ଉଚ୍ଛେଦ ଯୋଗୁ ଫାଟୁଛି ପାଖ ଘର
ପୁରୀ ଅଫିସ, ୩୦ା୧: ଶ୍ରୀମନ୍ଦିର ସୁରକ୍ଷା ଜୋନ୍ରେ ଉଚ୍ଛେଦ ଅଭିଯାନ ଜାରି ରହିଛି। ମେଘନାଦ ପାଚେରି କଡ଼ରୁ ୭୫ ମିଟର ପରିଧି ମଧ୍ୟରେ ଥିବା ନିର୍ମାଣ ଭଙ୍ଗାଯାଉଛି। ତେବେ ଏହି ଉଚ୍ଛେଦକୁ ନେଇ ନୂଆ ଏକ ଘଟଣା ସାମ୍ନାକୁ ଆସିଛି। ଉଚ୍ଛେଦରେ…
ପୁରୀ ଜିଲାର ୧୦୦୮ କୁକୁଡ଼ାଙ୍କ ରକ୍ତ ନମୁନା ସଂଗ୍ରହ
ପୁରୀ ଅଫିସ, ୩୦ା୧: ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ କ୍ରମେ ପୁରୀ ଜିଲାର ବିଭିନ୍ନ ସ୍ଥାନରୁ ବାର୍ଡଫ୍ଲୁ ଆଶଙ୍କା କରି ୧୦୦୮ କୁକୁଡ଼ାଙ୍କ ରକ୍ତ ନମୁନା ସଂଗ୍ରହ କରାଯାଇ ପରୀକ୍ଷା ନିମନ୍ତେ ପଠାଯାଇଛି। ୧୧ ବ୍ଲକରେ ଥିବା ୨୦୪୦ କୁକୁଡ଼ା ଫାର୍ମ ସମ୍ପର୍କରେ…
‘ଏନ୍ଆର୍ସି ନୁହେଁ ଏନ୍ଆର୍ୟୁ ଆବଶ୍ୟକ’
ପୁରୀ ଅଫିସ, ୩୦ା୧: ଦେଶର ଭବିଷ୍ୟତ କୁହାଯାଉଥିବା ଯୁବଶକ୍ତିି ଆଜି ଦିଶାହୀନ ହୋଇ ବୁଲୁଛନ୍ତି। ଦେଶରେ ଶିକ୍ଷିତ ବେକାରୀଙ୍କ ସଂଖ୍ୟା ବଢି ଚାଲିଛି। ଗତ ୪୫ବର୍ଷ ତୁଳନାରେ ବେକାରୀ ହାର ସର୍ବାଧିକ ରହିଛି। ପ୍ରତିବର୍ଷ ୨ଲକ୍ଷ ଯୁବତୀ ଯୁବକଙ୍କୁ ନିଯୁକ୍ତି ଦିଆଯିବ…
ସ୍ବର୍ଗଦ୍ୱାରରେ ଶୋଷଣ ଅଭିଯୋଗ: ଥାନାରେ ଏତଲା, କାର୍ଯ୍ୟାନୁଷ୍ଠାନ ଦାବି
ପୁରୀ ଅଫିସ, ୩୦ା୧: ସ୍ବର୍ଗଦ୍ୱାର ହେଉଛି ପ୍ରତ୍ୟେକ ହିନ୍ଦୁଙ୍କ ଶ୍ରଦ୍ଧା ଓ ଆସ୍ଥାର କେନ୍ଦ୍ର। ମୃତ୍ୟୁ ପରେ ଏଠାରେ ମୃତଦେହ ଦାହ କଲେ ସ୍ବର୍ଗପ୍ରାପ୍ତି ହୋଇଥାଏ ବୋଲି ବିଶ୍ୱାସ ରହିଛି। ଏଣୁ ଦୈନିକ ଶହ ଶହ ମୃତଦେହ ସତ୍କାର ଲାଗି ଏଠାକୁ…
ଆନ୍ତଃ ରାଜ୍ୟ ଲୁଟେରା ଗ୍ୟାଙ୍ଗ୍ର ଜଣେ ଗିରଫ
ପୁରୀ ଅଫିସ, ୩୦ା୧: ଗତ କିଛି ମାସ ଧରି ପୁରୀ ସହରରେ ଏକ ଆନ୍ତଃ ରାଜ୍ୟ ଲୁଟେରା ଗ୍ୟାଙ୍ଗ ସକ୍ରୀୟ ଥିଲା। ନିଜକୁ ପୋଲିସ ପରିଚୟ ଦେଇ ଏହି ଗ୍ୟାଙ୍ଗର ଲୁଟେରାମାନେ ବିଭିନ୍ନ ସ୍ଥାନରେ କୌଶଳ କ୍ରମେ ମହିଳାଙ୍କଠାରୁ ସୁନାଗହଣା ଲୁଟି…
ଗର୍ଭାବସ୍ଥାରେ ଏସବୁ ଖାଇଲେ ରହିଥାଏ ଗର୍ଭପାତ ଆଶଙ୍କା
ସାଧାରଣତଃ ଗର୍ଭାବସ୍ଥାରେ ସ୍ବାସ୍ଥ୍ୟକର ଖାଦ୍ୟ ଖାଇବା ଉଚିତ୍। କିନ୍ତୁ ଏମିତି କିଛି ଖାଦ୍ୟପାନୀୟ ରହିଛି, ଯାହାକୁ ଖାଇଲେ ଗର୍ଭପାତ ଆଶଙ୍କା ରହିଥାଏ ବୋଲି ଏକ ଗବେଷଣାରୁ ଜଣାପଡ଼ିଛି। ଜାଣନ୍ତୁ ଏ ସମ୍ପର୍କରେ… ଅମୃତଭଣ୍ଡା : ଗର୍ଭାବସ୍ଥାର ଆରମ୍ଭରେ କଞ୍ଚା ଅମୃତଭଣ୍ଡା ଖାଇଲେ…
ଦେଶଦ୍ରୋହ ମାମଲାରେ ଗିରଫ ହୋଇଥିବା ଶର୍ଜିଲଙ୍କୁ ୫ ଦିନିଆ ରିମାଣ୍ଡରେ ନେଲା ପୋଲିସ
ନୂଆଦିଲ୍ଲୀ,୨୯।୧: ଦେଶଦ୍ରୋହ ମାମଲାରେ ଗିରଫ ହୋଇଥିବା ଜବାହରଲାଲ ନେହେରୁ ୟୁନିଭର୍ସିଟି (ଜେଏନ୍ୟୁ)ର ଛାତ୍ର ଶର୍ଜିଲ ଇମାମଙ୍କୁ ପୋଲିସ ୫ ଦିନିଆ ରିମାଣ୍ଡରେ ନେଇଛି। ବୁଧବାର ଦିଲ୍ଲୀ ପୋଲିସର କ୍ରାଇମ୍ବ୍ରାଞ୍ଚ ଶର୍ଜିଲଙ୍କୁ ସାକେତ କୋର୍ଟରେ ହାଜର କରିଥିଲେ। ତାଙ୍କୁ ୫ଦିନିଆ ରିମାଣ୍ଡରେ ନେବା…
ପୁଣି ଟଳିପାରେ ନିର୍ଭୟା ଦୋଷୀଙ୍କ ଫାଶୀ: କ୍ଷମାପ୍ରାର୍ଥନା ପାଇଁ ରାଷ୍ଟ୍ରପତିଙ୍କ ନିକଟରେ ଆବେଦନ କଲେ ବିନୟ
ନୂଆଦିଲ୍ଲୀ,୨୯।୧: ଦିଲ୍ଲୀର ବହୁଚର୍ଚ୍ଚିତ ନିର୍ଭୟା ଗଣବଳାତ୍କାର ମାମଲାର ୪ ଦୋଷୀଙ୍କ ଫାଶୀ ପୁଣି ଟଳିପାରେ। ଫାଶୀରୁ ବର୍ତ୍ତିବା ପାଇଁ ୪ଦୋଷୀଙ୍କ ମଧ୍ୟରୁ ଅନ୍ୟ ଦୋଷୀ ବିନୟ ଶର୍ମା ବୁଧବାର ନୂଆ ବିକଳ୍ପ ଆପଣାଇଛନ୍ତି। ବୁଧବାର ବିନୟଙ୍କ ଓକିଲ ରାଷ୍ଟ୍ରପତିଙ୍କ ନିକଟରେ କ୍ଷମା…
ବାଇକ୍କୁ ଧକ୍କା ଦେଲା ପିକ୍ଅପ୍, ୨ ମୃତ: ଉତ୍ତ୍ୟକ୍ତ ଲୋକଙ୍କ ରାସ୍ତାରୋକ
କେନ୍ଦୁଝର, ୨୯ା୧(ଡି.ଏନ୍.ଏ./ସ୍ବ.ପ୍ର.): କେନ୍ଦୁଝର ଜିଲା ପଣ୍ଡାପଡା ଥାନା ସୁନାଟାଙ୍ଗିରୀ ନିକଟରେ ବୁଧବାର ମଧ୍ୟାହ୍ନରେ ଏକ ସଡକ ଦୁର୍ଘଟଣାରେ ଦୁଇ ଜଣ ଯୁବକଙ୍କ ମୃତ୍ୟୁ ହୋଇଥିବାବେଳେ ସ୍ଥାନୀୟ ଲୋକେ ରାସ୍ତାରୋକୋ କରିଥିବା ଜଣାପଡିଛି। ମିଳିଥିବା ଖବର ଅନୁସାରେ, ନରଣପୁର-ଡୁବୁରୀ ରାସ୍ତାର ସୁନାଟାଙ୍ଗିରୀ ନିକଟରେ…
ନାବାଳିକା ବଳାତ୍କାରୀଙ୍କୁ ୧୦ ବର୍ଷ ଜେଲ
କେନ୍ଦୁଝର, ୨୯ା୧(ସ୍ବ.ପ୍ର.): ସ୍ଥାନୀୟ ଅତିରିକ୍ତ ଜିଲା ଜଜ କମ ସ୍ପେଶାଲ ଜଜ ଲୋକନାଥ ସାହୁ ଏକ ନାବାଳିକା ବଳାତ୍କାର ମାମଲାର ଶୁଣାଣି କରି ବୁଧବାର ଦୋଷୀ ଜଗନା ମୁଣ୍ଡାଙ୍କୁ ୧୦ ବର୍ଷ ଜେଲ ଦଣ୍ଡାଦେଶ ଓ ୧୦ ହଜାର ଟଙ୍କା ଫାଇନ…
ବ୍ରାଏଣ୍ଟଙ୍କ ହେଲିକପ୍ଟରରେ ସତର୍କ ବ୍ୟବସ୍ଥା ନ ଥିଲା
ଲସ୍ ଏଞ୍ଜେଲସ, ୨୯।୧(ପି.ଟି.): ଜଣାଶୁଣା ବାସ୍କେଟ ବଲ୍ ଖେଳାଳି ତଥା ଏନ୍ବିଏ ଲିଜେଣ୍ଡ କୋବ୍ ବ୍ରାଏଣ୍ଟ ହେଲିକପ୍ଟର ଦୁର୍ଘଟଣାରେ ମୃତ୍ୟୁ ବରଣ କରିବା ପରେ ଏ ନେଇ ତଦନ୍ତ ଆରମ୍ଭ ହୋଇଛି। ବ୍ରାଏଣ୍ଟଙ୍କ ହେଲିକପ୍ଟରରେ କୌଣସି ସତର୍କ ବ୍ୟବସ୍ଥା ନ ଥିଲା…
ସୁପର ଓଭରରେ ରୋହିତଙ୍କ ସୁପର ଶୋ: ନ୍ୟୁଜିଲାଣ୍ଡରେ ଭାରତର ପ୍ରଥମ ଟି୨୦ ସିରିଜ ବିଜୟ
ହାମିଲଟନ, ୨୯।୧(ପି.ଟି.): ହିଟ୍ମ୍ୟାନ ରୋହିତ ଶର୍ମାଙ୍କ ସୁପର ଶୋ ବଳରେ ଭାରତ ଏହାର ସର୍ବପ୍ରଥମ ଟି୨୦ ସୁପର ଓଭର ମ୍ୟାଚରେ ଚମକପ୍ରଦ ବିଜୟ ହାସଲ କରିଛି। ବିଭିନ୍ନ ସମୟରେ ମୋଡ଼ ବଦଳାଇଥିବା ମ୍ୟାଚ ଟାଇରେ ଶେଷ ହେବା ଏବଂ ସୁପର ଓଭରରେ…
Archives


