Home

ସେଲ୍ଫ ଆଇସୋଲେଶନରେ ରହି ସମସ୍ତଙ୍କୁ ଘରେ ରହିବାକୁ କହିଲେ ବ୍ରିଟେନ ପ୍ରଧାନମନ୍ତ୍ରୀ

ଲଣ୍ଡନ,୨୯।୩: ବ୍ରିଟେନ ପ୍ରଧାନମନ୍ତ୍ରୀ ବୋରିସ ଜନସନ୍‌ କରୋନା ଭାଇରସରେ ସଂକ୍ରମିତ ହୋଇ ଏବେ ସେଲ୍ଫ ଆଇସୋଲେଶନରେ ରହିଛନ୍ତି। ଏହି ସମୟରେ ବ୍ରିଟେନର ପ୍ରାୟ ୩୦ ମିଲିୟନ ଲୋକଙ୍କୁ ଘରେ ରହିବାକୁ କହିଛନ୍ତି ପ୍ରଧାନମନ୍ତ୍ରୀ ବୋରିସ। ସେ କହିଛନ୍ତି କରୋନାକୁ ନେଇ ସବୁ…

କରୋନା ସହାୟତା: ରିଜିଜୁ ଦେଲେ ଗୋଟିଏ ମାସର ଦରମା

ନୂଆଦିଲ୍ଲୀ,୨୮।୩(ପି.ଟି.): କୋଭିଡ-୧୯ ମୁକାବିଲା ପାଇଁ କେନ୍ଦ୍ର କ୍ରୀଡ଼ାମନ୍ତ୍ରୀ କିରେନ ରିଜିଜୁ ଶନିବାର ତାଙ୍କର ଗୋଟିଏ ମାସର ଦରାମା ଦାନ କରିଛନ୍ତି। ଦେଶର ସ୍ବାସ୍ଥ୍ୟବସ୍ଥାର ଉନ୍ନତି ପାଇଁ ଅର୍ଥଦାନ ଦେବା ଏବେ ଅପରିହାର୍ଯ୍ୟ ହୋଇପଡିଛି ଓ ଏଥିପାଇଁ ଗୋଟିଏ ମାସର ଦରମା ପ୍ରଦାନ…

କରୋନା ସମୟରେ କଳାକାରଙ୍କୁ ଭତ୍ତା ଦେବାକୁ ଭୁଲିଗଲେ ସରକାର

ଧାମନଗର,୨୯।୩(ଡି.ଏନ୍‌.ଏ.): କରୋନା କବଳରୁ ମୁକ୍ତି ପାଇଁ ସରକାରଙ୍କ ପ୍ରଚେଷ୍ଟା ଜାରି ରହିଥିବାବେଳେ ଗୃହବନ୍ଦୀ କରାଯାଇ ଜନସାଧାରଣଙ୍କୁ ଖାଦ୍ୟପେୟ ଯୋଗାଇ ଦିଆଯାଉଛି। ଗରିବ ବୃଦ୍ଧା,ବୃଦ୍ଧ, ବିଧବା, ଭିନ୍ନକ୍ଷମଙ୍କୁ ଅଗ୍ରୀମ ୩ ମାସର ଭତ୍ତା ପ୍ରଦାନ କରାଯାଇଥିବାବେଳେ ମୁଖ୍ୟମନ୍ତ୍ରୀଙ୍କ ସହାୟତା ପାଉଥିବା ୫୦ ହଜାର…

କ୍ଷମା ମାଗିଲେ ମୋଦି

ନୂଆଦିଲ୍ଲୀ,୨୯।୩: କରୋନା ପାଇଁ ସାରା ଦେଶକୁ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି। ଫଳରେ ଦେଶ ଏକ ପ୍ରକାର ଠପ୍‌ ହୋଇ ଯାଇଛି। ଲକ୍‌ ଡାଉନକୁ ୫ ଦିନ ହୋଇଥିବା ବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ତାଙ୍କ ମନ୍‌ କି ବାତ୍‌ କାର୍ଯ୍ୟକ୍ରମରେ…

ପ୍ରଧାନମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିକୁ ଅକ୍ଷୟ ଦାନକଲେ ୨୫ କୋଟି

ମୁମ୍ବାଇ: ବଲିଉଡ୍‌ ସୁପରଷ୍ଟାର୍‌ ଅକ୍ଷୟ କୁମାର କରୋନା ପ୍ରଭାବିତଙ୍କ ସହାୟତା ପାଇଁ ପ୍ରଧାନମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିକୁ ୨୫ କୋଟି ଟଙ୍କା ପ୍ରଦାନ କରିଛନ୍ତି। ସ୍ବାମୀଙ୍କ ଏପରି କାର୍ଯ୍ୟକୁ ନେଇ ଗର୍ବ ଅନୁଭବ କରିଛନ୍ତି ସ୍ତ୍ରୀ ଟ୍ବିଙ୍କିଲ୍‌ ଖାନ୍ନା। ସେ କହିଛନ୍ତି, ଅକ୍ଷୟଙ୍କୁ…

ଦୁର୍ଗମ ଅଞ୍ଚଳରେ ନାହିଁ ମାସ୍କ: ପତ୍ରରେ ତିଆରି କରି ପିନ୍ଧିଲେ ଲୋକେ

ଦାରିଙ୍ଗବାଡ଼ି,୨୯।୩(ଡି.ଏନ୍‌.ଏ.): କରୋନା ଭୂତାଣୁ କିଭଳି ସଂକ୍ରମଣ ନ ହେବ ସେନେଇ ଜିଲା ପ୍ରଶାସନ ସମସ୍ତ ଉଦ୍ୟମ କରିବା ସହ ରାଜ୍ୟ ଏବଂ କେନ୍ଦ୍ର ସରକାର ଲକ୍‌ଡାଉନ୍‌ ଘୋଷଣା କରିଛନ୍ତିି। ସହର ଅପେକ୍ଷା ଦୁର୍ଗମ ଗ୍ରାମଗୁଡ଼ିକରେ ଅନୁସୂଚିତ ଜନଜାତି ଏବଂ ଜାତି ସଂପ୍ରଦାୟର…

ଗ୍ରୀଷ୍ମପ୍ରବାହ: ପାରଦ ଛୁଇଁଲା ୪୦ ଡିଗ୍ରୀ, ଆଜିଠୁ ୩୧ ଯାଏ ଝଡ଼ବର୍ଷା ସମ୍ଭାବନା

ଭୁବନେଶ୍ୱର,୨୯ା୩(ବ୍ୟୁରୋ): ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଆରମ୍ଭ ହୋଇଛି। ପାରଦ ୪୦ ଡିଗ୍ରୀ ସେଲ୍‌ସିୟସକୁ ଛୁଇଁଛି। ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ ଶନିବାର ମାଲକାନଗିରିରେ ସର୍ବୋଚ୍ଚ ତାପମାତ୍ରା ୪୦ ଡିଗ୍ରୀ ସେଲ୍‌ସିୟସ ରେକର୍ଡ କରାଯାଇଥିବା ବେଳେ ଅନୁଗୋଳ…

କରୋନା ପାଇଁ ସହାୟତାର ହାତ ବଢାଇଲେ ଅକ୍ଷୟ, ବରୁଣ ଧନ୍ୟବାଦ ଦେଲେ ମୋଦି

ମୁମ୍ବାଇ,୨୯।୩: କରୋନା ଭାଇରସ ଏବେ ବିଶ୍ୱକୁ ତା କବଳକୁ ନେଇଯିବା ଫଳରେ ସବୁଠି ଲକ୍‌ ଡାଉନ୍‌ ପରିସ୍ଥିତି। ଭାରତରେ ମଧ୍ୟ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୨୧ ଦିନିଆ ଲକ୍‌ଡାଉନ୍‌ ଘୋଷଣା କରିଛନ୍ତି। ଭାରତରେ କରୋନା ସଂକ୍ରମଣ ସଂଖ୍ୟା ବଢି ଚାଲିଥିବା ବେଳେ…

ହିତାଧିକାରୀଙ୍କୁ ମିଳିଲା ୩ ମାସର ସାଧାରଣ ବଣ୍ଟନ ସାମଗ୍ରୀ

ଦାରିଙ୍ଗବାଡ଼ି,୨୯।୩(ଡି.ଏନ୍‌.ଏ.): କରୋନା ମୁକାବିଲା ପାଇଁ ଚାରିଆଡ଼େ ଲକ୍‌ଡାଉନ୍‌ କରାଯାଇଥିବାବେଳେ ଗରିବ ଶ୍ରେଣୀର ଲୋକଙ୍କ ସୁବିଧା ପାଇଁ ସରକାର ସମସ୍ତ ହିତାଧିକାରୀଙ୍କୁ ସାଧାରଣ ବଣ୍ଟନ ସାମଗ୍ରୀକୁ ଆଗୁଆ ୩ ମାସ ପାଇଁ ବଣ୍ଟନ କରୁଛନ୍ତି ା କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକରେ ରବିବାର…

କରୋନା ଭାଇରସ: ରାଜ ପରିବାରର ପ୍ରଥମ ସଦସ୍ୟ ସ୍ପେନ ରାଜକୁମାରୀ ମାରିଆ ଟେରେସାଙ୍କ ମୃତ୍ୟୁ

ଓ୍ବାଶିଂଟନ,୨୯।୩: କରୋନା ଭାଇରସ ସଂକ୍ରମଣରେ ରାଜ ପରିବାରର ପ୍ରଥମ ସଦସ୍ୟଙ୍କ ମୃତ୍ୟୁ ହୋଇଛି। ବୋରବନ-ପରମା ସ୍ପେନର ରାଜକୁମାରୀ ମାରିଆ ଟେରେସାଙ୍କର କରୋନା ଭାଇରସ ସଂକ୍ରମଣ ଯୋଗୁ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ୮୬ ବର୍ଷୀୟା ରାଜକୁମାରୀ ମାରିଆ ରାଜା ଫେଲିପ ୪ର୍ଥଙ୍କର…

ବିଦେଶରୁ ଆସିଛନ୍ତି ୧୫ ଲକ୍ଷ ଯାତ୍ରୀ

ନୂଆଦିଲ୍ଲୀ,୨୯ା୩: ପ୍ରାଣଘାତୀ କରୋନାକୁ ରୋକିବା ଲାଗି କେନ୍ଦ୍ର ସରକାର ବହୁବିଧ ପଦକ୍ଷେପ ଗ୍ରହଣ କରିଛନ୍ତି। ଭୂତାଣୁ ସଂକ୍ରମଣକୁ ରୋକିବା ଲାଗି ବିଦେଶରୁ ଆସୁଥିବା ଯାତ୍ରୀଙ୍କ ଉପରେ କଡ଼ା ନଜର ରଖିବା ଲାଗି କୁହାଯାଇଛି। ଗତ ଜାନୁୟାରୀ ୧୮ରୁ ଏପର୍ଯ୍ୟନ୍ତ ଭାରତକୁ ମୋଟ…

ଦାଦନଙ୍କୁ ସମସ୍ତ ସହାୟତା ଯୋଗାଇ ଦିଆଯିବ: ଶାହା

ନୂଆଦିଲ୍ଲୀ,୨୯ା୩(ପି.ଟି.): ୨୧ ଦିନିଆ ଲକ୍‌ଡାଉନ ବେଳେ ଦାଦନ ଶ୍ରମିକମାନଙ୍କୁ ସମସ୍ତ ପ୍ରକାର ସହାୟତା ଯୋଗାଇଦେବାକୁ ସରକାର ପ୍ରତିଶ୍ରୁତିବଦ୍ଧ ବୋଲି ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ୍‌ ଶାହା ଶନିବାର କହିଛନ୍ତି। ନିଜ ରାଜ୍ୟକୁ ଫେରି ନ ପାରି ବିଭିନ୍ନ ସ୍ଥାନରେ ଅଟକି ରହିଥିବା ଦାଦନ ଶ୍ରମିକ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri