Home

ପାନ, ଗୁଟ୍‌ଖା ଛେପ ପକାଇଲେ ଅର୍ଥଦଣ୍ଡ

ଭୁବନେଶ୍ୱର,୨୨ା୪(ବ୍ୟୁରୋ) କରୋନା ସଂକ୍ରମଣ ଭୟ କେତେକ ଖରାପ ଅଭ୍ୟାସ ଛାଡିବାକୁ ମଣିଷକୁ ବାଧ୍ୟ କରିଛି। ଛେପ ଓ ଖଙ୍କାର ଦ୍ୱାରା ଏହି ଭୂତାଣୁ ସଂକ୍ରମଣର ଆଶଙ୍କା ରହିଛି। ସର୍ବସାଧାରଣ ସ୍ଥାନରେ ଛେପ ନ ପକାଇବାକୁ ଜନସାଧାରଣଙ୍କୁ ରାଜ୍ୟ ସରକାର ତାଗିଦ କରିଛନ୍ତିି।…

ସୀମା ସିଲ୍‌ ସମ୍ଭବ ନୁହେଁ

ଭୁବନେଶ୍ୱର, ୨୨।୪(ବ୍ୟୁରୋ): ପଶ୍ଚିମବଙ୍ଗ ଫେରନ୍ତାଙ୍କ ଯୋଗୁ ରାଜ୍ୟରେ ଗତ ୨ଦିନ ଧରି କରୋନା ସଂକ୍ରମିତଙ୍କ ସଂଖ୍ୟା ବେଶ୍‌ ବୃଦ୍ଧି ପାଇଛି। ଯାହାକୁ ନେଇ ରାଜ୍ୟ ସରକାର ଚିନ୍ତାରେ ପଡ଼ିଯାଇଛନ୍ତି। ରାଜ୍ୟର ସୀମାବର୍ତ୍ତୀ ସମସ୍ତ ସ୍ଥଳଭାଗକୁ ସିଲ୍‌ କରିବା ସମ୍ଭବ ନୁହେଁ। ପୋଲିସ…

କରୋନା ସଂକ୍ରମଣରେ ବ୍ୟବସାୟୀଙ୍କ ମୃତ୍ୟୁ: ଆଜାଦ୍‌ପୁର ମଣ୍ଡି ବନ୍ଦ ପାଇଁ ଦାବି; ଆଖପାଖ ଦୋକାନ ସିଲ୍‌

ନୂଆଦିଲ୍ଲୀ,୨୨।୪: ଭାରତରେ କରୋନା ସଂକ୍ରମଣ ନେଇ ସଙ୍କଟଜନକ ସ୍ଥିତି ସୃଷ୍ଟି ହୋଇଛି। ଦିଲ୍ଲୀର ଆଜାଦ୍‌ପୁର ମଣ୍ଡିରେ କରୋନା ସଂକ୍ରମଣରେ ଜଣେ ବ୍ୟବସାୟୀଙ୍କ ମୃତ୍ୟୁ ଘଟିଛି। ଫଳରେ ସ୍ଥାନୀୟ ଲୋକଙ୍କ ମଧ୍ୟରେ ଆତଙ୍କ ଦେଖାଦେଇଛି। ମଣ୍ଡିକୁ ବନ୍ଦ କରିବା ପାଇଁ ଲୋକେ ଦାବି…

ଖସିଲା ପାରଦ, ରାଜଧାନୀରେ ତୁହାକୁ ତୁହା ବର୍ଷା

ଭୁବନେଶ୍ୱର,୨୨ା୪(ବ୍ୟୁରୋ): ଗତ କିଛି ଦିନ ହେବ ରାଜ୍ୟକୁ ଉତ୍ତପ୍ତ କରିଥିବା ପ୍ରଚଣ୍ଡ ଗ୍ରୀଷ୍ମରୁ ଆଶ୍ୱସ୍ତି ମିଳିଛି। ଝଡବର୍ଷା ଯୋଗୁ ମଙ୍ଗଳବାର ଅଧିକାଂଶ ଜିଲାରେ ପାରଦ ୪୦ ଡିଗ୍ରୀ ସେଲ୍‌ସିୟସ୍‌ ତଳକୁ ଖସି ଆସିଛି। ସୂଚନା ଅନୁଯାୟୀ, କନ୍ଧମାଳ ଜିଲା ଫୁଲବାଣୀରେ ସର୍ବାଧିକ…

ବାହାର ରାଜ୍ୟରୁ ଫେରିଥିବା ବ୍ୟକ୍ତିଙ୍କୁ ରାଜ୍ୟ ସ୍ବାସ୍ଥ୍ୟ ବିଭାଗର ଅପିଲ: ଲକ୍ଷଣ ଦେଖା ଦେଉ ନ ଥିଲେ ବି ପରୀକ୍ଷା କରାଇ ନିଅନ୍ତୁ

ଭୁବନେଶ୍ୱର, ୨୨।୪(ବ୍ୟୁରୋ): ରାଜ୍ୟ ତଥା ଦେଶ ବାହାରୁ ଫେରୁଥିବା ବ୍ୟକ୍ତିଙ୍କୁ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ଅପିଲ।ବାହାର ରାଜ୍ୟରୁ ଫେରିଥିବା ବ୍ୟକ୍ତି ସଂକ୍ରମିତ ହୋଇଥାଇ ପାରନ୍ତି। କାରଣ ସଂକ୍ରମିତ ଶିକାର ହେଉଥିବା ପ୍ରାୟ ୮୦ ପ୍ରତିଶତଙ୍କ ଠାରେ କୌଣସି ଲକ୍ଷଣ…

କରୋନା ମୁକାବିଲା: ୮ ଘଣ୍ଟାରେ ସର୍ଜିକାଲ ମାସ୍କ୍‌;୨୪ ଘଣ୍ଟାରେ ଏନ୍‌-୯୫ ମାସ୍କ୍‌ ବଦଳାଇବା ଜରୁରୀ

ନୂଆଦିଲ୍ଲୀ,୨୨।୪: କରୋନା ସଂକ୍ରମଣ ଯୋଗୁ ସାରା ପୃଥିବୀରେ ପ୍ରତିଦିନ ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ସେହିପରି ମୃତ୍ୟୁ ସଂଖ୍ୟା ମଧ୍ୟ ବୃଦ୍ଧି ପାଉଛି। ଏପରିସ୍ଥଳେ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ ପକ୍ଷରୁ କରୋନାରୁ ଦୂରେଇ ରହିବା ପାଇଁ ଗାଇଡ୍‌ ଲାଇନ୍‌ ଜାରି ହୋଇଛି।…

ରାଜ୍ୟରେ ଗୋଟିଏ ଦିନରେ ରେକର୍ଡ ଟେଷ୍ଟ: ମଙ୍ଗଳବାର ହେଲା ୨୦୨୭ ନମୂନା ପରୀକ୍ଷା

ଭୁବନେଶ୍ୱର, ୨୨।୪(ବ୍ୟୁରୋ): ରାଜ୍ୟରେ ଗୋଟିଏ ଦିନରେ ରେକର୍ଡ ସଂଖ୍ୟକ ନମୂନା ପରୀକ୍ଷା କରାଯାଇଛି। ମଙ୍ଗଳବାର ୨୦୨୭ଟି ଆର୍‌ଟିପିସି ନମୂନା ପରୀକ୍ଷା ହୋଇଛି। ଆର୍‌ଏମସିରେ ୧୨୩୪ ନମୂନା ପରୀକ୍ଷା ହୋଇଥିବା ବେଳେ ଏମ୍‌ସରେ ୭୭ଟି, ଏସ୍‌ସିବି ୩୭୮, ଏମ୍‌କେସିଜି ୪୧, ଭିମ୍‌ସାରରେ ୩୩,…

ଭଦ୍ରକର ୩ ଆକ୍ରାନ୍ତ ବାସୁଦେବପୁର ଅଞ୍ଚଳର: ସମସ୍ତ ପଜିଟିଭ୍‌ଙ୍କର ରହିଛି କୋଲକାତା ଲିଙ୍କ୍‌

ଭୁବନେଶ୍ୱର/ବାସୁଦେବପୁର ୨୨।୪(ବ୍ୟୁରୋ/ଡି.ଏନ୍‌.ଏ.): ରାଜ୍ୟରେ ମଙ୍ଗଳବାର ପୁଣି ୩ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହି ସମସ୍ତ ଆକ୍ରାନ୍ତ ଭଦ୍ରକ ଜିଲା ବାସୁଦେବପୁର ଅଞ୍ଚଳର ବୋଲି ଜଣାପଡ଼ିଛି। ଏମାନେ କୋଲକାତାରୁ ଫେରିଥିଲେ ବୋଲି ଭଦ୍ରକ ଜିଲା ପ୍ରଶାସନ ସୂଚନା ଦେଇଛି। ନୂତନ ଆକ୍ରାନ୍ତଙ୍କୁ…

କରୋନା ବଦଳାଇବ ଖାଦ୍ୟ ଅଭ୍ୟାସ

ନୂଆଦିଲ୍ଲୀ,୨୨ା୪: କରୋନା ଭାଇରସ୍‌ର ପ୍ରଭାବ ଆମ ଜୀବନଶୈଳୀକୁ ବହୁଳ ଭାବରେ ବଦଳାଇ ଦେଇଛି। ଘରେ ରହିବାଠାରୁ ଆରମ୍ଭ କରି ଲକ୍‌ଡାଉନ ସହିତ ମୁକାବିଲା କରିବା ପର୍ଯ୍ୟନ୍ତ, ଗତ ପ୍ରାୟ ୪ ସପ୍ତାହ ମଧ୍ୟରେ ଆମେ ସମସ୍ତେ ଜୀବନଶୈଳୀ ପରିବର୍ତ୍ତନର ନୂତନ ଧାରାରେ…

ଆଣିପାରିଲେନି ଦାଦନଙ୍କ ମୃତଦେହ

ଗୋରଖପୁର,୨୨ା୪(ପି.ଟି.): ଦାଦନ ଶ୍ରମିକଙ୍କ ମୃତଦେହ ଶତାଧିକ କିଲୋମିଟର ଦୂରରେ ଥିବାବେଳେ ତାଙ୍କ ପୁତ୍ତଳିକାରେ ବର୍ଷକର ଶିଶୁପୁତ୍ର ମୁଖାଗ୍ନି ଦେଇ ନକଲି ଶେଷକୃତ୍ୟ ସମ୍ପନ୍ନ କରିବାର ହୃଦୟବିଦାରକ ଦୃଶ୍ୟ ଉତ୍ତରପ୍ରଦେଶର ଚୌରିଚୋରା ଥାନା ଅନ୍ତର୍ଗତ ଦୁବ୍ରିଖୁର୍ଦ ଗ୍ରାମରେ ଦେଖିବାକୁ ମିଳିଛି। ଦିଲ୍ଲୀରେ ଦାଦନ…

ଚାଇନା ମାନଚିତ୍ରରେ ଅରୁଣାଚଳପ୍ରଦେଶ

ନୂଆଦିଲ୍ଲୀ,୨୨ା୪(ଆଇଏଏନ୍‌ଏସ୍‌): ଚାଇନା ଏହାର ଅନ୍ତର୍ଜାତୀୟ ସୀମା ମଧ୍ୟରେ ଅରୁଣାଚଳପ୍ରଦେଶର କେତେକ ଅଞ୍ଚଳକୁ ଅନ୍ତର୍ଭୁକ୍ତ କରିଛି। ସ୍କାଏ ମ୍ୟାପ୍‌ ପକ୍ଷରୁ ଜାରି ଚାଇନା ମାନଚିତ୍ରର ସଂଶୋଧିତ ସଂସ୍କରଣରେ ଏହା ଦେଖିବାକୁ ମିଳିଛି। ବେଜିଂର ଜାତୀୟ ସର୍ବେକ୍ଷଣ ଓ ମାନଚିତ୍ର ପ୍ରସ୍ତୁତି ଭୌଗୋଳିକ ସୂଚନା…

ସ୍ବିଡେନରେ ନାହିଁ ଲକ୍‌ଡାଉନ

ଷ୍ଟକ୍‌ହୋମ,୨୨।୪: ସ୍ବିଡେନ୍‌ରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୪,୭୭୭ରେ ପହଞ୍ଚି ଥିବାବେଳେ ୧,୫୮୦ ଜଣଙ୍କ ଜୀବନ ଯାଇଛି। ତେବେ ଏହାର ମୁକାବିଲା ପାଇଁ ସ୍ବିଡେନରେ ଲକ୍‌ଡାଉନ କଟକଣା ସେଭଳି ଫଳପ୍ରଦ ନୁହେଁ ବୋଲି କୁହାଯାଇଛି। ଭୂତାଣୁଠାରୁ ଲୋକଙ୍କୁ ଦୂରେଇ ରଖିବା ଲାଗି ଲକ୍‌ଡାଉନର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?