Home

ମନଇଚ୍ଛା ପାସ୍‌ ବଣ୍ଟନ କରୁଛି ବ୍ଲକ ପ୍ରଶାସନ: ସରପଞ୍ଚଙ୍କ ସ୍ବାମୀଙ୍କୁ ସରପଞ୍ଚ ମାନ୍ୟତା

ଜୁନାଗଡ,୨୯।୩(ଡି.ଏନ୍‌.ଏ): କୋଭିଡ-୧୯ ପାଇଁ ରାଜ୍ୟରେ ଲକ୍‌ଡାଉନ ହୋଇଛି। ଜରୁରୀକାଳୀନ ସେବା ପାଇଁ ପଞ୍ଚାୟତ ଓ ବ୍ଲକ କର୍ମଚାରୀଙ୍କୁ ଭେଇକିଲ ପାସ୍‌ ଦିଆଯାଉଛି। ଏହି ପାସ୍‌ଗୁଡିକ କଳାହାଣ୍ଡି ଜିଲା ଜୁନାଗଡ ବ୍ଲକ ପ୍ରଶାସନ ପକ୍ଷରୁ ମନଇଚ୍ଛା ଦିଆଯାଉଥିବା ଅଭିଯୋଗ ହେଉଛି। ଏକାଧିକ ଲୋକ…

ରାଜପଥ ପାର୍ଶ୍ୱରେ ଖୋଲିବ ଢାବା, ଗ୍ୟାରେଜ: ନିର୍ଦ୍ଦେଶ ଦେଲା ଜିଲା ପ୍ରଶାସନ

ବାଲେଶ୍ୱର ଅଫିସ, ୨୯।୩-କରୋନା ଭୂତାଣୁ ସଂକ୍ରମଣ ରୋକିବା ଲାଗି ଦେଶବ୍ୟାପୀ ଲକଡାଉନ ଘୋଷଣା କରାଯାଇଛି। ଏହାକୁ ନଜରରେ ରଖି ବାଲେଶ୍ୱର ଜିଲା ପ୍ରଶାସନ ପକ୍ଷରୁ ଜନସାଧାରଣଙ୍କ ସୁବିଧା ନିମନ୍ତେ ବିଭିନ୍ନ ପଦକ୍ଷେପ ନିଆଯାଇଛି । ରାଜ୍ୟ ବାହାରୁ ଆସୁଥିବା ମାଲବାହୀ ଗାଡିଗୁଡ଼ିକର…

କରୋନା କଟକଣା ବେଳେ ଚାଲିଛି ଜୁଆଖେଳ: ଧରାପଡିଲେ ୪

ରୂପ୍‌ସା, ୨୯।୩(ଡି.ଏନ.ଏ.)-କରୋନା କଟକଣା ସତ୍ତ୍ୱେ ବାଲେଶ୍ୱର ଜିଲା ରୂପ୍‌ସା ଥାନା ଲଛମନଖୁଣ୍ଟା ଅଞ୍ଚଳରେ ଗାଁ ପୋଖରୀ ହୁଡ଼ାରେ ଅବାଧରେ ଜୁଆ ଖେଳ ଚାଲିଥିବା ଅଭିଯୋଗ ହୋଇଥିଲା। ଶନିବାର ରାତିରେ ପୋଲିସ ଚଢ଼ାଉ କରି ଜୁଆ ଆଡ୍ଡାରୁ ୪ଜଣଙ୍କୁ ଗିରଫ କରିବା ସହ…

ବାହାର ରାଜ୍ୟରେ ଫସିଛନ୍ତି ମୟୂରଭଞ୍ଜର ଶତାଧିକ ଯୁବକ

ବାରିପଦା ଅଫିସ, ୨୯ା୩- ମୟୂରଭଞ୍ଜ ଜିଲାର ବିିଭିନ୍ନ ଅଞ୍ଚଳରୁ ଅନ୍ୟ ରାଜ୍ୟକୁ କାମ କରିବାକୁ ଯାଇଥିବା ଶତାଧିକ ଯୁବକ ଲକଡାଉନ ଯୋଗୁଁ ଫସି ରହିଛନ୍ତି। ଉଦ୍ଧାର ପାଇଁ ସେମାନେ ଭିଡ଼ିଓ ପୋଷ୍ଟ କରି ଆକୁଳ ନିବେଦନ କରିଛନ୍ତି। ସେହିଭଳି ମୁଖ୍ୟମନ୍ତ୍ରୀ ନବୀନ…

ସହଯୋଗ ମାଗିଲେ ଦିଲୀରେ ଅଟକି ରହିଥିବା ଶ୍ରମିକ

ସମ୍ବଲପୁର,୨୮।୩ (ବ୍ୟୁରୋ)- ସମ୍ବଲପୁର ଜିଲା ମେଘପାଳ ଗ୍ରାମଞ୍ଚାତୟର ୩୦ ଶ୍ରମିକ ଦିଲୀରେ ଫସି ରହିଛନ୍ତି । ଉଦ୍ଧାର ଲାଗି ସେମାନେ ସୋସିଆଲ ମିଡିଆରେ ରାଜ୍ୟ ସରକାରଙ୍କ ସହଯୋଗ ଭିକ୍ଷା କରିଛନ୍ତି । ଲକଡାଉନ ୨୧ ଦିନ ପର୍ଯ୍ୟନ୍ତ ଚାଲିବ । ଇତିମଧ୍ୟରେ…

ତେଲେଙ୍ଗାନା ଇଟାଭାଟିରେ ୪୧ଶ୍ରମିକ

ନୂଆପଡା ଅଫିସ,୨୯ା୩- ସାରା ଦେଶରେ ଲକଡାଉନ। ଆଗକୁ କଅଣ ହେବ ଅନିଶ୍ଚିତତା ମଧ୍ୟରେ ଲୋକ ଜୀବନ ବଞ୍ଚାଇବାକୁ ରାହା ଖୋକୁଛନ୍ତି। ଏଭଳି ସ୍ଥିତିରେ ରାଜ୍ୟ ବାହାରେ ଇଟାଭାଟିଗୁଡିକରେ ଫସି ରହିଛନ୍ତି ଶ୍ରମିକମାନେ । ତେଲେଙ୍ଗାନାର ବୋମାଲା ରମାରାମ ପୋଲିସ ଷ୍ଟେଶନ ଅନ୍ତର୍ଗତ…

ମୁଖ୍ୟମନ୍ତ୍ରୀ ରିଲିଫ୍‌ ପାଣ୍ଠିକୁ ୫ଲକ୍ଷ ଦେଲା ଅରୁନ୍ଧତୀ ଗ୍ରୁପ୍‌

ବଲାଙ୍ଗୀର ଅଫିସ, ୨୯ା୩- ସମଗ୍ର ବିଶ୍ୱରେ ଆତଙ୍କ ଖେଳାଇଥିବା କରୋନା ମହାମାରୀ ମୁକାବିଲା ପାଇଁ ଏବେ ସରକାରୀ ଓ ବେସରକାରୀସ୍ତରରେ ପ୍ରୟାସ ଆରମ୍ଭ ହୋଇଛି । ଏହି ମହତ୍‌ କାର୍ଯ୍ୟରେ ସହଯୋଗ କରିବାକୁ ରାଜ୍ୟର ଅନ୍ୟତମ ଅଗ୍ରଣୀ ବ୍ୟବସାୟିକ ପ୍ରତିଷ୍ଠାନ ଅରୁନ୍ଧତୀ…

ମାଛ ବଜାର ଭିଡ କମାଇବାକୁ ମାର୍କିଂ କଲା ପୋଲିସ

ବଲାଙ୍ଗୀର ଅଫିସ, ୨୯ା୩: କରୋନା ସଂକ୍ରମଣ ରୋକିବା ପାଇଁ ସାରା ଦେଶରେ ୨୧ଦିନିଆ ଲକ୍‌ ଡାଉନ୍‌ ବ୍ୟବସ୍ଥା କରାଯାଇଛି । ବଲାଙ୍ଗୀର ଜିଲା ଓ ସହରରେ ଏହି ଲକ୍‌ ଡାଉନ୍‌କୁ କଡାକଡି ଭାବେ ପାଳନ କରାଯାଉଛି । ଏହି ସମୟରେ ନିତ୍ୟ…

ତୁର୍କୀ ବିଶ୍ୱକପ୍‌ ହିରୋ ରେକବର କରୋନାରେ ସଂକ୍ରମିତ

ଆଙ୍କାରା,୨୯ା୩ (ଏଏଫ୍‌ପି-ବାର୍ସିଲୋନାର ପୂର୍ବତନ ଗୋଲକିପର ତଥା ତୁର୍କୀ ଜାତୀୟ ଦଳର ପୂର୍ବତନ ଖେଳାଳି ରଷ୍ଟୁ ରେକବର କରୋନା ଭାଇରସ୍‌ ଦ୍ୱାରା ସଂକ୍ରମିତ ହୋଇଛନ୍ତି। ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ରେକବର ୨୦୦୨ ଫୁଟବଲ୍‌ ବିଶ୍ୱକପ୍‌ରେ ଚମତ୍କାର ଗୋଲ କିପିଂ କରି ତୁର୍କୀକୁ…

ଜାତୀୟ ଆନ୍ତଃରାଜ୍ୟ ଆଥଲେଟିକ୍ସ ଚାମ୍ପିୟନଶିପ୍‌ ସ୍ଥଗିତ: ନୂଆ କ୍ୟାଲେଣ୍ଡର ପ୍ରସ୍ତୁତ କରିବ ଏଏଫ୍‌ଆଇ

ନୂଆଦିଲ୍ଲୀ,୨୯।୩(ପି.ଟି.)-ଆଗାମୀ ଜୁନ୍‌ରେ ଆୟୋଜନ ହେବାକୁ ଥିବା ଜାତୀୟ ଆନ୍ତଃରାଜ୍ୟ ଆଥଲେଟିକ୍ସ ଚାମ୍ପିୟନଶିପ୍‌ ସ୍ଥଗିତ ରଖିବାକୁ ଆଥଲେଟିକ ଫେଡେରେଶନ ଅଫ୍‌ ଇଣ୍ଡିଆ (ଏଏଫ୍‌ଆଇ) ନିଷ୍ପତ୍ତି ନେଇଛି। ଦେଶ ତଥା ସାରା ବିଶ୍ୱରେ କୋଭିଡ୍‌-୧୯ର ଆତଙ୍କ ଜାରି ରହିଥିବା ବେଳେ ଏହି ମେଗା ଇଭେଣ୍ଟକୁ…

ଆଲ୍‌କୋହଲ ଯାଞ୍ଚ୍‌କୁ ସାମୟିକ ବନ୍ଦ ରଖିବାକୁ ଅନୁରୋଧ କଲା ଏୟାର ଇଣ୍ଡିଆ ପାଇଲଟ ସଂଘ

ନୂଆଦିଲ୍ଲୀ,୨୯।୩: କରୋନା ସଂକ୍ରମଣ ଭାରତରେ ଆତଙ୍କ ସୃଷ୍ଟି ହୋଇଛି। ସ୍ପାଇସ୍‌ ଜେଟ୍‌ର ଜଣେ ପାଇଲଟଙ୍କ ନମୁନା ପରୀକ୍ଷା ରିପୋର୍ଟ ପଜିଟିଭ୍‌ ଆସିଛି। ଏପରିସ୍ଥଳେ ସାମୟିକ ଭାବେ ଆଲ୍‌କୋହଲ ଯାଞ୍ଚ୍‌କୁ ସାମୟିକ ବନ୍ଦ ରଖିବାକୁ ଏୟାର ଇଣ୍ଡିଆ ପାଇଲଟ ସଂଘ ପକ୍ଷରୁ ବିମାନ…

କରୋନା ଭୟ: ମୁଖ୍ୟରାସ୍ତା ବନ୍ଦ କଲେ ଯୁବଗୋଷ୍ଠୀ

କେଗାଁ, ୨୯ା୩(ଡି.ଏନ.ଏ.)-କରୋନା ଭୟରେ କଳାହାଣ୍ଡି ଜିଲା ଗୋଲାମୁଣ୍ଡା ବ୍ଲକ ସାନଚେରଗାଁ ଗ୍ରାମର ଯୁବଗୋଷ୍ଠୀ ରବିବାରଠାରୁ ଗାଁକୁ ଥିବା ତିନି ପ୍ରବେଶ ପଥରେ ବାଉଁଶ ବାନ୍ଧି ରାସ୍ତା ଅବରୋଧ କରଛନ୍ତି। ବାଉଁଶରେ କରୋନା ସଚେତନତା ବାର୍ତ୍ତା ଲେଖାଯାଇଛି। ଯୁବଗୋଷ୍ଠୀଙ୍କ କହିବା କଥା ଉକ୍ତ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri