Home

ପୋଲିସକର୍ମୀଙ୍କୁ ଆକ୍ରମଣ କଲେ ଆକ୍ରମଣକାରୀଙ୍କ ଉପରେ ଲାଗିବ ଏନ୍‌ଏସ୍‌ଏ: ଯୋଗୀ

ଲକ୍ଷ୍ନୌ,୩।୪: କରୋନା ଭାଇରସ୍‌ ସହ ମୁକାବିଲା ପାଇଁ ଦେଶରେ ଲକ୍‌ଡାଉନ୍‌ ଜାରି କରାଯାଇଛି। ଏହି ସମୟରେ କେତେକ ସ୍ଥାନରେ ପୋଲିସକର୍ମୀ ଓ ସ୍ବାସ୍ଥ୍ୟକର୍ମୀଙ୍କ ଉପରେ ଆକ୍ରମଣ ହେଉଥିବା ଘଟଣା ସାମ୍ନାକୁ ଆସିଛି। ଏହି ଘଟଣା ପରେ ଏବେ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ…

ଅନୁରୋଧ ରଖିଲେ ତେଲେଙ୍ଗାନା ସରକାର

ପର୍ଲା, ୩।୪ (ଡି.ଏନ.ଏ)- କଳାହାଣ୍ଡି ଜିଲାର ୧୯୫ ଜଣ ଦାଦନ ଶ୍ରମିକଙ୍କୁ ତେଲେଙ୍ଗାନା ସରକାର ସହାୟତାର ହାତ ବଢାଇଛନ୍ତି। ଏମାନେ ତେଲେଙ୍ଗାନା ରାଜ୍ୟର ରାଙ୍ଗାରେଡ୍ଡି ଜିଲାର ଗାଚିବାଓଲି ଥାନା ନାନାକରମଗୁଡା ଗ୍ରାମରେ ଲକ ଡାଉନ ଯୋଗୁ ଫସି ରହିଛନ୍ତି। ଏହି ଖବର…

କୋଭିଡ-୧୯: ୭୧ ଲକ୍ଷ ଟଙ୍କା ପାଣ୍ଠି ସଂଗ୍ରହ କଲା ଆଇଓଏ

ନୂଆଦିଲ୍ଲୀ,୩।୪(ପି.ଟି.): କୋଭିଡ-୧୯ ମୁକାବିଲା ପାଇଁ ଭାରତୀୟ ଅଲିମ୍ପିକ ଆସୋସିଏଶନ (ଆଇଓଏ) ୭୧ ଲକ୍ଷ ଟଙ୍କାର ପାଣ୍ଠି ସଂଗ୍ରହ କରିଛି। ସବୁ ରାଜ୍ୟର ଅନୁବନ୍ଧିତ କ୍ରୀଡ଼ା ଆସୋସିଏଶନ ଓ ଜାତୀୟ କ୍ରୀଡ଼ା ଫେଡେରେଶନ (ଏନ୍‌ଏସ୍‌ଏଫ୍‌) ଗୁଡିକର ଅର୍ଥ ଦାନ କରିଛନ୍ତି। ଏହାକୁ ନେଇ…

ରାଜ୍ୟ ସରକାରଙ୍କ ବଡ଼ ଘୋଷଣା: ଆଜି ସନ୍ଧ୍ୟା ୮ଟାରୁ ୪୮ ଘଣ୍ଟା ଯାଏ ଭୁବନେଶ୍ୱର, ଭଦ୍ରକ ସମ୍ପୂର୍ଣ୍ଣ ସଟ୍‌ ଡାଉନ୍‌

ଭୁବନେଶ୍ୱର,୩।୪(ବ୍ୟୁରୋ): କରୋନା ମୁକାବିଲାକୁ ନେଇ ରାଜ୍ୟ ସରକାର ଶୁକ୍ରବାର ବଡ଼ ଘୋଷଣା କରିଛନ୍ତି। ରାଜଧାନୀରେ ୫ମ କରୋନା ରୋଗୀ ସଂକ୍ରମିତ ହେବାର କାରଣ ଜଣାପଡ଼ୁନଥିବାରୁ ଆଗାମୀ ୪୮ଘଣ୍ଟା ପାଇଁ ଭୁବନେଶ୍ୱରକୁ ସଟ୍‌ ଡାଉନ୍‌ କରାଯିବ। ସେହିଭଳି ଭଦ୍ରକରେ ମଧ୍ୟ ଜଣେ କରୋନା…

ତୁଷୁରା ଏନ୍‌ଏସି ସବୁ ଡ୍ରେନ୍‌ରେ ବିଶୋଧକ ସିଞ୍ଚନ କରୁନି

ଗୁଡଭେଲା,୩।୪(ଡି.ଏନ.ଏ.)-ବର୍ତ୍ତମାନର ଭୟଙ୍କର କରୋନା ପରିସ୍ଥିତିର ମୁକାବିଲା କରିବା ପାଇଁ ବଲାଙ୍ଗୀର ଜିଲା ତୁଷୁରା ଏନ୍‌ଏସି ପକ୍ଷରୁ ସହରକୁ ସ୍ବଚ୍ଛ ଓ ସଂକ୍ରମଣ ମୁକ୍ତ ରଖିବାକୁ ସ୍ବଚ୍ଛତା ମିଶନ କାର୍ଯ୍ୟକ୍ରମ ଆରମ୍ଭ ହୋଇଛି। ତୁଷୁରା ସହରର ସମସ୍ତ ଡ୍ରେନ୍‌ରେ ବିଶୋଧକ ସିଞ୍ଚନ କରିବାକୁ…

କରୋନାକୁ ହରାଇବା ପାଇଁ ‘ମେଗାପ୍ଲାନ୍‌’ ଉପରେ ଚର୍ଚ୍ଚା: ପ୍ରତିରକ୍ଷାମନ୍ତ୍ରୀଙ୍କ ଘରେ ବସିଲା ବୈଠକ

ନୂଆଦିଲ୍ଲୀ,୩।୪: ଦେଶରେ ମହାମାରୀ କରୋନା ଭାଇରସ୍‌ର ପ୍ରକୋପ ଜାରି ରହିଛି। ଶୁକ୍ରବାର ମୋଦିଙ୍କ ଭିଡିଓ ବାର୍ତ୍ତା ପରେ ଏହା ବିରୋଧରେ ମୁକାବିଲା ପାଇଁ କେନ୍ଦ୍ରୀୟ ମନ୍ତ୍ରୀମାନଙ୍କର ଏକ ବୈଠକ ଅନୁଷ୍ଠିତ ହୋଇଛି। ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହଙ୍କ ଅଧ୍ୟକ୍ଷତାରେ ତାଙ୍କ ବାସଭବନରେ…

ବେଆଇନ ଇଟାଭାଟି ବନ୍ଦ କଲା ପ୍ରଶାସନ

ରେଢାଖୋଲ,୩।୪(ଡି.ଏନ.ଏ.)-ମହାମାରୀ କରୋନା ଏବେ ସାରା ବିଶ୍ୱରେ ଆତଙ୍କ ସୃଷ୍ଟି କରିଛି। ଏହାର ମୁକାବିଲା ପାଇଁ ଭାରତ ସମେତ ବିଭିନ୍ନ ଦେଶ ଲାଗି ପଡିଛନ୍ତି। ଭାରତରେ ଏହାର ମୁକାବିଲା ଲାଗି କେନ୍ଦ୍ର ସରକାର ସମଗ୍ର ଦେଶକୁ ଲକ୍‌ ଡାଉନ କରିଛନ୍ତି। ଏଭଳି ସମୟରେ…

କୋଭିଡ-୧୯: ସିନିୟର ପିଜିଏ ଚାମ୍ପିୟନଶିପ୍‌ ବାତିଲ

ଲସ୍‌ ଏଞ୍ଜେଲ୍ସ,୩।୪(ପି.ଟି.)- କରୋନା ଭାଇରସ୍‌ ଏବେ ସାରା ବିଶ୍ୱରେ ମହାମାରୀର ରୂପ ନେଇଥିବାରୁ ଆସନ୍ତା ମାସରେ ଆୟୋଜନ ହେବାକୁ ଥିବା ପ୍ରଫେସ୍‌ନାଲ ଗଲ୍ଫର୍ସ ଅସୋସିଏଶନ (ପିଜିଏ) ଚାମ୍ପିୟନ୍‌ଶିପ୍‌ ବାତିଲ ହୋଇଛି। ଏହି ଚାମ୍ପିୟନଶିପ୍‌ ମେ’ ୧୯ରୁ ୨୪ ତାରିଖ ମଧ୍ୟରେ ଆୟୋଜନ…

ଦୀପ ଜଳାଇବା ସମୟରେ ଥାଳି ଭଳିି ଭୁଲ ନ ଦୋହରାଇବାକୁ ପରାମର୍ଶ ଦେଲେ ମୋଦି

ନୂଆଦିଲ୍ଲୀ,୩।୪: ସାରା ଦେଶ ମହାମାରୀ କରୋନା ଭାଇରସ୍‌ ବିରୋଧରେ ଲଢ଼େଇ ଜାରି ରଖିଛି। କରୋନା ଭାଇରସ୍‌କୁ ବ୍ୟାପିବାରୁ ରୋକିବା ପାଇଁ ସାରା ଦେଶରେ ଲକ୍‌ଡାଉନ୍‌ ଜାରି ରହିଛି। ଶୁକ୍ରବାର ଲକ୍‌ଡାଉନ୍‌ର ନବମ ଦିନ ହୋଇଥିବା ବେଳେ ଏହାକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର…

ଲକ୍‌ଡାଉନ୍‌ ମାନୁନାହାନ୍ତି ଲୋକେ, ସାଧାରଣରେ ଅସନ୍ତୋଷ

ଦାରିଙ୍ଗବାଡ଼ି,୩ା୪(ଡି.ଏନ୍‌.ଏ.): କରୋନା ସଂକ୍ରମଣ ପ୍ରତିହତ ପାଇଁ ସରକାର ଲକ୍‌ଡାଉନ୍‌ ଘୋଷଣା କରିଛନ୍ତି। ଏଥିପାଇଁ ବାହାର ରାଜ୍ୟରୁ ଫେରିଥିବା ବ୍ୟକ୍ତିବିଶେଷଙ୍କୁ ନିଜ ଘରେ ସଙ୍ଗରୋଧ ହୋଇ ରହିବାକୁ ପରାମର୍ଶ ଦିଆଯିବା ସହ ବିଭିନ୍ନ ଦୋକାନ, ବ୍ୟାଙ୍କ ପ୍ରତିଷ୍ଠାନ, ସରକାରୀ, ବେସରକାରୀ କାର୍ଯ୍ୟାଳୟରେ ସାମାଜିକ…

କରୋନା ଯୋଗୁ ପନିପରିବା ଚାଷୀ ପ୍ରଭାବିତ, ଋଣ ଛାଡ଼ ଦାବି

ଗଞ୍ଜାମ, ୩।୪(ଡି.ଏନ୍‌.ଏ.): କରୋନା (କୋଭିଡ-୧୯) ସଂକ୍ରମଣକୁ ନେଇ ସାରା ବିଶ୍ୱ ଆତଙ୍କିତ ଅବସ୍ଥାରେ l ଏଥିପାଇଁ ସମସ୍ତ ଦୋକାନ ବଜାର, ହୋଟେଲ ଆଦି ବନ୍ଦ ରହିଛି। ଏହି ସମୟରେ ବିଶେଷ ଭାବେ ପନିପରିବା ଚାଷୀ ପ୍ରଭାବିତ ହେଉଛନ୍ତି। ଚଳିତ ବର୍ଷ ସବୁ…

ନିୟୋଜିତ ହେବେ ଅବସରପ୍ରାପ୍ତ ସେନା କର୍ମଚାରୀ

ନୂଆଦିଲ୍ଲୀ,୩ା୪(ପି.ଟି.): କରୋନା ମହାମାରୀର ମୁକାବିଲା ପାଇଁ ଦେଶବ୍ୟାପୀ ଲକ୍‌ଡାଉନ ହୋଇଥିବାବେଳେ ଆବଶ୍ୟକସ୍ଥଳେ ରାଜ୍ୟ ଓ ଜିଲା ପ୍ରଶାସନକୁ ସହାୟତା କରିବା ଲାଗି ଅବସରପ୍ରାପ୍ତ ସେନା କର୍ମଚାରୀ(ଇଏସ୍‌ଏମ୍‌)ମାନଙ୍କୁ ନିୟୋଜିତ କରାଯିବ। ଗୁରୁବାର ପ୍ରତିରକ୍ଷା ମନ୍ତ୍ରଣାଳୟ ପକ୍ଷରୁ ଏହା ଘୋଷଣା କରାଯାଇଛି। ଅବସରପ୍ରାପ୍ତ ସେନା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri