Home

ଭଡ଼ା ମାଗିବେ ନାହିଁ ଘର ମାଲିକ: ଲକ୍‌ଡାଉନ୍‌ ବେଳେ ସମ୍ପୂର୍ଣ୍ଣ ମଜୁରି ଦେବେ ନିଯୁକ୍ତିଦାତା

ନୂଆଦିଲ୍ଲୀ,୩୦ା୩: କୋଭିଡ୍‌-୧୯ ସଂକ୍ରମଣ ରୋକିବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶବ୍ୟାପୀ ୨୧ ଦିନିଆ ସମ୍ପୂର୍ଣ୍ଣ ଲକ୍‌ଡାଉନ୍‌ ଘୋଷଣା କରିଛନ୍ତି। ଏହି ସମୟ ମଧ୍ୟରେ ନିଯୁକ୍ତିଦାତାମାନେ କର୍ମଚାରୀମାନଙ୍କୁ ସମ୍ପୂର୍ଣ୍ଣ ମଜୁରି ପ୍ରଦାନ କରିବେ। ସେମାନଙ୍କ ଦରମାରୁ କାଟଛାଣ୍ଟ କରିବା ଅନୁଚିତ ବୋଲି…

ଓଡ଼ିଶାରେ ଅଟକିଛନ୍ତି ୧୫,୬୦୦ ଶ୍ରମିକ

ଭୁବନେଶ୍ୱର,୩୦ା୩(ବ୍ୟୁରୋ): ଲକ୍‌ଡାଉନ୍‌ ଫଳରେ ଓଡ଼ିଶାରେ ରାଜ୍ୟ ବାହାରର ୧୫ହଜାର ୬ଶହରୁ ଊର୍ଦ୍ଧ୍ୱ ଶ୍ରମିକ ଫସି ରହିଛନ୍ତି। ଏମାନେ ପଶ୍ଚିମବଙ୍ଗ, ରାଜସ୍ଥାନ, ହରିୟାଣା, ଉତ୍ତରପ୍ରଦେଶ, ବିହାର, ଆନ୍ଧ୍ରପ୍ରଦେଶ, ମଧ୍ୟପ୍ରଦେଶ ଆଦି ରାଜ୍ୟର ବୋଲି ଜଣାପଡିଛି। ଏମାନଙ୍କୁ ୧୦୪ଟି କ୍ୟାମ୍ପରେ ରଖାଯାଇ ଖାଦ୍ୟ ଦିଆଯାଉଛି।…

ଥମୁନି ଦାଦନଙ୍କ ଗଣପଳାୟନ

ନୂଆଦିଲ୍ଲୀ,୩୦ା୩(ପି.ଟି.): କୋଭିଡ୍‌-୧୯ ସଂକ୍ରମଣ ରୋକିବା ପାଇଁ କେନ୍ଦ୍ର ପକ୍ଷରୁ ଦିଆଯାଇଥିବା ଲକ୍‌ଡାଉନ୍‌ ଡାକରା ପଞ୍ଚମ ଦିନରେ ପହଞ୍ଚତ୍ଛି। ସାମ୍ପ୍ରତିକ ଅଚଳାବସ୍ଥା ଦେଶର ବଡ଼ ବଡ଼ ସହରରେ ନିୟୋଜିତ ଦାଦନ ଶ୍ରମିକମାନଙ୍କ ଦୁର୍ଦ୍ଦଶାକୁ ବହୁଗୁଣିତ କରିଛି। ଫଳରେ ସେମାନେ ନିଜ କର୍ମକ୍ଷେତ୍ର ଛାଡ଼ି…

୨୪ ଘଣ୍ଟାରେ ଗଲା ୮ ଜୀବନ: ୨୭ରେ ପହଞ୍ଚିଲା ମୃତ୍ୟୁ ସଂଖ୍ୟା

ନୂଆଦିଲ୍ଲୀ,୩୦ା୩(ପି.ଟି.): ଲକ୍‌ଡାଉନ ସତ୍ତ୍ୱେ ଦିନକୁ ଦିନ ଅଧିକ ଭୟଙ୍କର ହେଉଛି କରୋନା। ଭାରତରେ ଗତ ୨୪ ଘଣ୍ଟା ମଧ୍ୟରେ ୮ ଜଣଙ୍କ ଜୀବନ ନେଲାଣି ଏହି ଭୂତାଣୁ। ଦେଶରେ ମୃତ୍ୟୁସଂଖ୍ୟା ୨୭ରେ ପହଞ୍ଚିବା ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି। ମହାରାଷ୍ଟ୍ରରେ ସର୍ବାଧିକ…

ଦିନକୁ ୮ଘଣ୍ଟା ଡ୍ୟୁଟି କରିବେ ପୋଲିସ କର୍ମଚାରୀ: ସପ୍ତାହରେ ଦିନେ ଛୁଟି

କଟକ ଅଫିସ,୩୦ା୩: କରୋନା ଭୂତାଣୁ ସଂକ୍ରମଣକୁ ରୋକିବା ପାଇଁ ସାରା ଦେଶରେ ଲକ୍‌ଡାଉନ୍‌ ଜାରି ହୋଇଛି। ଓଡ଼ିଶାରେ ବି ଏହାର ପ୍ରଭାବ ଦେଖିବାକୁ ମିଳୁଛି। ଲକ୍‌ଡାଉନ୍‌କୁ କାର୍ଯ୍ୟକାରୀ କରିବାର ଗୁରୁଦାୟିତ୍ୱ ପୋଲିସ କର୍ମଚାରୀଙ୍କ ଉପରେ ରହିଛି। ଦିନତମାମ୍‌ ସେମାନଙ୍କୁ ବିଭିନ୍ନ ଛକ…

ଜରୁରୀ ସାମଗ୍ରୀ ପରିବହନ କରିବ ପୂର୍ବତଟ ରେଳପଥ

ଭୁବନେଶ୍ୱର,୩୦ା୩(ବ୍ୟୁରୋ): କରୋନା ସଂକ୍ରମଣ ମୁକାବିଲା ଲାଗି ସମଗ୍ର ଦେଶରେ ୨୧ ଦିନିଆ ଲକ୍‌ଡାଉନ୍‌ ଜାରି ରହିଥିବାବେଳେ ଅତ୍ୟାବଶ୍ୟକ ସାମଗ୍ରୀର ପରିବହନରେ ସମସ୍ୟା ସୃଷ୍ଟି ହୋଇଛି। ଏଭଳିସ୍ଥିତିରେ ପୂର୍ବତଟ ରେଳପଥ ଜରୁରୀକାଳୀନ ସାମଗ୍ରୀର ପରିବହନ ଲାଗି ସହଯୋଗର ହାତ ବଢାଇଛି। ରେଳପଥ ପକ୍ଷରୁ…

ଲକ୍‌ଡାଉନ୍‌ ନିୟମକୁ ଫୁ: ମାଛ ମାର୍କେଟରେ ଭିଡ଼

ପୁରୀ ଅଫିସ,୩୦ା୩: ସମଗ୍ର ଦେଶରେ ଏବେ ୨୧ ଦିନିଆ ଲକ୍‌ଡାଉନ ଚାଲିଛି। କରୋନା ଭାଇରସ୍‌ ମୁକାବିଲା ପାଇଁ ଏଭଳି ଏକ ପଦକ୍ଷେପ ନିଆଯାଇଛି। ପୁରୀ ଜିଲା ପ୍ରଶାସନ ଲକ୍‌ଡାଉନ କଟକଣାକୁ କିପରି କଡ଼ାକଡ଼ି ଭାବେ ପାଳନ କରାଯିବ ସେ ଦିଗରେ ଉଦ୍ୟମ…

କରୋନା ବିଗାଡ଼ିଲା

ଭାଇରସ୍‌ ସାରା ବିଶ୍ୱରେ ଅଚଳାବସ୍ଥା ସୃଷ୍ଟି କରିଛି। କରୋନାକୁ ପ୍ରତିହତ କରିବାକୁ ପ୍ରଧାନମନ୍ତ୍ରୀ ସମଗ୍ର ଭାରତକୁ ଲକ୍‌ଡାଉନ୍‌ ଘୋଷଣା କରିଛନ୍ତି। ଜୀବନ ବଞ୍ଚାଇବା ପାଇଁ ଲୋକେ ସରକାରଙ୍କ ନିଷ୍ପତ୍ତିକୁ ସ୍ବାଗତ କରି ନିଜକୁ ଘରେ ବନ୍ଦ କରି ରଖିଛନ୍ତି। ହେଲେ ଆର୍ଥିକ…

ଦିନିକିଆ ଅଧିବେଶନ, ଯୋଗଦେବେ ୩୦% ସଦସ୍ୟ

ଭୁବନେଶ୍ୱର,୩୦ା୩(ବ୍ୟୁରୋ): ବିଧାନସଭାର ବଜେଟ ଅଧିବେଶନ ସୋମବାର ଲୋକସେବା ଭବନର ନୂତନ କନ୍‌ଭେନ୍‌ଶନ ବିଲ୍ଡିଂରେ ଅନୁଷ୍ଠିତ ହେବ। ଏହି ଅଧିବେଶନରେ ୨୦୨୦-୨୧ ଆର୍ଥିକ ବର୍ଷ ପାଇଁ ବ୍ୟୟ ମଞ୍ଜୁରୀ ବିଲ ପାରିତ ହେବ। ଏଥିଲାଗି ରବିବାର ଲୋକସେବା ଭବନକୁ ସମ୍ପୂର୍ଣ୍ଣ ସାନିଟାଇଜ କରାଯାଇଛି।…

ଦୁଇଦିନ ବର୍ଷା ସହ ବଜ୍ରପାତ: ତାପମାତ୍ରା ଆହୁରି ବଢ଼ିବ

ଭୁବନେଶ୍ୱର,୩୦ା୩(ବ୍ୟୁରୋ): ସାରା ରାଜ୍ୟରେ ଏବେ ତାପମାତ୍ରା ବଢ଼ିବାରେ ଲାଗିଛି। ଦିନବେଳା ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ୁଛି। ହେଲେ ଅପରାହ୍ନରୁ ହଠାତ ପାଗରେ ପରିବର୍ତ୍ତନ ଘଟୁଛି। ରବିବାର ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସହିତ ବଜ୍ରପାତ ମଧ୍ୟ ହୋଇଛି। ଆସନ୍ତା ଦୁଇଦିନ ଏହିଭଳି ପାଗ…

ଅଂଶୁଘାତ ଆଶଙ୍କା, ଜିଲାପାଳଙ୍କୁ ସତର୍କ କଲେ ଏସ୍‌ଆର୍‌ସି

ଭୁବନେଶ୍ୱର,୩୦ା୩(ବ୍ୟୁରୋ): କରୋନା ମୁକାବିଲା ପାଇଁ ସରକାରଙ୍କଠାରୁ ଆରମ୍ଭ କରି ସାଧାରଣ ଜନତା ସମସ୍ତେ ଲଢ଼େଇ ଜାରି ରଖିଛନ୍ତି। ଏପରି ସ୍ଥିତିରେ ରାଜ୍ୟରେ ତାପମାତ୍ରା ବୃଦ୍ଧି ଚିନ୍ତା ବଢ଼ାଇ ଦେଇଛି। ଅଂଶୁଘାତ ଆଶଙ୍କା ଦେଖାଦେଇଥିବାରୁ ଆବଶ୍ୟକ ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରିବାକୁ ରାଜ୍ୟ…

ଏମ୍‌ପି ଲ୍ୟାଡରୁ ଅଢ଼େଇ କୋଟି ଦେଲେ ଅଚ୍ୟୁତ

ଭଞ୍ଜନଗର,୨୯।୩(ଡି.ଏନ.ଏ)-କନ୍ଧମାଳ ଏମ୍‌ପି ଅଚ୍ୟୁତ ସାମନ୍ତ କରୋନା ମୁକାବିଲା ପାଇଁ ଏମ୍‌ପି ଲ୍ୟାଡରୁ ଅଢ଼େଇ କୋଟି ଟଙ୍କା ଅନୁମୋଦନ କରିଛନ୍ତି। ଏହି ଅର୍ଥରୁ କନ୍ଧମାଳକୁ ୧ କୋଟି ୧୦ଲକ୍ଷ, ବୌଦ୍ଧକୁ ୭୦ ଲକ୍ଷ, ଗଞ୍ଜାମକୁ ୩୫ ଲକ୍ଷ ଓ ନୟାଗଡ଼ ଜିଲାକୁ ୩୫…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri