ଚାପରେ ନ୍ୟାଶନାଲ ରାଇଫଲ ଆସୋସିଏଶନ
ନୂଆଦିଲ୍ଲୀ, ୨ା୪ (ପି.ଟି.)-କୋଭିଡ୍-୧୯ ଯୋଗୁ ନୂଆଦିଲ୍ଲୀରେ ହେବାକୁଥିବା ଶୁଟିଂ ବିଶ୍ୱକପ୍କୁ ବାତିଲ କରିବା ଲାଗି ନ୍ୟାଶନାଲ ରାଇଫଲ ଆସୋସିଏଶନ ଅଫ୍ ଇଣ୍ଡିଆ (ଏନ୍ଆର୍ଏଆଇ) ଉପରେ ଦିନକୁ ଦିନ ଚାପ ବୃଦ୍ଧି ପାଇବାରେ ଲାଗିଛି। କରୋନା ଭାଇରସ୍ ସଂକ୍ରମଣ ଆଶଙ୍କା ପାଇଁ ପୂର୍ବରୁ…
ନିଜାମୁଦ୍ଦିନ ଧର୍ମସଭା ଖୋଳତାଡ଼: ପୁରୀ ଜିଲାର ଯୋଗଦେଇଥିଲେ ୩
ପୁରୀ ଅଫିସ,୨ା୪: କରୋନାକୁ ନେଇ ବିଶ୍ୱ ଥରହର। ଦିନକୁ ଦିନ ଅଧିକ ଉଗ୍ରରୂପ ଧାରଣ କରି ନୂଆ ନୂଆ ଦେଶକୁ ମାଡ଼ୁଛି ଏହି ପ୍ରାଣଘାତୀ ଭୂତାଣୁ । କରୋନା କବଳରୁ ରକ୍ଷା ପାଇବା ବିଶ୍ୱବାସୀ ତ୍ରାହି ତ୍ରାହି ଡାକୁଛନ୍ତି। ଭାରତରେ ବି…
କରୋନା ମୁକାବିଲା ଲାଗି ସଚେତନତା ସୃଷ୍ଟି କରନ୍ତୁ ସ୍ବେଚ୍ଛାସେବୀ : ଜିଲାପାଳ
ବୌଦ୍ଧ, ୨ା୪(ସ୍ବ.ପ୍ର): କରୋନା ମହାମାରୀର ମୁକାବିଲା ପାଇଁ ବୌଦ୍ଧ ଜିଲାର ସ୍ବେଚ୍ଛାସେବୀ ସଂଗଠନମାନଙ୍କ ସହିତ ଜିଲାପାଳ ଆଲୋଚନା କରିଛନ୍ତି। ଗୁରୁବାର ପୂର୍ବାହ୍ନରେ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ବୈଠକରେ ଅଧ୍ୟକ୍ଷତା କରି ଜିଲାପାଳ ଲଲାଟେନ୍ଦୁ ମିଶ୍ର ସାମାଜିକ ଦୂରତା ହିଁ…
ଅସହାୟଙ୍କୁ ଶୁଖିଲା ଖାଦ୍ୟ ବଣ୍ଟନ କଲା ଡାକବିଭାଗ
ଭବାନୀପାଟଣା,୨।୪(ସ୍ବ.ପ୍ର)-କଳାହାଣ୍ଡି ଜିଲା ଡାକ ମଣ୍ଡଳ ପକ୍ଷରୁ ଗୁରୁବାର ଭବାନୀପାଟଣା ବ୍ଲକର ବିଭିନ୍ନ ଗ୍ରାମରେ ଥିବା ୫ଶହ ଅସହାୟ ଗରୀବ ଲୋକଙ୍କୁ ଶୁଖିଲା ଖାଦ୍ୟ ବଣ୍ଟନ କରାଯାଇଛି। ଓଡିଶା ଡାକ ପରିମଣ୍ଡଳର ମହା ଡାକପାଳଙ୍କ ନିର୍ଦ୍ଦେଶକ୍ରମେ ଭବାନୀପାଟଣା ବ୍ଲକର କୁଟ୍ରାଗୁଡା, କୁଟେନପଦର, ଯମୁନାସାଗର,…
କାମ କରିବାକୁ ଯାଇ ଶ୍ରମିକ ନିଖୋଜ: ଉତ୍ତେଜନା, ପୋଲିସ ଫୋର୍ସ ମୁତୟନ
ବିନିକା,୨ା୪(ଡି.ଏନ୍.ଏ.): ସୁବଣ୍ଣର୍ର୍ପୁର ଜିଲା ବିନିକା ବ୍ଲକ ଅନ୍ତର୍ଗତ କୁଇବାହାଲ ଗ୍ରାମରେ ବୁଧବାର ଜଣେ ଶ୍ରମିକ କ୍ଷେତକୁ କାମ କରିବାକୁ ଯାଇ ନିଖୋଜ ହୋଇ ଯାଇଛନ୍ତି। ସେ ହେଲେ ତପନ ମହାନନ୍ଦ ଓରଫ କାଳିଆ(୪୩)। ବହୁ ଖୋଜାଖୋଜି ପରେ ମଧ୍ୟ ତାଙ୍କ ପତ୍ତା…
କରୋନା ମୁକାବିଲା ଅଭିଯାନରେ ସାମିଲ ହେଲେ ବିଧାୟିକା
ସୁନ୍ଦରଗଡ, ୨ା୪ (ଡି.ଏନ୍.ଏ) : କରୋନା ସଚେତନତା ଅଭିଯାନରେ ସାମିଲ ହୋଇଛନ୍ତି ସୁନ୍ଦରଗଡ ବିଧାୟିକା କୁସୁମ ଟେଟେ। ସୁନ୍ଦରଗଡ ପୌରାଞ୍ଚଳ ଓ ସଦର ବ୍ଲକର ବିଭିନ୍ନ ଅଞ୍ଚଳକୁ ଯାଇ ସେ ଲୋକଙ୍କୁ ସଚେତନ କରୁଛନ୍ତି। ବିଧାୟିକା ସୁନ୍ଦରଗଡ ନାରୀ କଲ୍ୟାଣ କେନ୍ଦ୍ରଠାରେ…
ପଞ୍ଚମ କରୋନା ଆକ୍ରାନ୍ତଙ୍କ ପରିଚୟ ପ୍ରକାଶ କଲା ବିଏମ୍ସି, ନିଷିଦ୍ଧାଞ୍ଚଳ ହେଲା ସୂର୍ଯ୍ୟନଗର
ଭୁବନେଶ୍ୱର, ୨ା୪(ବ୍ୟୁରୋ): ଭୁବନେଶ୍ୱରରୁ ବୁଧବାର ଚିହ୍ନଟ ହୋଇଥିବା ଓଡ଼ିଶାର ୫ମ କରୋନା ଆକ୍ରାନ୍ତଙ୍କ ପରିଚୟ ଲୋକଲୋଚନକୁ ଆଣିଛି ଭୁବନେଶ୍ୱର ମହାନଗର ନିଗମ (ବିଏମ୍ସି)। ସେ ହେଲେ ପ୍ରଦୀପ୍ତ ଦଳବେହେରା। ୟୁନିଟ୍-୭ ଅନ୍ତର୍ଗତ ଓ୍ବାର୍ଡ ନଂ. ୪୬ସ୍ଥିତ ସୂର୍ଯ୍ୟନଗରର ପ୍ଲଟ୍ ନଂ.୩୭ରେ ରୁହନ୍ତି।…
ଓଡ଼ିଶା ସୀମା ସିଲ୍ ଅନୁଧ୍ୟାନ କଲେ ଡିଆଇଜି
ପାତ୍ରପୁର,୨ା୪ (ଡି.ଏନ.ଏ.): ରାଜ୍ୟରେ କରୋନା ସଂକ୍ରମଣ ରୋକିବା ନିମନ୍ତେ ଆନ୍ଧ୍ର- ଓଡ଼ିଶା ସୀମା ସିଲ୍ କରାଯାଇଛି। ବାହାର ରାଜ୍ୟର କେହି ଯେଭଳି ଲୁଚାଛପାରେ ନ ଆସିପାରିବେ ସେଥିପ୍ରତି ତୀକ୍ଷଣ ନଜର ରଖାଯାଇଛି। ଗୁରୁବାର ଦକ୍ଷିଣାଞ୍ଚଳ ଡିଆଇଜି ସତ୍ୟବ୍ରତ ଭୋଇ ସୀମାନ୍ତ ବଳରାମପୁର…
ରଥକାଠ କଟା ସରିଲା, ପଠାଯିବ ପୁରୀ
ଭଞ୍ଜନଗର,୨।୪(ଡି.ଏନ.ଏ.)-ମହାମାରୀ କରୋନା ଯୋଗୁ ଚଳିତବର୍ଷ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ୱପ୍ରସିଦ୍ଧ ରଥଯାତ୍ରା ହେବ କି ନାହିଁ ଅନିଶ୍ଚିତତା ମଧ୍ୟରେ ରହିଥିବା ବେଳେ ରଥ ନିର୍ମାଣ ପାଇଁ କାଠ ସଂଗ୍ରହ ଚାଲିଛି । ପ୍ରଥମଥର ପାଇଁ ଭଞ୍ଜନଗର ଉତ୍ତର ଘୁମୁସର ବନଖଣ୍ଡ ତାରସିଂ ରେଞ୍ଜ…
ଜିଲା ବିଜେଡି ପକ୍ଷରୁ ରେଡକ୍ରସ ପାଣ୍ଠିକୁ ଦାନ
ଦେବଗଡ,୨ା୪(ଡି.ଏନ.ଏ)-କରୋନା ଭୁତାଣୂ ସଂକ୍ରମଣର ମୁକାବିଲା ପାଇଁ ଦେବଗଡ ଜିଲା ବିଜେଡି ପକ୍ଷରୁ ଜିଲା ରେଡକ୍ରସ ପାଣ୍ଠିକୁ ୭୫ ହଜାର ଟଙ୍କା ପ୍ରଦାନ କରାଯାଇଛି। ଦେବଗଡ ନଗର ସଭାପତି ଶୁକଦେବ ଭଞ୍ଜ, ବିଜେଡି ରାଜ୍ୟ ପରିଷଦ ସଦସ୍ୟ ଇଂ. ସୁଜିତ କୁୁମାର ପ୍ରଧାନ,…
ଶୁଦ୍ଧିକରଣ ହେଲା ଡାକ୍ତରଖାନା, ଜିଲାପାଳଙ୍କ କାର୍ଯ୍ୟାଳୟ
ଦେବଗଡ,୨ା୪(ଡି.ଏନ.ଏ): କରୋନା ସଂକ୍ରମଣ ରୋକିବା ଲାଗି ଦେବଗଡ ଜିଲା ମୁଖ୍ୟ ଚିକିସତ୍ାଳୟ, ଆଦର୍ଶ ଥାନା ଓ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରକୁ ଗୁରୁବାର ଶୁଦ୍ଧିକରଣ(ସାନିଟାଇଜେସନ)କରାଯାଇଛି। ଦେବଗଡ ଅଗ୍ନିଶମ ବିଭାଗ କେନ୍ଦ୍ର ଅଧିକାରୀ ପ୍ରଫୁଲ୍ଲ ଚନ୍ଦ୍ର ବିଶ୍ୱାଳଙ୍କ ତତ୍ତ୍ୱାବଧାନରେ ବିଭାଗୀୟ କର୍ମଚାରୀମାନେ ଦମକଳ ସହାୟତାରେ…
ଦାଦନ ଦୁଃଖ: ଅର୍ଦ୍ଧାହାରରେ ଇଟା ଗଢୁଛନ୍ତି ଶ୍ରମିକ
ବରଗଡ଼ ଅଫିସ୍, ୨।୪: ଲକ୍ ଡାଉନ୍ ଦାଦନ ଶ୍ରମିକଙ୍କ ସମସ୍ୟାକୁ ବହୁଗୁଣିତ କରି ପକାଇଛି। ଏଭଳିସ୍ଥଳେ ସେମାନେ ନା ଘରକୁ ଫେରି ପାରୁଛନ୍ତି କିମ୍ବା ସାମାଜିକ ଦୂରତା ରଖି ଘର ମଧ୍ୟରେ ରହି ପାରୁଛନ୍ତି। ତେଲେଙ୍ଗାନାରେ ନିଜ ପିଲାଛୁଆଙ୍କ ସହିତ ବନ୍ଧା…
Archives


