Home

ଶ୍ରୀଲିଙ୍ଗରାଜଙ୍କ ହାଣ୍ଡିଭଙ୍ଗା ଯାତ୍ରା ପ୍ରସଙ୍ଗ

ପୁରୁଣା ଭୁବନେଶ୍ୱର, ୨୯।୨(ଡି.ଏନ.ଏ.): ମହାଶିବରାତ୍ରି ଯିବାର ପ୍ରଥମ ଶନିବାର ପରମ୍ପରା ଅନୁସାରେ ଠାକୁରଙ୍କ ହାଣ୍ଡିଭଙ୍ଗା ଯାତ୍ରା ଅନୁଷ୍ଟିତ ହେଉଥିଲା। ହେଲେ ୨୦୧୫ରୁ ଶ୍ରୀକପିଳେଶ୍ୱର ମନ୍ଦିରରେ ମଲିଆ ଏବଂ ଖୁଣ୍ଟିଆ ସେବାୟତଙ୍କ ବିବାଦ ଯୋଗୁ ୯ ଶହ ବର୍ଷର ଶ୍ରୀଲିଙ୍ଗରାଜଙ୍କ ହାଣ୍ଡିଭଙ୍ଗା ଯାତ୍ରାରେ…

ସିଫାରେ ଚାକିରି କରାଇଦେବାକୁ କହି ୩ ଲକ୍ଷ ଠକେଇ

ପୁରୁଣା ଭୁବନେଶ୍ୱର, ୨୯।୨ (ଡି.ଏନ.ଏ.): ମାଟ୍ରିକ ଯାଏ ପଢିଥିଲେ ପାଠ। ପାଖରେ ସମ୍ବଳ ନ ଥିବାରୁ ଆଉ ପଢି ପାରିଲେନି। ସେତିକିରେ ସନ୍ତୁଷ୍ଟ ହେବାକୁ ପଡିଲା। ପରିବାର ପ୍ରତି ପୋଷଣ ପାଇଁ ଖବରକାଗଜ ବିକ୍ରି କରିବାକୁ ଆଗେଇ ଆସିଥିଲେ ବାବୁଲି ପୃଷ୍ଟି।…

ଦିଲ୍ଲୀ ଦଙ୍ଗା: ମୃତ୍ୟୁସଂଖ୍ୟା ୪୩

ନୂଆଦିଲ୍ଲୀ,୨୯ା୨(ପି.ଟି.): କେନ୍ଦ୍ରର ନାଗରିକତ୍ୱ ସଂଶୋଧନ ଆଇନ (ସିଏଏ)କୁ ନେଇ ଦିଲ୍ଲୀରେ ଚାଲିଥିବା ସଂଘର୍ଷରେ ମୃତ୍ୟୁସଂଖ୍ୟା ୪୩ ଛୁଇଁଛି। ଗୁରୁବାର ସୁଦ୍ଧା ୩୮ ଜଣଙ୍କ ଜୀବନ ଯାଇଥିବାବେଳେ ଶୁକ୍ରବାର ଗୁରୁ ତେଗ୍‌ ବାହାଦୁର (ଜିଟିବି) ହସ୍ପିଟାଲରେ ଆଉ ୫ ଜଣଙ୍କ ମୃତ୍ୟୁ ଘଟିଛି।…

ବିଏସ୍‌ସିଏଲ୍‌କୁ ସ୍ମାର୍ଟସିଟି ସଶକ୍ତୀକରଣ ପୁରସ୍କାର

ଭୁବନେଶ୍ୱର, ୨୯।୨(ବ୍ୟୁରୋ): ଭୁବନେଶ୍ୱର ସ୍ମାର୍ଟ ସିଟି ଲିମିଟେଡ (ବିଏସ୍‌ସିଏଲ)କୁ ସ୍ମାର୍ଟସିଟି ସଶକ୍ତୀକରଣ ପୁରସ୍କାର-୨୦୨୦ ସମ୍ମାନ ମିଳିଛି। ଶୁକ୍ରବାର ନୂଆଦିଲ୍ଲୀଠାରେ ଅନୁଷ୍ଠିତ ଏକ ସ୍ବତନ୍ତ୍ର ଉତ୍ସବରେ କେନ୍ଦ୍ର ଗୃହ ଓ ନଗର ଉନ୍ନୟନ ବ୍ୟାପାର ମନ୍ତ୍ରୀ ହରଦୀପ ସିଂ ଭୁବନେଶ୍ୱର ସହରରେ ବନ୍ୟା…

ଦୋକାନୀ-ଉଚ୍ଛେଦକାରୀ ଦଳର ଖଣ୍ଡଯୁଦ୍ଧ

ଭୁବନେଶ୍ୱର, ୨୯।୨ (ବ୍ୟୁରୋ): ରାଜଧାନୀରେ ଦିନକୁ ଦିନ ଜବରଦଖଲ ବଢ଼ିଚାଲୁଥିବା ବେଳେ ଜବରଦଖଲକାରୀଙ୍କ ଦାଦାଗିରି ମଧ୍ୟ ବହୁ ପରିମାଣରେ ବୃଦ୍ଧି ପାଉଛି। ପ୍ରଶାସନ ପକ୍ଷରୁ ଜବରଦଖଲ ଉଚ୍ଛେଦ ପାଇଁ ବିଭିନ୍ନ ସମୟରେ ପଦକ୍ଷେପ ନିଆଯାଉଛି। ହେଲେ ଏବେ ଜବରଦଖଲକାରୀଙ୍କ ଦାଦାଗିରି ଚରମସୀମାରେ…

ଚିଲିକାରୁ ବାହୁଡ଼ିଲେ ବିଦେଶାଗତ ପକ୍ଷୀ

ବାଲୁଗଁ। , ୨୯।୨ (ଡି.ଏନ.ଏ.): ଶୀତର ପ୍ରକୋପ କମି ଆସିବାରୁ ଚିଲିକାରୁ ବିଦେଶାଗତ ପକ୍ଷୀ ଏବେ ଘର ମୁହଁ। ହେବାରେ ଲାଗିଛନ୍ତି। ପ୍ରତ୍ୟାବର୍ତ୍ତନ ପୂର୍ବରୁ ଚିଲିକା ମଧ୍ୟସ୍ଥ ନଳବଣ ଆକାଶରେ ରଙ୍ଗବେରଙ୍ଗର ବିଭିନ୍ନ ପ୍ରଜାତିର ପକ୍ଷୀ ଏକତ୍ରିତ ହୋଇ ସ୍ବଦେଶକୁ ଫେରିବା…

ନ୍ୟାୟ ପାଇଁ ପୀଡ଼ିତା ହାଇକୋର୍ଟଙ୍କ ଦ୍ୱାରସ୍ଥ

ଭୁବନେଶ୍ୱର,୨୯।୨ (ବ୍ୟୁରୋ): ଜଣେ ଶିକ୍ଷକଙ୍କୁ କେତେକ ଲୋକ ଲଣ୍ଡା କରିବା ସହ ତାଙ୍କ ଶିକ୍ଷୟିତ୍ରୀ ସ୍ତ୍ରୀଙ୍କୁ ଉଲଗ୍ନ କରି ବୁଲାଇଲେ। ଏପରି କି ଏହାର ଭିଡିଓ ମୋବାଇଲ୍‌ରେ ରେକର୍ଡିଂ କରି ଭାଇରାଲ କଲେ। ଏ ନେଇ ଶିକ୍ଷୟିତ୍ରୀ ଜଣକ ମଞ୍ଚେଶ୍ୱର ଥାନାରେ…

ସ୍ବତନ୍ତ୍ର ପୋକ୍ସୋ ଅଦାଲତ ଉଦ୍‌ଘାଟିତ

ଅନୁଗୋଳ ଅଫିସ୍‌, ୨୯।୨ – ଅନୁଗୋଳ ଜିଲା କୋର୍ଟର ଦ୍ୱିତୀୟ ମହଲାରେ ଥିବା ଅତିରିକ୍ତ ଜିଲା ଓ ଦୌରାଜଜ୍‌ଙ୍କ କୋର୍ଟରେ ଶୁକ୍ରବାର ଏକ ସ୍ବତନ୍ତ୍ର ପୋକ୍ସୋ ଅଦାଲତ ଉଦ୍‌ଘାଟିତ ହୋଇଯାଇଛି। ଜିଲା ଓ ଦୌରାଜଜ୍‌ ଅଶାନ୍ତ କୁମାର ଦାସ ଏହି ଅଦାଲତକୁ…

ଶାହାଙ୍କ ଓଡ଼ିଶା ଗସ୍ତକୁ ଜିଲା କଂଗ୍ରେସର ବିରୋଧ

ପୁରୀ ଅଫିସ,୨୯।୨: କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହାଙ୍କ ଓଡ଼ିଶା ଗସ୍ତକୁ ପୁରୀ ଜିଲା କଂଗ୍ରେସ ପକ୍ଷରୁ ବିରୋଧ କରାଯାଇଛି। ଏ ନେଇ ଶୁକ୍ରବାର ଟାଉନ ହଲ୍‌ ସମ୍ମୁଖରୁ ଏକ ଶୋଭାଯାତ୍ରା ବାହାରି ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ପହଞ୍ଚତ୍ଥିଲା। ସେଠାରେ ଶାହାଙ୍କ ବିରୋଧରେ…

ନୂତନ ଆବିଷ୍କାର ପାଇଁ ଉଦ୍ୟମ ଜାରି ରଖ

କାମାକ୍ଷାନଗର,୨୯।୨(ଡି.ଏନ.ଏ.) – ଢେଙ୍କାନାଳ ଜିଲା କାମାକ୍ଷାନଗର କାନପୁରା ପଞ୍ଚାୟତିରାଜ ଉଚ୍ଚ ବିଦ୍ୟାଳୟରେ ଶୁକ୍ରବାର ଜାତୀୟ ବିଜ୍ଞାନ ଦିବସ ଅନୁଷ୍ଠିତ ହୋଇଯାଇଛି। ପ୍ରଧାନଶିକ୍ଷକ ଶ୍ରୀରାମ ରାଉତ ଏଥିରେ ଅଧ୍ୟକ୍ଷତା କରିଥିଲେ। ମୁଖ୍ୟଅତିଥି ଭାବେ କାମାକ୍ଷାନଗର ଗୋଷ୍ଠୀ ଶିକ୍ଷା ଅଧିକାରୀ ଅଜୟ କୁମାର ପାତ୍ର…

ବାଙ୍କୀ ଡବଲ ମର୍ଡର ଘଟଣା: ଆଜି ବାଙ୍କୀ ନିର୍ବାଚନମଣ୍ଡଳୀ ବନ୍ଦ କରିବ କଂଗ୍ରେସ

ବାରଙ୍ଗ,୨୯।୨ (ଡି.ଏନ.ଏ): ବାଙ୍କୀରେ ହୋଇଥିବା ଡବଲମର୍ଡର ଘଟଣାରେ ପୋଲିସ କେତେଜଣଙ୍କୁ ଗିରଫ କରିଥିବାବେଳେ ଏହି ଘଟଣାର ମୁଖ୍ୟ ଅଭିଯୁକ୍ତଙ୍କୁ ଧରିବାକୁ ଚାହୁଁ ନାହିଁ। ରାଜନୈତିକ କାରଣ ସହ ରାଜନୀତି ଲୋକମାନଙ୍କର ସମ୍ପୃକ୍ତି ଏହି ହତ୍ୟାକାଣ୍ଡ ପରେ ରହିଛିି ବୋଲି ବାଙ୍କୀର ପୂର୍ବତନ…

ଟ୍ରେଡ୍‌ ଲାଇସେନ୍‌ସ ପାଇଁ ବିଏମ୍‌ସିର ଚଢ଼ାଉ: ୧.୨୨ଲକ୍ଷ ଟଙ୍କା ଜରିମାନା ଆଦାୟ

ଭୁବନେଶ୍ୱର, ୨୯।୨ (ବ୍ୟୁରୋ): ରାଜସ୍ବ ଆଦାୟର ସମସ୍ତ ଦିଗ ପ୍ରତି ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) କଡ଼ା ନଜର ରଖିଛି। ଏବେ ଟ୍ରେଡ଼୍‌ ଲାଇସେନ୍ସ ଜନିତ ରାଜସ୍ବକୁ ଗୁରୁତ୍ୱ ଦିଆଯାଇଛି। ଗତ ତିନି ଦିନ ଧରି ବିଏମ୍‌ସି ପକ୍ଷରୁ ଉତ୍ତର ଜୋନ୍‌ରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri