Home

ପବିତ୍ର ଧନୁ ସଂକ୍ରାନ୍ତି, ଆଜିିଠୁ ଶ୍ରୀଜୀଉଙ୍କୁ ପହିଲି ଭୋଗ ଲାଗି

ପୁରୀ,୧୬ା୧୨(ଅଜିତ୍‌ କୁମାର ମହାନ୍ତି): ଆଜି ପବିତ୍ର ଧନୁ ସଂକ୍ରାନ୍ତି । ଶ୍ରୀମନ୍ଦିରରେ ମଙ୍ଗଳବାର ଧନୁସଂକ୍ରାନ୍ତିରେ ମହାପ୍ରଭୁଙ୍କ ପହିଲିଭୋଗ ନୀତି ଅନୁଷ୍ଠିତ ହୋଇଛି। ପହିଲିଭୋଗ ନୀତି ଧନୁ ସଂକ୍ରାନ୍ତିଠାରୁ ମକର ସଂକ୍ରାନ୍ତି ପର୍ଯ୍ୟନ୍ତ ଦୀର୍ଘ ୧ମାସ ଧରି ଚାଲିବ। ଏନେଇ ଶ୍ରୀମନ୍ଦିର ପ୍ରଶାସନ…

ଓଡ଼ିଶା ଆସିପାରନ୍ତି ଶାହା, ଭାଜପା ଶିବିର ଚଳଚଞ୍ଚଳ

ଭୁବନେଶ୍ୱର, ୧୬।୧୨(ସୁନିତ୍‌ ମିଶ୍ର):ସମବାୟ ବିଭାଗର ଏକ କାର୍ଯ୍ୟକ୍ରମ ଆସନ୍ତା ୨୧ ତାରିଖରେ ଜନତା ମଇଦାନଠାରେ ହେବାକୁ ଯାଉଛି। ଏଥିରେ ଯୋଗଦେବା ଲାଗି ରାଜ୍ୟ ସରକାରଙ୍କ ପକ୍ଷରୁ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କୁ ଅନୁରୋଧ କରାଯାଇଛି। ତେଣୁ ଶାହା ଉକ୍ତ କାର୍ଯ୍ୟକ୍ରମରେ ଯୋଗ…

ଶେଷ ହେଲା ରୁଷିଆ-ୟୁକ୍ରେନ ଯୁଦ୍ଧ! ଟ୍ରମ୍ପ କହିଲେ ଯୁଦ୍ଧବିରତିର ଚୁକ୍ତି ଖୁବ ନିକଟତର…

ମସ୍କୋ/କ୍ୱିଭ,୧୬।୧୨: ଡିସେମ୍ବର ୧୫ରେ ହ୍ବାଇଟ ହାଉସର ଓଭାଲ ଅଫିସରେ ସାମ୍ବାଦିକମାନଙ୍କ ସହ କଥାବାର୍ତ୍ତା ସମୟରେ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କହିଥିଲେ, ‘ମୁଁ ବିଶ୍ୱାସ କରେ ଯେ ଆମେ ଯୁଦ୍ଧ ବନ୍ଦ କରିବା ପାଇଁ ପୂର୍ବ ଅପେକ୍ଷା ଅଧିକ ନିକଟତର।’ ସେ…

ମହମ୍ମଦ ମୋକିମ କିଏ… ବର୍ଷିଲେ ପିସିସି ସଭାପତି: ଗୁମର ଖୋଲି କହିଲେ..

ଭୁବନେଶ୍ୱର,୧୬।୧୨: କଂଗ୍ରେସରୁ ମହମ୍ମଦ ମୋକିମଙ୍କ ବହିଷ୍କାର ପରେ ପିସିସି ସଭାପତି ଭକ୍ତ ଦାସ ପ୍ରତିକ୍ରିୟା ଦେଇଛନ୍ତି। ସାମ୍ବାଦିକଙ୍କ ପ୍ରଶ୍ନରେ ସେ କହିଛନ୍ତି, ମହମ୍ମଦ ମୋକିମ କିଏ, ମାତ୍ର ଗୋଟିଏ ଥର ବିଧାନସଭା ନିର୍ବାଚନ ଜିତିଛନ୍ତି। ନିଜ କଥା ରଖିବାର ସବୁ ସଦସ୍ୟଙ୍କ…

୮ ଦିନରେ କିଡନୀ ରୋଗ ନେଲା ତୃତୀୟ ଜୀବନ, ମୃତକଙ୍କ ପରିବାରକୁ ସହାୟତା ଯୋଗାଇବାକୁ ଦାବି

ଅମରପାଲି,୧୬/୧୨(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଉପଖଣ୍ଡରେ ସୋମବାର ପୁଣି ଜଣେ କିଡନୀ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ମୃତକ ଜଣକ ହେଲେ ଉପାନ୍ତ ଦୁର୍ଜନତୈଲା ପଞ୍ଚାୟତ ଅନ୍ତର୍ଗତ ଦାଦରପାଲି ଗ୍ରାମର ସହଦେବ ମହାକୁରଙ୍କ ପୁଅ ମେଘୁ ମହାକୁର(୩୪) ବୋଲି ଜଣା…

Oman Vs Indian Rupee: ମୋଦିଙ୍କ ଓମାନ ଗସ୍ତ ପରେ ଲକ୍ଷପତି ହେବେ ୫ଶହ ଭାରତୀୟ

ମସକଟ,୧୬।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତିନିଟି ରାଷ୍ଟ୍ର ଗସ୍ତରେ ଅଛନ୍ତି, ଜୋର୍ଡାନ, ଇଥିଓପିଆ ଏବଂ ଓମାନ ଗସ୍ତ କରୁଛନ୍ତି। ତାଙ୍କର ଚାରି ଦିନିଆ ଗସ୍ତ ସମୟରେ, ପ୍ରଧାନମନ୍ତ୍ରୀ ମୋଦି ଡିସେମ୍ବର ୧୭-୧୮ ରେ ଓମାନ ଗସ୍ତ କରିବେ। ତଥାପି, ଓମାନ ଏକ…

ଯମୁନା ଏକ୍ସପ୍ରେସୱେରେ ଭୟଙ୍କର ଦୁର୍ଘଟଣା, ୪ମୃତ ୧୦୦ରୁ ଅଧିକ ଆହତ

ନୂଆଦିଲ୍ଲୀ,୧୬ା୧୨: ମଥୁରାର ଯମୁନା ଏକ୍ସପ୍ରେସୱେରେ କୁହୁଡ଼ି ଯୋଗୁଁ ସାତଟି ବସ୍ ଏବଂ ତିନୋଟି କାର ପରସ୍ପର ସହ ଧକ୍କା ହୋଇଥିବା ନେଇ ଖବର ସାମ୍ନାକୁ ଆସୁଛି । ଦୁର୍ଘଟଣା ପରେ ବସ୍ ଏବଂ କାରଗୁଡ଼ିକରେ ନିଆଁ ଲାଗିଯାଇଥିଲା। ଏହି ଭୟଙ୍କର ଦୁର୍ଘଟଣାରେ…

ବଢିଲା ଶୀତ: ଦାରିଙ୍ଗବାଡିରେ ବଢୁଛି ପର୍ଯ୍ୟଟକଙ୍କ ଭିଡ଼

ଦାରିଙ୍ଗବାଡି, ୧୬।୧୨ (ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ପୁଣି ବଢିଲା ଶୀତର ପ୍ରକୋପ ବିଭିନ୍ନ ସ୍ଥାନରେ ଘନ କୁହୁଡି ସହ ଶୀତ ଦ୍ବିଗୁଣିତ ହୋଇଛି। ମଙ୍ଗଳବାର ସକାଳ ସମୟରେ ତାପମାତ୍ରା ରାଜ୍ୟରେ ସବୁଠାରୁ କମ ରହିଥିବା ଜଣାପଡିଛି ।…

‘ଜମ୍ମୁ-କଶ୍ମୀର ଆମର ଥିଲା ରହିବ…’ ପାକିସ୍ତାନକୁ କଡ଼ା ଜବାବ ଦେଲା ଭାରତ

ନୂଆଦିଲ୍ଲୀ,୧୬।୧୨: ଜାତିସଂଘ ସୁରକ୍ଷା ପରିଷଦରେ ‘ଶାନ୍ତି ପାଇଁ ନେତୃତ୍ୱ’ ବା‘ଲିଡରଶିପ ଫର ପିସ୍‌’ ଉପରେ ଖୋଲା ବିତର୍କ ସମୟରେ ଭାରତ ପାକିସ୍ତାନକୁ କଡ଼ା ଜବାବ ଦେଇଛି। ଜାତିସଂଘରେ ଭାରତର ସ୍ଥାୟୀ ପ୍ରତିନିଧି ରାଷ୍ଟ୍ରଦୂତ ହରିଶ ପି. ସ୍ପଷ୍ଟ ଭାବରେ କହିଛନ୍ତି ଯେ…

ଜଗନ୍ନାଥ ଗ୍ରହଣୀୟ

‘ନାମରେ କ’ଣ ଅଛି ? ଯାହାକୁ ଆମେ ଗୋଲାପ କହୁଛୁ, ଅନ୍ୟ କୌଣସି ନାମରେ ଡାକିଲେ ମଧ୍ୟ ତା’ର ସୁଗନ୍ଧ ସେହିପରି ମିଠା ରହିବ।’ ନାମକୁ ନେଇ କେତେବେଳେ ଯଦି ଚର୍ଚ୍ଚା ହୋଇଥାଏ ସେକ୍ସପିୟରଙ୍କ ପ୍ରସିଦ୍ଧ ନାଟକ ‘ରୋମିଓ ଆଣ୍ଡ୍‌ ଜୁଲିଏଟ୍‌’ରୁ…

ବନ୍ଧୁକ ଆଇନ କଡ଼ାକଡ଼ି କରିବ ଅଷ୍ଟ୍ରେଲିଆ

ସିଡ୍‌ନୀ,୧୬ା୧୨: ଅଷ୍ଟ୍ରେଲିଆର ସିଡ୍‌ନୀସ୍ଥିତ ବଣ୍ଡାଇ ବିଚ୍‌ରେ ରବିବାର ହିହୁଦୀଙ୍କ ହାଣ୍ଡୁକ୍କା ଉତ୍ସବର ପ୍ରଥମ ଦିନରେ ୨ ବନ୍ଧୁକଧାରୀଙ୍କ ଗୁଳିମାଡ଼ରେ ୧୬ ଜଣଙ୍କ ମୃତ୍ୟୁ ଘଟିବା ସହ ଅନେକେ ଆହତ ହୋଇଥିଲେ। ଅଷ୍ଟ୍ରେଲିଆରେ ପ୍ରାୟ ୩୦ ବର୍ଷ ମଧ୍ୟରେ ଏହା ସବୁଠୁ ବଡ଼…

ସୁବଳୟା ଅଞ୍ଚଳରେ ବୁଲୁଛନ୍ତି ଦନ୍ତାହାତୀ: ଗୋଡେ ଗୋଡେ ଜଗିଛି ବନ ବିଭାଗ

ଅମରପାଲି, ୧୬/୧୨(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ବନଖଣ୍ଡ ଅନ୍ତର୍ଗତ ବୀରମହାରାଜପୁର ବନାଞ୍ଚଳର ସୁବଳୟା ଅଞ୍ଚଳରେ ଜଙ୍ଗଲି ଦନ୍ତା ହାତୀ ବୁଲୁଥିବାବେଳେ ବନବିଭାଗ ପଛେପଛେ ଯାଉଛନ୍ତି। ସୂଚନା ଅନୁସାରେ, ଏକ ତିନି ଟିକିଆ ହାତୀ ପଲ ଖାଦ୍ୟ ଅନ୍ବେଷଣ ହେଉ କିମ୍ବା ପ୍ରବଳ କୁହୁଡି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?