Home

ଏପ୍ରିଲ ୭ ସୁଦ୍ଧା ରାଜ୍ୟ ହେବ କରୋନା ମୁକ୍ତ: କେସିଆର

ହାଇଦ୍ରାବାଦ,୩୦।୩: ସାରା ଦେଶରେ କରୋନା ଭାଇରସ୍‌ ଆତଙ୍କ ଖେଳାଇବାରେ ଲାଗିଛି। ଦିନକୁ ଦିନ କରୋନା ଭାଇରସ୍‌ ସଂକ୍ରମିତ ଓ ମୃତ୍ୟୁ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଇତିମଧ୍ୟରେ ତେଲେଙ୍ଗାନାରେ କରୋନା ଭାଇରସ୍‌ରେ ପ୍ରଥମ ମୃତ୍ୟୁ ଘଟଣା ସାମ୍ନାକୁ ଆସିବା ପରେ ପ୍ରତିକ୍ରିୟା…

ଲକ୍‌ଡାଉନ୍‌ରେ ସ୍ତ୍ରୀଙ୍କ ପାଇଁ ଔଷଧ ଆଣିବାକୁ ଘୋଡ଼ାରେ ଗଲେ ବୃଦ୍ଧ

ସୋଲାପୁର,୩୦।୩: ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଦିନକୁ ଦିନ ବଢ଼ିବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଭାରତ ସରକାରଙ୍କ ପକ୍ଷରୁ ୨୧ ଦିନିଆ ଲକ୍‌ଡାଉନ୍‌ ଜାରି କରାଯାଇଛି। ଏହି ସମୟରେ ଯାନବାହନ ଚଳାଚଳ କରୁ ନ ଥିବାରୁ ଲୋକେ ହନ୍ତସନ୍ତ ହେଉଛନ୍ତି।…

ୟେସ୍‌ ବ୍ୟାଙ୍କରୁ ଫେରିଲା ମହାପ୍ରଭୁଙ୍କ ବଳକା ଟଙ୍କା

ପୁରୀ ଅଫିସ,୩୦।୩: ଘରୋଇ ୟେସ୍‌ ବ୍ୟାଙ୍କରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ୫୪୫ କୋଟି ଟଙ୍କା ଜମା ରଖାଯାଇବା ବେଳେ ତାହା ଫେରିବାକୁ ନେଇ ସଙ୍କଟ ଦେଖାଦେଇଥିଲା। ଏବେ ତାହାର ପରିସମାପ୍ତି ଘଟିଛି। ସୁଧ ସହ ସବୁ ମୂଳ ଟଙ୍କା ଶ୍ରୀମନ୍ଦିର ଆକାଉଣ୍ଟକୁ ଫେରିଛି।…

କରୋନା ଭୂତାଣୁ ନଷ୍ଟ କରିବା ଲାଗି ରାସ୍ତାରେ ହଳଦୀ-ନିମପତ୍ର ପାଣି ଛିଞ୍ଚିଲେ ଲୋକେ

ରାମନାଥପୁରମ୍‌,୩୦।୩: ଭାରତରେ କରୋନା ସଂକ୍ରମଣ ଆତଙ୍କ ସୃଷ୍ଟି କରିଛି। ବହୁ ଅଞ୍ଚଳରେ ରାସ୍ତାଘାଟକୁ ବିଶୁଦ୍ଧ କରିବା ଲାଗି ସାନିଟାଇଜର ସ୍ପ୍ରେ କରାଯାଉଛି। ତେବେ ତାମିଲନାଡୁର ରାମନାଥପୁରମ୍‌ ଜିଲାର ମୁଥୁକୁଲାଥୁର ଠାରେ ଥିବା ପେରିୟାର ଗାଁରେ ଲୋକେ ରାସ୍ତାରେ ହଳଦୀ ଓ ନିମପତ୍ର…

୨୧ ଦିନକୁ ବୃଦ୍ଧି ହେଲା କ୍ୱାରାଣ୍ଟାଇନ୍‌ ପିରିୟଡ

ଭୂଟାନ,୩୦।୩: କରୋନା ଭାଇରସର କ୍ୱାରାଣ୍ଟାଇନ୍‌ ପିରିୟଡକୁ ଭୂଟାନରେ ୨୧ ଦିନ ପାଇଁ ବୃଦ୍ଧି କରାଯାଇଛି। ଏଠାରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଏତେ ଅଧିକ ନ ଥିଲେ ବି ସତର୍କତା ଦୃଷ୍ଟିରୁ ଏବେ କ୍ୱାରାଣ୍ଟାଇନ୍‌ ପିରିୟଡକୁ ୨୧ ଦିନ ବୃଦ୍ଧି କରାଯାଇଥିବା କୁହାଯାଏ।…

ହସ୍ପିଟାଲରୁ ଘରକୁ ଫେରି ପୁଅକୁ କୋଳେଇ ପାରିଲେନି ଡାକ୍ତର, ଭିଡିଓ ଦେଖିଲେ ଆଖିରେ ରହିବନି ଲୁହ

ରିୟାଦ: କରୋନା ଭାଇରସ୍‌ ସମଗ୍ର ବିଶ୍ୱରେ କାୟା ବିସ୍ତାର କରିଚାଲିଛି। ଏହି ପରିସ୍ଥିତିରେ ଡାକ୍ତରମାନେ ରୋଗୀଙ୍କ ଜୀବନ ରକ୍ଷା କରିବା ପାଇଁ ନିଜ ଜୀବନକୁ ବାଜି ଲଗାଇ ଅବିରତ ସେବା ଯୋଗାଇ ଚାଲିଛନ୍ତି। ହସ୍ପିଟାଲରେ ଦୀର୍ଘ ସମୟ କାମ କରିବା ସମୟରେ…

ପ୍ରଧାନମନ୍ତ୍ରୀ କେୟାର ଫଣ୍ଡ ଓ ମୁଖ୍ୟମନ୍ତ୍ରୀ ରିଲିଫ୍‌ ପାଣ୍ଠିକୁ ଦାନ କଲେ ବିରୁଷ୍କା

ମୁମ୍ବାଇ: ଦେଶରେ ମହାମାରୀ କରୋନା ଭାଇରସ୍‌ ସଂକ୍ରମଣକୁ ବ୍ୟାପିବାରୁ ରୋକିବା ପାଇଁ କେନ୍ଦ୍ର ସରକାର ସାରା ଦେଶରେ ଲକ୍‌ଡାଉନ୍‌ କରିଛନ୍ତି। ଏଥିସହ କରୋନା ବିରୋଧରେ ଜାରି ରହିଥିବା ଲଢ଼େଇ ପାଇଁ ଆର୍ଥିକ ସହାୟତା ଯୋଗାଇଦେବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶବାସୀଙ୍କୁ ନିବେଦନ…

୪୫୦ କିଲୋମିଟର ଚାଲି ଚାଲି ଯାଇ କାର୍ଯ୍ୟରେ ଯୋଗଦେଲେ ଯବାନ

ରାଜଗଡ଼,୩୦।୩: ଉତ୍ତରପ୍ରଦେଶ ଇଟାଓ୍ବାର ଜଣେ ଯବାନ ନିଜ କାର୍ଯ୍ୟକୁ କେତେ ସମ୍ମାନ କରନ୍ତି ତାହା ଏବେ ଦେଖିବାକୁ ମିଳିଛି। ଦିଗବିଜୟ ଶର୍ମା ନାମକ ଜଣେ କନଷ୍ଟେବଳ ମଧ୍ୟପ୍ରଦେଶର ରାଜଗଡରେ କାମ କରନ୍ତି। ନିକଟରେ ତାଙ୍କ ସ୍ନାତକ ପରୀକ୍ଷା ଥିବାରୁ ସେ ଇଟାଓ୍ବା…

ଅନୁଧ୍ୟାନ କଲେ ଏସ୍‌ପି

ସମ୍ବଲପୁର, ୩୦।୩ (ବ୍ୟୁରୋ)- ସଂପ୍ରତି ଲକ୍‌ ଡାଉନ ଯୋଗୁ ସମ୍ବଲପୁର ସହର ପ୍ରଭାବିତ ହୋଇଛି । ଜନସାଧାରଣ ନିହାତି ଜରୁରୀ ନଥିଲେ ଘରୁ ବାହାରକୁ ବାହାରିବାକୁ ମନା କରାଯାଇଛି । ପ୍ରଧାନମନ୍ତ୍ରୀ ଅନୁରୋଧ କରିଥିବା ବେଳେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶପଥ…

ବୁଢ଼ାରଜା ଦୈନିକ ବଜାରକୁ ଯାନ ଚଳାଚଳ ବନ୍ଦ

ସମ୍ବଲପୁର, ୩୦।୩ (ବ୍ୟୁରୋ)- କରୋନା ଭୂତାଣୁ ସବୁ କ୍ଷେତ୍ର ଲାଗି କଟକଣା ଆଣି ଦେଇଛି। ପ୍ରତିଷେଧକ ଭାବେ ଜନସାଧାରଣ ଏହାକୁ ମାନୁଛନ୍ତି । ଏହି କ୍ରମରେ ସମ୍ବଲପୁର ବୁଢ଼ାରଜା ଦୈନିକ ବଜାର ପ୍ରବେଶ ପଥ ପ୍ରଫେସର କଲୋନୀ ଛକଠାରେ ଅଞ୍ଚଳବାସୀ ବାଉଁଶ…

କରୋନା ସହାୟତା: ୧ ଲକ୍ଷ ଟଙ୍କା ଦେଲେ ମନୁ ଭାକର

ନୂଆଦିଲ୍ଲୀ,୩୦।୩(ପି.ଟି.): ଶୁଟିଂ ସେନସେଶନ ମନୁ ଭାକର କାରୋନା ଭାଇରସ ମୁକାବିଲା ପାଇଁ ଏକ ଲକ୍ଷ ଟଙ୍କା ଦାନ କରିଛନ୍ତି। ସେ ହରିୟାଣା ସରକାରଙ୍କୁ ଏହି ଅର୍ଥ ପ୍ରଦାନ କରିଛନ୍ତି। ହରିୟାଣାର ଝାଜ୍ଜର ଜିଲରେ ଜନ୍ମ ଗ୍ରହଣ କରିଥିବା ୧୮ ବର୍ଷୀୟ ଏହି…

ଗାଡ଼ି ପାସ୍‌ ନବୀକରଣ ଅନାବଶ୍ୟକ, ଖୋଲା ରହିବ ଟାୟାର ମରାମତି ଦୋକାନ: ପୋଲିସ କମିଶନର

ଭୁବନେଶ୍ୱର, ୩୦।୩(ବ୍ୟୁରୋ): ଲକ୍‌ଡାଉନ୍‌ ପାଇଁ କମିଶନରେଟ ପୋଲିସ ପକ୍ଷରୁ ଜାରି ହୋଇଥିବା ସମସ୍ତ ଗାଡ଼ି ପାସ୍‌ ନବୀକରଣର ଆବଶ୍ୟକତା ନାହିଁ। କରୋନା (କୋଭିଡ-୧୯) ସ୍ଥିତିର ସୁଧାର ନ ଆସିବା ପର୍ଯ୍ୟନ୍ତ ଏହି ପାସ୍‌ ବୈଧ ରହିବ। ଏ ନେଇ ସୋମବାର ପୋଲିସ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri