କରୋନା ଭୟ: ବନ୍ଦ ହେଲା ନୌସମରାଭ୍ୟାସ
ନୂଆଦିଲ୍ଲୀ,୪ା୩: କରୋନା ସଂକ୍ରମଣ ଭୟରେ ନୌସେନା ଏହାର ସର୍ବବୃହତ ସମରାଭ୍ୟାସ ‘ମିଲନ’କୁ ସ୍ଥଗିତ ରଖିଛି। ମାର୍ଚ୍ଚ ୧୮ରୁ ୨୮ ପର୍ଯ୍ୟନ୍ତ ବିଶାଖାପାଟଣାରେ ଏହି ସମରାଭ୍ୟାସ ଅନୁଷ୍ଠିତ ହେବାର ଥିଲା। ଆମେରିକା, ରୁଷିଆ, ଫ୍ରାନ୍ସ ସମେତ ବିଭିନ୍ନ ଦେଶର ନୌସେନା ଏଥିରେ ସାମିଲ…
ଆଫଗାନ ସେନା ଘାଟିକୁ ତାଲିବାନର ଟାର୍ଗେଟ
କାବୁଲ,୪ା୩(ଏଏଫ୍ପି): ଆଫଗାନିସ୍ତାନର ସେନା ଘାଟି ଉପରେ ତାଲିବାନ ପକ୍ଷରୁ ଏକାଧିକ ଆକ୍ରମଣ କରାଯାଇଛି। ଫଳରେ ଆମେରିକା-ଆଫଗାନିସ୍ତାନ ଶାନ୍ତି ଆଲୋଚନାର ସଫଳତାକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି କରିଛି। ସୋମବାର ରାତିରେ ଆଫଗାନିସ୍ତାନର ୧୩ଟି ସ୍ଥାନରେ ଥିବା ସେନା ଘାଟି ଉପରେ ତାଲିବାନ ପକ୍ଷରୁ…
ଦିଲ୍ଲୀ ଦଙ୍ଗା: ୪୩୬ ମାମଲା ରୁଜୁ, ୧୪୨୭ ଗିରଫ
ନୂଆଦିଲ୍ଲୀ,୪ା୩(ପି.ଟି.): ଦିଲ୍ଲୀ ସାମ୍ପ୍ରଦାୟିକ ଦଙ୍ଗା ଘଟଣାରେ ଏପର୍ଯ୍ୟନ୍ତ ୪୩୬ଟି ମାମଲା ରୁଜୁ ହେବା ସହ ୧୪୨୭ ଜଣଙ୍କୁ ଗିରଫ କିମ୍ବା ଅଟକ ରଖାଯାଇଛି। ଦିଲ୍ଲୀ ପୋଲିସର ସୂଚନା ଅନୁଯାୟୀ, ଅସ୍ତ୍ରଶସ୍ତ୍ର ଆଇନରେ ୪୫ ମାମଲା ରୁଜୁ ହୋଇଛି। ଗତ ୬ ଦିନ…
ଫେରିଆସିଲେ ସ୍ବାଗତ କରିବୁ: ପ୍ରିନ୍ସ ହ୍ୟାରିଙ୍କୁ ମହାରାଣୀ କହିଲେ
ଲଣ୍ଡନ,୪ା୩: ତୁମେ ଯେତେବେଳେ ବି ଫେରିଆସିବ ଆମେ ତୁମକୁ ସ୍ବାଗତ କରିବୁ। ରାଜକୀୟ ଉତ୍ତରଦାୟିତ୍ୱରୁ ଦୂରେଇ ଯାଇଥିବା ବ୍ରିଟେନର ମହାନ ରାଜବଂଶର ଅନ୍ୟତମ ଦାୟାଦ ପ୍ରିନ୍ସ ହ୍ୟାରିଙ୍କୁ ଏହା କହିଛନ୍ତି ସମ୍ରାଜ୍ଞୀ ଏଲିଜାବେଥ୍ ଦ୍ୱିତୀୟ। ସତେ ଯେମିତି ନିଜ ନାତି ହ୍ୟାରି…
ପୁଲ୍ଓ୍ବାମା ଆକ୍ରମଣ: ବାପ-ଝିଅ ଗିରଫ
ଶ୍ରୀନଗର,୪ା୩(ପି.ଟି.): ଗତବର୍ଷ ଜମ୍ମୁ-କଶ୍ମୀରର ପୁଲ୍ଓ୍ବାମାରେ ହୋଇଥିବା ଆତଙ୍କବାଦୀ ଆକ୍ରମଣରେ ୪୦ ସିଆର୍ପିଏଫ୍ ଯବାନ ଶହୀଦ ହୋଇଥିଲେ। ଏହି ମାମଲାର ତଦନ୍ତ କରୁଥିବା ଜାତୀୟ ତଦନ୍ତକାରୀ ସଂସ୍ଥା (ଏନ୍ଆଇଏ) ମଙ୍ଗଳବାର ଜଣେ ବ୍ୟକ୍ତି ଓ ତାଙ୍କ ଝିଅଙ୍କୁ ଗିରଫ କରିଛି। ଏହି ଆକ୍ରମଣ…
ବିକ୍ଷୋଭ ବେଳେ ୧୮୫ ଛାତ୍ରୀଛାତ୍ର ଅଟକ
ନୂଆଦିଲ୍ଲୀ,୪ା୩(ପି.ଟି.): ନାଗରିକତ୍ୱ ସଂଶୋଧନ ଆଇନ (ସିଏଏ)କୁ ବିରୋଧ କରି ଓ ଜାତୀୟ ରାଜଧାନୀରେ ସଦ୍ୟ ଘଟିଥିବା ସାମ୍ପ୍ରଦାୟିକ ହିଂସା ପ୍ରତିବାଦରେ ମଙ୍ଗଳବାର ଦିଲ୍ଲୀର ରାମଲୀଲା ମଇଦାନକୁ ବିକ୍ଷୋଭ ଶୋଭାଯାତ୍ରାରେ ଯାଉଥିବା ବେଳେ ୧୮୫ ଛାତ୍ରୀଛାତ୍ରଙ୍କୁ ଅଟକ ରଖାଯାଇଥିଲା। କମଲା ମାର୍କେଟ, ହରି…
୫ ବିଦେଶୀଙ୍କୁ ଦେଶ ଛାଡ଼ିବାକୁ ନିର୍ଦ୍ଦେଶ
ନୂଆଦିଲ୍ଲୀ,୪ା୩: ନାଗରିକତ୍ୱ ସଂଶୋଧନ ଆଇନ (ସିଏଏ) ବିରୋଧୀ ବିକ୍ଷୋଭରେ ସାମିଲ ହୋଇଥିବା ୫ ଜଣ ବିଦେଶୀ ଭିଜା ନିୟମର ଉଲ୍ଲଂଘନ କରିଥିବାରୁ ସେମାନଙ୍କୁ ଦେଶ ଛାଡ଼ି ଚାଲିଯିବା ଲାଗି କୁହାଯାଇଛି। ମଙ୍ଗଳବାର ଲୋକ ସଭାରେ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆଯାଇଛି।…
୫ ଦେଶର ନାଗରିକଙ୍କ ଭିଜା ରଦ୍ଦ
ନୂଆଦିଲ୍ଲୀ,୪ା୩: ଚାଇନା ପରେ ସର୍ବାଧିକ କରୋନା ଆକ୍ରାନ୍ତ ଦକ୍ଷିଣ କୋରିଆ, ଇରାନ, ଇଟାଲି ଓ ଜାପାନର ନାଗରିକଙ୍କୁ ମିଳିଥିବା ନିୟମିତ ଭିଜାଗୁଡିକୁ ସରକାର ମଙ୍ଗଳବାର ରଦ୍ଦ କରିଛନ୍ତି। ମାର୍ଚ୍ଚ ୩ ପୂର୍ବରୁ ସେମାନଙ୍କୁ ଦିଆଯାଇଥିବା ନିୟମିତ ଭିଜା ଓ ଇ- ଭିଜା…
ସଙ୍ଗୀତା ସିଂଦେଓଙ୍କୁ ପାର୍ଲାମେଣ୍ଟରେ ଆକ୍ରମଣ
ନୂଆଦିଲ୍ଲୀ,୪ା୩(ଆଇଏଏନ୍ଏସ୍): ବଲାଙ୍ଗୀରର ଭାଜପା ଏମ୍ପି ସଙ୍ଗୀତା କୁମାରୀ ସିଂଦେଓଙ୍କୁ ଲୋକ ସଭାରେ ଆକ୍ରମଣ ହୋଇଥିବା ସେ ମଙ୍ଗଳବାର ଅଭିଯୋଗ କରିଛନ୍ତି। ଗୃହକାର୍ଯ୍ୟ ଚାଲିଥିବାବେଳେ ଦୁଇଜଣ କଂଗ୍ରେସ ଏମ୍ପି ତାଙ୍କୁ ଆକ୍ରମଣ କରିଥିଲେ। ଏହା ପରେ ଗୃହକୁ ଦିନକ ପାଇଁ ମୁଲତବୀ ରଖାଯାଇଥିଲା।…
ମାର୍ଚ୍ଚ ୨୯ରୁ ଆଇପିଏଲ୍: ଅଭ୍ୟାସ ଆରମ୍ଭ କଲେ ଧୋନୀ, ସ୍ବାଗତ କଲେ ରାଇନା
ବେଙ୍ଗାଲୁରୁ, ୩।୩- ଇଣ୍ଡିଆନ ପ୍ରିମିୟର ଲିଗ୍ (ଆଇପିଏଲ୍)ର ଆଗାମୀ ତ୍ରୟୋଦଶ ସଂସ୍କରଣ ମାର୍ଚ୍ଚ ୨୯ରୁ ଆରମ୍ଭ ହେବ। ଡିଫେଣ୍ଡିଂ ଚାମ୍ପିୟନ ମୁମ୍ବାଇ ଇଣ୍ଡିଆନ୍ସ ଓ ଚେନ୍ନାଇ ସୁପର୍ କିଙ୍ଗ୍ସ ମଧ୍ୟରେ ଉଦ୍ଘାଟନୀ ମୁକାବିଲା ଖେଳାଯିବ। ବିଶ୍ୱର ଏହି ବ୍ୟୟବହୁଳ ଟି୨୦ କ୍ରିକେଟ୍…
ଆଇସିସି ଟେଷ୍ଟ ର଼୍ୟାଙ୍କିଙ୍ଗ୍: ଶୀର୍ଷ ସ୍ଥାନ ବଜାୟ ରଖିଲା ଭାରତ; ୨ୟ ସ୍ଥାନରେ ନ୍ୟୁଜିଲାଣ୍ଡ
ଦୁବାଇ, ୩।୩ (ପି.ଟି.)- ଅନ୍ତର୍ଜାତୀୟ କ୍ରିକେଟ୍ ପରିଷଦ (ଆଇସିସି) ପକ୍ଷରୁ ସଦ୍ୟ ପ୍ରକାଶିତ ଟେଷ୍ଟ ର଼୍ୟାଙ୍କିଙ୍ଗ୍ରେ ଭାରତୀୟ ଦଳ ଶୀର୍ଷ ସ୍ଥାନ ବଜାୟ ରଖିଛି। ମୋଟ୍ ୧୧୬ ରେଟିଂ ପଏଣ୍ଟ ସହ ଭାରତ ପୂର୍ବଭଳି ପ୍ରଥମ ସ୍ଥାନରେ ସୁରକ୍ଷିତ ରହିଛି। ସେହିଭଳି…
ପ୍ରଭାସ ନୁହନ୍ତି, ଏହି ବିବାହିତ ନିର୍ଦ୍ଦେଶକଙ୍କ ପ୍ରେମରେ ଅନୁଷ୍କା: ଶୀଘ୍ର କରିପାରନ୍ତି ବିବାହ
ବମ୍ବେ: ଦକ୍ଷିଣ ଭାରତୀୟ ସିନେ ଜଗତର ଆଗଧାଡ଼ିର ନାୟିକା ଅନୁଷ୍କା ସେଟ୍ଟୀ। ଚଳଚ୍ଚିତ୍ର ‘ବାହୁବଲୀ’ରେ ଚରିତ୍ରକୁ ନେଇ ଅଧିକ ଲୋକପ୍ରିୟ ହୋଇଥିଲେ ସେ। କେବଳ ସେତିକି ନୁହେଁ, ଫିଲ୍ମ ନାୟକ ପ୍ରଭାସଙ୍କ ସହ ତାଙ୍କର ଇଲୁ ଇଲୁ ଚାଲିଥିବା ନେଇ ଜୋର…
Archives


