ଗାଳିରୁ ବର୍ତ୍ତିବା ପାଇଁ ଘର ଲୋକଙ୍କୁ ଗଣବଳାତ୍କାର ବାହାନା ଦେଖାଇଲେ ନାବାଳିକା, ଆଉ ତାପରେ…
ହାଇଦ୍ରାବାଦ,୨୬।୧: ଦେଶରେ ପ୍ରତିଦିନ ବଳାତ୍କାର ଘଟଣା ସାମ୍ନାକୁ ଆସୁଛି। ପୋଲିସ ବି ଏହାକୁ ନେଇ ସତର୍କ ହୋଇପଡିଛି। ହାଇଦ୍ରାବାଦରେ ଗଣବଳାତ୍କାର ମନରୁ ନ ଲିଭୁଣୁ ଏବେ ସେଠାରୁ ଏକ ଅଜବ ମାମଲା ଦେଖିବାକୁ ମିଳିଛି। ଜଣେ ୧୬ବର୍ଷୀୟା ନାବାଳିକା ନିଜ ପରିବାର…
ଗୃହବନ୍ଦୀ ଥିବା ଓମାରଙ୍କ ଫଟୋ ସୋସିଆଲ୍ ମିଡ଼ିଆରେ ଭାଇରାଲ: ୟେଚୁରୀ-ମମତା ପ୍ରକାଶ କଲେ ଉଦ୍ବେଗ
ଶ୍ରୀନଗର,୨୬।୧: ଗତ ୫ ମାସରୁ ଅଧିକ ସମୟ ଧରି ଗୃହବନ୍ଦୀ ଥିବା ଜମ୍ମୁ-କଶ୍ମୀର ପୂର୍ବତନ ମୁଖ୍ୟମନ୍ତ୍ରୀ ଓମାର ଅବଦୁଲାଙ୍କ ଏକ ଫଟୋ ଶନିବାର ସୋସିଆଲ୍ ମିଡ଼ିଆରେ ଶେୟାର କରାଯାଇଛି। ଫଟୋରେ ଓମାରଙ୍କୁ ଚିହ୍ନି ହେଉନାହିଁ। ତାଙ୍କ ମୁହଁରେ ଦାଢ଼ି ଭର୍ତ୍ତି ହୋଇଯାଇଛି।…
ଘର ନିର୍ମାଣକୁ ନେଇ ବେଣୀପୁର ଗାଁରେ ଉତ୍ତେଜନା, ୫ ଘଣ୍ଟା ଧରି ପୋଲିସ ଅଟକ
ଗୋପ,୨୬।୧(ଡି.ଏନ୍.ଏ.): ପୁରୀ ଜିଲା ଗୋପ ଥାନା ଅଧୀନ ବେଣୀପୁର ଗାଁରେ ଗୋପ ପୋଲିସ ଦୀର୍ଘ ୫ ଘଣ୍ଟା ଧରି ଅଟକ ରହିଛି । ଜମିଜମାକୁ ନେଇ ଏପରି ଘଟଣା ଘଟିଥିବା କୁହାଯାଉଛି। ପ୍ରକାଶ ଯେ,ବେଣୀପୁର ଗାଁର ଜଗବନ୍ଧୁ ରାଉତ ରବିବାର ତାଙ୍କ…
ଖୋର୍ଦ୍ଧା ହେଉଛି ବୀର ପାଇକମାନଙ୍କ ମାଟି : ଜିଲାପାଳ
ଖୋର୍ଦ୍ଧା ଅଫିସ,୨୬।୧: ଖୋର୍ଦ୍ଧା ଜିଲା ପ୍ରଶାସନ ଆନୁକୂଲ୍ୟରେ ବିଜେବି ହାଇସ୍କୁଲ ଖେଳପଡ଼ିଆରେ ରବିବାର ଜିଲାସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି। ଏଥିରେ ଖୋର୍ଦ୍ଧା ଜିଲାପାଳ ସୀତାଂଶୁ କୁମାର ରାଉତ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଜାତୀୟ ପତାକା ଉତ୍ତୋଳନ କରି…
ସମ୍ବିଧାନ ସୁରକ୍ଷା ପାଇଁ ୧୧ କିମି ଲମ୍ବ ମାନବ ଶୃଙ୍ଖଳ
କୋଲକାତା,୨୬।୧: ସମ୍ବିଧାନ ସୁରକ୍ଷା ପାଇଁ କୋଲକାତାରେ ୧୧ କିମି ଲମ୍ବ ମାନବ ଶୃଙ୍ଖଳ ଲୋକମାନଙ୍କ ଦ୍ୱାରା କରାଯାଇଛି। ସାଧାରଣତନ୍ତ୍ର ଦିବସ ଅବସରରେ ରବିବାର ଏଭଳି ହୋଇଛି। ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ) ଏବଂ ରାଷ୍ଟ୍ରୀୟ ନାଗରିକତ୍ୱ ପଞ୍ଜିକା(ଏନ୍ଆର୍ସି)କୁ ବିରୋଧ କରି ୟୁନାଇଟେଡ୍ ଇଣ୍ଟରଫେଥ୍…
ପଦ୍ମଶ୍ରୀ ଶରିଫ୍: ଗତ ୨୭ ବର୍ଷ ଧରି କରୁଛନ୍ତି ଅଚିହ୍ନା ମୃତ ଦେହ ସଂସ୍କାର
ଅଯୋଧ୍ୟା,୨୬।୧: ଉତ୍ତରପ୍ରଦେଶ ଅଯୋଧ୍ୟାର ମହମ୍ମଦ୍ ଶରିଫ୍ଙ୍କୁ ୨୦୨୦ରେ ପଦ୍ମଶ୍ରୀ ସମ୍ମାନ ମିଳିବ ବୋଲି ଘୋଷଣା କରାଯାଇଛି। ଶରିଫ୍ ଗତ ୨୭ ବର୍ଷ ଧରି ଅଚିହ୍ନା ମୃତଦେହଙ୍କ ସଂସ୍କାର ଜାରି ରଖିଛନ୍ତି। ଇତିମଧ୍ୟରେ ସେ ୩ ହଜାର ହିନ୍ଦୁ ଏବଂ ଅଢ଼େଇ ହଜାର…
ରାୟଗଡ଼ାରେ ତ୍ରିରଙ୍ଗା ଉଡ଼ାଇଲେ ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ
ରାୟଗଡ଼ା ଅଫିସ,୨୬।୧: ରାୟଗଡ଼ା ଜିଲା ସଦର ମହକୁମାସ୍ଥିତ ଗୋବିନ୍ଦ ଚନ୍ଦ୍ର ଦେବ ଉଚ୍ଚ ବିଦ୍ୟାଳୟ ପଡ଼ିଆରେ ରବିବାର ୭୧ ତମ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି। ଏଥିରେ ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ଟୁକୁନି ସାହୁ ମୁଖ୍ୟ ଅତିଥି ଭାବେ…
୩୦ ହଜାର ଯାତ୍ରୀଙ୍କୁ ଜାତୀୟ ପତାକା ବାଣ୍ଟିଲା ଏୟାର ଇଣ୍ଡିଆ
ନୂଆଦିଲ୍ଲୀ,୨୬।୧: ସାଧାରଣତନ୍ତ୍ର ଦିବସ ଅବସରରେ ଏୟାର ଇଣ୍ଡିଆ ପକ୍ଷରୁ ଦେଶର ସମସ୍ତ ମେଟ୍ରୋ ସହର ସମେତ ଶ୍ରୀନଗର ବିମାନ ବନ୍ଦରରେ ଯାତ୍ରୀଙ୍କୁ ରବିବାର ଜାତୀୟ ପତାକା ବଣ୍ଟନ କରାଯାଇଛି। ୩୦ ହଜାରରୁ ଅଧିକ ଯାତ୍ରୀଙ୍କୁ ଜାତୀୟ ପତାକା ପ୍ରଦାନ କରାଯାଇଥିବା ଏୟାର…
ବସନ୍ତ ରାୟଜୀଙ୍କୁ ପୂରିଲା ଶହେ ବର୍ଷ: ସଚିନ-ଷ୍ଟିଭ୍ ଓ୍ବଗ୍ କାଟିଲେ କେକ୍
ନୂଆଦିଲ୍ଲୀ,୨୬।୧: ବରିଷ୍ଠ କ୍ରିକେଟର ବସନ୍ତ ରାୟଜୀଙ୍କୁ ରବିବାର ଶହେ ବର୍ଷ ପୂରିଛି। ଏହି ଅବସରରେ ମାଷ୍ଟର ବ୍ଲାଷ୍ଟର ସଚିନ୍ ତେନ୍ଦୁଲକର ଏବଂ ଅଷ୍ଟ୍ରେଲିଆ କ୍ରିକେଟର ଷ୍ଟିଭ୍ ଓ୍ବଗ୍ ବସନ୍ତଙ୍କ ସହିତ ମିଶି କେକ୍ କାଟୁଥିବାରୁ ଏକ ଭିଡ଼ିଓ ଟୁଇଟରରେ ଶେୟାର କରିଛନ୍ତି।…
ପରେଡ ପରେ ରାଜପଥରେ ଚାଲି ଚାଲି ଯାଇ ଜନତାଙ୍କ ଅଭିବାଦନ ଗ୍ରହଣ କଲେ ମୋଦି
ନୂଆଦିଲ୍ଲୀ,୨୬।୧: ଭାରତ ରବିବାର ୭୧ତମ ସାଧାରଣତନ୍ତ୍ର ଦିବସ ପାଳନ କରିଛି। ଏହି ଅବସରରେ ରାଜଧାନୀ ଦିଲ୍ଲୀର ରାଜପଥରେ ସେନା ତା’ର ଶକ୍ତି ପ୍ରଦର୍ଶନ କରିବା ସହ ସାଂସ୍କୃତିକ କାର୍ଯ୍ୟକ୍ରମ ମଧ୍ୟ ପ୍ରଦର୍ଶନ କରାଯାଇଛି। ତେବେ ପରେଡ ସରିବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର…
ହାତରେ ତ୍ରିରଙ୍ଗା ଧରିଥିବା ତୈମୁରଙ୍କ ଫଟୋ ଭାଇରାଲ
ମୁମ୍ବାଇ: ଦେଶରେ ୭୧ ତମ ସାଧାରଣତନ୍ତ୍ର ଦିବସ ପାଳିତ ହେଉଥିବାବେଳେ ଶୈଫ୍ ଅଲ୍ଲୀ ଖାଁ ଏବଂ କରୀନା କପୁର ଖାଁଙ୍କ ପୁଅ କୁନ୍ମୁନ୍ ତୈମୁର ମଧ୍ୟ ଆନନ୍ଦ ଉତ୍ସାହ ମଧ୍ୟରେ ଏହା ପାଳନ କରିଛନ୍ତି। ସେ ତାଙ୍କ ସାଙ୍ଗସାଥୀଙ୍କ ସହିତ ପତାକା…
ମୁଁ ମୁସଲମାନ୍ ମୋ ସ୍ତ୍ରୀ ହିନ୍ଦୁ ମୋ ପିଲାଏ ହିନ୍ଦୁସ୍ତାନ: ଶାହରୁଖ
ମୁମ୍ବାଇ: ସାଧାରଣ ତନ୍ତ୍ର ଦିବସ ଅବସରରେ କିଙ୍ଗ ଖାଁ ଶାହରୁଖ୍ଙ୍କ ମନ୍ତବ୍ୟ ନେଇ ତାଙ୍କ ପ୍ରଶଂସକଙ୍କ ମଧ୍ୟରେ ଚର୍ଚ୍ଚା ଆରମ୍ଭ ହୋଇଛି। ଶାହରୁଖ୍ କହିଛନ୍ତି ଯେ, ମୁଁ ମୁସଲମାନ୍ ମୋ ସ୍ତ୍ରୀ ହିନ୍ଦୁ ମୋ ପିଲାଏ ହିନ୍ଦୁସ୍ତାନ। ରିୟଲିଟି ଶୋ ଡ୍ୟାନ୍ସ…
Archives


