Home

ସାନିଟାଇଜ୍‌ ହେଲା ସଂକ୍ରାମକ ରୋଗ ଚିକିତ୍ସାଳୟ

ପୁରୀ ଅଫିସ,୨।୪: କରୋନା ଭୂତାଣୁ ସଂକ୍ରମଣକୁ ରୋକିବା ପାଇଁ ପ୍ରଶାସନ ପକ୍ଷରୁ ବୁଧବାର ସଂକ୍ରାମକ ରୋଗ ଚିକିତ୍ସାଳୟ (ଆଇଡିଏଚ୍‌)କୁ ସାନିଟାଇଜ୍‌ କରାଯାଇଛି। ଏହା ପରିସରରେ ଥିବା କରୋନା ୱାର୍ଡ, ଓପିଡି ଆଦି ବିଭିନ୍ନ ସ୍ଥାନ ସାନିଟାଇଜ କରାଯାଇଛି। ଅଗ୍ନିଶମ ବିଭାଗର ୨ଟି…

ତହସିଲ କାର୍ଯ୍ୟାଳୟ ନିକଟରେ ଅଟକି ରହିଛି ଶତାଧିକ ଗାଡ଼ି, ଚାଳକଙ୍କ ସ୍ବାସ୍ଥ୍ୟ ପରୀକ୍ଷା ହୋଇଛି କି ନାହିଁ ସନ୍ଦେହ

ଗଞ୍ଜାମ,୨ା୪(ଡି.ଏନ୍‌.ଏ.): କରୋନା ଭୂତାଣୁକୁ ନେଇ ସାରା ବିଶ୍ୱ ଏବେ ଆତଙ୍କିତ ଅବସ୍ଥାରେ ରହିଛି। ଏଥିପାଇଁ କେନ୍ଦ୍ର ଏବଂ ରାଜ୍ୟ ସରକାର ଲକ୍‌ଡାଉନ୍‌ ଘୋଷଣା କରିଛନ୍ତି। ଏଭଳି ପରିସ୍ଥିତିରେ ଗଞ୍ଜାମ ତହସିଲ କାର୍ଯ୍ୟାଳୟଠାରୁ ମାତ୍ର ୨୦୦ମିଟର ଦୂରରେ ବାହାର ରାଜ୍ୟରୁ ଆସିଥିବା ଶହ…

ଶ୍ରୀମନ୍ଦିରରେ ଲୋକନାଥଙ୍କ ଅଶୋକାଷ୍ଟମୀ ନୀତି

ପୁରୀ ଅଫିସ,୨।୪: ପବିତ୍ର ଚୈତ୍ର ଶୁକ୍ଳପକ୍ଷ ଅଷ୍ଟମୀକୁ ଅଶୋକାଷ୍ଟମୀ କୁହାଯାଏ। ବୁଧବାର ଶ୍ରୀମନ୍ଦିରରେ ଶ୍ରୀଲୋକନାଥଙ୍କ ଅଶୋକାଷ୍ଟମୀ ନୀତି ପାଳିତ ହୋଇଯାଇଛି। ଶ୍ରୀଲୋକନାଥ ହେଉଛନ୍ତି ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଭଣ୍ଡାର ରକ୍ଷକ। ମହାପ୍ରଭୁଙ୍କ ଭଣ୍ଡାର ଗୃହରେ ଲୋକନାଥଙ୍କ ଚଳନ୍ତି ପ୍ରତିମା ପୂଜା ପାଇଥାନ୍ତି। ବୁଧବାର…

କରୋନା ନା ନେଲେ ହେବ ଜେଲଦଣ୍ଡ !

ଆଶଗାବାଟ,୨।୪: କରୋନା ସଂକ୍ରମଣ ଯୋଗୁ ସାରା ପୃଥିବୀରେ ଆତଙ୍କ ସୃଷ୍ଟି ହୋଇଛି। ତେବେ କରୋନା ନା ନେଲେ ଜେଲଦଣ୍ଡ ଘୋଷଣା କରାଯିବା କଥା ଶୁଣିଲେ ଯେ କେହି ଆଶ୍ଚର୍ଯ୍ୟ ହେବେ। କିନ୍ତୁ ଏହା ସତ। କେନ୍ଦ୍ରୀୟ ଏସିଆରେ କାସ୍ପିଆନ୍‌ ସାଗରକୂଳରେ ଥିବା…

ଭାବବିହ୍ବଳ କଲା କୁନିଝିଅଙ୍କ ନିବେଦନ

ଭୁବନେଶ୍ୱର,୨।୪(ବ୍ୟୁରୋ): କରୋନା ସଂକ୍ରମଣ ବ୍ୟାପିବାକୁ ରୋକିବା ଲାଗି କେନ୍ଦ୍ର ସରକାର ଘୋଷଣା କରିଥିବା ୨୧ ଦିନିଆ ଲକ୍‌ଡାଉନ୍‌କୁ ମାନି ନିଜ ନିଜ ଘରେ ସୁରକ୍ଷିତ ରହିବାକୁ ଅନୁରୋଧ କରିଛନ୍ତି ଅରୁଣାଚଳ ପ୍ରଦେଶର ଜଣେ ୯ ବର୍ଷର ଝିଅ। ହେଲେ ତାଙ୍କ ନିବେଦନ…

ବ୍ରହ୍ମବରଦାରେ ଆଉ ଜଣେ ନିଜାମୁଦ୍ଦିନ ଫେରନ୍ତା ଠାବ

ରସୁଲପୁର,୨।୪(ଡି.ଏନ୍‌.ଏ.): ନିଜାମୁଦ୍ଦିନରେ ଆୟୋଜିତ ମୁସଲମାନଙ୍କ ଧର୍ମସଭାରେ ଯୋଗଦେଇ ଫେରିଥିବା ବ୍ୟକ୍ତିମାନଙ୍କ ମଧ୍ୟରୁ ଆଉ ଜଣଙ୍କୁ ବୁଧବାର ଯାଜପୁର ଜିଲା ରସୁଲପୁର ବ୍ଲକର ବ୍ରହ୍ମବରଦା ଅଞ୍ଚଳରେ ଠାବ କରିଛି ପ୍ରଶାସନ। ସମ୍ପୃକ୍ତ ବ୍ୟକ୍ତିଙ୍କ ଘରେ ବୁଧବାର ସନ୍ଧ୍ୟାରେ ରସୁଲପୁର ତହସିଲଦାର ଜ୍ୟୋତିକାନ୍ତ ଭୁଜବଳଙ୍କ…

ଅସ୍ଥାୟୀ ପରିବା ହାଟରେ ବିଦ୍ୟୁତ୍‌ ଭଡ଼ା ଆଦାୟକୁ ନେଇ ଅସନ୍ତୋଷ: ବିଧାୟକଙ୍କ ନିକଟରେ ଅଭିଯୋଗ

ଗୋପ,୨ା୪(ଡି.ଏନ୍‌.ଏ.) : କରୋନାକୁ ସିଧାସଳଖ ମୁକାବିଲା କରିବା ଓ ସାମାଜିକ ଦୂରତା ଉପରେ ଗୁରୁତ୍ୱକୁ ନେଇ ୨ ଦିନ ହେବ ସ୍ଥାନୀୟ ବିଧାୟକ ତଥା ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶଙ୍କ ନିର୍ଦ୍ଦେଶରେ ଗୋପ ମେଳଣ ପଡ଼ିଆରେ ଅସ୍ଥାୟୀ ଭାବରେ ପରିବା…

ଯାଜପୁର ଜିଲାର ସୀମା ନାକାବନ୍ଦୀ

ଯାଜପୁର ଅଫିସ,୨।୪: ପଡୋଶୀ ଜିଲା ଭଦ୍ରକରେ ଓଡ଼ିଶାର ୪ର୍ଥ କରୋନା ଭାଇରସ୍‌ ସଂକ୍ରମିତ ଚିହ୍ନଟ ହେବା ପରେ ଯାଜପୁର ଜିଲାର ସମସ୍ତ ସୀମାକୁ ନାକାବନ୍ଦୀ କରି ଦିଆଯାଇଛି। ଜିଲା ପୋଲିସ ସେଠାରେ ୨୪ ଘଣ୍ଟା ପହରା ଦେଉଛି। ଜିଲା ବାହାରୁ ଆସୁଥିବା…

ଲିଙ୍ଗରାଜଙ୍କ ନୀତି ବନ୍ଦ

ପୁରୁଣା ଭୁବନେଶ୍ୱର, ୨।୪ (ଡି.ଏନ୍‌.ଏ.): ମହାପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ବର୍ଷ ବର୍ଷ ଧରି ପାଳିତ ହେଉଥିବା ବହୁ ପରମ୍ପରାରେ ପୂର୍ଣ୍ଣଚ୍ଛେଦ ପଡ଼ିବାରେ ଲାଗିଛି। ପୂର୍ବରୁ ୯ଶହ ବର୍ଷର ହାଣ୍ଡିଭଙ୍ଗା ଯାତ୍ରା ବନ୍ଦ ହୋଇଯାଇଥିବାବେଳେ ଚଳିତବର୍ଷ ରୁକୁଣା ରଥଯାତ୍ରା ଲକ୍‌ଡାଉନ୍‌ ପାଇଁ ବୁଧବାର ହୋଇପାରିନି।…

ନିଜାମୁଦ୍ଦିନ୍‌ରୁ ଓଡ଼ିଶାକୁ ଫେରିଥିବା ୬ବିଦେଶୀଙ୍କ ସମେତ ୨୦ ଚିହ୍ନଟ: ୧୫ଜଣଙ୍କ ରିପୋର୍ଟ ନେଗେଟିଭ୍‌

ଭୁବନେଶ୍ୱର,୨।୪(ବ୍ୟୁରୋ): ନୂଆଦିଲ୍ଲୀର ନିଜାମୁଦ୍ଦିନ୍‌ରେ ଅନୁଷ୍ଠିତ ଧର୍ମସଭାରୁ ଓଡ଼ିଶାକୁ ଆସିଥିବା ଲୋକଙ୍କ ମଧ୍ୟରୁ ୬ଜଣ ବିଦେଶୀଙ୍କ ସମେତ ୨୦ଜଣଙ୍କୁ ଚିହ୍ନଟ କରାଯାଇଛି। ସେମାନଙ୍କ ସମସ୍ତଙ୍କ ନମୁନା ସଂଗ୍ରହ କରାଯାଇ ପରୀକ୍ଷା ପାଇଁ ପଠାଯାଇଥିବାବେଳେ ୧୫ଜଣଙ୍କ ରିପୋର୍ଟ ନେଗେଟିଭ ଆସିଥିବାବେଳେ ୫ଜଣଙ୍କ ରିପୋର୍ଟ ହସ୍ତଗତ…

ଛାତ୍ର ଓମ୍‌ପ୍ରକାଶଙ୍କ ବଦାନ୍ୟତା

ଜଟଣୀ,୨।୪(ଡି.ଏନ.ଏ): ବର୍ତ୍ତମାନ କରୋନା କଟକଣା ଯୋଗୁ ସମସ୍ତେ ଘରର ଚାରିକାନ୍ଥ ମଧ୍ୟରେ ଆବଦ୍ଧ ହୋଇ ରହୁଛନ୍ତି। ମାତ୍ର ଏହି ସମୟରେ ସମାଜସେବା ଲାଗି ସାଇକେଲ ଧରି ବାହାରିପଡୁଛନ୍ତି ବାଛରାପାଟଣା ଅଞ୍ଚଳର ୮ମ ଶ୍ରେଣୀ ଛାତ୍ର ଓମ୍‌ପ୍ରକାଶ ନାୟକ। ଘରଲୋକେ ମନାକଲେ ବି…

ମାତ୍ର ୩ ସେକେଣ୍ଡ୍‌ରେ ଲୋକଙ୍କୁ ସାନିଟାଇଜ୍‌ କରୁଛି ସୁଡ଼ଙ୍ଗ

ଚେନ୍ନାଇ,୨।୪: ଭାରତରେ କରୋନା ସଂକ୍ରମଣ ନେଇ ସଙ୍କଟ ସୃଷ୍ଟି ହୋଇଛି। ଏଥିରୁ ଦୂରେଇ ରହିବା ପାଇଁ ସାନିଟାଇଜରର ବ୍ୟବହାର ଏବଂ ହାତ ଧୋଇବା ଉପରେ ଗୁରୁତ୍ୱ ଦିଆଯାଉଛି। ଲୋକଙ୍କ ସମଗ୍ର ଶରୀର ସାନିଟାଇଜ୍‌ କରିବା ପାଇଁ ତାମିଲନାଡୁର ତିରୁପୁର ଜିଲାରେ ଏକ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri