବୁଲିଲେ ଉଠାଇ ନେବ ପୋଲିସ: ଅଭୟ
ଭୁବନେଶ୍ୱର,୩।୪(ବ୍ୟୁରୋ): କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଥିବାକୁ ଦୃଷ୍ଟିରେ ରଖି ଶୁକ୍ରବାର ରାଜ୍ୟ ସରକାରଙ୍କ ପକ୍ଷରୁ ବଡ଼ ଘୋଷଣା କରାଯାଉଛି। ରାଜଧାନୀ ସହ ଭଦ୍ରକ ଏବଂ କଟକ ସହର ସଟ୍ ଡାଉନ୍ ରହିବ। ପୂର୍ବରୁ ଲକ୍ଡାଉନ୍ ପାଇଁ ଜାରି ହୋଇଥିବା ସମସ୍ତ…
କରୋନା ମୁକାବିଲା: ସହଯୋଗ ପାଇଁ ହାତ ଯୋଡ଼ିଲା ଝାରସୁଗୁଡ଼ା ପୋଲିସ
ଝାରସୁଗୁଡ଼ା ଅଫିସ,୩।୪: କରୋନା ଭୂତାଣୁ ସଂକ୍ରମଣକୁ ରୋକିବା ପାଇଁ ସାରା ରାଜ୍ୟକୁ ଲାକ୍ଡାଉନ କରାଯାଇଥିଲେ ମଧ୍ୟ କିଛି ଲୋକ ଏହାକୁ ଉଲ୍ଲଂଘନ କରୁଛନ୍ତି। କାର୍ଯ୍ୟାନୁଷ୍ଠାନ ନେଲେ ମଧ୍ୟ ଲୋକେ ସୁଧୁରୁ ନାହାନ୍ତି। ତେବେ ଶୁକ୍ରବାର ଝାରସୁଗୁଡା ପୋଲିସ ଲୋକଙ୍କୁ ଅଭିନବ ଉପାୟରେ…
କରୋନା ଭୟରେ ମିଳୁନି ସାଧାରଣ ସ୍ବାସ୍ଥ୍ୟସେବା
ଚୌଦ୍ୱାର,୩ା୪ (ଡି.ଏନ୍.ଏ): କରୋନା ଭୂତାଣୁ ବ୍ୟାପିବା ଆଶଙ୍କାରେ ସାରା ଦେଶରେ ଲକ୍ଡାଉନ ଘୋଷଣା ଥିବାବେଳେ ଚୌଦ୍ୱାରରେ ମଧ୍ୟ ଏହାକୁ କଡ଼ାକଡ଼ି ପାଳନ କରାଯାଇଛି। ସାଧାରଣ ଲୋକ ନିହାତି ଆବଶ୍ୟକତା ନ ଥିଲେ ପଦାକୁ ନ ବାହାରିବାକୁ ନିର୍ଦ୍ଦେଶ ରହିଛି। ଏସବୁ ଭିତରେ…
Archives


