Home

ଅଖିମୁଠି ଅନୁକୂଳ କଲେ ଚାଷୀ

ବରଗଡ଼ ଅଫିସ୍‌,୨୬।୪: ବରଗଡ଼ ଜିଲା କୃଷକ ସଂଗଠନ ସମନ୍ବୟ ସମିତି ପକ୍ଷରୁ ରବିବାର ଅକ୍ଷୟ ତୃତୀୟା ପାଳିତ ହୋଇଛି। ଜିଲାର ଚକରକେନ୍ଦଠାରେ ହୋଇଥିବା ଏହି କାର୍ଯ୍ୟକ୍ରମରେ ସମିତିର ସମ୍ପାଦକ କିଶୋର ଦେବତା ଅଖିମୁଠି ଅନୁକୂଳ କରିଥିଲେ। ବରଗଡ଼ ବିଧାୟକ ଦେବେଶ ଆଚାର୍ଯ୍ୟଙ୍କ…

ବାହାର ରାଜ୍ୟରେ ଗଞ୍ଜାମର ୩ ଲକ୍ଷ ଲୋକ: ୨ ଦିନରେ ୧୯୨୫ ଜଣ କଲେଣି ଅନ୍‌ଲାଇନ୍‌ରେ ପଞ୍ଜୀକରଣ

ଛତ୍ରପୁର,୨୬ା୪(ଡି.ଏନ୍‌.ଏ.) : ଗଞ୍ଜାମ ଜିଲାର ୩ ଲକ୍ଷରୁ ଅଧିକ ଲୋକ ବିଭିନ୍ନ ବାହାର ରାଜ୍ୟରେ ଥିବା ସମ୍ପର୍କରେ ପ୍ରାକ୍‌ ଆକଳନରୁ ଜଣାପଡ଼ିଛି। ଏଥିରୁ ଅଧିକାଂଶ ଲୋକ ଲକ୍‌ଡାଉନ୍‌ ଉଠିବା ପରେ ଗଞ୍ଜାମ ଜିଲାକୁ ଫେରିବାର ସମ୍ଭାବନା ରହିଛି। ଅଙ୍ଗନଓ୍ବାଡ଼ି କର୍ମୀମାନଙ୍କ ପକ୍ଷରୁ…

ଝଡ ବର୍ଷାରେ ବ୍ୟାପକ କ୍ଷୟକ୍ଷତି

ବାମରା, ୨୬।୪ (ଡି.ଏନ.ଏ.): ସମ୍ବଲପୁର ଜିଲା ବାମରା ବ୍ଲକର ବିଭିନ୍ନ ଅଞ୍ଚଳରେ ଶୁକ୍ରବାର ଦିନ ପ୍ରବଳ ଝଡ ବର୍ଷା ହେବା ଫଳରେ ବ୍ୟାପକ କ୍ଷୟକ୍ଷତି ହୋଇଛି। କେତେକ ସ୍ଥାନରେ କୁଆପଥର ମାଡ ହୋଇଛି। ଶୁକ୍ରବାର ଅପରାହ୍ନ ପ୍ରାୟ ୧ଟାରେ ବାମରା ବ୍ଲକ…

ଉତ୍ତରପ୍ରଦେଶ ଫେରନ୍ତା ଦୁଇ ଯୁବକଙ୍କୁ କ୍ୱାରାଣ୍ଟାଇନ୍‌ରେ ରଖିଲା ପ୍ରଶାସନ

ବିଜେପୁର,୨୬ା୪(ଡି.ଏନ୍‌.ଏ.) : କରୋନା ମହାମାରୀରୁ ରକ୍ଷା ପାଇବା ପାଇଁ ସାରା ଦେଶରେ ଦ୍ବିତୀୟ ପର୍ଯ୍ୟାୟ ଲକ୍‌ଡାଉନ୍‌ ଅବ୍ୟାହତ ରହିଛି। ଯାନବାହନ ଚଳାଚଳ ସମ୍ପୂର୍ଣ୍ଣ ବନ୍ଦ ରହିଛି। ହେଲେ କିଛି ଅମାନିଆ ଲକ୍‌ଡାଉନ୍‌ କଟକଣାକୁ ଉଲ୍ଲଂଘନ କରି ସୀମାରେ ରହିଥିବା ସୁରକ୍ଷା କର୍ମୀକୁ…

ଛିଡା ହୋଇଥିବା ଚିପ୍ସ ବୋଝେଇ ହାଇୱାକୁ ପଛରୁ ଧକ୍କା ଦେଲା ଟ୍ରକ୍‌: ଟ୍ରକ୍‌ ହେଲ୍ପର ମୃତ, ଡ୍ରାଇଭର ଗୁରୁତର

ରେଙ୍ଗାଲି, ୨୬।୪ (ଡି.ଏନ.ଏ.)- ସମ୍ବଲପୁର ଜିଲା ରେଙ୍ଗାଲି ଥାନା ଅନ୍ତର୍ଗତ ରମ୍ପେଲା ଗ୍ରାମ ନିକଟରେ ଶୁକ୍ରବାର ବିଳମ୍ବିତ ରାତିରେ ଏକ ଚିପ୍ସ ବୋଝେଇ ହାଇୱା (ଓଡି ୨୩ ବି- ୯୮୯୨)କୁ ଗୋଠିଏ ଟ୍ରକ୍‌ (ଓଡି ୧୭ ଏନ- ୯୦୧୧) ଧକ୍କା ଦେଇଛି।…

ଏମ୍ସରେ ଜଣେ ନର୍ସ କରୋନା ସଂକ୍ରମିତ

ରିଶିକେଶ,୨୬।୪: ଦେଶରେ କାୟା ବିସ୍ତାର କରି ଚାଲିଛି କରୋନା ଭାଇରସ। ଉତ୍ତରାଖଣ୍ଡର ରିଶିକେଶରେ ଥିବା ଅଲ୍‌ ଇଣ୍ଡିଆ ଇନଷ୍ଟିଚ୍ୟୁଟ ଅଫ୍‌ ମେଡିକାଲ ସାଇନସେସ୍‌(ଏମ୍ସ)ରେ ଜଣେ ନର୍ସ କରୋନାରେ ସଂକ୍ରମିତ ହୋଇଥିବା ରବିବାର ହସ୍ପିଟାଲ ପକ୍ଷରୁ ସୂଚନା ଦିଆଯାଇଛି। ଦିଲ୍ଲୀ ଷ୍ଟେଟ କ୍ୟାନସର…

ଲକ୍‌ଡାଉନ୍‌ ଶେଷ ପରେ ପୁରୁଷୋତ୍ତମପୁରକୁ ଫେରିବେ ୧୫,୩୦୦ ଲୋକ: ୧୨୩ କ୍ୱାରାଣ୍ଟାଇନ୍‌ ସେଣ୍ଟର ପ୍ରସ୍ତୁତ: ତଦାରଖ କଲେ ଉପଜିଲାପାଳ

ପୁରୁଷୋତ୍ତମପୁର,୨୬ା୪(ଡି.ଏନ୍‌.ଏ.) : ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଏବଂ ଏନ୍‌ଏସିକୁ ରାଜ୍ୟ ଓ ଜିଲା ବାହାରୁ ଆସିବାକୁ ଥିବା ଲୋକଙ୍କ ଆକଳନକୁ ଲକ୍ଷ୍ୟ ରଖି ପ୍ରଶାସନ ପକ୍ଷରୁ ପ୍ରାୟ ୧୫ ହଜାର ୩ ଶହ ଲୋକଙ୍କ ରହିବା ଲାଗି କ୍ବାରାଣ୍ଟାଇନ୍‌ ସେଣ୍ଟରର…

ଫେରିବେ ୧୪୭୦: କ୍ୱାରାଣ୍ଟାଇନ୍‌ କଡ଼ାକଡ଼ି କରିବାକୁ ଦାବି

ବିଜେପୁର,୨୬ା୪(ଡି.ଏନ୍‌.ଏ.) : କରୋନା ପ୍ରତିହତ ପାଇଁ କରାଯାଇଥିବା ଦ୍ବିତୀୟ ପର୍ଯ୍ୟାୟ ଲକ୍‌ଡାଉନ୍‌ ଖୋଲିବାକୁ ଆଉ ମାତ୍ର ୭ ଦିନ ବାକି ରହିଛି। ଏହା ଖୋଲିବା ମାତ୍ରକେ ରାଜ୍ୟ ବାହାରେ ରହୁଥିବା ଲୋକଙ୍କ ଘରବାହୁଡ଼ା ହେବାର ସମ୍ଭାବନା ରହିଛି। ତେଣୁ ରାପିଡ୍‌ ରେସପନ୍ସ…

କାଳବୈଶାଖୀରେ ବ୍ୟାପକ କ୍ଷୟକ୍ଷତି

କୁଆମରା, ୨୬।୪(ଡି.ଏନ.ଏ.)-ଗ୍ରୀଷ୍ମ ପ୍ରବାହ ସାଙ୍ଗକୁ କାଳ ବୈଶାଖୀ ତାଣ୍ଡବ ରଚିଛି ଗୋପବନ୍ଧୁ ନଗର ବ୍ଲକରେ। ପବନ ସାଙ୍ଗକୁ କୁଆପଥର ମାଡ ଓ ମୂଷଳ ଧାରାରେ ବର୍ଷା ଜନ ଜୀବନ ଅସ୍ତବ୍ୟସ୍ତ କରିପକାଇଛି। ସ୍ବାଭାବିକ ଜୀବନ ଯାତ୍ରା ପ୍ରଭାବିତ ହୋଇ ପଡିଛି। ଘଣ୍ଟା…

ଅଗଣାରେ ଶୋଇଥିଲେ ଯୁବକ: ସାପ କାମୁଡ଼ାରେ ଜୀବନ ଗଲା

ଦେବଗଡ,୨୬ା୪(ଡି.ଏନ.ଏ.):ଦେବଗଡ ଥାନା ଅଧୀନ ଖଜୁରୀବାହାଳ ଗ୍ରାମରେ ଶନିବାର ରାତିରେ ସାପ କାମୁଡାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ଖବର ମୁତାବକ ଖଜୁରୀବାହାଳ ଗ୍ରାମର ସତାରୀ ସାମାଡ(୨୬) ସବୁଦିନ ଭଳି ନିଜ ଘର ଅଗଣାରେ ଶୋଇଥିବା ବେଳେ ସାପ ତାଙ୍କୁ କାମୁଡି ଦେଇଥିଲା।…

‘ଧରିତ୍ରୀ’ରେ ଖବର ପ୍ରକାଶ ପରେ ଘରେ ଘରେ ବହି ବାଣ୍ଟିଲେ ପ୍ରଧାନଶିକ୍ଷୟିତ୍ରୀ

ଓଡ଼ଗାଁ,୨୬ା୪(ସ୍ବ.ପ୍ର.) : କୋଭିଡ୍‌-୧୯ ପାଇଁ ସମସ୍ତ ସ୍କୁଲ ବନ୍ଦ ରହିଥିବା ବେଳେ ପିଲାଙ୍କୁ ସ୍କୁଲ ଆସିବା ବାରଣ ରହିଛ। ଏହି ସମୟରେ ପିଲାଙ୍କୁ ଘର ଘର ବୁଲି ସ୍କୁଲ କର୍ତ୍ତୃପକ୍ଷ ମାଗଣା ପାଠ୍ୟ ପୁସ୍ତକ ପ୍ରଦାନ କରିବାକୁ ସରକାରୀ ନିର୍ଦ୍ଦେଶ ଦେଇଛନ୍ତି।…

ଲକ୍‌ ଡାଉନ୍‌ ନିୟମ ମାନି ରମଜାନ ପାଳନ କରିବାକୁ ନିଷ୍ପତ୍ତି

ଭଟଲି,୨୬ା୪(ଡି.ଏନ.ଏ): ବର୍ତ୍ତମାନ କରୋନା (କୋଭିଡ-୧୯)ପାଇଁ ସମଗ୍ର ଭାରତ ବର୍ଷକୁ କେନ୍ଦ୍ର ସରକାର ଲକ୍‌ଡାଉନ୍‌ ଘୋଷଣା କରିଛନ୍ତି। ଏଥିପାଇଁ ସମଗ୍ର ଦେଶରେ ସାମାଜିକ ଦୂରତ୍ୱ ରକ୍ଷା କରିବା ପାଇଁ ବିଭିନ୍ନ ପ୍ରକାର କଡ଼ା ଆଇନ ପ୍ରଣୟନ ହୋଇଛି। କୌଣସି ଧାର୍ମିକ ଅନୁଷ୍ଠାନ ମଧ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?