ସ୍ବାସ୍ଥ୍ୟକେନ୍ଦ୍ର ପରିସରରେ ରହୁନି ସାମାଜିକ ଦୂରତ୍ୱ
କଣ୍ଟାପଡ଼ା,୨।୪(ଡି.ଏନ.ଏ.): ଦିନକୁଦିନ ମହାମାରୀ କରୋନାର ରୂପ ଭୟାନକ ହେବାରେ ଲାଗିଛି। ଏହି ଭୂତାଣୁର ସଂକ୍ରମଣ ରୋକିବା ଲାଗି ସରକାର ଲକଡାଉନ ଘୋଷଣାର କରିବା ସହ ପ୍ରତ୍ୟେକ ବ୍ୟକ୍ତିଙ୍କ ମଧ୍ୟରେ ସାମାଜିକ ଦୂରତ୍ୱକୁ ଗୁରୁତ୍ୱ ଦେବାକୁ ବିଭିନ୍ନ କ୍ଷେତ୍ରରେ ସଚେତନ କରାଯାଉଛି। ଏହାସତ୍ତ୍ୱେ…
୬୨୫ ଶଯ୍ୟା ସହ ଦୁଇ କୋଭିଡ-୧୯ ହସ୍ପିଟାଲ ପ୍ରସ୍ତୁତ
ଭୁବନେଶ୍ୱର,୨।୪(ବ୍ୟୁରୋ): ଭୁବନେଶ୍ୱର ଓ କଟକରେ ଦୁଇଟି କୋଭିଡ-୧୯ ହସ୍ପିଟାଲ ପ୍ରସ୍ତୁତ ହୋଇଛି। ଭୁବନେଶ୍ୱରରେ କିମ୍ସ ଏବଂ କଟକରେ ଅଶ୍ୱିନୀ ହସ୍ପିଟାଲ ପ୍ରସ୍ତୁତ ହୋଇଛି। କିମ୍ସରେ ୫୦୦ ଓ ଅଶ୍ୱିନୀରେ ୧୨୫ ଶଯ୍ୟା ପ୍ରସ୍ତୁତ ହୋଇଛି। ଆଗାମୀ ୩ ଦିନରେ ୫ ଶହ…
ଏସିଆନ୍ କପ୍ ଫୁଟବଲ: ୨୦୨୭ ବିଡ୍ ଦାଖଲ ଡେଡ୍ଲାଇନ ଘୁଞ୍ଚିଲା
ହଂକଂ, ୨।୪(ଏଏଫ୍ପି): କରୋନା ଭାଇରସ ସଂକ୍ରମଣକୁ ଦୃଷ୍ଟିରେ ରଖି ଏସିଆନ ଫୁଟବଲ କନ୍ଫେଡେରେଶନ (ଏଏଫ୍ସି) ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଗ୍ରହଣ କରିଛି। ୨୦୨୭ ଏସିଆନ କପ୍ ଫୁଟବଲ ଟୁର୍ନାମେଣ୍ଟର ଆୟୋଜନ ନେଇ ପ୍ରିଲିମିନାରୀ ବିଡ୍ ଦାଖଲର ଡେଡ୍ ଲାଇନ୍ ତଥା ଶେଷ…
ଜଙ୍ଗଲ ଘେରା ଅଞ୍ଚଳରେ ରନ୍ଧାଖାଦ୍ୟ ବଣ୍ଟନ
କେସିଙ୍ଗା,୨ା୪(ଡି.ଏନ୍.ଏ.): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ମହଗାଁର ସମାଜସେବୀଙ୍କ ଦ୍ୱାରା ଜଙ୍ଗଲ ଘେରା ଅଞ୍ଚଳରେ ବସବାସ କରୁଥିବା ଲୋକଙ୍କୁ କୋରନା ଭୂତାଣରୁ ସୁରକ୍ଷା ଓ ସଚେତନତା ପାଇଁ ୪ଟି ବ୍ଲକର ୧୩୯ ଗ୍ରାମରେ ରନ୍ଧାଖାଦ୍ୟ ସହ ଡେଟଲ, ଲାଇଫ୍ବୟ ସାବୁନ୍, ବିସ୍କୁଟ…
ଏସ୍ଏଚଜି ଜରିଆରେ ରନ୍ଧାଖାଦ୍ୟ ବଣ୍ଟନ
କର୍ଲାମୁଣ୍ଡା, ୨।୪ (ଡି.ଏନ.ଏ.)-କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ୧୨ଟି ପଞ୍ଚାୟତରେ ୨୦୯ ଜଣ ମହିଳା, ପୁରୁଷଙ୍କୁ ରନ୍ଧାଖାଦ୍ୟ ଯୋଗାଇ ଦିଆଯାଇଛି। ଲକ୍ ଡାଉନ ଯୋଗୁ ପ୍ରଭାବିତ ହୋଇଥିବା ନିରାଶ୍ରୟ, ମାନସିକ ବିକାରଗ୍ରସ୍ତ ତଥା ଭିକ୍ଷାବୃତ୍ତି କରି ଜୀବନ ବିତାଉଥିବା ଲୋକମାନଙ୍କୁ ରନ୍ଧାଖାଦ୍ୟ…
ଚାଇନାକୁ ପଛରେ ପକାଇଲା ବ୍ରିଟେନ୍: ୧୦ ଦିନରେ ୪୦୦୦ ଶଯ୍ୟା ବିଶିଷ୍ଟ ନାଇଟେଙ୍ଗଲ୍ ହସ୍ପିଟାଲର ନିର୍ମାଣ ଶେଷ
ଲଣ୍ଡନ,୨।୪: କରୋନା ସଂକ୍ରମଣର ମୁକାବିଲା ପାଇଁ ଚାଇନାର ପ୍ରସ୍ତୁତିକୁ ବ୍ରିଟେନ୍ ପଛରେ ପକାଇ ଦେଇଛି। ଲଣ୍ଡନରେ ବ୍ରିଟେନ ସୈନ୍ୟ ବାହିନୀ ପକ୍ଷରୁ ୪୦୦୦ ଶଯ୍ୟା ବିଶିଷ୍ଟ ନାଇଟେଙ୍ଗଲ୍ ହସ୍ପିଟାଲର ନିର୍ମାଣ କାର୍ଯ୍ୟ ମାତ୍ର ୧୦ ଦିନରେ ଶେଷ ହୋଇଛି। ପୂର୍ବରୁ ଚାଇନା…
କୋଭିଡ-୧୯: ୨ ବର୍ଷର ଦରମା ଦାନ କରିବେ ଗମ୍ଭୀର
ନୂଆଦିଲ୍ଲୀ,୨।୪(ପି.ଟି.): କୋଭିଡ-୧୯ ସଂକ୍ରମଣ ମୁକାବିଲାରେ ଏବେ କ୍ରିକେଟରରୁ ରାଜନେତା ହୋଇଥିବା ଗୌତମ ଗମ୍ଭୀର ସାମିଲ ହୋଇଛନ୍ତି। ସେ ଏବେ ପାର୍ଲାମେଣ୍ଟର ସଦସ୍ୟ ରହିଛନ୍ତି। ଏମ୍ପି ହିସାବରେ ସେ ତାଙ୍କର ଦୁଇବର୍ଷର ଦରମାର ପ୍ରଧାନମନ୍ତ୍ରୀଙ୍କ କେୟାର୍ସ ଫଣ୍ଡକୁ ପ୍ରଦାନ କରିବେ ବୋଲି କହିଛନ୍ତି।…
ଅଣ ଓଡ଼ିଆ ବୋଲି ଖାଇବାକୁ ମିଳୁନି
ବାମରା,୨।୪(ଡି.ଏନ.ଏ.)-ଲକ୍ ଡାଉନ୍ ପାଇଁ ବାହାର ରାଜ୍ୟର ଶ୍ରମିକ ଓଡିଶାରେ ଫସି ରହିଛନ୍ତି। ସେମାନଙ୍କୁ ରାଜ୍ୟ ସରକାରଙ୍କ ପକ୍ଷରୁ ରନ୍ଧା ଖାଦ୍ୟ ଯୋଗାଣର ବ୍ୟବସ୍ଥା କରାଯାଇଛି। ହେଲେ ବାମରା ବ୍ଳକ ଗୋବିନ୍ଦପୁର ପଞ୍ଚାୟତରେ ଅନୁସରଣ କରାଯାଉ ନାହିଁ। ଗତ ପ୍ରାୟ ୨୦ ବର୍ଷ…
କରୋନାକୁ ହରାଇବାକୁ ପଡିବ: ଭିଡ଼ିଓ କନଫରେନ୍ସିଂ ଯୋଗେ ମୁଖ୍ୟମନ୍ତ୍ରୀମାନଙ୍କ ସହ କଥା ହେଲେ ମୋଦି
ନୂଆଦିଲ୍ଲୀ,୨।୪: ଦେଶରେ କରୋନା ଭାଇରସ ସଂକ୍ରମଣ ବଢି ଚାଲିଥିବା ବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ଭିଡିଓ କନଫରେନ୍ସିଂ ଜରିଆରେ ପୁଣିଥରେ ବିଭିନ୍ନ ରାଜ୍ୟର ମୁଖ୍ୟମନ୍ତ୍ରୀମାନଙ୍କ ସହ କଥା ହୋଇଛନ୍ତି। କରୋନା ସହ ଲଢିବାକୁ ମୋଦି ନୂଆ ରଣନୀତି ବିଷୟରେ ଆଲୋଚନା…
ରୁଷ ରାଷ୍ଟ୍ରପତିଙ୍କ ସହ ହାତ ମିଳାଇଥିବା ଡାକ୍ତର କରୋନା ପଜିଟିଭ
ମସ୍କୋ,୨।୪: ରୁଷ ରାଷ୍ଟ୍ରପତି ଭ୍ଲାଡିମୀର ପୁଟିନ ଏବେ ଆଶଙ୍କା ମଧ୍ୟରେ। କରୋନା ସଂକ୍ରମଣ ତାଙ୍କ ପର୍ଯ୍ୟନ୍ତ ପହଞ୍ଚିଥାଇ ପାରେ ବୋଲି ଏବେ ଅନୁମାନ କରାଯାଉଛି। କିଛିଦିନ ତଳେ ପୁଟିନ ଯେଉଁ ଡାକ୍ତରଙ୍କୁ ଭେଟିଥିଲେ ସେ ଏବେ କରୋନାରେ ପୀଡ଼ିତ ବୋଲି ଜଣାପଡିଛି।…
କରୋନା ମୃତ୍ୟୁ ସଂଖ୍ୟା ଖୁବ୍ ଶୀଘ୍ର ୫୦ ହଜାର ଟପିବାର ରହିଛି ଆଶଙ୍କା: ଡବ୍ଲ୍ୟୁଏଚ୍ଓ
ଜେନେଭା,୨।୪: ଦିନକୁ ଦିନ ପୃଥିବୀର ବିଭିନ୍ନ ରାଷ୍ଟ୍ରରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ିଚାଲିଛି। ଇତିମଧ୍ୟରେ ସଂକ୍ରମିତଙ୍କ ସଂଖ୍ୟା ୯ ଲକ୍ଷ ୩୫ ହଜାରରୁ ଅଧିକ ଥିବାବେଳେ ମୃତକଙ୍କ ସଂଖ୍ୟା ୪୭ ହଜାର ୨୦୫ ଛୁଇଁଛି। ୧ ଲକ୍ଷ ୯୪ ହଜାରରୁ ଅଧିକ…
କରୋନା ପ୍ରଭାବ: ଖୋଲା ଅଛି ଏଟିଏମ୍, ଟଙ୍କା ନାହିଁ
ଶେରଗଡ଼,୨ା୪(ଡି.ଏନ୍.ଏ.) : ଗଞ୍ଜାମ ଜିଲା ଶେରଗଡ଼ ବ୍ଲକରେ ସମସ୍ତ ଏଟିଏମ୍ ଖୋଲା ରହିଥିଲେ ମଧ୍ୟ ଏଥିରେ ଟଙ୍କା ନ ଥିବାରୁ ଲୋକେ ଜରୁରୀ ସମୟରେ ବହୁ ଅସୁବିଧାର ସମ୍ମୁଖୀନ ହେଉଛନ୍ତି।କରୋନା ପ୍ରଭାବ ଯୋଗୁ ଏପରିି ଅବସ୍ଥା ଦୁଇଦିନ ଧରି ଲାଗି ରହିଛି।…
Archives


