ରିଲିଫ୍ ଫଣ୍ଡକୁ ୫ ମାସର ଦରମା ଦାନ କଲେ ମୁଖ୍ୟମନ୍ତ୍ରୀ
ଡେରାଡୁନ,୩୧।୩: କରୋନା ଭାଇରସର ମୁକାବିଲା ପାଇଁ ମୁଖ୍ୟମନ୍ତ୍ରୀ ରିଲିଫ୍ ଫଣ୍ଡ ଓ ପ୍ରଧାନମନ୍ତ୍ରୀ କେୟାର ଫଣ୍ଡକୁ ସହାୟତା ରାଶି ଆସିବାରେ ଲାଗିଛି। ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀ ତ୍ରିଭେନ୍ଦ୍ର ସିଂ ରାଓ୍ବତ ମଙ୍ଗଳବାର ଘୋଷଣା କରିଛନ୍ତି ସେ ତାଙ୍କର ୫ ମାସର ଦରମା କରୋନା…
ମୋହଲ୍ଲା କ୍ଲିନିକ ଡାକ୍ତର କରୋନା ପଜିଟିଭ
ନୂଆଦିଲ୍ଲୀ,୩୧।୩: ରାଜଧାନୀ ଦିଲ୍ଲୀର ବାବରପୁରରେଥିବା ମୋହଲ୍ଲା କ୍ଲିନିକର ଜଣେ ଡାକ୍ତର କରୋନା ଭାଇରସରେ ପୀଡ଼ିତ ହୋଇଥିବା ମଙ୍ଗଳବାର ଜଣାପଡିଛି। ଉକ୍ତ କ୍ଲିନିକକୁ ମାର୍ଚ୍ଚ ୧୨-୨୦ ଭିତରେ ଆସିଥିବା ସମସ୍ତ ରୋଗୀ ଓ ଅନ୍ୟ ବ୍ୟକ୍ତିଙ୍କୁ ନିଜ ଘରେ ସେଲ୍ଫ କ୍ୱାରାଣ୍ଟାଇନରେ ୧୫…
ଜିଲାପାଳଙ୍କ ଅଫିସକୁ ପଶି ପାରିଲେନି ପୂର୍ବତନ ରାଜ୍ୟସଭା ସଦସ୍ୟା
ସମ୍ବଲପୁର, ୩୧।୩ (ବ୍ୟୁରୋ)-ସମ୍ବଲପୁର ଜିଲାପାଳଙ୍କ ଅଫିସ ଭିତରକୁ ବାହ୍ୟ ବ୍ୟକ୍ତି ବିଶେଷଙ୍କ ଯାତାୟତ କରିବାକୁ ସମ୍ପୂର୍ଣ୍ଣ ଭାବେ ନିଷେଧ କରାଯାଇଛି । କେବଳ କର୍ମଚାରୀ ଓ ଅଧିକାରୀମାନଙ୍କ ବିନା ଅନ୍ୟମାନଙ୍କ ସକାଶେ ବାରଣ ରହିଛି । ସୋମବାର ଦିନଠାରୁ ଏହି ନିୟମ…
ସମ୍ବଲପୁରରେ ମନଇଚ୍ଛା ଗଡୁଛି ଗାଡ଼ିମୋଟର
ସମ୍ବଲପୁର, ୩୧।୩ (ବ୍ୟୁରୋ)- କରୋନା ଭୂତାଣୁ ପ୍ରତିଷେଧକ ଭାବେ ଜନତା କର୍ଫ୍ୟୁ ଓ ପରେ ୨୧ ଦିନ ଲକ୍ ଡାଉନ କରାଯାଇଛି । ମଙ୍ଗଳବାର ସପ୍ତମ ଦିନରେ ପହଞ୍ଚତ୍ଛି ଲକ୍ ଡାଉନ। କିନ୍ତୁ ସମ୍ବଲପୁର ସହରରେ ଗାଡିମୋଟର ବେଧଡ଼କ ଭାବେ ଗଡ଼ୁଛି।…
ରାଜଧାନୀରେ ହ୍ୟାଣ୍ଡଓ୍ବାଶ୍ କାରଖାନା ଉପରେ ଚଢ଼ାଉ: ବିନା ଲାଇସେନ୍ସରେ ଚଳାଉଥିଲେ ବ୍ୟବସାୟ
କଟକରୋଡ଼, ୩୧।୩(ଡି.ଏନ୍.ଏ.): ଦେଶରେ କରୋନା (କୋଭିଡ-୧୯) ବ୍ୟାପିବାରେ ଲାଗିଥିବା ବେଳେ ଲୋକେ ଆତଙ୍କିତ ହୋଇପଡ଼ିଛନ୍ତି। ଏଥିରୁ ରକ୍ଷା ପାଇବା ପାଇଁ ସାନିଟାଇଜର ଓ ହ୍ୟାଣ୍ଡଓ୍ବାଶ୍ ବ୍ୟବହାର ଉପରେ ଗୁରୁତ୍ୱ ଦିଆଯାଉଛି। ଏଭଳି ପରିପ୍ରେକ୍ଷୀରେ ଭୁବନେଶ୍ୱର ଲକ୍ଷ୍ମୀସାଗର ଥାନା ଅଧୀନ ଝାରପଡ଼ା ଅଞ୍ଚଳରେ…
ଏମ୍କେସିଜି କରୋନା ୱାର୍ଡରେ ଅଛନ୍ତି ୭ ସନ୍ଦିଗ୍ଧ
ବ୍ରହ୍ମପୁର ଅଫିସ , ୩୧।୩: କରୋନା (କୋଭିଡ-୧୯)ଭାଇରସ ଏବେ ବିଶ୍ୱରେ ଆତଙ୍କ ସୃଷ୍ଟି କରିଛି । ଏହି ସଂକ୍ରମଣରୁ ରକ୍ଷା ପାଇବା ପାଇଁ ଭାରତ ସରକାରଙ୍କ ପକ୍ଷରୁ ଅନେକ ସଚେତନତାମୂଳକ ପଦକ୍ଷେପ ଗ୍ରହଣ କରାଯାଉଛି। ସାରା ଦେଶରେ ଏବେ ଲକ୍ଡାଉନ (ତାଲା…
ସକାଳ ହେଲେ ପରିବାର ମୁହଁରେ ଆହାର ଦେବାକୁ ଚିନ୍ତା
ସମ୍ବଲପୁର,୩୧।୩(ବ୍ୟୁରୋ)-କରୋନା ଭୂତାଣୁ ଭୟ ସମସ୍ତଙ୍କ ଭିତରେ ଭୟ ସୃଷ୍ଟି କରିଛି। କରୋନା କଟକଣା ଶ୍ରମିକ, ଛୋଟ ଚା, ପାନ, ଜଳଖିଆ ଦୋକାନୀଙ୍କୁ କଷଣ ଦେଇଛି । ସେମାନଙ୍କ ଜୀବନ ଦୁଃଖରେ ବିତୁଛି । ତେବେ ସମ୍ବଲପୁର ରେଳ ଷ୍ଟେଶନ, ବସଷ୍ଟାଣ୍ଡ, ଧାର୍ମିକ…
ଲୋକ ରୁଣ୍ଡ ଦେଖି ପିପଲବାହାଲ ଗ୍ରାମବାସୀ ଭୟଭୀତ
ଲାଠୋର,୩୧।୩ (ଡି.ଏନ.ଏ.): ମହାମାରୀ କରୋନା ଭାଇରସ (ଭୂତାଣୁ) ସାରା ବିଶ୍ୱରେ ଆତଙ୍କ ସୃଷ୍ଟି କରିଛି। ରୋଗୀ ସଂଖ୍ୟା ଦିନକୁ ଦିନ ବଢ଼ି ଚାଲିଛି। ସାଧାରଣ ଜନତାଙ୍କ ମନରେ ଭୟ ସୃଷ୍ଟି ହୋଇଛି। କେନ୍ଦ୍ର ସରକାର ଗତ ୨୩ ତାରିଖରୁ ତାଲାବନ୍ଦ ଘୋଷଣା…
କୋଭିଡ-୧୯: ଲଙ୍କାସାୟାର ଚେୟାରମ୍ୟାନ ଡେଭିଡ ହଜକିସ୍ଙ୍କ ମୃତ୍ୟୁ
ଲଣ୍ଡନ,୩୧।୩ (ପି.ଟି.): ବିଶ୍ୱରେ କୋଭିଡ- ୧୯ ତା’ର ଆତଙ୍କ ଜାରି ରଖିଛି। ଲଙ୍କାସାୟାର କାଉଣ୍ଟି କ୍ରିକେଟ କ୍ଲବ ଚେୟାରମ୍ୟାନ ଡେଭିଡ ହଜକିସ୍ ଏହି ଭାଇରସ୍ ଦ୍ୱାରା ସଂକ୍ରମିତ ହୋଇ ମୃତ୍ୟୁ ବରଣ କରିଛନ୍ତି। ମୃତ୍ୟୁ ବେଳକୁ ତାଙ୍କୁ ୭୧ ବର୍ଷ ବୟସ…
୨୦ ଟଙ୍କା ବଢ଼ିଲା ଏମ୍ଜିଏନ୍ଆର୍ଇଜିଏସ୍ ଶ୍ରମିକଙ୍କ ମଜୁରି
ଭୁବନେଶ୍ୱର, ୩୧।୩(ବ୍ୟୁରୋ): କେନ୍ଦ୍ର ସରକାର ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମନିଯୁକ୍ତି ଯୋଜନା(ଏମ୍ଜିଏନ୍ଆର୍ଇଜିଏସ୍) ମଜୁରି ବୃଦ୍ଧି କରିଛନ୍ତି। ପୂର୍ବରୁ ଶ୍ରମିକମାନଙ୍କୁ ମିଳୁଥିବା ମଜୁରିରେ ଆଉ ୨୦ ଟଙ୍କା ବୃଦ୍ଧି କରାଯାଇଛି। ଏ ନେଇ ମଙ୍ଗଳବାର ଗ୍ରାମ୍ୟ ଉନ୍ନୟନ ମନ୍ତ୍ରଣାଳୟ ପକ୍ଷରୁ…
କରୋନା ସଙ୍କଟରେ ସହାୟତା ପାଇଁ ଅଣ୍ଟା ଭିଡ଼ିଛି ଭାରତୀୟ ରେଲଓ୍ବେ
ନୂଆଦିଲ୍ଲୀ,୩୧।୩: ସାରା ଭାରତରେ କରୋନା ସଂକ୍ରମଣ ଯୋଗୁ କୋକୁଆ ଭୟ ସୃଷ୍ଟି ହୋଇଛି। ଏଥିରୁ ଦୂରେଇ ରହିବା ପାଇଁ ସାମାଜିକ ଦୂରତା ଅବଲମ୍ବନ କରିବା ଅପରିହାର୍ଯ୍ୟ। ତେଣୁ ସରକାରଙ୍କ ପକ୍ଷରୁ ଦେଶବ୍ୟାପୀ ୨୧ ଦିନିଆ ଲକ୍ଡାଉନ୍ ଘୋଷଣା କରାଯାଇଛି। ଏପରି ସଙ୍କଟଜନକ…
ମହିଳାଙ୍କୁ ଆକ୍ରମଣ, ଅସଦାଚରଣ ଅଭିଯୋଗ: ଅଭିଯୁକ୍ତ ଫେରାର
ଦିଗପହଣ୍ଡି,୩୧।୩(ଡି.ଏନ୍.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଞ୍ଚଳର ଜଣେ ମହିଳାଙ୍କୁ ଆକ୍ରମଣ ଓ ଅସଦାଚରଣ କରାଯାଇଥିବା ଅଭିଯୋଗ ହୋଇଛି। ଏ ନେଇ ଥାନାରେ ଏକ ମାମଲା (ନଂ.୬୫/୨୦) ରୁଜୁକରି ପୋଲିସ ତଦନ୍ତ ଚଳାଇଛନ୍ତି। ଗିରଫ ଭୟରେ ଅଭିଯୁକ୍ତ ସୁରେନ୍ଦ୍ର ପାତ୍ର ଗାଁରୁ…
Archives


