Home

ବଲାଙ୍ଗୀରରେ ଫସି ରହିଛନ୍ତି ୩୦ ଅଣ ଓଡ଼ିଆ ଶ୍ରମିକ

ବଲାଙ୍ଗିର ଅଫିସ, ୨ା୪-ପଶ୍ଚିମବଙ୍ଗରୁ ବଲାଙ୍ଗୀରକୁ କାମ କରିବାକୁ ଆସିଥିବା ୩୦ ଜଣ ଅଣ ଓଡ଼ିଆ ଶ୍ରମିକ ଏଠାରେ ଫସି ରହିଛନ୍ତି। ସ୍ଥାନୀୟ ଆନନ୍ଦନଗର ନିକଟରେ ସେମାନେ ଏକ ଏକ ଭଡାଘରେ ରହୁଛନ୍ତି । ମହାମାରୀ କରୋନା ଭୂତାଣୁ ଜନିତ ଳକ୍‌ଡାଉନ ଯୋଗୁ…

କରୋନା ସଂକ୍ରମଣରେ ମୂଳ ଭାରତୀୟ ବୈଜ୍ଞାନିକ ମୃତ: ଏଚ୍‌ଆଇଭି ଉପରେ କରିଥିଲେ ଗବେଷଣା

ନୂଆଦିଲ୍ଲୀ/ଡରବାନ୍‌,୨।୪: କରୋନା ସଂକ୍ରମଣରେ ମୂଳ ଭାରତୀୟ ଦକ୍ଷିଣ ଆଫ୍ରିକା ବୈଜ୍ଞାନିକ ପ୍ରଫେସର ଗୀତା ରାମ୍‌ଜେଙ୍କ ମୃତ୍ୟୁ ଘଟିଛି। ଡରବାନ୍‌ର ଏକ ହସ୍ପିଟାଲରେ ତାଙ୍କର ମଙ୍ଗଳବାର ମୃତ୍ୟୁ ହୋଇଛି। ଏନେଇ ଦକ୍ଷିଣ ଆଫ୍ରିକା ଉପରାଷ୍ଟ୍ରପତି ଡେଭିଡ୍‌ ମାବୁଜା ବୁଧବାର ସୂଚନା ଦେଇଥିଲେ। ଏଚ୍‌ଆଇଭି…

କରୋନା ଆକ୍ରାନ୍ତଙ୍କ ଫୋନ୍‌ ଛୁଇଁବା ନର୍ସଙ୍କୁ ପଡ଼ିଲା ମହଙ୍ଗା, ଆଇସୋଲେଶନ୍‌ରେ ଭର୍ତ୍ତି

ନୂଆଦିଲ୍ଲୀ: କରୋନା ଭାଇରସ୍‌ କେତେ ପ୍ରଭାବଶାଳୀ ତାହା ରୋଗୀଙ୍କ ବର୍ଦ୍ଧିତ ସଂଖ୍ୟା ଦେଖି ସହଜରେ ଅନୁମାନ କରିହେଉଛି। କିନ୍ତୁ ଏହି ଭାଇରସ୍‌ ଖାଲି ସଂକ୍ରମିତଙ୍କ ସଂସ୍ପର୍ଶରେ ଆସିଲେ ହୁଏ ନାହିଁ, ରୋଗୀଙ୍କ ବ୍ୟବହାର ଜିନିଷ ଛୁଇଁଲେ ମଧ୍ୟ କରୋନା ସଂକ୍ରମିତ ହୋଇଥାଏ।…

ବଢ଼ିଲା ପାରଦ: ୩ ଜିଲାରେ ତାପମାତ୍ରା ୪୦ ଡିଗ୍ରୀ ଉପରେ, ବର୍ଷାପବନକୁ ନେଇ ୮ଜିଲାକୁ ୟେଲୋ ଓ୍ବାର୍ଣ୍ଣିଂ

ଭୁବନେଶ୍ୱର,୨।୪(ବ୍ୟୁରୋ): ରାଜ୍ୟରେ ତାପମାତ୍ରା ବୃଦ୍ଧି ପାଇଛି। ଗୁରୁବାର ରାଜ୍ୟର ୩ଟି ଜିଲାର ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିଛି। ଟିଟଲାଗଡ଼ରେ ତାପମାତ୍ରା ୪୦.୫ ଡିଗ୍ରୀ, ମାଲକାନଗିରି ୪୦.୨ ଡିଗ୍ରୀ, ବଲାଙ୍ଗୀର ୪୦ ଡିଗ୍ରୀ ରହିଥିଲା। ସେହିଭଳି କଟକ ଏବଂ ବୌଦ୍ଧରେ ୩୯.୫ଂ,…

ଭୟରେ ମୁମ୍ବାଇବାସୀ: କରୋନାରେ ସଂକ୍ରମିତ ସଫେଇ କର୍ମଚାରୀ

ମୁମ୍ବାଇ,୨।୪: ବ୍ରିହାନମୁମ୍ବାଇ ମ୍ୟୁନିସିପାଲ କର୍ପୋରେଶନ(ବିଏମ୍‌ସି)ର ଜଣେ ସଫେଇ କର୍ମଚାରୀ ଓ୍ବର୍ଲିରେ କାମ କରୁଥିବା ବେଳେ କରୋନା ଭାଇରସରେ ସଂକ୍ରମିତ ହୋଇଥିବା ଜଣାପଡିଛି। ସୋମବାର ଉକ୍ତ ୫୨ ବର୍ଷୀୟ ବ୍ୟକ୍ତିଙ୍କ ନିକଟରେ କରୋନାର ଲକ୍ଷଣ ଦେଖାଯିବା ପରେ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା।…

ଏବେ ବି ଉତ୍ତର କୋରିଆରେ ପହଞ୍ଚିନି କରୋନା ମହାମାରୀ !

ସିଓଲ,୨।୪: କରୋନା ଭୂତାଣୁ ସଂକ୍ରମଣ ନେଇ ସାରା ପୃଥିବୀରେ ଆତଙ୍କ ଦେଖାଦେଇଛି। ଇତିମଧ୍ୟରେ ଏହା ୨୦୫ଟି ଦେଶରେ ମହାମାରୀ ରୂପ ନେଇଛି। ତେବେ ଉତ୍ତରକୋରିଆ ଏବେ ବି କରୋନା ପହଞ୍ଚି ନାହିଁ। ଏସମ୍ପର୍କରେ ଉତ୍ତର କୋରିଆ ପକ୍ଷରୁ କୁହାଯାଇଛି। ଚାଇନା ସୀମାକୁ…

ଫୁଟବଲ ମ୍ୟାଚ୍‌ ବ୍ୟାନ୍‌କୁ ମେ’ ୩୧କୁ ଘୁଞ୍ଚାଇଲା ରୁଷିଆ

ମସ୍କୋ,୨।୪(ଏଏଫ୍‌ପି): କୋଭିଡ- ୧୯ ମହାମାରୀର ରୂପ ନେଇଥିବା ବେଳେ ରୁଷିଆନ ଫୁଟବଲ ଆସୋସିଏଶନ (ଆର୍‌ଏଫ୍‌ଏସ୍‌) ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛି। ସବୁ ଫୁଟବଲ ମ୍ୟାଚ୍‌କୁ ବ୍ୟାନ୍‌ କରାଯାଇଥିବା ବେଳେ ଏବେ ଏହାକୁ ମେ’ ୩୧ ତାରିଖ ପର୍ଯ୍ୟନ୍ତ ଘୁଞ୍ଚାଇ ଦିଆଯାଇଛ ବୋଲି…

ଏମିତି ସହର, ଯେଉଁଠି ପଡ଼େ ନାହିଁ ସୂର୍ଯ୍ୟକିରଣ

ବିଶ୍ୱର ଅଧିକାଂଶ ସ୍ଥାନରେ ସୂର୍ଯ୍ୟକିରଣ ପଡ଼ିଥାଏ। ସୂର୍ଯ୍ୟ ହେଉଛନ୍ତି ଶକ୍ତିର ଉତ୍ସ। ଏଥିରୁ ଆଲୋକ ମିଳିଥାଏ। ମାତ୍ର ଏମିତି ଏକ ସହର ଅଛି, ଯେଉଁଠି ଆଦୌ ସୂର୍ଯ୍ୟ କିରଣ ପଡ଼ି ନ ଥାଏ। ଆଶ୍ଚର୍ଯ୍ୟ ଲାଗୁଥିଲେ ମଧ୍ୟ ସତ। ଏପରି ଏକ…

ନିଜାମୁଦ୍ଦିନ ଯାଇଥିବା ଲୋକେ ନିଜ ଆଡ଼ୁ ଆସି ସରକାରଙ୍କୁ ସହଯୋଗ କରନ୍ତୁ: ଡିଏମ୍‌ଇଟି

ଭୁବନେଶ୍ୱର,୨।୪(ବ୍ୟୁରୋ): ନୂଆଦିଲ୍ଲୀର ନିଜାମୁଦ୍ଦିନରେ ଅନୁଷ୍ଠିତ ଧର୍ମସଭାରୁ ଓଡ଼ିଶାରୁ ଫେରିଥିବା ଲୋକଙ୍କୁ ଅନୁଧ୍ୟାନ କରାଯାଉଛି। ତେବେ ଏହା ଅନ୍ୟମାନଙ୍କୁ ବ୍ୟାପିବାର ସମ୍ଭାବନା ରହିଛି। ଏଣୁ ନିଜର ପରୀକ୍ଷା କରାଇ ନିଅନ୍ତୁ। ଏପରିକି ଲୋକମାନେ ନିଜ ଆଡ଼ୁ ଆସି ସରକାରଙ୍କୁ ସହଯୋଗ କରନ୍ତୁ ବୋଲି…

କରୋନା ପାଇବ ପାନେ: ଅଷ୍ଟ୍ରେଲିଆରେ ପ୍ରତିଷେଧକ ଟୀକା ପରୀକ୍ଷଣ ଆରମ୍ଭ !

ନୂଆଦିଲ୍ଲୀ/ମେଲବୋର୍ନ,୨।୪: ସାରା ପୃଥିବୀରେ କରୋନା ସଂକ୍ରମଣ ନେଇ ଭୟଙ୍କର ସ୍ଥିତି ଦେଖାଦେଇଛି। ଏପରିସ୍ଥଳେ ସାମାଜିକ ଦୂରତା, ହାତ ଧୋଇବା ଏବଂ ସାନିଟାଇଜର ବ୍ୟବହାର କରିବା ଉପରେ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ ପକ୍ଷରୁ ଗୁରୁତ୍ୱାରୋପ କରାଯାଇଛି। ତେବେ କରୋନାର ମୁକାବିଲା ପାଇଁ ପୃଥିବୀର…

ସମଲେଇ ମନ୍ଦିର ସାନିଟାଇଜ୍‌ କରିବାକୁ ପୂଜକଙ୍କ ଦାବି

ସମ୍ବଲପୁର, ୨।୪ (ବ୍ୟୁରୋ)-କରୋନା ଭୂତାଣୁ ଯୋଗୁଁ ଦୋକାନ, ବଜାର, ରାସ୍ତା ସେନିଟାଇଜ କରାଯାଉଛି। ସମ୍ବଲପୁରର ଇଷ୍ଟଦେବୀ ସମଲେଇ ମନ୍ଦିରକୁ ମଧ୍ୟ କରୋନା କଟକଣା ପୂର୍ବରୁ ରାଜ୍ୟ ତଥା ରାଜ୍ୟ ବାହାରୁ ଶହସ୍ରାଧିକ ଭକ୍ତମାନେ ଆସିଛନ୍ତି । ଏପରି ସ୍ଥଳେ ସମଲେଇ ମନ୍ଦିର…

ନିୟମ ମାନିବାକୁ ଲୋକେ ନାରାଜ

ସମ୍ବଲପୁର, ୨।୪ (ବ୍ୟୁରୋ)- ସମ୍ବଲପୁର ସହରରେ ଲକ୍‌ ଡାଉନ ଲାଗି ରହିଛି । ତଥାପି ଜନସାଧାରଣ ଅନେକାଂଶରେ ନିୟମ ମାନୁ ନାହାନ୍ତି । ଘରୁ ବାହାରି ପୋଲିସକୁ ମିଛ କହି ବୁଲୁଛନ୍ତି। ତେଣୁ ଏହାକୁ ଦୃଷ୍ଟିରେ ରଖି ଗୁରୁବାର ସମ୍ବଲପୁର ସମଲେଇ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri