Home

ପ୍ରଧାନମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିକୁ ସହାୟତା ପ୍ରଦାନ କଲେ ଆଲିଆ

ମୁମ୍ବାଇ: ଭାରତରେ କରୋନା ଭାଇରସ୍‌ ନିଜର କାୟା ବିସ୍ତାର କରିଚାଲିଛି। ପ୍ରତିଦିନ ଏହି ଭାଇରସ୍‌ ସଂକ୍ରମିତଙ୍କ ସଂଖ୍ୟା ବଢ଼ିଚାଲିଛି। ବୁଧବାର ସୁଦ୍ଧା ଏହି ଭାଇରସ୍‌ରେ ୩୮ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୧୩୯୭ ଜଣ ଆକ୍ରାନ୍ତ ହୋଇଛନ୍ତି। ଖାସ୍‌କରି ଏହି ସଂକ୍ରମଣରୁ…

ଆଳିରେ ନିଜାମୁଦ୍ଦିନ ଫେରନ୍ତା ଚିହ୍ନଟ: ଆଇସୋଲେଶନରେ ରଖିଲା ପୋଲିସ

ଆଳି,୧।୪(ଡି.ଏନ୍‌.ଏ.): କରୋନା ସଂକ୍ରମଣକୁ ନେଇ ଚର୍ଚ୍ଚାରେ ରହିଆସୁଥିବା ନିଜାମୁଦ୍ଦିନ ଧର୍ମସଭାରେ ଓଡ଼ିଶାରୁ କେତେଜଣ ମୌଲାନା ଯୋଗ ଦେଇଥିଲେ। ସେମାନଙ୍କ ମଧ୍ୟରୁ ଆଳି ଅଞ୍ଚଳର ଜନୈକ ମୌଲାନାଙ୍କୁ ଚିହ୍ନଟ କରାଯାଇଛି। ତାଙ୍କୁ କେନ୍ଦ୍ରାପଡ଼ା ଜିଲା ପୋଲିସ ହସ୍ପିଟାଲ ଆଇସୋଲେଶନରେ ରଖିଥିବା ଜଣାପଡିଛି ।…

କୋଭିଡ-୧୯: ମ୍ୟାକ୍‌ଏନ୍‌ରୋ କରୋନା ପଜିଟିଭ୍‌

ଓ୍ବାଶିଂଟନ,୧ା୪(ଏ.ପି.)- ଆମେରିକାର ପୂର୍ବତନ ଡେଭିସ କପ୍‌ ଅଧିନାୟକ ପାଟ୍ରିକ୍‌ ମେକ୍‌ଏନ୍‌ରୋ କରୋନା ଭାଇରସ୍‌ ଦ୍ୱାରା ସଂକ୍ରମିତ ହୋଇଛନ୍ତି। ସୋସିଆଲ ମିଡିଆରେ ଏକ ଭିଡିଓ ପୋଷ୍ଟ କରି ସେ ଏ ନେଇ ସମସ୍ତଙ୍କୁ ଜଣାଇଛନ୍ତି। ମେକ୍‌ଏନ୍‌ରୋ ହେଉଛନ୍ତି ୮ଥର ମେଜର ଚାମ୍ପିୟନ ଜନ୍‌…

ବିଦ୍ୟାପୀଠ ଖେଳ ପଡ଼ିଆକୁ କେସିଙ୍ଗା ଡେଲି ମାର୍କେଟ ସ୍ଥାନାନ୍ତର

କେସିଙ୍ଗା, ୧।୪(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କେସିଙ୍ଗା ସହରର ମୁଖ୍ୟ ଡେଲି ମାର୍କେଟକୁ ବୁଧବାର ବିଦ୍ୟାପୀଠ ଖେଳ ପଡ଼ିଆକୁ ସ୍ଥାନାନ୍ତର କରାଯାଇଛି। ଏ ନେଇ ଗତ ମାର୍ଚ୍ଚ ୩୧ ତାରିଖରେ ଚିଠି ନଂ. ୮୯୭ ଯୋଗେ ସମସ୍ତ ପନିପରିବା ବ୍ୟବସାୟୀଙ୍କୁ ଏନ୍‌ଏସି ପକ୍ଷରୁ…

ତବଲିଗ୍‌ ଜମାତ୍‌ ନେଇ ହରଡ଼ଘଣାରେ ସରକାର !

ନୂଆଦିଲ୍ଲୀ,୧।୪: ଦିଲ୍ଲୀର ନିଜାମୁଦ୍ଦିନ୍‌ରେ ହୋଇଥିବା ତବଲିଗ୍‌ ଜମାତ୍‌ ନେଇ ଏବେ କେନ୍ଦ୍ର ସରକାରଙ୍କ ସହିତ ରାଜ୍ୟ ସରକାର ମଧ୍ୟ ହରଡ଼ଘଣାରେ ପଡ଼ିଛନ୍ତି। ଜମାତ୍‌ରେ ଯୋଗଦେଇଥିବା ୩୨ଜଣଙ୍କୁ କ୍ୱାରାଣ୍ଟାଇନ୍‌ରେ ରଖାଯାଇଥିବାବେଳେ ୬୯ ଜଣ ଆଇସୋଲେଶନ୍‌ରେ ରହିଛନ୍ତି। ମାର୍ଚ୍ଚ ୧୬ରୁ ୨୪ ପର୍ଯ୍ୟନ୍ତ ଏଠାରେ…

ଦ୍ୱିତୀୟ ଦିନରେ ରବି ଟକିଜ୍‌ ଛକରୁ ମ୍ୟୁଜିୟମ୍‌ ଛକ ପର୍ଯ୍ୟନ୍ତ ଚାଲିଛି ସାନିଟାଇଜ୍‌

କଟକରୋଡ, ୧।୪(ଡି.ଏନ୍‌.ଏ.): କରୋନା(କୋଭିଡ-୧୯) ଭୂତାଣୁ ସଂକ୍ରମଣରୁ ଭୁବନେଶ୍ୱରକୁ ରକ୍ଷା କରିବା ପାଇଁ ଆରମ୍ଭ ହୋଇଛି ସାନିଟାଇଜ କାର୍ଯ୍ୟକ୍ରମ। ବୁଧବାର ଏହି କାର୍ଯ୍ୟକ୍ରମ ଦ୍ୱିତୀୟ ଦିନରେ ପହଞ୍ଚିଛି। ପୂର୍ବାହ୍ନ ପ୍ରାୟ ୧୧ଟାରେ କଳ୍ପନା ଅଗ୍ନିଶମ କେନ୍ଦ୍ରର ଏକ ଟିମ୍‌ ୪ ଦମକଳ ଗାଡ଼ି…

କରୋନା ସହାୟତା: ହକି ଇଣ୍ଡିଆର ୨୫ ଲକ୍ଷ ଟଙ୍କା ଦାନ

ନୂଆଦିଲ୍ଳୀ,୧।୪(ପି.ଟି.): କୋଭିଡ-୧୯ ମହାମାରୀକୁ ରୋକିବା ଅଭିଯାନରେ ସାମିଲ ହୋଇଛି ହକି ଇଣ୍ଡିଆ। ଏଥିପାଇଁ ହକି ଇଣ୍ଡିଆ ୨୫ ଲକ୍ଷ ଟଙ୍କା ଦାନ କରିଛି। ବୁଧବାର ପ୍ରଧାନମନ୍ତ୍ରୀ କେୟାର୍ସ ଫଣ୍ଡକୁ ଏହି ଅର୍ଥ ପ୍ରଦାନ କରାଯାଇଛି। କରୋନା ମହାମାରୀକୁ ରୋକିବାକୁ ଦେଶ ପାଇଁ…

ଲକ୍‌ଡାଉନ୍‌କୁ ମାନିଲେନି ଶ୍ରମିକ, ଘରକୁ ଫେରିବା ଲାଗି ଭଙ୍ଗା ଗୋଡ଼ରୁ ନିଜେ ଖୋଲିଦେଲେ ପ୍ଲାଷ୍ଟର

ଭୋପାଳ,୧ା୪ : କରୋନା ଭାଇରସ୍‌କୁ ନେଇ ସମଗ୍ର ଦେଶରେ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି। ଏହି ପରିସ୍ଥିତିରେ ଘରଦ୍ୱାର ଛାଡ଼ି ରୋଜଗାର ଆଶାରେ ବାହାରେ ଯାଇଥିବା କିଛି ଶ୍ରମିକ ଚିନ୍ତାରେ ପଡ଼ିଯାଇଛନ୍ତି। କାରଣ ଘରକୁ ଫେରିବା ପାଇଁ ଗାଡ଼ିମୋଟର ନାହିଁ। ଚାରିଆଡ଼େ ବନ୍ଦ।…

ଦନ୍ତା ଆକ୍ରମଣରେ ୨ ଜଣଙ୍କ ଜୀବନ ଗଲା, ଜଣେ ଗୁରୁତର

ସମ୍ବଲପୁର, ୧।୪ (ବ୍ୟୁରୋ): ସମ୍ବଲପୁର ବନଖଣ୍ଡ ଯୁଯୁମୁରା ଥାନା କୋଲଗାଁରେ ମଙ୍ଗଳବାର ବିଳମ୍ବିତ ରାତ୍ରିରେ ଦନ୍ତା ଆକ୍ରମଣରେ ୨ଜଣଙ୍କ ମୃତ ଘଟିଥିବା ବେଳେ ଜଣେ ଗୁରୁତର ହୋଇଛନ୍ତି। ମୃତକ ଦ୍ୱୟ ହେଲେ କେଶାପାଲି ସରପଞ୍ଚଙ୍କ ମା’ ଉର୍ମିଳା ମିର୍ଞ୍ଚା (୬୫) ଓ…

ବିସିଜି ଟୀକା ଦିଆଯାଇଥିବା ଦେଶରେ କରୋନା ଆତଙ୍କ ହେବ କମ୍‌: ଭାରତରେ ଅଧିକ କ୍ଷତିର ନାହିଁ ଆଶଙ୍କା !

ନୂଆଦିଲ୍ଲୀ/ମେଲବୋର୍ନ,୧।୪: ଯେଉଁ ଦେଶରେ ଟିବି ପାଇଁ ପ୍ରତିଷେଧକ ଟୀକା ବିସିଜି(ବାସଲି କାଲାମେଟ୍‌-ଗ୍ୟୁରିନ୍‌)ର ବ୍ୟବହାର କରାଯାଇଛି ସେସବୁ ଦେଶରେ କରୋନା ଆତଙ୍କ କମ ଦେଖାଯିବ ବୋଲି ନ୍ୟୁୟର୍କ ଇନଷ୍ଟିଚ୍ୟୁଟ ଅଫ୍‌ ଟେକ୍ନୋଲୋଜି ବିଭାଗର ବାୟୋଲୋଜିକାଲ ସାଇନ୍ସ୍‌ ପକ୍ଷରୁ ହୋଇଥିବା ଏକ ସର୍ଭେ ରିପୋର୍ଟରେ…

ଲକ୍‌ଡାଉନ୍‌: ଲୁଣ ଉତ୍ପାଦନ ନେଇ ଚିନ୍ତାରେ ଚାଷୀ

ଗଞ୍ଜାମ, ୧।୪(ଡି.ଏନ୍‌.ଏ.): ଗଞ୍ଜାମ-ହୁମା ୧୬ ନଂ. ଜାତୀୟ ରାଜପଥ ପାର୍ଶରେ କେନ୍ଦ୍ର ସରକାରଙ୍କ ୧୪୭୨ ଏକର ଲୁଣ ଚାଷ ଜମି ରହିଛି । ସେଥିମଧ୍ୟରୁ ହୁମା ଓ ବିଞ୍ଚଣାପଲ୍ଲୀ ଲବଣ ଉତ୍ପାଦନ ବିକ୍ରୟ ସମବାୟ ସମିତି ୭୨୯ ଏକର ଜମି ଲିଜ୍‌…

ଭଦ୍ରକରେ ୪ର୍ଥ କରୋନା ପଜିଟିଭ୍‌ ପରେ ଖେଳିଯାଇଛି ଆତଙ୍କ, ଯାଞ୍ଚ କଡ଼ାକଡ଼ି

ଭଦ୍ରକ ଅଫିସ,୧ା୪: ଭଦ୍ରକରେ ଚତୁର୍ଥ କରୋନା ପଜିଟିଭ୍‌ ଚିହ୍ନଟ ପରେ ସହର ତଥା ଜିଲାରେ ଆତଙ୍କ ଖେଳିଯାଇଛି। ଏବେ ପ୍ରଶାସନ କଠୋର ହୋଇଛି। ବୁଧବାର ସକାଳୁ ପୁରୁଣା ବଜାର ଅଞ୍ଚଳକୁ ସିଲ୍‌ କରିଦିଆଯାଇଛି। ଯାତାୟାତ ଉପରେ ସ୍ଥାନୀୟ ପୋଲିସ ପ୍ରତିବନ୍ଧକ ଲଗାଇଥିବା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri