Home

୪୪ ନମ୍ବର କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଭୁବନେଶ୍ୱର, ୨୧।୪(ବ୍ୟୁରୋ): ଓଡ଼ିଶାରେ ୪୪ ନମ୍ବର କରୋନା ଆକ୍ରାନ୍ତ ସୁସ୍ଥ ହେବାପରେ ମଙ୍ଗଳବାର ତାଙ୍କର ମୃତ୍ୟୁ ଘଟିଛି। କିଛି ଦିନ ତଳେ ପଶ୍ଚିମବଙ୍ଗ ମେଦିନିପୁରରୁ ଚିକିତ୍ସା ଲାଗି ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲକୁ ଆସିଥିଲେ। ସେଠାରେ ଅନ୍ୟ ରୋଗର ଚିକିତ୍ସା ଚାଲିଥିବା…

ସିଙ୍ଗାପୁରରେ ଜୁନ୍‌ ୧ ପର୍ଯ୍ୟନ୍ତ ବଢିଲା ଲକ୍‌ଡାଉନ ଅବଧି

ସିଙ୍ଗାପୁର,୨୧।୪: କରୋନା ଭାଇରସର ସଂକ୍ରମଣଙ୍କୁ ଦେଖି ବିଭିନ୍ନ ଦେଶରେ କ୍ରମାଗତ ଭାବେ ଲକ୍‌ଡାଉନ ଅବଧି ବୃଦ୍ଧି ହେବାରେ ଲାଗିଛି। ମଙ୍ଗଳବାର ସିଙ୍ଗାପୁର ପ୍ରଧାନମନ୍ତ୍ରୀ ଲି ହେସେନ ଲୁଙ୍ଗ ସିଙ୍ଗାପୁରର କିଛି ଅଞ୍ଚଳରେ ଲକ୍‌ଡାଉନ ଅବଧିକୁ ଜୁନ୍‌ ୧ ପର୍ଯ୍ୟନ୍ତ ବୃଦ୍ଧି ପାଇଁ…

୪ ଜିଲା କରୋନା ମୁକ୍ତ

ଭୁବନେଶ୍ୱର, ୨୧।୪(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ଆଉ ୫ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସେମାନେ ଭୁବନେଶ୍ୱର, ଢେଙ୍କାନାଳ, କଳାହାଣ୍ଡି, ସୁନ୍ଦରଗଡ଼ ଓ କେନ୍ଦ୍ରାପଡ଼ା ଜିଲାର ଜଣେ ଲେଖାଏ ବୋଲି ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଜଣାପଡ଼ିଛି। ତେବେ ଏହି ୫ କରୋନା ଆକ୍ରାନ୍ତ…

କାର୍ଯ୍ୟରେ ଯୋଗଦେଲେ ବିଆରସିସି

ହାଟଡିହୀ, ୨୧।୪(ଡି.ଏନ.ଏ.)-କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଏବିଇଓ ସୁରେଶ ଜେନାଙ୍କୁ ବିଆରସିସି ଦାୟିତ୍ୱ ମିଳିଛି। ସୁରେଶ କିଛି ଦିନ ପୂର୍ବରୁ ଏଠାକୁ ବଦଳି ହୋଇ ଆସିଥିଲେ। ଦୀର୍ଘ ଦିନ ହେବ ଏଠାରେ ବିଆରସିସି ପଦବୀ ଫାଙ୍କା ପଡିଥିଲା। ଫଳରେ ବିଭିନ୍ନ କ୍ଷେତ୍ରରେ…

ବନ୍ଦ ହେଲା ଟେଲିଭିଜନ ଲାଇଭ୍‌ ଶୋ’: ୨୫ କର୍ମଚାରୀ ପଜିଟିଭ

ଚେନ୍ନାଇ,୨୧।୪: ସାରା ଦେଶରେ କରୋନା ପଜିଟିଭଙ୍କ ସଂଖ୍ୟା ଦିନକୁ ଦିନ ବଢିବାରେ ଲାଗିଥିବା ବେଳେ ଏବେ ଏହା ଚିନ୍ତାର କାରଣ ପାଲଟିଛି। ଗୋଟିଏ ଦିନ ପୂର୍ବରୁ ମୁମ୍ବାଇର ୫୩ ଗଣମାଧ୍ୟମ ପ୍ରତିନିଧି କରୋନାରେ ଆକ୍ରାନ୍ତ ଥିବା ଖବର ଆସିବା ପରେ ଏବେ…

ଆଦିବାସୀ ଲୋକଙ୍କୁ ସଚେତନ କରାଇଲେ

ହାଟଡିହୀ, ୨୧।୪(ଡି.ଏନ.ଏ.)-କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ହଦଗଡ ପଞ୍ଚାୟତ ଜୁଣପସି ଗ୍ରାମର ୬୦ରୁ ଊର୍ଦ୍ଧ୍ୱ ପରିବାରର ଲୋକଙ୍କୁ କରୋନା ରୋଗ ସମ୍ପର୍କରେ ସଚେତନ କରାଯାଇଛି। ଏହି ଗ୍ରାମ ଏକ ଆଦିବାସୀ ଓ ବଣ ପାହାଡ଼ ଘେରା ଆଦିବାସୀ ଇଲାକା ଅଟେ। ବହୁ…

ଅନ୍ୟ ଜିଲାରୁ ଆସୁଥିବା କର୍ମଚାରୀଙ୍କୁ କ୍ୱାରାଣ୍ଟାଇନ୍‌ରେ ରଖିବାକୁ ଦାବି

କେନ୍ଦୁଝର, ୨୧।୪(ସ୍ବ.ପ୍ର.)-ସୋମବାର ଠାରୁ ଅଫିସ ଖୋଲିଲା। ଘରେ ଥିବା ଅଧିକାରୀ ଓ କର୍ମଚାରୀ ମାନେ କାର୍ଯ୍ୟରେ ଯୋଗ ଦେଇଛନ୍ତି। ତେବେ ଲୁଚାଛପା ବା ଜରୁରୀ କାମରେ ଜିଲା ବାହାରକୁ ଯାଇଥିବା କେତେକ କର୍ମଚାରୀ ରାତାରାତି ଫେରି ଆସି କାମରେ ଯୋଗ ଦେଇଛନ୍ତି।…

ଆଉ ୫ କରୋନା ଆକ୍ରାନ୍ତ ସୁସ୍ଥ: ଏହାକୁ ମିଶାଇ ରାଜ୍ୟରେ ସୁସ୍ଥ ହେଲେଣି ୨୯ ଆକ୍ରାନ୍ତ

ଭୁବନେଶ୍ୱର, ୨୧।୪(ବ୍ୟୁରୋ): ଓଡ଼ିଶା ପାଇଁ ଖୁସି ଖବର। ମଙ୍ଗଳବାର ଆଉ ୫ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏମାନଙ୍କୁ ମିଶାଇ ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ୨୯ଜଣ ସୁସ୍ଥ ହୋଇଛନ୍ତି। ମଙ୍ଗଳବାର ସୁସ୍ଥ ହୋଇଥିବା କରୋନା ଆକ୍ରାନ୍ତଙ୍କ ମଧ୍ୟରେ ଭୁବନେଶ୍ୱର, ଢେଙ୍କାନାଳ, କଳାହାଣ୍ଡି,…

କେନ୍ଦୁଝରରୁ ଚାଲି ଚାଲି ପଳାଉଛନ୍ତି ଛତିଶଗଡ଼

କେନ୍ଦୁଝର, ୨୧।୪(ସ୍ବ.ପ୍ର.)-ନଳକୂପ ଖନନ କରି ପେଟପାଟଣା କରି ପରିବାର ପୋଷୁଥିବା ୩୩ଜଣ ଶ୍ରମିକ ଶ୍ରେଣୀର ଲୋକ ମଙ୍ଗଳବାର ଚାଲି ଚାଲି କେନ୍ଦୁଝର ଜିଲା ପାଟଣା ବ୍ଲକ ଅଞ୍ଚଳରୁ କେନ୍ଦୁଝର ସହର ଦେଇ ଏନ୍‌ଏଚ୍‌ ୪୯ରେ ଯାଉଥିବା ଘଟଣା ଚର୍ଚ୍ଚାର ବିଷୟ ହୋଇଛି।…

ଫାଟିଲାଣି ଜୀରା ନଦୀ ବ୍ରିଜ୍‌

ଭେଡ଼େନ,୨୧।୪ (ଡ଼ି.ଏନ.ଏ.) ବରଗଡ଼ ଜିଲା ଭେଡ଼େନ ବ୍ଳକ ଅନ୍ତର୍ଗତ ଧୁବେନପାଲି ଓ ଜାଣ୍ଡୋଲ ମଝିରେ ଜୀରା ନଦୀରେ ଥିବା ଗ୍ରାମ୍ୟ ଉନ୍ନୟନ ବିଭାଗ ପକ୍ଷରୁ ନିର୍ମିତ ବିଜୁ ସେତୁରେ ଫାଟ ଦେଖା ଦେଇଛି। ୨୦୧୭ରେ ଏହି ବ୍ରିଜ ନିର୍ମାଣ ସମୟରେ କଂକ୍ରିଟ…

୨ ଦିନରେ ୧୩ରୁ ଅଧିକ ବିଲେଇ ମୃତ: କରୋନା ସଂକ୍ରମଣ ନେଇ ଲୋକେ ଆତଙ୍କିତ

ଓ୍ବାୟାନାଡ଼,୨୧।୪: କେରଳରେ କରୋନା ସଂକ୍ରମଣ ରୋକିବା ଲାଗି ସରକାରଙ୍କ ପକ୍ଷରୁ ଉଦ୍ୟମ ଜାରି ରହିଛି। ସ୍ଥାନୀୟ ମାନାନ୍ଥାବାଡ଼େ ଏବଂ ମେପାଡ୍ଡି ଅଞ୍ଚଳରେ ବିଲେଇ ମୃତ୍ୟୁକୁ ନେଇ ଲୋକଙ୍କ ମଧ୍ୟରେ ଆତଙ୍କ ଦେଖାଦେଇଛି। ଗତ ୨ ଦିନ ମଧ୍ୟରେ ଏଠାରେ ୧୩ରୁ ଅଧିକ…

ମୂଳ ଭାରତୀୟ ସୁଦର୍ଶନମ ବାବୁଙ୍କୁ ଆମେରିକାର ଶୀର୍ଷ ବିଜ୍ଞାନ ବୋର୍ଡରେ ନିଯୁକ୍ତି ଦେଲେ ଟ୍ରମ୍ପ

ଓ୍ବାଶିଂଟନ,୨୧।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସୋମବାର ମୂଳ ଭାରତୀୟ ଆମେରିକୀୟ ସୁଦର୍ଶନମ ବାବୁଙ୍କୁ ଦେଶର ସର୍ବୋଚ୍ଚ ବିଜ୍ଞାନ ବୋର୍ଡରେ ନିଯୁକ୍ତ କରିଛନ୍ତି। ସୁଦର୍ଶନମ ସମ୍ମାନଜନକ ଓକ ରିଜ ନ୍ୟାଶନାଲ ଲାବୋରୋଟୋରୀ(ଓଆର୍‌ଏନ୍‌ଏଲ୍‌)ର ହୋଇଥିବା ବେଳେ ତାଙ୍କୁ ୬ ବର୍ଷ ପାଇଁ ଆମେରିକାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?