Home

କରୋନା ଭୟ: ମାସ୍କ୍‌ ପିନ୍ଧି ସଂସଦରେ ପହଞ୍ଚିଲେ ଏମ୍‌ପି

ନୂଆଦିଲ୍ଲୀ,୪।୩: ଭାରତରେ କରୋନା ସଂକ୍ରମଣଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ସାଧାରଣ ଲୋକଙ୍କଠାରୁ ଆରମ୍ଭ କରି ରାଜନେତାଙ୍କୁ ମଧ୍ୟ କରୋନା ଭୟ ଘାରିଛି। ଏହି ମର୍ମରେ ମହାରାଷ୍ଟ୍ରର ଅମରାବତୀ ଆସନରୁ ନିର୍ବାଚିତ ହୋଇଥିବା ଏମ୍‌ପି ନବନୀତ ରାଣା ସଂସଦରେ ମାସ୍କ୍‌ ପିନ୍ଧି ପହଞ୍ଚିଛନ୍ତି।…

କରୋନା ପ୍ରଭାବ ଆଇପିଏଲ୍‌ ଉପରେ ପଡ଼ିବନି

ନୂଆଦିଲ୍ଲୀ,୪।୩: କରୋନା ସଂକ୍ରମଣ ଯୋଗୁ ଟୋକିଓ ଅଲମ୍ପିକ ବାତିଲ ହେବାର ଆଶଙ୍କା ଦେଖାଦେଇଛି। ତେବେ ଏଥିପାଇଁ ମାର୍ଚ୍ଚ ୨୯ଠାରୁ ଆରମ୍ଭ ହେବାକୁ ଥିବା ଆଇପିଏଲ୍‌ ମ୍ୟାଚ୍‌ ନେଇ କୌଣସି ସଙ୍କଟ ନାହିଁ ବୋଲି ଆଇପିଏଲ୍‌ ସଞ୍ଚାଳନ ସମିତିର ଅଧ୍ୟକ୍ଷ ବ୍ରିଜେଶ ପଟେଲ…

ଚିନ୍ତା ବଢ଼ାଉଛି ଏହି ବିଲେଇ, କାରଣ ଜାଣିଲେ ଡରିଯିବେ

ଚେନ୍ନାଇ,୪ା୩: ଏକ ବିଲେଇ ଚେନ୍ନାଇରେ ଲୋକଙ୍କ ଚିନ୍ତା ବଢ଼ାଇଦେଇଛି। ଚେନ୍ନାଇ ବନ୍ଦର ଅଧିକାରୀମାନେ ଏହି ବିଲେଇକୁ ଦେଖି ଭୟଭୀତ ହୋଇପଡ଼ିଛନ୍ତି। କାରଣ ବିଲେଇଟି ଚାଇନାରୁ ୨୦ ଦିନ ତଳେ ଏକ କଣ୍ଟେନରରେ ଚେନ୍ନାଇ ଚାଲି ଆସିଥିଲା। ବିଲେଇଟି କରୋନା ଭାଇରସ୍‌ରେ ଆକ୍ରାନ୍ତ…

ଏଟିଏମ୍‌ ଭିତରେ ନାଗ

ଝାରସୁଗୁଡ଼ା ଅଫିସ,୪।୩: ଝାରସୁଗୁଡ଼ା ଜିଲା ବ୍ରଜରାଜନଗର ତାରିଣୀ ମନ୍ଦିର ଛକସ୍ଥିତ ଏଟିଏମ ଭିତରୁ ବୁଧବାର ଏକ ନାଗ ସାପ ବାହାରିଛି। ସକାଳେ ଏଟିଏମ୍‌କୁ ଟଙ୍କା ଭର୍ତ୍ତି କରିବାକୁ ଜଣେ ଅଧିକାରୀ ଯାଇଥିଲେ। ଟଙ୍କା ଭର୍ତ୍ତି ପାଇଁ ମେଶିନ ଖୋଲିଥିଲେ । ତେବେ…

ମୁଲ୍ଲାଙ୍କୁ ଫୋନ୍‌ କଲେ ଟ୍ରମ୍ପ୍‌: କଏଦୀଙ୍କ ମୁକ୍ତି ନେଇ ଏବେ ବି ସନ୍ଦେହ !

ଓ୍ବାଶିଂଟନ,୪।୩: ତାଲିବାନ ମୁଖ୍ୟ ମୁଲ୍ଲା ବରଦାରଙ୍କ ସହିତ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଫୋନ୍‌ରେ ଆଲୋଚନା ହୋଇଛି। ଜଣେ ଆତଙ୍କବାଦୀ ସଂଗଠନ ମୁଖ୍ୟଙ୍କ ସହିତ ନେଇ ଆମେରିକା ରାଷ୍ଟ୍ରପତିଙ୍କ ଆଲୋଚନାକୁ ପ୍ରଥମ ଥର ପାଇଁ ହ୍ବାଇଟ୍‌ ହାଉସ୍‌ ପକ୍ଷରୁ ଗୁରୁତ୍ୱ ଦିଆଯାଇଛି।…

୨୩ ବର୍ଷରେ ହରାଇ ବସିଥିଲେ ଦୃଷ୍ଟିଶକ୍ତି, କୁକୁର ଲାଗି ଫେରିପାଇଲେ ଫିଟ୍‌ନେସ

ଲଣ୍ଡନ: ବ୍ରିଟେନ୍‌ର ପୋର୍ଟସ୍‌ମାଉଥ୍‌ରେ ରହୁଥିବା ଇୟାନ ମୋରିସ୍‌ ଯେତେବେଳେ ୨୩ ବର୍ଷର ହୋଇଥିଲେ, ସେତେବେଳେ ସେ ଦୃଷ୍ଟିଶକ୍ତି ହରାଇଥିଲେ। ତଥାପି ହାରି ନ ଥିଲେ। ଫିଟ୍‌ନେସ ପ୍ରତି ତାଙ୍କର ବହୁ ଦୁର୍ବଳତା ଥିଲା। ଏଥିରେ ତାଙ୍କୁ ପଥ ପ୍ରଦର୍ଶକ ଭାବେ ସାଥ୍‌…

କୁକୁର ସହିତ ସ୍ନୁକର ଖେଳିଲେ ସୋନାକ୍ଷୀ: ଇନଷ୍ଟାଗ୍ରାମ୍‌ରେ ଭିଡ଼ିଓ ଭାଇରାଲ

ମୁମ୍ବାଇ: ଏବେ ବଲିଉଡ୍‌ ଅଭିନେତ୍ରୀ ସୋନାକ୍ଷୀ ସିହ୍ନାଙ୍କର ଏକ ଭିଡ଼ିଓ ସୋସିଆଲ୍‌ ମିଡ଼ିଆରେ ବେଶ୍‌ ଭାଇରାଲ ହେବାରେ ଲାଗିଛି। ୧ ମିନିଟ୍‌ର ଏହି ଭିଡ଼ିଓରେ ସୋନାକ୍ଷୀ ସ୍ନୁକର ଖେଳୁଥିବା ଦେଖିବାକୁ ମିଳୁଛି। ତେବେ ତାଙ୍କ ପୋଷା କୁକୁର ସ୍ନୁକର ବଲ୍‌କୁ ଧରିବା…

ବଢ଼ିବ ଚିନି ଦାମ: ଉତ୍ପାଦନ କମିଛି ୨୨ ପ୍ରତିଶତ

ନୂଆଦିଲ୍ଲୀ,୪।୩: ଚଳିତ ବର୍ଷ ଦେଶରେ ଚିନି ଉତ୍ପାଦନ ୨୨ ପ୍ରତିଶତ କମିଛି। ଗତ ୫ ମାସ ଧରି ଏଭଳି ସ୍ଥିତି ଜାରି ରହିଛି। ତେଣୁ ଆଗାମୀ ଦିନରେ ଚିନି ଦାମ ବଢ଼ିବାର ସମ୍ଭାବନା ଥିବା କୁହାଯାଉଛି। ଭାରତୀୟ ଚିନିକଳ ସଂଗଠନ ପକ୍ଷରୁ…

ଅଗ୍ନିକାଣ୍ଡରେ ଜଳିଗଲା ୨ ବଖରା: ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନଷ୍ଟ

ସଜନାଗଡ଼, ୪।୩(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ଅଧୀନ ସଜନାଗଡ଼ ପଞ୍ଚାୟତ ଡାହିସାହି ଗ୍ରାମରେ ମଙ୍ଗଳବାର ଏକ ଅଭାବନୀୟ ଘଟଣା ଘଟିଛି। ରାତି ପ୍ରାୟ ୯ଟାରେ ଅଗ୍ନିକାଣ୍ଡ ଘଟି ଗ୍ରାମର ବିଦ୍ୟାଧର ମାଣିକଙ୍କ ୨ ବଖରା ଜଳିଯାଇଛି। ଏଥିରେ ଲକ୍ଷାଧିକ ଟଙ୍କାର…

କରୋନା ନେଇ ଦିଲ୍ଲୀରେ ସତର୍କତା: ଏନ୍‌ସିଆର୍‌ରେ ୫ ସ୍କୁଲ ବନ୍ଦ; ୨୫ ହସ୍ପିଟାଲରେ ଆଇସୋଲେଶନ୍‌ ଓ୍ବାର୍ଡ

ନୂଆଦିଲ୍ଲୀ,୪।୩: କରୋନା ସଂକ୍ରମଣ ନେଇ ଦିଲ୍ଲୀରେ ସତର୍କତା ଜାରି ହୋଇଛି। ସୁରକ୍ଷା ଦୃଷ୍ଟିରୁ ଏନ୍‌ସିଆର୍‌ରେ ୫ ସ୍କୁଲକୁ ବନ୍ଦ କରାଯାଇଛି। ସେହିପରି ୨୫ଟି ହସ୍ପିଟାଲରେ ଆଇସୋଲେଶନ୍‌ ଓ୍ବାର୍ଡ ସ୍ଥାପିତ ହୋଇଛି। ଏହା ସହିତ ସରକାର ୩ ଲକ୍ଷ ୫୦ ହଜାର ମାସ୍କ୍‌ର…

କରୋନା ଭୟ: ୫୪ ହଜାର କଏଦୀଙ୍କୁ ମୁକ୍ତ କଲା ଇରାନ

ତେହେରାନ୍‌,୪।୩ : କରୋନା ଆତଙ୍କରେ ଇରାନ ସରକାର ଆତଙ୍କିତ ହୋଇପଡ଼ିଛନ୍ତି। ଇତିମଧ୍ୟରେ ୨୩ ସାଂସଦଙ୍କଠାରେ କରୋନା ଭୂତାଣୁ ଚିହ୍ନଟ ହୋଇସାରିଛି। ସୁରକ୍ଷା ଦୃଷ୍ଟିରୁ ସରକାର ୫୪ ହଜାର କଏଦୀଙ୍କୁ ମୁକ୍ତ କରିଛନ୍ତି। ତେବେ ୫ ବର୍ଷରୁ କମ ସମୟ ଜେଲରେ ବିତାଇଥିବା…

ବିଦ୍ୟୁତ ସଂସ୍ପର୍ଶରେ ଆସି ଟଳିଲା ଆଉ ଏକ ଦନ୍ତା

ସମ୍ବଲପୁର, ୪।୩ (ବ୍ୟୁରୋ): ସମ୍ବଲପୁର ବନଖଣ୍ଡ ସଦର ରେଞ୍ଜ ଇଚ୍ଛାପାଲ ଗ୍ରାମ ନିକଟରେ ବୁଧବାର ଏକ ଦନ୍ତା ହାତୀର ମୃତଦେହ ଠାବ କରାଯାଇଛି। ସ୍ଥାନୀୟ ଲୋକଙ୍କଠାରୁ ଖବର ପାଇ ଘଟଣାସ୍ଥଳରେ ବନବିଭାଗ ଅଧିକାରୀ ଓ କର୍ମଚାରୀ ପହଞ୍ଚତ୍ଛନ୍ତି । ହାତୀର ଦାନ୍ତ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri