Home

କରୋନା ସହାୟତା: ଏକ ଲକ୍ଷ ଟଙ୍କା ଦାନ କଲେ ଶରଦ କୁମାର

ନୂଆଦିଲ୍ଳୀ, ୨୯।୩(ପି.ଟି.)- ଡବଲ ଏସିଆନ ପାରା ଗେମ୍ସ ହାଇ ଜମ୍ପ ଚାମ୍ପିୟନ ଶରଦ କୁମାର କରୋନା ଭାଇରସ ମୁକାବିଲା ପାଇଁ ଏକ ଲକ୍ଷ ଟଙ୍କା ଦାନ କରିଛନ୍ତି। ସେ ପ୍ରଧାନମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିକୁ ଏହି ଅର୍ଥ ପ୍ରଦାନ କରିଛନ୍ତି। ବିହାରର ଏହି…

ସ୍ପିନ୍‌ ବିପକ୍ଷରେ ଚାପେଲଙ୍କ ସର୍ବକାଳୀନ ଶ୍ରେଷ୍ଠ ଇନିଂସ ତାଲିକାରେ ଲକ୍ଷ୍ମଣଙ୍କ ୨୮୧

ମେଲବୋର୍ନ,୨୯।୩(ପି.ଟି.)- ବିଶ୍ୱସ୍ତରୀୟ ସ୍ପିନ୍‌ ବୋଲିଂ ବିପକ୍ଷରେ ପୂର୍ବତନ ଅଷ୍ଟ୍ରେଲିଆ ଅଧିନାୟକ ଇଆନ ଚାପେଲ ତାଙ୍କ ଦୁଇଟି ସର୍ବକାଳୀନ ଶ୍ରେଷ୍ଠ ତଥା ଫେଭରାଇଟ୍‌ ଇନିଂସ ସମ୍ପର୍କରେ ଉଲ୍ଲେଖ କରିଛନ୍ତି। ଏଥିରେ ସେ ଭାରତୀୟ ମିଡିଲ ଅର୍ଡର ବ୍ୟାଟ୍ସମ୍ୟାନ ଭିଭିଏସ୍‌ ଲକ୍ଷ୍ମଣ ୨୦୦୧ରେ ଇଡେନ…

କରୋନା ଦୁଃଖ ୭୩ ବର୍ଷ ତଳର ଦେଶ ବିଭାଜନ ସଙ୍କଟକୁ ବି ବଳିଗଲା !

ନୂଆଦିଲ୍ଲୀ,୨୯।୩: କରୋନା ସଂକ୍ରମଣ ଭାରତରେ ଆତଙ୍କ ସୃଷ୍ଟି କରିଛି। ଏହାକୁ ରୋକିବା ଲାଗି ଦେଶରେ ୨୧ ଦିନିଆ ଲକ୍‌ ଡାଉନ୍‌ ଘୋଷଣା କରାଯାଇଛି। ସମ୍ପ୍ରତି ଭାରତ ସଂକ୍ରମଣ ଦ୍ୱିତୀୟ ଷ୍ଟେଜ୍‌ରେ ରହିଥିବାବେଳେ ତୃତୀୟ ଷ୍ଟେଜ୍‌କୁ ଯିବାର ଆଶଙ୍କା ଦେଖାଦେଇଛି। ସମ୍ପ୍ରତି ଦେଶରେ…

ଗ୍ରୀଷ୍ମ ପ୍ରବାହ ଯୋଗୁ ଭାରତରେ କମିବ କରୋନା ସଂକ୍ରମଣର ପ୍ରଭାବ !

ଓ୍ବାଶିଂଟନ,୨୯।୩: କରୋନା ଭାଇରସର ସଂକ୍ରମଣ ଧୀରେ ଧୀରେ ବୃଦ୍ଧି ପାଉଥିବରୁ ଏହାକୁ ନେଇ ବିଶ୍ୱବାସୀ ଭୟଭୀତ ହୋଇଯାଇଛନ୍ତି। ନିକଟରେ କେମ୍ବ୍ରିଜର ମାସାଚୁଏଟ୍ସ ଇନଷ୍ଟିଚ୍ୟୁଟ ଅଫ୍‌ ଟେକ୍ନୋଲୋଜିର ଏକ ଅଧ୍ୟୟନ କହିଛି ଭାରତରେ ଆଗାମୀ ଦିନରେ କରୋନା ସଂକ୍ରମଣର ପ୍ରଭାବ କମିଯାଇପାରେ। ଉକ୍ତ…

ଘରେ ରହିବାକୁ ଅମଙ୍ଗ ଲଣ୍ଡନ ଲୋକେ: ଲକ୍‌ଡାଉନ୍‌ ବଢ଼ିପାରେ ୧୨ ସପ୍ତାହ; ଖିଲାପକାରୀଙ୍କୁ ୯୩ ହଜାର ଜରିମାନା

ଲଣ୍ଡନ,୨୯।୩: କରୋନା ସଂକ୍ରମଣ ସାରା ପୃଥିବୀରେ ଆତଙ୍କ ସୃଷ୍ଟି କରିଛି। ଇଂଲଣ୍ଡରେ ମଧ୍ୟ ଏହାର ପ୍ରଭାବ ଜାରି ରହିଛି। ସୁରକ୍ଷା ଦୃଷ୍ଟିରୁ ସରକାରଙ୍କ ପକ୍ଷରୁ ଲକ୍‌ଡାଉନ୍‌ ଜାରି କରାଯାଇଛି। ତେବେ ଏହାକୁ ମାନିବାକୁ ଲଣ୍ଡନର ଲୋକେ ଅମଙ୍ଗ ହେଉଥିବା ଦେଖିବାକୁ ମିଳୁଛି।…

ଆମ୍ବଗଛ ମୂଳେ ୪ ପରିବାର

ବରଗଡ଼ ଅଫିସ୍‌,୨୯।୩-ଠାକୁରାଣୀ(ସରମଙ୍ଗଳା)ଙ୍କୁ ଧରି ସପରିବାର ଗାଁ ଗହଳିକୁ ଯାଇ ଦୁଇ ପଇସା ରୋଜଗାର କରନ୍ତି । ସେଥିରୁ ସେମାନଙ୍କ ପରିବାର ଗୁଜୁରାଣ ମେଣ୍ଟିଥାଏ । ମାତ୍ର ଲକ୍‌ ଡାଉନ୍‌ ଯୋଗୁ ରୋଜଗାର ତ ଦୂରର କଥା, ଗ୍ରାମଠାରୁ ବହୁଦୂର ପଦ୍ମପୁର ଉପଖଣ୍ଡ…

ଶେଫ୍‌ ପ୍ରସ୍ତୁତ କଲେ କରୋନା ବର୍ଗର: କହିଲେ ‘ଯିଏ ଡରଉଛି ତାକୁ ଖାଅ’

ହନୋଇ: ସମଗ୍ର ବିଶ୍ୱରେ କରୋନା ଭାଇରସ୍‌ ଆତଙ୍କ ସୃଷ୍ଟି କରିଚାଲିଛି। ଏହି ପରିସ୍ଥିତିରେ ଜଣେ ବ୍ୟକ୍ତି ଏହି ଭାଇରସ୍‌କୁ ଖାଇବା ପାଇଁ ପରାମର୍ଶ ଦେଇଛନ୍ତି। ଶୁଣି ଡରିଗଲେ କି? ଡରିବାର କିଛି ନାହିଁ। ସତରେ ଭାଇରସ୍‌କୁ ଖାଇବେ ନାହିଁ। କରୋନା ନାମରେ…

ଲକ୍‌ଡାଉନ୍‌: ଲୋକଙ୍କୁ ରନ୍ଧାଖାଦ୍ୟ ବାଣ୍ଟିଲେ ପାଟଣା ସୁରକ୍ଷା କମିଟିର ସଦସ୍ୟ

ପାଟଣା,୨୯।୩(ସ୍ବ.ପ୍ର): କରୋନା ପାଇଁ ସାରା ଦେଶ ଲକ୍‌ଡାଉନ୍‌ ଥିବା ବେଳେ ଦିନମଜୁରିଆ, ଖଟିଖିଆ ଓ ଶ୍ରମିକ ଶ୍ରେଣୀର ଲୋକଙ୍କ ଘରେ ଚୁଲି ଜଳୁନାହିଁ। କେନ୍ଦୁଝର ଜିଲା ପାଟଣା ବ୍ଲକ ପାଟଣା ସୁରକ୍ଷା କମିଟି ତରଫରୁ ବଡ଼ପାଟଣା ପଞ୍ଚାୟତ ସ୍ବାମ ମୁଣ୍ଡା ସାହି…

ସୀମାନ୍ତରେ ପ୍ରବାସୀଙ୍କୁ ଅଟକାଅ: ହାଇକୋର୍ଟ

କଟକ ଅଫିସ,୨୯।୩: ସାରା ବିଶ୍ୱରେ ଏବେ କରୋନା ଆତଙ୍କ। ଭାରତରେ ସଂକ୍ରମିତଙ୍କ ସଂଖ୍ୟା ଦିନକୁ ଦିନ ବଢ଼ିବାରେ ଲାଗିଛି। ଏହାକୁ ରୋକିବାକୁ ନେଇ ଦେଶକୁ ୨୧ ଦିନ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି। ଗରିବ ଏବଂ ଶ୍ରମିକ ଶ୍ରେଣୀୟ ଲୋକେ ଏହାଦ୍ୱାରା ପ୍ରଭାବିତ…

ଜିଲାପାଳଙ୍କୁ ସରକାରଙ୍କ ନିର୍ଦ୍ଦେଶ: ଲକ୍ଷଣ ଥାଉ ବା ନ ଥାଉ ତୁରନ୍ତ କ୍ୱାରାଣ୍ଟାଇନ୍‌ରେ ରହିବେ ସଂକ୍ରମିତ ଅଞ୍ଚଳରୁ ଆସିଥିବା ଲୋକେ

ଭୁବନେଶ୍ୱର,୨୯।୩(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ରୋକିବା ଲାଗି ସରକାର ବଡ଼ ପଦକ୍ଷେପ ନେଇଛନ୍ତି। ସଂକ୍ରମିତ ଦେଶ କିମ୍ବା ଅଞ୍ଚଳରୁ ଓଡ଼ିଶାକୁ ଆସିଥିବା ଲୋକମାନଙ୍କୁ ତୁରନ୍ତ କ୍ୱାରାଣ୍ଟାଇନ୍‌ରେୁ ରଖିବାକୁ ରାଜ୍ୟ ସରକାର ସମସ୍ତ ଜିଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ବର୍ତ୍ତମାନ ୩ଟି ଦିଗକୁ ଗୁରୁତ୍ୱ…

ସାଇକେଲରେ ଘରକୁ ଫେରିଲେ ବାହାର ରାଜ୍ୟ ଟ୍ରକ୍‌ ଚାଳକ

ବରଗଡ଼ ଅଫିସ୍‌,୨୯।୩-ମାଲ୍‌ ପରିବହନ କାମ ପାଇଁ ବରଗଡ଼ ସହର ଉପକଣ୍ଠ ସିମେଣ୍ଟ କାରଖାନାକୁ ଆସିଥିବା ବାହ୍ୟ ରାଜ୍ୟର କେତେକ ଟ୍ରକ୍‌ ଚାଳକ ହଇରାଣ ହୋଇଛନ୍ତି। ଲକ୍‌ ଡାଉନ୍‌ ପରେ ନୂଆ ସାଇକେଲ କିଣି ସେଥିରେ ନିଜ ଗ୍ରାମକୁ ଫେରଛନ୍ତି। କାରଖାନା କର୍ତ୍ତୃପକ୍ଷଙ୍କଠାରୁ…

ପରିସ୍ଥିତି ନ ସୁଧୁରିଲେ ମେ’- ଜୁନ୍‌ରେ ବି ରିଲିଜ୍‌ ହେବନି ବଲିଉଡ୍‌ ଫିଲ୍ମ

ମୁମ୍ବାଇ,୨୯।୩: କରୋନା ଭାଇରସ କାରଣରୁ ଅକ୍ଷୟ କୁମାରଙ୍କ ‘ସୂର୍ଯ୍ୟବଂଶୀ’ ଓ ରଣବୀର ସିଂଙ୍କ ‘୮୩’ର ରିଲିଜ୍‌କୁ ସ୍ଥଗିତ ରଖାଯାଇଥିଲା। ହେଲେ ଏହି କରୋନା ଏବେ ଏଭଳି ପରିସ୍ଥିତି ସୃଷ୍ଟି କରିଛି ଇଦ୍‌ ପର୍ଯ୍ୟନ୍ତ ବି ବଲିଉଡ୍‌ର କୌଣସି ଫିଲ୍ମ ରିଲିଜ୍‌ କରାଯାଇ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri